author

ଏପ୍ରିଲ ୨୭ ପରୀକ୍ଷାକୁ ରଦ୍ଦ କଲା OSSC, କେବେ ହେବ ସାନି ପରୀକ୍ଷା ? 

ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା OSSC । ବିଭିନ୍ନ ବର୍ଗର SI ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ରଦ୍ଦ ହୋଇଛି । ଏହା ସହ ସାନି ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି । ଏନେଇ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି OSSC । ତେବେ ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଅଭିଯୋଗ କରିଥିଲେ ପରୀକ୍ଷାର୍ଥୀ । ପରିଚାଳନା ତ୍ରୁଟି ପାଇଁ ପୁଣି ଥରେ OSSC ପକ୍ଷରୁ ଦୁଃଖପ୍ରକାଶ କରାଯାଇଛି ।ତ୍ରୁଟି […]

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦର ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ରିପୋର୍ଟ ଗ୍ରହଣ ପରେ ଗଣମାଧମକୁ ସୂଚନା ଦେଇ ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ଯେ, ଦିଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଅନ୍ତରୀଣ ତଦନ୍ତ କରି […]

ଆସନ୍ତା ୭ରେ ଗୃହ ମନ୍ତ୍ରାଳୟ ପକ୍ଷରୁ ମକ୍‌ ଡ୍ରିଲ୍‌ ନିର୍ଦ୍ଦେଶ

ଭାରତ-ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ଦିଲ୍ଲୀରୁ ଆସୁଛି ବଡ ଖବର। ଗୃହ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟକୁ ମକ୍‌ ଡ୍ରିଲ୍‌ ନିର୍ଦ୍ଦେଶ ଜାରି ହୋଇଛି। ସାମରିକ ସୁରକ୍ଷା ସୁନିଶ୍ଚିତ କରିବାକୁ ମକ୍‌ ଡ୍ରିଲ୍ କରିବାକୁ‌ ପରାମର୍ଶ ଦିଆଯାଇଛି। ମେ ୭ ରେ ହେବ ମକଡ୍ରିଲ ସେପଟେ ପହଲଗାମ ପ୍ରତିଶୋଧ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ବସୁଛି ମାରାଥନ ବୈଠକ । ଏହା ଭିତରେ ଆଜି ଏନଏସଏ ଅଜିତ ଡୋଭାଲ , ପ୍ରତିରକ୍ଷା ସଚିବ ରାଜେଶ କୁମାର […]

ପହଲଗାମ ଘଟଣାର ଦୋଷୀଙ୍କୁ ଦଣ୍ଡ ନିଶ୍ଚୟ ମିଳିବା ଦରକାର-ପୁଟିନ

ପହଲଗାମ ଆତଙ୍କୀ ହମଲା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥାହେଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ସୋମବାର ଫୋନରେ ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତା ସମୟରେ ପୁଟିନ୍‌ ଘଟଣାକୁ କଡ଼ା ନିନ୍ଦା କରିଛନ୍ତି।ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ ଘୋଷଣା କରିଛି। ଏହା ପଛରେ ରହିଥିବା ଆତଙ୍କୀ, ଷଡ଼ଯନ୍ତ୍ରକାରୀଙ୍କୁ ନିହାତି ଭାବେ ଦଣ୍ଡିତ କରାଯିବା ଜରୁରୀ ବୋଲି ପୁଟିନ କହିବା ସହିତ ଏ କ୍ଷେତ୍ରରେ ଭାରତକୁ ଆମର […]

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ,ସ୍ପଷ୍ଟ କଲେ ଗଜପତି ମହାରାଜା

ଦୀଘାରେ ଜଗନ୍ନାଥ ଧାମ ନାଁକୁ ନେଇ ବିବାଦ ପ୍ରସଙ୍ଗ । ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ । ପ୍ରେସ୍‌ ରିଲିଜ୍‌ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା । ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ । ଜଗନ୍ନାଥ ଧାମ, ଶ୍ରୀପୁରୁଷତ୍ତୋମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି । ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା ।ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ପୁରୁଷୋତ୍ତମ କ୍ଷେତ୍ର । ଅନ୍ୟ କୌଣସି ସ୍ଥାନକୁ […]

ସବୁ ଜଗନ୍ନାଥ ମନ୍ଦିର ପାଇଁ ମାର୍ଗଦର୍ଶିକା ତିଆରି ହେବ ।

ସବୁ ଜଗନ୍ନାଥ ମନ୍ଦିର ପାଇଁ ମାର୍ଗଦର୍ଶିକା ତିଆରି ହେବ । ମୁକ୍ତିମଣ୍ଡପକୁ ମାର୍ଗଦର୍ଶିକା ତିଆରି ପାଇଁ କୁହାଯାଇଛି । ସେବାୟତମାନଙ୍କ ପାଇଁ SOP ଅଣାଯିବ । କେଉଁ ସେବାୟତ କେଉଁ ସେବା କରିବେ ଉଲ୍ଲେଖ ରହିବ । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କହିବା ବିବାଦ ପ୍ରସଙ୍ଗରେ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହୋଇଛି। ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ […]

ଦୀଘା ମନ୍ଦିରରୁ ହଟିଲା ଜଗନ୍ନାଥ ଧାମ ଲେଖା କିନ୍ତୁ ହଟିନି ୱେବସାଇଟରେ…

ଦୀଘା ମନ୍ଦିରରୁ ହଟିଲା ଜଗନ୍ନାଥ ଧାମ ଲେଖା । ପୁରୀରେ ପ୍ରବଳ ବିରୋଧ ପରେ ନଇଁଲେ ମମତା । ସୋସିଆଲମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ଅମିତ ମାଲବ୍ୟ । ବିଜେପି ମିଡିଆ ସେଲ ଅଧ୍ୟକ୍ଷ ଅଛନ୍ତି ଅମିତ ମାଲବ୍ୟ । ସେ ଏକ୍ସରେ ଲେଖିଛନ୍ତି, ହିନ୍ଦୁ ଏକାଠି ହେଲେ ସବୁ ସମ୍ଭବ । ଫେଲ ମାରିଲା ମମତାଙ୍କ ବିଭାଜନ ରଣନୀତି । କିନ୍ତୁ ୱେବସାଇଟରେ ଏବେ ବି ଅଛି ‘ଜଗନ୍ନାଥ ଧାମ’। ୱେବସାଇଟରେ ସ୍ପଷ୍ଟ ଭାବେ ଲେଖା […]

ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ କାଠ; ଆଇନମନ୍ତ୍ରୀ

ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କରିଛନ୍ତି।ବଳକା ଦାରୁରୁ ମୂର୍ତ୍ତି ତିଆରି ହେବା କଥା ପୁରା ମିଛ । ନିମ୍ବ କାଠରେ ତିଆରି ହୋଇଛି ମହାପ୍ରଭୁ । […]

ବିଜେଡିରେ ଘୋଷଣା ହେଲା ୬ ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାମ

ଆଜି ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୂରଭଞ୍ଜ-୨: ଦେବାଶିଷ ମାରାଣ୍ଡିଙ୍କ ନାଁ ଘୋଷଣା କରିଛି। ସେହିପରି ସମ୍ବଲପୁର ପାଇଁ ରୋହିତ ପୂଜାରୀ ଏବଂ ବଲାଙ୍ଗୀର ପାଇଁ ସରୋଜ ମେହେରଙ୍କୁ ଦାୟିତ୍ୱ ଦେଇଛି ବିଜେଡି।ଅନ୍ୟପଟେ ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ସେଲ୍/ଶାଖାର ଦାୟିତ୍ୱ […]

ନାବାଳିକାକୁ ଦୁଷ୍କର୍ମ କଲା ଯୁବକ। ଗିରଫ ହେବା ଭୟରେ ୩ ମହଲା ଛାତରୁ ଡେଇଁ ପଡିଲା।

ରାଉରକେଲାରେ ପୁଣି ଥରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଘଟଣା ଘଟିଛି ରାଉରକେଲା ପ୍ଲାଣ୍ଟ ସାଇଟ୍ ଥାନା ଅଞ୍ଚଳରେ। ଜଣେ ଆଠ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଛି ସେହି ଅଞ୍ଚଳର ୨୫ ବର୍ଷୀୟ ଯୁବକ । ଗିରଫ ହେବା ଭୟରେ ୩ ମହଲା ଛାତରୁ ତଳକୁ ଡେଇଁ ପଡିଲା ଦୁଷ୍କର୍ମକାରୀ । ଗତକାଲି ବିଳମ୍ୱିତ ରାତିରେ ମାମଲା ରୁଜୁ ପରେ ଅଭିଯୁକ୍ତ ଯୁବକକୁ ଗିରଫ କରିଛି ପୋଲିସ। ତେବେ ଅଭିଯୋଗ ହୋଇଛି କି, ଯୁବକ ଜଣକ ଉକ୍ତ […]

ରାଜ୍ୟରେ ଆସନ୍ତା ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା ।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ଘୋଷଣା । ରାଜ୍ୟରେ ଆସନ୍ତା ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା । ଏଥିପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । ଏଣୁ ସରକାରଙ୍କ ଡେଡ୍‌ଲାଇନ୍‌ ପରେ ଗଠନ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ । ଏହାପୂର୍ବରୁ ପଡ଼ା ଗାଁରୁ ରାଜସ୍ୱ ଗ୍ରାମ ହେବା ପାଇଁ ଆସିଥିବା ଆବେଦନ ଗୁଡ଼ିକୁ ମଞ୍ଜୁର କରିବାକୁ ଚେଷ୍ଟା କରାଯିବ କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ […]

ଆଜି ହେଉଛି ପବିତ୍ର ସୀତା ନବମୀ

ହିନ୍ଦୁ ଧର୍ମରେ ବାର ମାସରେ ତେର ପର୍ବ । ବୈଶାଖ ମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ସୀତା ନବମୀ ପାଳନ କରାଯାଏ । ଆଜି ହେଉଛି ସେହି ପବିତ୍ର ସୀତା ନବମୀ । ପୌରାଣିକ ପ୍ରଥା ଅନୁଯାୟୀ ବିଶ୍ବାସ କରାଯାଏ ଯେ, ଏହି ଦିନରେ ମାତା ସୀତା ଧରିତ୍ରୀରୁ ଆବିର୍ଭାବ ହୋଇଥିଲେ । ଏହି ଦିନକୁ ମନେ ରଖିବା ପାଇଁ ସୀତା ନବମୀ ରୂପରେ ପାଳନ କରାଯାଇଆସୁଛି । ପ୍ରତ୍ୟେକ ଭାରତୀୟ ନାରୀ ସୀତାଙ୍କୁ ସର୍ବଶ୍ରେଷ୍ଠ […]