author

ଆଜିର ରାଶିଫଳ(୨୮ ସେପ୍ଟେମ୍ବର, ୨୦୨୬)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]

ରାଜ୍ୟସ୍ତରୀୟ ବର୍ଷା କବିତା ଆସର ଏବଂ ସଂକ୍ଷିପ୍ତ ଭାଗବତ ଲୋକାର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ): କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ରାଜ୍ୟସ୍ତରୀୟ ବର୍ଷା କବିତା ଆସର ଏବଂ ପଣ୍ଡିତ କୈଳାସ ଚନ୍ଦ୍ର ରଥଙ୍କ ଦ୍ୱାରା ରଚିତ ଶ୍ରୀମଦ ସଂକ୍ଷିପ୍ତ ଭାଗବତ ବୃକ୍ଷ (ସପ୍ତାକ୍ଷରୀ ଛନ୍ଦ) ପୁସ୍ତକର ଲୋକାର୍ପଣ ଉତ୍ସବ ଆଜି ପୂର୍ବାହ୍ନରେ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଆୟୋଜିତ ଏହି କବିତା ଆସର ଏବଂ ସାହିତ୍ୟ ସଭାରେ ପରିଷଦ ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତା […]

ଆଜିର ରାଶିଫଳ(୨୭ ସେପ୍ଟେମ୍ବର, ୨୦୨୬)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଘଟଣାର ୨୮ ଘଣ୍ଟା ପରେ ବି, ମହାନଦୀରେ ନିଖୋଜ ଯୁବକର ସନ୍ଧାନ ମିଳିନି

ନୟାଗଡ଼,(ଓଡ଼ିଶା ଦର୍ପଣ):ଖଣ୍ଡପଡ଼ା ବ୍ଲକ ଅଧୀନ ସିଧାମୂଳା ଗ୍ରାମ ନିକଟସ୍ଥ ମହାନଦୀ ସେତୁ ଉପରୁ ଡେଇଁ ପଡି ଜଣେ ଯୁବକ ମହାନଦୀରେ ଶୁକ୍ରବାର ଅପରାହ୍ନରୁ ମହାନଦୀରେ ନିଖୋଜ ହୋଇଥିବା ଜଣାପଡିଛି।ଅଗ୍ନିଶମ ବାହିନୀର ପ୍ରଚେଷ୍ଟା ସତ୍ତ୍ବେ ମଧ୍ଯ ଘଟଣାର ୨୪ ଘଣ୍ଟା ପରେ ବି ନିଖୋଜ ଯୁବକଙ୍କ କୌଣସି ସନ୍ଧାନ ମିଳି ନ ପାରିଥିବା ପ୍ରଶାସନ ସୂତ୍ରରୁ ଜଣାପଡିଛି। ତେବେ ନିଖୋଜ ଯୁବକଙ୍କ ନାମ ସରୋଜ ନାଏକ (୨୬) ଓ ତାର ଘର ଦଶପଲ୍ଲା ବ୍ଲକ ଅଧୀନ ଢିପିସାହି ଗ୍ରାମରେ […]

​ଗଣିଆ ଥାନା କିଶୋରପ୍ରସାଦ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ ପଛରେ ପିଟିହେଲା ବାଇକି , ଜଣଙ୍କର ମୃତ୍ୟୁ ଓ ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଗୁରୁତର

​ଗଣିଆ,(ଓଡିଶା ଦର୍ପଣ): ଗଣିଆ ଥାନା ଅନ୍ତର୍ଗତ କିଶୋରପ୍ରସାଦ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଶନିବାର ଦିନ ସନ୍ଧ୍ୟା ସମୟରେ ଘଟିଯାଇଛି। ଗଣିଆ ପଟୁ ଯାଉଥିବା ଏକ ବାଇକି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛରେ ପିଟିହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ​ମୃତକ ଜଣକ ହେଉଛନ୍ତି ସୁଶାନ୍ତ ପୃଷ୍ଟି। ଏହି ଦୁର୍ଘଟଣାରେ ଜଣାଶୁଣା ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଗୁରୁତର ଆହତ ହୋଇଛନ୍ତି।​ସ୍ଥାନୀୟ ଲୋକଙ୍କ ସହାୟତାରେ […]

ମ୍ୟାପିଂ ହୋଇନଥିବା ଭୋଟରଙ୍କ ଘରକୁ ଯିବେ ବିଏଲଓ, ବଢ଼ିଲା ଦାବି-ଆପତ୍ତି ସମୟସୀମା

ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ବଡ଼ ପଦକ୍ଷେପ ନେଇଛନ୍ତି ନିର୍ବାଚନ ଆୟୋଗ। ଏସଆଇଆର ସମୟରେ ଯେଉଁ ଭୋଟରଙ୍କୁ ‘Unmapped’ କିମ୍ବା ‘Logical Discrepancies’ ବା ତାର୍କିକ ଅସଙ୍ଗତି ଦର୍ଶାଇ ନୋଟିସ୍ ଦିଆଯାଇଛି, ସେମାନଙ୍କୁ ଏଣିକି ଇଆରଓ/ଏଇଆରଓ (ERO/AERO) କାର୍ଯ୍ୟାଳୟକୁ ଶୁଣାଣି ପାଇଁ ଡକାଯିବ ନାହିଁ। ବୁଥ୍‌ସ୍ତରୀୟ ଅଧିକାରୀ (BLO) ଘରକୁ ଯାଇ ଆବଶ୍ୟକ ଦଲିଲ ସଂଗ୍ରହ କରିବେ।ବିହାର ଏବଂ ପଶ୍ଚିମବଙ୍ଗ ସମେତ ଦେଶର ୨୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ SIR […]

ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟାର ହସ୍ପିଟାଲ କରିବ ବେଦାନ୍ତ

ପଶ୍ଚିମ ଓଡ଼ିଶାରେ ବଡ଼ ହସ୍ପିଟାଲ ପ୍ରତିଷ୍ଠା କରିବ ବେଦାନ୍ତ ଗ୍ରୁପ୍ ।  ୧୦୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରସ୍ତାବ ଦେଇଛନ୍ତି ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ।  ଏହା ସହ ଢେଙ୍କାନାଳରେ ୩ ମିଲିୟନ୍ ଟନ୍ କ୍ଷମତାର ସ୍ମେଲଟର ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମଧ୍ୟ ବେଦାନ୍ତ ଯୋଜନା କରିଛି । ଏଥିପାଇଁ ୫୦୦ ଏକର ଜମି ରାଜ୍ୟ ସରକାର ଯୋଗାଇ ଦେଇଛନ୍ତି ।ଓଡ଼ିଶା ସହ ବେଦାନ୍ତର ସମ୍ପର୍କ ଦୀର୍ଘଦିନର ବୋଲି ଉଲ୍ଲେଖ […]

ଇରାନର ପ୍ରସ୍ତାବକୁ ଟ୍ରମ୍ପଙ୍କ ପ୍ରତ୍ୟାଖ୍ୟାନ !ହର୍ମୁଜ୍ ଷ୍ଟ୍ରେଟ୍କୁ ‘ଟ୍ରମ୍ପ ଷ୍ଟ୍ରେଟ୍’ ଦର୍ଶାଇ ମ୍ୟାପ୍ ଶେୟାର କଲେ ଆମେରିକା ରାଷ୍ଟ୍ରପତି

ପୁଣି ଥରେ ବୋମା ପକାଇବ କି ଆମେରିକା? ଇରାନର ‘ଶାନ୍ତି ଯୋଜନା’କୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ। ଇରାନ ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ କତାର ମାଧ୍ୟମରେ ଆମେରିକାକୁ ପ୍ରସ୍ତାବ ପଠାଇଥିଲା। ଏଥିପାଇଁ ଇରାନ ତିନୋଟି ସର୍ତ୍ତ ରଖିଥିଲା। ଇରାନ କହିଛି ଯେ ଏହି ସର୍ତ୍ତଗୁଡ଼ିକ ପୂରଣ ହେବା ପରେ, ହର୍ମୁଜ୍ ପ୍ରଣାଳୀ ସାତ ଦିନ ମଧ୍ୟରେ ଖୋଲାଯିବ। ଏହା ପରେ ମଧ୍ୟ ଟ୍ରମ୍ପ ଆଉ ଏକ କାରନାମା କରିଛନ୍ତି। ସେ ଷ୍ଟ୍ରେଟ୍ ଅଫ୍ ହର୍ମୁଜର ପୁନଃ […]

‘ଲଭ୍ ଆଣ୍ଡ୍ ୱାର’ରେ ରଣବୀର କପୁରଙ୍କ ଫାଷ୍ଟ ଲୁକ୍ ଦେଖି ଫ୍ୟାନ୍ସ ପାଗଳ

ଭନସାଲି ଫିଲ୍ମ ‘ଲଭ୍ ଆଣ୍ଡ୍ ୱାର’ରେ ରଣବୀର କପୁରଙ୍କ ପ୍ରଥମ ଲୁକ୍ ସାମ୍ନାକୁ ଆସିବା ପରେ ଚର୍ଚ୍ଚାର ବିଷୟ ପାଲଟିଛି । ପୋଷ୍ଟରରେ ରଣବୀରଙ୍କୁ ଗମ୍ଭୀର ଅନ୍ଦାଜରେ ଦେଖିବାକୁ ମିଳିଛି । ରଣବୀର ମୋଟା ନିଶ ରଖିବା ସହ ତାଙ୍କ ହାତ ଏବଂ ସାର୍ଟରେ ରକ୍ତ ଦାଗ ଲାଗିଛି। ଏଥିସହ ସେ ଏକ କାରରେ ଚଷମା ପିନ୍ଧି ବସିଥିବା ଦେଖାଯାଇଛି। ଶାର୍ଟରେ ରକ୍ତ ଦାଗ ଫିଲ୍ମର ଡାର୍କ ଏବଂ ଆକ୍ସନ କାହାଣୀ ଆଡ଼କୁ ସଙ୍କେତ ଦେଉଛି। ଖାଲି […]

ଚିନ୍ମୟ ମିଶନ ପକ୍ଷରୁ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଚିନ୍ମୟ ମିଶନ ନୟାଗଡ଼ ଶାଖା ପକ୍ଷରୁ ଆଜି ପୂର୍ବାହ୍ନରେ ସ୍ଥାନୀୟ ପିଟିଏସ ରୋଡ଼ସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଏକ ଜିଲ୍ଲାସ୍ତରୀୟ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବେଶ୍ ଆଗ୍ରହର ସହ ଅଂଶଗ୍ରହଣ କରିଥିଲେ।ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉଦ୍ଘାଟନୀ ସମାରୋହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ.ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ ଏବଂ ଚିନ୍ମୟ ମିଶନ ଭୁବନେଶ୍ୱରର ଅଧ୍ୟକ୍ଷ […]

ଏଆଇର ଭୁଲ ବ୍ୟବହାର ନେଇପାରେ ୧୦୦ କୋଟି ଲୋକଙ୍କ ଜୀବନ :ବିଲ୍ ଗେଟ୍ସଙ୍କ ପରାମର୍ଶ

ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ ଚେତାବନୀ ଦେଇଛନ୍ତି ଯେ, ଭୁଲ୍ ଲୋକଙ୍କ ହାତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI ଏତେ ଶକ୍ତିଶାଳୀ ହୋଇପାରେ ଯେ ଏହା ଯୋଗୁଁ ୧୦୦ କୋଟି ଲୋକଙ୍କ ମୃତ୍ୟୁ ପର୍ଯ୍ୟନ୍ତ ହୋଇପାରେ।ବିଲ୍ ଗେଟ୍ସ ଏକ ସାକ୍ଷାତକାରରେ ଏହି ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି । ରିପୋର୍ଟ ଅନୁଯାୟୀ, ସେ କହିଛନ୍ତି ଯେ AI ଉପକରଣ ଗୁଡ଼ିକୁ କ୍ଷତିକାରକ ବ୍ୟକ୍ତି ମାନଙ୍କ ସହିତ ମିଶ୍ରଣ କରିବା ଯେକୌଣସି ଅସ୍ତ୍ରଶସ୍ତ୍ର ଅପେକ୍ଷା ଅଧିକ ବିପଜ୍ଜନକ ହୋଇପାରେ । […]

ଓଡ଼ିଶାରେ ବନ୍ୟା ଆଶଙ୍କା: ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବଢ଼ୁଛି

ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସଙ୍ଗୀନ । ଝାଡ଼ଖଣ୍ଡରୁ ପାଣି ଆସି କେନ୍ଦୁଝର ପ୍ରଭାବିତ ହୋଇଛି । ବାଲେଶ୍ୱର, ଯାଜପୁର, ଭଦ୍ରକ ପ୍ରଭାବିତ ହେବ । ଛତିଶଗଡ ଓ ଝାଡ଼ଖଣ୍ଡରେ ବର୍ଷା ଲାଗି ରହିଛି । ୪୮ ଘଣ୍ଟା ପରେ ସ୍ଥିତି ସ୍ୱାଭାବିକ ଆଡ଼କୁ ଗତି କରିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଆଗାମୀ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବାକୁ […]