author

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର

ମହିଳା ଏବଂ ଶିଶୁ ସୁରକ୍ଷା ନେଇ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗର ବୈଠକ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଆଲୋଚନା ହୋଇଛି। […]

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର- ଆଇନ ମନ୍ତ୍ରୀ

ମହିଳା ଏବଂ ଶିଶୁ ସୁରକ୍ଷା ନେଇ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗର ବୈଠକ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଆଲୋଚନା ହୋଇଛି। […]

ରାଶନ କାର୍ଡ ଧାରକଙ୍କ ତାଲିକାର ଏକ ବ୍ୟାପକ କାଟଛାଣ୍ଟ ଆରମ୍ଭ

କେନ୍ଦ୍ର ସରକାର ରାଶନ କାର୍ଡ ଧାରକଙ୍କ ତାଲିକାର ଏକ ବ୍ୟାପକ କାଟଛାଣ୍ଟ ଆରମ୍ଭ କରିଛନ୍ତି। ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ ପ୍ରଥମ ଥର ପାଇଁ ରାଶନ କାର୍ଡ ଧାରକଙ୍କ ଏକ ତାଲିକା ପ୍ରସ୍ତୁତ କରିଛି ଯେଉଁମାନେ ମାଗଣା ଶସ୍ୟ ଭଳି ସୁବିଧା ପାଇଁ ଯୋଗ୍ୟ ହୋଇନଥାନ୍ତି। ଏହି ତାଲିକାରେ ପ୍ରାୟ ୧.୧୭ କୋଟି ଲୋକ ଅଛନ୍ତି। ଏମାନେ ଚାରି ଚକିଆ ଯାନ କିମ୍ବା ଆୟକର ଦାତା କିମ୍ବା କମ୍ପାନୀରେ ନିର୍ଦ୍ଦେଶକ। କେନ୍ଦ୍ର ରାଜ୍ୟଗୁଡ଼ିକୁ ସେପ୍ଟେମ୍ବର ୩୦ […]

ପଶ୍ଚିମ ଓଡ଼ିଶାର ପ୍ରଖ୍ୟାତ ଗୀତିକାର, ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

ପଶ୍ଚିମ ଓଡ଼ିଶାର ପ୍ରଖ୍ୟାତ ଗୀତିକାର ଓ ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତ ଆଉ ନାହାନ୍ତି। ଆଜି ସକାଳେ ସମ୍ବଲପୁର ସେନ୍‌ ପାର୍କ୍‌ ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହେଉଥିଲେ ।ସୂଚନାଯୋଗ୍ୟ ଯେ, ପଦ୍ମଶ୍ରୀ ବିନୋଦ ପଶାୟତ ବଲାଙ୍ଗିର ଜିଲ୍ଲା କୁସମେଲ ଗାଁରେ ୧୯୩୫ ମସିହା ଡିସେମ୍ବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । […]

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଆସନ୍ତାକାଲି ନାମାଙ୍କନ ଭରିବାର ଶେଷ ତାରିଖ ରହିଛି । ଆଜି ନାମାଙ୍କନ ଭରିଛନ୍ତି ଏନଡିଏ ପ୍ରାର୍ଥୀ ସି.ପି ରାଧାକ୍ରିଷ୍ଣନ୍ । ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ଅନେକ ଏନଡିଏ ସାଂସଦ ଉପସ୍ଥିତ ଥିବା ଦେଖାଯାଇଥିଲା। ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ପ୍ରଥମ ପ୍ରସ୍ତାବକ ହୋଇଥିଲେ […]

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରକୁ ଜନଶୁଣାଣି ସମୟରେ ଆକ୍ରମଣ ଅଭିଯୋଗ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରକୁ ଜନଶୁଣାଣି ସମୟରେ ଆକ୍ରମଣ ହୋଇଥିବା ଖବର ଆସିଛି । ମୁଖ୍ୟମନ୍ତ୍ରୀଙ୍କ ସିଭିଲ ଲାଇନ୍ସ ସ୍ଥିତ ସରକାରୀ ବାସଭବନରେ ଆୟୋଜିତ ଜନଶୁଣାଣିରେ ତାଙ୍କ ଉପରକୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଅଭିଯୁକ୍ତ ୩୫ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଥିବାବେଳେ ଦିଲ୍ଲୀ ପୋଲିସ ଘଟଣାର ତଦନ୍ତ କରୁଛି । ଜନଶୁଣାଣିବେଳେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ଶୁଣାଇବାକୁ ଆସିଥିବା ଯୁବକ ଚାପୁଡ଼ା ମାରିଥିଲେ ।ତେବେ ସେ କେଉଁ ଉଦ୍ଦେଶ୍ୟ ରଖି ମୁଖମନ୍ତ୍ରୀଙ୍କୁ ଆକ୍ରମଣ […]

ଶିମିଳିପାଳ କୋର୍ ଅଞ୍ଚଳରେ ବୁଲୁଛି ବାଘୁଣୀ ‘ଜିନ୍ନତ୍’ 

ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର କୋର୍‌ ଏରିଆରେ ସ୍ୱଚ୍ଛନ୍ଦରେ ବୁଲୁଛି ବାଘୁଣୀ ଜିନତ । କ୍ୟାମେରାରେ ବାଘୁଣୀ ଜିନତର ଫଟୋ କଏଦ ହୋଇଛି । ତେବେ ଏହି ଫଟୋକୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ଜାରି କରାଯିବା ସହ ଏହାର ସୂଚନା ଦିଆଯାଇଛି ।୭ମାସ ପରେ ଏନକ୍ଲୋଜରରୁ ବାହାରି କୋର୍ ଅଞ୍ଚଳରେ ଶିକାର କରୁଛି । ଜିନ୍ନତ୍ ଉପରେ ୨୪ ଘଣ୍ଟିଆ ନଜର ରଖିଛି ସ୍ବତନ୍ତ୍ର ଟିମ୍ । କୋର୍ ଅଞ୍ଚଳରେ ବୁଲି ଶିକାର କରି ନିଜ କ୍ଷେତ୍ର […]

ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପାଇବେ ସାହିତ୍ୟିକ ଶତ୍ରୁଜିତ

ନୟାଗଡ଼, ୧୯/୦୮: ସପ୍ତମ ଶ୍ରେଣୀ ପାଠ ପଢି ଡ୍ରଇଂ ଶିକ୍ଷକରୁ ଅଧ୍ୟାପକ ହେବା ସହ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଅନେକ ଗବେଷଣାତ୍ମକ ପୁସ୍ତକ ରଚନା କରିଥିବା ନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ଅନନ୍ୟ ସାରସ୍ଵତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୨ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ଅଗଷ୍ଟ ୨୭ ତାରିଖ ୨୦୨୫ ରେ ନୟାଗଡ଼ଠାରେ ଅନୁଷ୍ଠିତ ହେବ। ସମାରୋହରେ ଚଳିତ ବର୍ଷ ତଥାସ୍ତୁ ତରଫରୁ କବି, ପ୍ରାବନ୍ଧିକ ଓ ସଂପାଦକ ଶତ୍ରୁଜିତଙ୍କୁ […]

ଓଡିଶାରେ ୪ଟି କ୍ରୁଜ ସର୍କିଟ୍ କରିବାକୁ କେନ୍ଦ୍ର ସରକାରଙ୍କ ଯୋଜନା

ଓଡ଼ିଶାରେ ଜାହାଜ ଆଧାରିତ ପର୍ଯ୍ୟଟନକୁ ପ୍ରୋତ୍ସହିତ କରାଯିବ। ୪ଟି କ୍ରୁଜ ସର୍କିଟ କରିବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି।ଭିତରକନିକା, ଯୋବ୍ରା, ଲଳିତଗିରି-ଉଦୟଗିରିରେ ଏହି କ୍ରୁଜ ସର୍କିଟ ହେବ। ବାଲେଶ୍ୱରର ହିଡେନ ବିଚରେ ହେବ ଏହି କ୍ରୁଜ ସର୍କିଟ। କେନ୍ଦ୍ର ସରକାରଙ୍କ କ୍ରୁଜ ଭାରତ ମିଶନ ଯୋଜନାରେ ଏଗୁଡ଼ିକ ବିକଶିତ କରାଯିବ ବୋଲି ରାଜ୍ୟସଭାରେ ମୌଖିକ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବନ୍ଦର, ଜାହାଜ ଏବଂ ଜଳପଥ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ।

ଭାରତୀୟ ରେଲୱେ ଏବେ ଏୟାରଲାଇନ୍ସ କମ୍ପାନୀ ଭଳି ଲଗେଜ ନିୟମ ଲାଗୁ କରିବ

ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ରେଳ । ଭାରତୀୟ ରେଲୱେ ଏବେ ଏୟାରଲାଇନ୍ସ କମ୍ପାନୀ ଭଳି ଲଗେଜ ନିୟମ ଲାଗୁ କରିବାକୁ ଯାଉଛି । ଏହି ନିୟମ ଅନୁସାରେ, ଟ୍ରେନରେ ମନଇଚ୍ଛା ଲଗେଜ ନେଇପାରିବେନି ଯାତ୍ରୀ । କଡ଼ା ନିୟମ ଲାଗୁ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଳୱେ । ବ୍ୟାଗର ଓଜନ ଅଧିକ ହେଲେ ମଧ୍ୟ ଦେବାକୁ ପଡିବ ଜୋରିମାନା ।ପ୍ରସ୍ତାବିତ ନିୟମ ଅନୁସାରେ, ଇଲେକଟ୍ରୋନିକ ମେସିନ୍‌ରେ ରେଳଯାତ୍ରୀ […]

ନାବାଳିକାଙ୍କୁ ବିବାହ କରି ନିର୍ଯାତନା ମାମଲା,ଫେରାର ପୋଲିସ ଏସଆଇଙ୍କୁ ରାଜ୍ୟ ବାହାରୁ ଗିରଫ

ଦୀର୍ଘ ୪ ମାସର ଲୁଚକାଳି ଖେଳ ପରେ ଶେଷରେ ନାବାଳିକାଙ୍କୁ ବିବାହ କରିଥିବା ଅଭିଯୁକ୍ତ ନିଲମ୍ବିତ ପୁଲିସ ଏସଆଇ ଅମିତ ପାଢୀଙ୍କୁ ରାଜ୍ୟ ବାହାରୁ ଗିରଫ କରିଛି ପୁଲିସ। ଜାମିନ ବିହୀନ ଗିରଫ ପରୱାନା ଜାରି ହେବା ପରେ ଅମିତ ରାଜ୍ଯ ବାହାରକୁ ଖସି ପଳାଇଥିଲେ। ଜିଲ୍ଲା ପୁଲିସର ସ୍ପେସାଲ ସ୍କ୍ବାଡ୍ ଆନ୍ଧ୍ରପ୍ରଦେଶରେ ଚଢଉ କରି ଗିରଫ କରିଥିବା ବେଳେ ଆଜି ଭୋରରୁ ଜଗତସିଂହପୁରରେ ପହଞ୍ଚି ଥିବା ଜଣାପଡିଛି।ସୂଚନାମୁତାବକ, ଫେସ୍‌ବୁକ୍‌ ପରିଚୟରୁ ଦଶମ ଶ୍ରେଣୀ ଝିଅକୁ ପ୍ରେମ […]

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,ଆଜି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଅବପାତ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଏହି ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହେଉଛି । ଆସନ୍ତା ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅବପାତ ଦୁର୍ବଳ ରହିବା ସତ୍ତ୍ଵେ କିଛି ସ୍ଥାନରେ ବର୍ଷା ଜାରି ରହିବ।ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି […]