ପିପିଲି ଥାନା ଅଂଚଳରେ ଗୋଟିଏ ୮ ବର୍ଷୀୟା କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଜଣେ ବୟସ୍କ ବ୍ୟକ୍ତିଙ୍କୁ ପିପିଲି ପୋଲିସ ଅଟକ ରଖିଛି ।ଅଭିଯୋଗ ପରେ ପିପିଲି ପୋଲିସର ତନାଘନା । ଘଟଣାର ତଦନ୍ତ ଚଳାଇଛି ପୋଲିସର ସ୍ୱତନ୍ତ୍ର ଟିମ୍ । ସୂଚନା ଅନୁସାରେ, ଅଭିଯୁକ୍ତ ଜଣକ ବଙ୍ଗାଲି ଫେରିବାଲା ବୋଲିସ ସୂଚନା ।କିଛିଦିନ ହେବ ଫେରିବାଲା ପିପିଲିରେ ରହି ବେପାର କରୁଥିଲା । ବାରମ୍ବାର ପିପିଲି ଓ ଡେଲାଙ୍ଗ ଥାନା ଅଞ୍ଚଳରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶଙ୍କରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଓ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ନୟାଗଡ଼ ଖେଳପଡ଼ିଆର ମୁଖ୍ୟ ପ୍ରବେଶ ପଥର ପାଚେରୀ କଡ଼ରୁ ହରିପୁର ଗ୍ରାମର ବୃଦ୍ଧା ନୟନୀ ମହାରଣା(୬୨)ଙ୍କୁ ଉଦ୍ଧାର କରି ତ୍ରିନାଥ ଛକଠାରେ ଅବସ୍ଥିତ ଆଶ୍ରୟସ୍ଥଳିରେ ଆଶ୍ରସ୍ଥଳର ମ୍ୟାନେଜର ବର୍ଷାରାଣି ନେପାକ୍ଙ୍କ ହେପାଜତରେ ଛାଡିଛନ୍ତି। ପ୍ରକାଶଥାଉ କି କୌଣସି ସୂତ୍ରରୁ ଖବରପାଇ ସଚିବ, ଅଞ୍ଜଳି ମଛଖଣ୍ଡ ତୁରନ୍ତ କାର୍ଯ୍ୟାନୁଷ୍ଠାନ […]
ଗ୍ରାହକଙ୍କ ପାଇଁ ଖୁସି ଖବର। କମିଲା ସୁନା ଦର। ସୋମବାର ଅର୍ଥାତ୍ ମେ’ ୧୨ ତାରିଖରେ କମିଛି ସୁନା ଦର। ଗତ କିଛି ଦିନ ହେବ ସୁନା ଦର ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଏବେ ଆଶ୍ୱସ୍ତି ମିଳିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୬୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୪୪୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ […]
ମଣିପୁର ଇମ୍ଫାଲରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ ଯୋଗଦେଇ ବଡ଼ ଦେଶବାସୀଙ୍କୁ ବଡ଼ ସୂଚନା ଦେଇଛନ୍ତି। ଇସ୍ରୋ ଭାରତର ସ୍ଥଳ ସୀମା ଏବଂ ଜଳ ସୀମା ଉପରେ ୨୪ ଘଣ୍ଟିଆ ନଜର ରଖିଥିବା ଇସ୍ରୋ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି।ଦେଶର ନାଗରିକଙ୍କ ସୁରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଥିବା କହିଛନ୍ତି Iସୁରକ୍ଷା ପାଇଁ ସମଗ୍ର ଉତ୍ତର ଭାଗ ଉପରେ ନିରନ୍ତର ନଜର ରଖିବାକୁ ପଡିବ । ଯାହା ସାଟେଲାଇଟ୍ ଏବଂ […]
କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅକରୁଆ ଗ୍ରାମରେ ଘଟିଛି ଏକ ଘଟଣା । ଇନ୍ଷ୍ଟାଗ୍ରାମରୁ ପ୍ରେମ କରିବା ମହଙ୍ଗା ପଡ଼ିଛି ଜଣେ ଯୁବକଙ୍କ ପାଇଁ। ରାତିସାରା ଯୁବକଙ୍କୁ ଅଟକ ରଖି ଗାଁରେ ବସିଲା ପଞ୍ଚାୟତ। ମହିଳା ଜଣକ ୭ ବର୍ଷ ପୂର୍ବେ ବିବାହ କରିଥିବା ବେଳେ ଗୋଟିଏ ୫ବର୍ଷର ପୁଅ ମଧ୍ୟ ଅଛି । ସ୍ବାମୀଙ୍କ ଲୁଚାଛପାରେ ଦୁଇ ବର୍ଷ ଧରି ଉଭୟଙ୍କ ପରକୀୟା ପ୍ରୀତି ଚାଲିଥିଲା । ତେବେ ଗତକାଲି ଉଭୟ ଧରାପଡିଥିଲେ । ପରିବାର […]
ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍ଏସ୍)ର ସରସଂଘଚାଳକ ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ସେ ପହଞ୍ଚିବେ। ଏଠାରୁ ସଡ଼କପଥରେ ଯାଇ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବେ।ସେଠାରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ । ତେବେ ଆରଏସଏସ […]
ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ରେ କେରଳ ପହଞ୍ଚିପାରେ ବୋଲି ପୂର୍ବରୁ ଭାରତ ପାଣିପାଗ ବିଭାଗ […]
ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ । ଏଥିରେ ବିଭିନ୍ନ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର ରହିଛି l ବଜ୍ର ଯାନ ଦ୍ବାରା ଶ୍ରୀମନ୍ଦିରକୁ ୨୪ ଘଣ୍ଟିଆ ସୁରକ୍ଷା ଦେବେ ସ୍ୱତନ୍ତ୍ର କାମାଣ୍ଡୋ । ଏହି ଅବସରରେ ଡିଜିପିଙ୍କ ସହ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍ପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହିଛନ୍ତି । ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତର ମଧ୍ୟ ସମୀକ୍ଷା କରିବାର […]
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ମେ’ ୧୩ରେ ପ୍ରକାଶ ପାଇବା ସମ୍ଭାବନା ରହିିଛି।ଚଳିତବର୍ଷ ଗତବର୍ଷ ତୁଳନାରେ ଜଲଦି ରେଜଲ୍ଟ ପ୍ରକାଶିତ ହୋଇପାରେ ବୋଲି ଖବର ମିଳିଛି । ଗତବର୍ଷ ସିବିଏସଇ ରେଜଲ୍ଟ ୧୩ ମଇରେ ପ୍ରକାଶିତ ହୋଇଥିଲା । ପରୀକ୍ଷା ଫଳ ପାଇଁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ତରଫରୁ କୌଣସି ଘୋଷଣା କରାଯାଇନାହିଁ । ରେଜଲ୍ଟ ଜାରି ହେବା ପରେ ଛାତ୍ରଛାତ୍ରୀ […]
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଏକ ସପ୍ତାହ ସ୍ଥଗିତ ରହିବା ପରେ ଏହାକୁ ପୁନଃ ଆରମ୍ଭ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ବିସିସିଆଇ। ଚଳିତମାସ ୧୬ (ଶୁକ୍ରବାର)ଠାରୁ ଆଇପିଏଲ୍ ଆରମ୍ଭହେବ। ଏହାର ଫାଇନାଲ ମ୍ୟାଚ୍ ନିର୍ଦ୍ଧାରିତ ଦିନର ସପ୍ତାହକ ପରେ; ଅର୍ଥାତ୍ ମେ’ ୩୦ କିମ୍ବା ଜୁନ୍ ୧ରେ ଖେଳାଯିବ। ପୂର୍ବ ପରି ବିଭିନ୍ନ ସହରର ମ୍ୟାଚ୍ସବୁ ଖେଳାଯିବ। ଏହା ବିଷୟରେ ୧୦ଟିଯାକ ଫ୍ରାଞ୍ଚାଇଜି ଦଳଙ୍କୁ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି।ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗୁରୁବାରଠାରୁ […]
ଯାହା ଆଶଙ୍କା କରାଯାଉଥିଲା, ତାହା ସତ ହେଲା। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି।ରାଟ କୋହଲି ସୋସିଆଲ ମିଡିଆରେ ତାଙ୍କ ଅବସର ବିଷୟରେ ସୂଚନା ଦେଇଛନ୍ତି। ଗତ ୧୪ ବର୍ଷ ଧରି ସେ ଖେଳିଆସୁଥିଲେ ଟେଷ୍ଟ । କ୍ୟାରିୟରରେ ରଚିଛନ୍ତି ଅନେକ କୀର୍ତ୍ତିମାନ । ଗତ ସପ୍ତାହରେ ବିରାଟ ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ବିସିସିଆଇ ତାଙ୍କ ଅବସରକୁ ଗ୍ରହଣ କରିନଥିଲା । ଏବେ ତାଙ୍କର ଶେଷ […]
ଏଥର ଶିମିଳିପାଳକୁ ସୁରକ୍ଷା ଦେବେ ଦୁଇଟି ପ୍ରଶିକ୍ଷିତ ସ୍ନିଫର୍ ଡଗ୍ । ଏନେଇ ଶିମିଳିପାଳ ଟାଇଗର୍ ରିଜର୍ଭର ସୁରକ୍ଷା ଦାୟିତ୍ବରେ ସାମିଲ ହେଲେ ବେଲଜିଆନ୍ ମାଲିନୋଇସ୍ ପ୍ରଜାତିର କୁକୁର ନାନ୍ତା ଓ ଅନ୍ନିକା । ଉଭୟ କୁକୁର ତେଲେଙ୍ଗାନାର ସିକନ୍ଦରାବାଦଠାରେ ତାଲିମ ସମାପ୍ତ କରି ଶିମିଳିପାଳକୁ ଆସିଛନ୍ତି । ଅପରାଧୀ କିମ୍ବା ଅନ୍ୟ ସନ୍ଦିଗ୍ଧ ଗତିବିଧିର ପିଛା କରିବା ପାଇଁ ନାନ୍ତାକୁ ଟ୍ରାକିଂ ତଥା ଅନୁସରଣରେ ବିଶେଷ ଭାବେ ପ୍ରଶିକ୍ଷଣ ଦିଆଯାଇଛି । ସେହିପରି ହାତୀ ଦାନ୍ତ, […]
