ରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୫ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରାଯାଇଛି। ବିସିସିଆଇ (ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ) ଏବଂ ଆଇପିଏଲ ପରିଚାଳନା ସଂସ୍ଥା ଦ୍ୱାରା ନିଆଯାଇଥିବା ଏହି ନିଷ୍ପତ୍ତି ଦେଶରେ ସୃଷ୍ଟ ଅସ୍ଥିର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଘୋଷଣା କରାଯାଇଛି।ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ସିଜିନରେ ୫୭ଟି ମ୍ୟାଚ୍ ଖେଳାଯାଇଛି । ୫୮ ତମ ମ୍ୟାଚ୍ ମେ’୮ […]
ଯାଜପୁର ଜିଲ୍ଲା ବୈରୀ ଥାନା ଅନ୍ତର୍ଗତ ଚମ୍ପାପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି ।ଟମାଟୋ ପାଇଁ ଉତକ୍ଷିକ୍ତ ହୋଇ ସେନା କର୍ମଚାରୀଙ୍କୁ କାମୁଡି ଦେଲେ ବ୍ୟବସାୟୀ । ସୂଚନା ଅନୁଯାୟୀ ଚମ୍ପାପୁର ଗ୍ରାମର ରମେଶ ସେଠୀ ଯିଏ କି ଆଇଟି ବିପି ଅରୁଣାଞ୍ଚଳ ପ୍ରଦେଶର ଦଶମ ବାଟାଲିୟନ ହେଡ଼ କନେଷ୍ଟବଳ ଭାବେ କାର୍ଯ୍ୟ କରନ୍ତି । ଗୁରୁବାର ହେଡ୍ କ୍ୱାର୍ଟରକୁ ଯାଇଥାନ୍ତେ । ସେହି ସମୟରେ ଘର ପାଇଁ କିଛି ପରିବା କିଣିବାକୁ ସେ ସ୍ଥାନୀୟ […]
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ମଧ୍ୟରେ ଏବେ ଜଳ ମୋର୍ଚାରେ ମଧ୍ୟ ଭାରତ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ହେତୁ ଚେନାବ ନଦୀରେ ନିର୍ମିତ ସାଲାଲ ଡ୍ୟାମ ଏବଂ ବାଗଲିହାର ଡ୍ୟାମର ଅନେକ ଗେଟ ଖୋଲାଯାଇଛି, ଯାହାଫଳରେ ପାକିସ୍ତାନ ଆଡ଼କୁ ପ୍ରବାହିତ ଜଳର ପ୍ରବାହ ତୀବ୍ର ହୋଇଛି।। ୩ ଗେଟଦେଇ ଡ୍ୟାମର ପାଣି ନିଷ୍କାସିତ ହେଉଛି। ଜଳ ମୋର୍ଚାରେ ଭାରତ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏଜେନ୍ସି ଅନୁଯାୟୀ, କିଛି […]
ଗୁରୁବାର ସନ୍ଧ୍ୟାରୁ ଭାରତ-ପାକ୍ ମଧ୍ୟରେ ଘମାଘୋଟ ଯୁଦ୍ଧ ଆରମ୍ଭ ହୋଇଯାଇଛି। ପୂର୍ବରୁ ଓଡ଼ିଶାରେ ହାଇ ଆଲର୍ଟ ଜାରି ହୋଇଥିଲେ ମଧ୍ୟ ଆଜିର ସ୍ଥିତିକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବାକୁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି […]
ଆତଙ୍କବାଦ ବିରୋଧରେ ଭାରତର ଅଭିଯାନ ଅପରେସନ ‘ସିନ୍ଦୂର’କୁ ସାଲ୍ୟୁଟ କରିଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ। ସେ ଭାରତୀୟ ସେନା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଢେର ପ୍ରଶଂସା କରିଛନ୍ତି।ଅମ୍ବାନୀ କହିଛନ୍ତି, ଅପରେସନ ‘ସିନ୍ଦୂର’ ସୀମାପାର ଆତଙ୍କବାଦ ବିରୋଧରେ ଏକ ଗୁରୁତ୍ଵପୂର୍ଣ୍ଣ ଅଭିଯାନ। ଏହି ଅପରେସନ ଆରମ୍ଭ ହେବା ପରେ ଭାରତର ଜାତୀୟ ଏକତା ଏକ ନୂଆ ସ୍ତରରେ ପହଞ୍ଚିଛି। ଆତଙ୍କବାଦ ବିରୋଧରେ ସମସ୍ତ ଭାରତୀୟ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ଅପରେସନ ‘ସିନ୍ଦୂର’ ଲାଗି ଆମେ […]
ଭାରତ-ପାକିସ୍ତାନ ଭିତରେ ସୃଷ୍ଟି ହୋଇଥିବା ଉତ୍ତେଜନା ଏବେ ଉଗ୍ର ରୂପ ଧାରଣ କରିଛି। ଯୁଦ୍ଧ ଘୋଷଣା ହୋଇ ନଥିଲେ ବି ଉଭୟ ଦେଶ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ଆରମ୍ଭ ହୋଇଛି । ତେବେ କୌଣସି ସମସ୍ୟା ନ ଆସିବା ପାଇଁ ପୁରୀ ବଡ଼ଦାଣ୍ଡରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ କରାଯାଇଛି । ପୋଲିସ ମୁତୟନ ହୋଇଥିବା ବେଳେ ସେମାନଙ୍କୁ […]
ପୁଣି ରାଜ୍ୟକୁ ଫେରୁଛି ଭୀଷଣ ତାତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଥିବା କାରଣରୁ କିଛି ଦିନ ହେବ ଟାଣ ଖରାର ପ୍ରକୋପ କିଛିଟା ମାତ୍ରାରେ କମିଥିଲା । ହେଲେ ଏବେ ପୁଣିଥରେ ରାଜ୍ୟକୁ ଫେରୁଛି ତାତି । ଆସନ୍ତା ୩ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବା ଆଶଙ୍କା ଅଛି। ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ କଲବଲ କରିବ ଗ୍ରୀଷ୍ମ ଜ୍ୱାଳା। ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷାକୁ ଉପକୂଳରେ ଗରମ, ଗୁଳୁଗୁଳି […]
ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ହାଇଆଲର୍ଟ ଜାରି । ଆଇଟିଆର ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଚିଠି ଆସିଲା ।ଅପରାହ୍ନ ୨ଟାରେ PXE କ୍ୟାମ୍ପସ୍ରେ ବୈଠକ ହୋଇପାରେ ବୋଲି କୁହାଯାଉଛି। ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) କାର୍ଯ୍ୟାଳୟରେ ମଧ୍ୟ ବୈଠକ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି। ITR ନିର୍ଦ୍ଦେଶକ, PXE ନିର୍ଦ୍ଦେଶକ, ଜିଲ୍ଲାପାଳ, ଏସ୍ପି ବୈଠକରେ ଯୋଗ ଦେବେ ବୋଲି ସୂଚନା ମିଳିଛି। ଚାନ୍ଦିପୁରର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। […]
ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]
ଓଡିଶା ଦର୍ପଣ ( ଭୁବନେଶ୍ୱର )ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଜଧାନୀ ଆବୁଧାବିକୁ ସିଧାସଳଖ ବିମାନ ସେବା ଜୁନ୍ ୨୦୨୫ରୁ ଆରମ୍ଭ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଦିନ ସୂଚନା ଦେଇଛନ୍ତି।କେବଳ ମଙ୍ଗଳବାର, ବୁଧବାର ଓ ଶନିବାର ଦିନ ବିମାନ ଉଡ଼ିବା ନେଇ ସୂଚନା ମିଳିଛି। ଏହା ସହିତ ଭାଇଜାଗକୁ ମଧ୍ୟ ସିଧାସଳଖ ଉଡିବ ବିମାନ। ଏନେଇ ବିମାନର ସମୟ ଧାର୍ଯ୍ୟ କରାଯାଇନାହିଁ। କେଉଁ ସମୟରେ ଉଡାଣ କରିବା ସେନେଇ […]
ଭାରତ ଗୁରୁବାର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ପାକିସ୍ତାନର ବାୟୁ ପ୍ରତିରକ୍ଷା ବ୍ୟବସ୍ଥାଯୁକ୍ତ ରାଡାର ଏଚକ୍ୟୁ-୯କୁ ଭାରତ ଧ୍ବଂସ କରିଦେଇଛି। ତେବେ ଏହି ରାଡାରକୁ ଧ୍ବଂସ କରିଛି ଏକ ଡ୍ରୋନ। ଯାହାର ନାଁ ହେଉଛି ହାର୍ପି।ଇସ୍ରାଏଲ୍ ଦ୍ୱାରା ନିର୍ମିତ ଦୁନିଆର ଘାତକ ଡ୍ରୋନ୍ ମଧ୍ୟରେ ସାମିଲ ହାର୍ପି ପାକିସ୍ତାନରେ ତାଣ୍ଡବ ରଚିଛି ।ଇସ୍ରାଏଲ ଏରୋସ୍ପେସ୍ ଇଣ୍ଡଷ୍ଟ୍ରିଜ୍ ଏହାକୁ ବିକଶିତ କରିଛି । ଏହା ଏକ ଲାଇଟରିଂ ମ୍ୟୁନିସନ । ମୁଖ୍ୟତଃ ଶତ୍ରୁପକ୍ଷର […]
ଓଡିଶା ଦର୍ପଣ ( ଭୁବନେଶ୍ୱର )ମୂଷା ପାଇଁ ଲଗାଯାଇଥିବା ଅଠାରେ ଫସି ରହିଥିଲା ଏକ ନାଗ ସାପ ।ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ଅନ୍ତର୍ଗତ ପିତାତଳି ସୁବର୍ଣ୍ଣପୁର ଗ୍ରାମରେ ଘଟିଛି ଏହି ଘଟଣା |ଗାଁର ଆଲୋକ ରଞ୍ଜନ ପାତ୍ର ଘରେ ମୂଷା ଅଠା ଖଞ୍ଜିଥିଲେ। ହେଲେ ଏହି ଅଠାରେ ମୂଷା ବଦଳରେ ଏକ ବଡ଼ ନାଗ ସାପ ଫସିଥିଲା। ଆଉ ଯେତେ ଚେଷ୍ଟା କଲେବି ସାପଟି ବାହାରି ପାରିନପାରି ଛଟପଟ ହେଇ କିଛି ସମୟ ପରେ ନିସ୍ତେଜ […]
