author

ଭୁବନେଶ୍ବରରୁ ଆବୁଧାବିକୁ ଉଡିବ ବିମାନ

ଓଡିଶା ଦର୍ପଣ ( ଭୁବନେଶ୍ୱର )ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଜଧାନୀ ଆବୁଧାବିକୁ ସିଧାସଳଖ ବିମାନ ସେବା ଜୁନ୍ ୨୦୨୫ରୁ ଆରମ୍ଭ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଦିନ ସୂଚନା ଦେଇଛନ୍ତି।କେବଳ ମଙ୍ଗଳବାର, ବୁଧବାର ଓ ଶନିବାର ଦିନ ବିମାନ ଉଡ଼ିବା ନେଇ ସୂଚନା ମିଳିଛି। ଏହା ସହିତ ଭାଇଜାଗକୁ ମଧ୍ୟ ସିଧାସଳଖ ଉଡିବ ବିମାନ। ଏନେଇ ବିମାନର ସମୟ ଧାର୍ଯ୍ୟ କରାଯାଇନାହିଁ। କେଉଁ ସମୟରେ ଉଡାଣ କରିବା ସେନେଇ […]

ହାର୍ପି ଡ୍ରୋନ୍ କ’ଣ ? ଯାହା ପାକିସ୍ତାନ ରାଡାର ଏଚକ୍ୟୁ-୯କୁ ଭାରତ ଧ୍ବଂସ କରିଦେଇଛି।

ଭାରତ ଗୁରୁବାର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ପାକିସ୍ତାନର ବାୟୁ ପ୍ରତିରକ୍ଷା ବ୍ୟବସ୍ଥାଯୁକ୍ତ ରାଡାର ଏଚକ୍ୟୁ-୯କୁ ଭାରତ ଧ୍ବଂସ କରିଦେଇଛି। ତେବେ ଏହି ରାଡାରକୁ ଧ୍ବଂସ କରିଛି ଏକ ଡ୍ରୋନ। ଯାହାର ନାଁ ହେଉଛି ହାର୍ପି।ଇସ୍ରାଏଲ୍ ଦ୍ୱାରା ନିର୍ମିତ ଦୁନିଆର ଘାତକ ଡ୍ରୋନ୍ ମଧ୍ୟରେ ସାମିଲ ହାର୍ପି ପାକିସ୍ତାନରେ ତାଣ୍ଡବ ରଚିଛି ।ଇସ୍ରାଏଲ ଏରୋସ୍ପେସ୍ ଇଣ୍ଡଷ୍ଟ୍ରିଜ୍ ଏହାକୁ ବିକଶିତ କରିଛି । ଏହା ଏକ ଲାଇଟରିଂ ମ୍ୟୁନିସନ । ମୁଖ୍ୟତଃ ଶତ୍ରୁପକ୍ଷର […]

ମୂଷା ଅଠାରେ ପଡ଼ିଲା ସାପ। ପ୍ରାୟ ୨୦ ମିନିଟ ଧରି ହେଲା ଛଟପଟ ।

ଓଡିଶା ଦର୍ପଣ ( ଭୁବନେଶ୍ୱର )ମୂଷା ପାଇଁ ଲଗାଯାଇଥିବା ଅଠାରେ ଫସି ରହିଥିଲା ଏକ ନାଗ ସାପ ।ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ଅନ୍ତର୍ଗତ ପିତାତଳି ସୁବର୍ଣ୍ଣପୁର ଗ୍ରାମରେ ଘଟିଛି ଏହି ଘଟଣା |ଗାଁର ଆଲୋକ ରଞ୍ଜନ ପାତ୍ର ଘରେ ମୂଷା ଅଠା ଖଞ୍ଜିଥିଲେ। ହେଲେ ଏହି ଅଠାରେ ମୂଷା ବଦଳରେ ଏକ ବଡ଼ ନାଗ ସାପ ଫସିଥିଲା। ଆଉ ଯେତେ ଚେଷ୍ଟା କଲେବି ସାପଟି ବାହାରି ପାରିନପାରି ଛଟପଟ ହେଇ କିଛି ସମୟ ପରେ ନିସ୍ତେଜ […]

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା

ସୁପ୍ରିମକୋର୍ଟଙ୍କ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ । ଆଇନ ଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା। ଲେକଚର ଓ ପ୍ରଫେସର ନିଯୁକ୍ତିରେ ଅସଙ୍ଗତି ରହିଥିଲା ତାହାକୁ ସୁପ୍ରିମକୋର୍ଟ ଦୂର କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ନିଯୁକ୍ତିକୁ ନେଇ ନ୍ୟାୟକି ଅସଙ୍ଗତି ଯାହା ରହିଥିଲା ତାହା ଉଠି ସାରିଛି। ଖୁବଶୀଘ୍ର କୁଳପତି […]

ମାଁ ତାରାତାରିଣୀଙ୍କ ପୀଠର ଉନ୍ନତି ପାଇଁ ୩୦ କୋଟି ଟଙ୍କାର ଡିପିଆର ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସିଛନ୍ତି l ପ୍ରଥମେ ସେ ସକାଳ ୧୧ଟାରେ ତାରାତାରିଣୀ ମନ୍ଦିର ତଳେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚି ସେଠାରୁ ଯାଇ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। ଏହାସହ ମନ୍ଦିର ଚତୁଃପାର୍ଶ୍ୱ ବୁଲି ଉନ୍ନୟନମୂଳକ କାର୍ଯ୍ୟ ପରଖିଥିଲେ। ଖୁବଶୀଘ୍ର ମନ୍ଦିରର ଉନ୍ନୟନ ନେଇ ୩୦ କୋଟି ଟଙ୍କାର ଡିପିଆର ପ୍ରସ୍ତୁତ କରାଯିବ ଓ ମନ୍ଦିରର ଉନ୍ନତିକରଣ କରାଯିବ ବୋଲି କହିଥିଲେ […]

ସୁନା ଦରରେ ପୁଣି ବୃଦ୍ଧି। ଚିନ୍ତାରେ ସୁନା ପ୍ରେମୀ।

ପୁଣି ଚିନ୍ତା ବଢ଼ାଇଲା ସୁନା ଦର। କମିଥିଲା ପୁଣି ବଢ଼ିଲା। ଯାହ ଅନୁମାନ କରାଯାଉଛି ସବୁ ରେକର୍ଡ ଭାଙ୍ଗିବ ସୁନା ଦର। କିଛି ଦିନ ତଳେ ଲକ୍ଷେ ଛୁଇଁଥିଲା ସୁନା। ହେଲେ ପୁଣିଥରେ କମି ଥିଲା। ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯, ୬୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ହଜାର ୩୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା […]

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାଲୁଥିବା ସ୍କୁଲ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଯେଉଁ ସ୍କୁଲଗୁଡ଼ିକ ଚାଲୁ ରହିଛି ସେମାନଙ୍କ ବିରୁଦ୍ଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅପ୍ରେଲ ୨୨ ତାରିଖରେ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ସତ୍ତ୍ୱେ କିଛି ବିଦ୍ୟାଳୟ ଖୋଲା ଯିବା ଦୃଷ୍ଟି ଗୋଚର ହୋଇଛି। […]

ସପ୍ତାହେ ଭିତରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବ : ଖାଦ୍ୟ ଯୋଗାଣ ମନ୍ତ୍ରୀ

ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ରବି ଧାନ ପାଇଁ ପଞ୍ଜୀକରଣ ସରିଛି । ଏଥର ଆମେ ୨୦ଟି ଜିଲ୍ଲାକୁ ନେଇଛୁ । ଆଗରୁ ୧୭ ଜିଲ୍ଲାରେ ପଞ୍ଜୀକରଣ ହେଉଥିଲା । ପଞ୍ଜୀକରଣ ପରେ ସାଟେଲାଇଟ୍ ସର୍ଭେ କରାଯିବ । ସପ୍ତାହେ ଭିତରେ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ମଣ୍ଡି ଦାୟିତ୍ୱରେ ରହିବେ ନୋଡାଲ ଅଫିସର । ଆମର ଟାର୍ଗେଟ୍ ୧୫ ଲକ୍ଷ ମେଟ୍ରିକ୍ […]

ଲା​‌ହୋରରେ ପାକ୍ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ​‌

ଭାରତର ଆକ୍ରମଣରେ ଥରହର ହେଲାଣି ପାକିସ୍ତାନ। ପହଲଗାମ୍ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ମଙ୍ଗଳବାର ମଧ୍ୟରାତ୍ରରେ ଭାରତ ଆରମ୍ଭ କରିଥିଲା ଅପରେସନ୍ ସିନ୍ଦୂର, ଯାହା ଏବେ ବି ଜାରି ରହିଛି। ଭାରତର ଆକ୍ରମଣର ଜବାବ ଦେବାକୁ ଯାଇ ପାକିସ୍ତାନ ମଧ୍ୟ ନିୟନ୍ତ୍ରଣ ରେଖାରେ ଗୁଳିବର୍ଷା ବଢ଼ାଇ ଦେଇଛି। ଏହି ସମୟରେ, ଖବର ଆସୁଛି ଯେ ପାକିସ୍ତାନୀ ସେନାର ଏୟାର ଡିଫେନ୍ସ ସିଷ୍ଟମ ଧ୍ବଂସ କରିଛି ଭାରତ।ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ପାକିସ୍ତାନର ବିଭିନ୍ନ ସହରରେ ଜୋରଦାର […]

ଅହମ୍ମଦାବାଦ ଭଳି ସାଇନ୍ସ ସିଟି ଭୁବନେଶ୍ବରରେ ହେବ

ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା। ମନ୍ତ୍ରୀ କହିଛନ୍ତି, ଭୁବନେଶ୍ବରରେ ସାଇନ୍ସ ସିଟି ହେବା ନେଇ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । ସେଥି ଲାଗି ନିକଟରେ ଅହମ୍ମଦାବାଦରେ ଥିବା ସାଇନ୍ସ ସିଟି ଦେଖିବାକୁ ମୁଁ ଯାଇଥିଲି । ସେଭଳି ସାଇନ୍ସ ସିଟି ଓଡ଼ିଶାରେ ପ୍ରତିଷ୍ଠା […]

ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ

ଭୁବନେଶ୍ୱର: ଗୋଟିଏ ପଟେ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଦେଶରେ ସୁରକ୍ଷାକୁ ଖୁବ ନଜର ଦିଆଯାଉଛି। ସବୁକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ବିମାନ ବନ୍ଦରରୁ ଅସ୍ଥାୟୀ ଭାବେ ବିମାନ ସେବା ବନ୍ଦ କରାଯାଇଛି। ଭୁବନେଶ୍ଵର ବିମାନ ବନ୍ଦରରୁ ୨ ଟି ବିମାନର ଉଡାଣ ବାତିଲ୍ କରାଯାଇଛି । ଭୁବନେଶ୍ଵରରୁ ଗାଜିଆବାଦକୁ ବିମାନ ଉଡାଣ ବାତିଲ୍‌ ହୋଇଛି । ପଶ୍ଚିମ ପ୍ରାନ୍ତକୁ ଉଡାଣ କଟକଣା ଥିବା ବାତିଲ ହୋଇଥିବା କହିଛନ୍ତି ନିର୍ଦେଶକ […]

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ।

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ସମ୍ବଲପୁର ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର ଥିଲା । ୧୦ତାରିଖରେ ଶାହ ଭୁବନେଶ୍ୱରରୁ ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାର ଥିଲା ।