author

ଗୋପାଳପୁର ଗଣ ଦୁଷ୍କର୍ମ ମାମଲା I କ୍ରାଇମବ୍ରାଞ୍ଚ୍ ଦାଖଲ କଲା ଚାର୍ଜସିଟ୍

ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍‌ ଦାଖଲ ହୋଇଛି। ଏସ୍‌ଡିଜେଏମ୍‌ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଥିବା ସୂଚନା ମିଳିଛି।ଗତ ଜୁନ ୧୪ ତାରିଖରେ ଗୋପାଳ ପୁର ବେଳାଭୂମି ଅଞ୍ଚଳରେ ଘଟିଥିଲା ଏହି ଗଣ ଦୁଷ୍କର୍ମI ଏଥିରେ ପୋଲିସ ୧୦ଜଣଙ୍କୁ ଗିରଫ କରିଥିଲା I ପରେ ଏହି ମାମଲା ରେଡ ଫ୍ଲାଗ ଭାବେ ନିଆଯାଇ କ୍ରାଇମବ୍ରାଞ୍ଚ୍ କୁ ହସ୍ତାନ୍ତର ହୋଇଥିଲା। ଜେଲରେ ଥିବା ଅଭିଯୁକ୍ତମାନଙ୍କୁ ଚିହ୍ନଟ ପାଇଁ କ୍ରାଇମବ୍ରାଞ୍ଚ ବ୍ରହ୍ମପୁରସ୍ଥିତ ପ୍ରଥମ ଶ୍ରେଣୀ […]

ପହଲଗାମ ଆକ୍ରମଣର ମାଷ୍ଟରମାଇଣ୍ଡ ଥିବା ଆତଙ୍କୀ ନିହତ

ଭାରତୀୟ ସେନା ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି। ଠିକ ତିନି ମାସ ପରେ, ପହଲଗାମରେ ୨୬ ଜଣ ନିର୍ଦ୍ଦୋଷ ଲୋକଙ୍କୁ ନିର୍ମମ ଭାବରେ ହତ୍ୟା କରିଥିବା ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ସୂଚନା ଅନୁସାରେ, ତିନି ଜଣ ପାକିସ୍ତାନୀ ଆତଙ୍କବାଦୀ ମୁସା ସୁଲେମାନ, ୟାସିର ଏବଂ ଅଲିଙ୍କ ମୃତଦେହ ଉଦ୍ଧାର କରାଯାଇଛି, ଯେଉଁମାନଙ୍କ ମଧ୍ୟରୁ ସୁଲେମାନ ଏବଂ ୟାସିର ପହଲଗାମ ଆକ୍ରମଣରେ ସାମିଲ ଥିଲେ। ସୋମବାର ସର୍ଚ୍ଚ ଅପରେସନ୍‌ ବେଳେ ହଠାତ ଆତଙ୍କବାଦୀମାନେ ଗୁଳିମାଡ କରିଥିଲେ। […]

ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ- ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ

ବର୍ତ୍ତମାନ କିଛି ମାତ୍ରାରେ କମିପାରେ ଟ୍ରାଫିକ ସମସ୍ୟା । ଟ୍ରାଫିକ୍‌ ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ।ପୋଲିସ କମିଶନରଙ୍କ କହିବା ଅନୁସାରେ, ଆଜି ୫୩ ଷ୍ଟୁଣ୍ଡେଣ୍ଟ ଟ୍ରାଫିକ୍‌ ଭଲେଣ୍ଟିଓର କମିଶନରେଟ ପୋଲିସରେ ସାମିଲ ହୋଇଛନ୍ତି । ସମସ୍ତ ଷ୍ଟୁଣ୍ଡେଣ୍ଟ ଭଲେଣ୍ଟିଓରଙ୍କୁ ନିର୍ଦ୍ଦିଷ୍ଟ ପୋଷାକ ସହ ଟୋପି ଦିଆଯାଇଛି । ତେବେ କିଛି ମାତ୍ରାରେ ଟ୍ରାଫିକ ସମସ୍ୟା […]

ଅଗଷ୍ଟ ପହିଲାରୁ UPI ନିୟମରେ ବଡ଼ ପରିବର୍ତ୍ତନ !

ଅଗଷ୍ଟ ପହିଲାରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଏହିସବୁ ନିୟମ ବିଷୟରେ ଜାଣିବା ନିହାତି ଜରୁରୀ । UPI ଇକୋସିଷ୍ଟମକୁ ତଦାରଖ କରୁଥିବା ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେଶନ ଅଫ ଇଣ୍ଡିଆ (NPCI), ସିଷ୍ଟମ ଉପରେ ଚାପ କମାଇବା ସହିତ ପେମେଣ୍ଟ ବିଳମ୍ବ ଏବଂ ବିଫଳ କାରବାର ଭଳି ସମସ୍ୟାକୁ କମ୍‌ କରିବା ପାଇଁ କିଛି ନୂତନ ସୀମା ଲାଗୁ କରିବାକୁ ଯାଉଛି। ଏହି କାରଣରୁ, ବାଲାନ୍ସ ଯାଞ୍ଚ ଏବଂ ରିଫ୍ରେଶିଂ ସ୍ଥିତି ଭଳି […]

ଆଜି ବଳଙ୍ଗା ପୀଡ଼ିତାଙ୍କ ହୋଇପାରେ ୩ୟ ଅସ୍ତ୍ରୋପଚାର ।

ଆଜି ବଳଙ୍ଗା ପୀଡ଼ିତାଙ୍କ ହୋଇପାରେ ୩ୟ ଅସ୍ତ୍ରୋପଚାର । ଦିଲ୍ଲୀ ଏମସରେ ନାବାଳିକା ପୀଡ଼ିତାଙ୍କ ଚିକିତ୍ସା ଜାରି ରହିଛି । ଯଦି ଆଜି ଅସ୍ତ୍ରୋପଚାର ହୁଏ ତେବେ ବୟାନ ରେକର୍ଡ କରିବା ପାଇଁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡ଼ିବ ।ଏହି ସମୟରେ ପୀଡିତାଙ୍କ ବୟାନ ରେକର୍ଡ କରିବାର ସମ୍ପୂର୍ଣ ଭିଡିଓ କରାଯିବ । ପୂର୍ବରୁ ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ବୟାନ କରି ଫେରିଛନ୍ତି କ୍ରାଇମବ୍ରାଞ୍ଚ ଟିମ୍ ଓ ବଳଙ୍ଗା ଥାନାର ମହିଳା ଏଆଇସି ।

ଠକେଇର ଶିକାର ହେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଜମି କିଣାକୁ ନେଇ ଠକେଇର ଶିକାର ହୋଇଛନ୍ତି । ଜଣେ ଅଗ୍ରୀମ ୨୫ ଲକ୍ଷ ଟଙ୍କା ନେବା ପରେ ଜମି ଦେଇନଥିବା ଜଣାପଡ଼ିଛି । ପରେ ମନ୍ତ୍ରୀ ଶ୍ରୀ ପାତ୍ର ଢେଙ୍କାନାଳ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଘର ଢେଙ୍କାନାଳ ଟାଉନ ଥାନା ସିମିଳିଆରେ […]

ଆଜି ହେଉଛି ବିଶ୍ବ ହେପାଟାଇଟିସ୍‌ ଦିବସ

ଆଜି ହେଉଛି ବିଶ୍ବ ହେପାଟାଇଟିସ୍‌ ଦିବସ। ହେପାଟାଇଟିସ୍‌ ‘ବି’ ରୋଗ ଏଡ୍‌ସଠାରୁ ମଧ୍ୟ ଭୟଙ୍କର । ଏହି ରୋଗ ପରବର୍ତ୍ତୀ ସମୟରେ ଲିଭର ସୋରାସିସ୍‌ ଓ ଲିଭର କ୍ୟାନସର୍‌ ଭଳି ରୋଗ ସୃଷ୍ଟି କରିଥାଏ। ଭାଇରାଲ୍ ହେପାଟାଇଟିସ୍ ଏ, ବି, ସି, ଡି ଏବଂ ଇ ଭଳି ଜଣାଶୁଣା ଭୁତାଣୁ ସଂକ୍ରାମକ ରୋଗ ସମ୍ବନ୍ଧରେ ଲୋକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ପାଳିତ ହୁଏ। ଏହି ରୋଗ ବିଶ୍ଵବ୍ୟାପୀ ୩୫୦ ନିୟୁତରୁ ଅଧିକ ଲୋକଙ୍କୁ ପ୍ରଭାବିତ କରିଥାଏ ଏବଂ […]

ପରିବର୍ତ୍ତନ ହେଲା ପ୍ରାଥମିକ ସ୍କୁଲ ପିଲାଙ୍କ ପରିଚୟ ପତ୍ର

୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆଇକାର୍ଡ ପରିବର୍ତ୍ତନ ।ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ । ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି । ଯେଉଁଥିରେ ପିଲାଙ୍କ ନାମ, ଶ୍ରେଣୀ, ଜନ୍ମ ତାରିଖ, ରୋଲ୍‌ ନମ୍ବର ଓ ଫୋନ୍‌ ନମ୍ବର ରହିବ । ପ୍ରଧାନଶିକ୍ଷକ ବା ଶିକ୍ଷୟିତ୍ରୀଙ୍କ ଦସ୍ତଖତ ରହିବା ନିତାନ୍ତ ଆବଶ୍ୟକ […]

ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି । ନିକଟରେ ଜଣେ ନାବାଳିକା ୭ ମାସର ଗର୍ଭବତୀ ହେବା ଘଟଣା ଲୋକଙ୍କ ମନରୁ ନଲିଭୁଣୁ ଆଉ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଖବର ସାମ୍ନାକୁ ଆସିଛି । କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି। ପୀଡ଼ିତା ଜଗତସିଂହପୁର ସଦର ମହକୁମା […]

ରାଜ୍ୟ ପଞ୍ଚାୟତିରାଜ ୪ କୋଟିର ପୁରସ୍କାର ଘୋଷଣା

ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । ୪ କୋଟିର ପୁରସ୍କାର ରାଶି ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ ପୁରସ୍କାର ।ଟପ୍ ୩ ଜିଲ୍ଲା ପଞ୍ଚାୟତ ସଂଶାଧନ କେନ୍ଦ୍ର (District Panchayat Resource Centres) ପୁରସ୍କାର ପାଇଁ ଯୋଗ୍ୟ ଭାବେ ବିଚାର କରାଯିବ। MGNREGA, ସ୍ବଚ୍ଛତା- ବାହ୍ୟ ମଳମୁକ୍ତ ଜଲ ଜୀବନ ମିଶନ ସୁଶାସନ, ଦକ୍ଷତା ବିକାଶ, ଆୟ ସ୍ରୋତ […]

Cyber Attack: ଉଚ୍ଚଶିକ୍ଷା ବିଭାଗର ଇନ୍ ଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ ହୋଇଛି ଅଶ୍ଳୀଳ ଭିଡ଼ିଓ

ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍। ଇନ୍ ଷ୍ଟା ଆକାଉଣ୍ଟରେ ଅପଲୋଡ ହୋଇଛି ଅଶ୍ଳୀଳ ଭିଡିଓ। ବେଟିଙ୍ଗ ଭିଡିଓ ମଧ୍ୟ ଅପଲୋଡ ହୋଇଛି । ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ। ମାତ୍ର କିଛି ସମୟ ପରେ ଉଚ୍ଚଶିକ୍ଷା ବିଭାଗର ଇଂଷ୍ଟାଗ୍ରାମ ପୂର୍ବଭଳି ଠିକ୍ ହୋଇ ଯାଇଥିଲା । ତେବେ କେମିତି ଏହି ଆକାଉଣ୍ଟ ହ୍ୟାକ୍ ହେଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଦିନକୁ ଦିନ ସାଇବର କ୍ରାଇମ ଓ […]

ହ୍ୟାକ୍‌ ହେଲା ରେଭେନ୍ସା ବିଶ୍ବବିଦ୍ୟାଳୟର ୱେବସାଇଟ୍

ହ୍ୟାକରଙ୍କ ଟାର୍ଗେଟରେ ରେଭେନ୍ସା । ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍ ସାଇଟ୍ ହ୍ୟାକ କଲେ ସାଇବର ଅପରାଧୀ । BENTO4D ନାଁରେ ରହିଛି ଏହି ୱେବ୍ ସାଇଟ୍ । ବିଭିନ୍ନ ପ୍ରକାର ବେଟିଂ ବା ଗ୍ୟାମ୍ବଲିଙ୍ଗ ଗେମ୍ ରହିଛି ଏହି ୱେବ୍ ସାଇଟରେ । ହ୍ୟାକକୁ ନେଇ ଚିନ୍ତାରେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।ରେଭେନ୍ସା ୱେବ୍‌ସାଇଟ୍‌ରୁ ସାର୍ଟିଫିକେଟ୍‌ ଡାଉନ୍‌ଲୋଡ୍‌ ନେଇ କୌଣସି କାମ କରି ହେଉନଥିବା ଅଭିଯୋଗ ହୋଇଛି । କେମିତି ୱେବସାଇଟ୍ ହ୍ୟାକ୍ ହେଲା ତାହାକୁ ନେଇ […]