author

ମାଦକ ଦ୍ରବ୍ୟ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ l

ରାୟଗଡ:-ତା. ୨୦/୦୮-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଧରପଗଡ଼ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏହା ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଓ ବନଖଣ୍ଡ ଅଧିକାରୀ ଶ୍ରୀ ଆନ୍ନାସାହେବ ଓହଲେ, ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଦୁଧlଲ ଅଭିଶେଖ ଦିଲ୍ଲୀପ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l […]

ସରକାରଙ୍କ ନୂଆ ବ୍ୟବସ୍ଥା: ଏଣିକି ସମସ୍ତ ଶ୍ରେଣୀରେ ରହିବ ପାସ୍ ଫେଲ୍ ବ୍ୟବସ୍ଥା

ଏଣିକି ଷ୍ଟାଣ୍ଡାର୍ଡ ନଥିବ ପିଲା ପାସ୍ ହେଲା ପର୍ଯ୍ୟନ୍ତ ସେହି କ୍ଲାସ୍‌ରେ ରହିବେ। ପୂର୍ବ ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ନଥିଲା ବର୍ତ୍ତମାନର ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ରଖାଯାଇଛି। ପିଲା କ୍ଲାସ୍‌ରେ ଫେଲ୍ ହେଲେ ପୁନର୍ବାର କିଛି ଦିନ ଭିତରେ ପରୀକ୍ଷା ଦେଇ ପାସ୍ କରିବାକୁ ପଡ଼ିବ। ପାସ୍ ହେଲା ପରେ ସେ ଉପରସ୍ତ ଶ୍ରେଣୀକୁ ଯିବେ ବୋଲି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି।ଏହା ସହିତ ଶିକ୍ଷକମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ […]

ଶିମିଳିପାଳରେ ବାଘୁଣୀ ଜୀନତ ଗର୍ଭବତୀ

ମହାରାଷ୍ଟ୍ରରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି।ସେ ବର୍ତ୍ତମାନ ପଞ୍ଚମ ମାସରେ ଗର୍ଭବତୀ ଅଛି। ସେ ନିୟମିତ ଭାବେ ସାମ୍ବାର, ଚିତଳ ଓ ବଣୁଆ ଘୁଷୁରୀ ଆଦି ଜଙ୍ଗଲୀ ଜନ୍ତୁଙ୍କୁ ଶିକାର କରୁଛି ଏବଂ ତାର ସ୍ୱାସ୍ଥ୍ୟ ଅବସ୍ଥା ଭଲ ରହିଥିବା ଜଣାପଡ଼ିଛି। ଜୀନତଙ୍କୁ ସାଟେଲାଇଟ ଟ୍ରାକିଂ ଓ ନିୟୋଜିତ ବନ କର୍ମଚାରୀଙ୍କ ଦ୍ୱାରା ଚବିଶ ଘଣ୍ଟା ନିରୀକ୍ଷଣ କରାଯାଉଛି। ଏହା […]

ଜିଲ୍ଲା ଆଇନ୍ ସେବା ପ୍ରାଧ‌ିକରଣ ତରଫରୁ ପ୍ୟାନେଲ ଓକିଲ ଏବଂ ସରକାରୀକର୍ମଚାରୀଙ୍କ ତାଲିମ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚ୍ଚିବ ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଜିଲ୍ଲାପରଷଦ ନୟାଗଡ଼ଙ୍କ ଡି.ପି.ଆର୍.ସି. ସମ୍ମିଳନୀ କକ୍ଷରେ ପ୍ୟାନେଲ ଓକିଲ, ପୋଲିସ ଅଧିକାରୀ, ଜଙ୍ଗଲବିଭାଗ ଅଧିକାରୀ, ଅବକାରୀ ବିଭାଗର ଅଧିକାରୀମାନଙ୍କୁ ନେଇ ଏକ ତାଲିମି ଶିବିରକୁ ମୁଖ୍ୟଅତିଥି ସଚ୍ଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍‌ଘାଟନ କରି ଓଡ଼ିଶା ଉଚ୍ଚନ୍ୟାୟାଳୟଙ୍କ ଭି.ସି. ନିୟମ ୨୦୨୦ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ସରକାରୀ ଓକିଲ ଦଣ୍ଡପାଣି […]

ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ । ସଶକ୍ତ ହେବାରେ ଲାଗିଛି ଦେଶର ପ୍ରତିରକ୍ଷା କ୍ଷେତ୍ର । ଅବଦୁଲ କଲାମ ଦ୍ୱୀପରୁ ସଂଧ୍ୟା ୬ଟା ୩୦ରେ ଉତ୍‌କ୍ଷେପଣ ହେଲା । ଆଇସିବିଏମ୍ କାଟାଗୋରୀର ଦୂରଗାମୀ କ୍ଷେପଣାସ୍ତ୍ର ହେଉଛି ଅଗ୍ନି – ୫ । ପ୍ରତିରକ୍ଷା ବିଭାଗର ଷ୍ଟାଟେଜିକ୍‌ ଫୋର୍ସ କମାଣ୍ଡ ଏହି ମିସାଇଲକୁ ସଫଳତାର ସହିତ ପରୀକ୍ଷା କରିଥିବା ଡ଼ିଆରଡ଼ିଓ ପକ୍ଷରୁ କୁହାଯାଇଛି ।। ପାରମାଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି ଅଗ୍ନି – ୫ । […]

ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ

ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି। କୌଣସି ଏକ ଅସ୍ତ୍ରୋପଚାର ପାଇଁ ସେ ଆସିଥିବା ସୂଚନାରୁ ଜଣାପଡ଼ିଛି। ଏନେଇ ସନ୍ଧ୍ୟାରେ ଏସ୍‌ସିବି କର୍ତ୍ତୃପକ୍ଷ ସୂଚନା ଦେବେ।ତାଙ୍କର ଏକ ଛୋଟ ଧରଣର ଅସ୍ତ୍ରୋପଚାର କରାଯିବ। ଏଥିପାଇଁ ମେଡିକାଲ ପକ୍ଷରୁ ଏକ ୧୦ ଜଣିଆ ଡାକ୍ତରୀ ଟିମ ପ୍ରସ୍ତୁତ କରାଯାଇଛି ।ସର୍ଜରୀ ବିଭାଗ ପ୍ରଫେସର ଏଲ. ଭି. ଗୌରିଙ୍କ ନେତୃତ୍ୱରେ ଏହି ଅସ୍ତ୍ରୋପଚାର କରାଯିବ। ଆଜି ଶ୍ରୀମତୀ ମାରାଣ୍ଡିଙ୍କର ସବୁ […]

ଲଗାତାର ୩୦ ଦିନ ଜେଲରେ ରହିଲେ ପଦ ହରାଇବେ ମନ୍ତ୍ରୀ

କେନ୍ଦ୍ର ସରକାର ପକ୍ଷରୁ ଲୋକସଭାରେ ଆଜି ୩ଟି ବିଧେୟକ ପାରିତ ହୋଇଛି । ଯେଉଁଥିପାଇଁ ଭାରତୀୟ ରାଜନୀତିରେ ବଡ଼ ପରିବର୍ତ୍ତନ ହୋଇପାରେ । ଲୋକସଭାରେ ଜୋରଦାର ହଙ୍ଗାମା ମଧ୍ୟରେ ୩ ସଂଶୋଧନ ବିଲ୍ ଉପସ୍ଥାପନ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏହି ବିଲ୍‌ଗୁଡ଼ିକ—କେନ୍ଦ୍ରଶାସିତ ଅଞ୍ଚଳ (ସଂଶୋଧନ) ବିଲ୍‌ ୨୦୨୫, ସମ୍ବିଧାନ (ଏକ ଶହ ତିରିଶତମ ସଂଶୋଧନ) ବିଲ୍‌ ୨୦୨୫ ଏବଂ ଜମ୍ମୁ ଓ କାଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍‌ ୨୦୨୫—ଗୁରୁତର ଅପରାଧିକ ଅଭିଯୋଗରେ ୩୦ […]

ସ୍କୁଲ ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା

ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କାରଣରୁ ମେ ୫ ପରିବର୍ତ୍ତେ ୨୩ ଏପ୍ରିଲରୁ ସ୍କୁଲ ବନ୍ଦ ରଖାଯାଇଥିଲା । ଏହି ସମୟ ମଧ୍ୟରେ ୧୧ ଦିନ ମଧ୍ୟାନ୍ନ ଭୋଜନ ଦିଆଯାଇ ନଥିଲା । ସେନେଇ ଏବେ ରାଜ୍ୟର ସମସ୍ତ ଶିଶୁ (ବାଲ୍‌) ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ ଦିନର ଚାଉଳ ସହ ରନ୍ଧା ବାବଦକୁ ଟଙ୍କା ପ୍ରଦାନ କରାଯିବ ।ଏନେଇ ମଧ୍ୟାହ୍ନଭୋଜନ ରାଜ୍ୟ କ୍ଷେତ୍ରୀୟ ଅଧିକାରୀ ସବୁ ଜିଲାପାଳଙ୍କୁ ପତ୍ର ଲେଖିଛନ୍ତି। ବିଦ୍ୟାଳୟ […]

ନୂଆଦିଲ୍ଲୀରେ ନିର୍ମାଣ ହେବ ଓଡ଼ିଶା ଭବନ, ଏହି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା […]

ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ ମୋଦୀ

ବିରୋଧୀ ଦଳ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଗତ ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା […]