author

ଆଜିର ରାଶିଫଳ(୧୬ ମାର୍ଚ୍ଚ, ୨୦୨୬)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

କୁସୁମାଞ୍ଜଳିର ୫ମ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ

ନୟାଗଡ,(ଓଡ଼ିଶା ଦର୍ପଣ):ନୟାଗଡରୁ ପ୍ରକାଶିତ ହେଉଥିବା କୁସୁମାଞ୍ଜଳୀର ୫ମ ସ୍ଵନକ୍ଷତ୍ର ଉତ୍ସବ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଆଜି ନୟାଗଡ  ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ପତ୍ରିକାର ସଭାପତି ଗୋଲକ ବିହାରୀ ନାୟକ ସଭାପତିତ୍ବ କରିଥିଲାବେଳେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହାକୁ ଉଦଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଓ ବିଶିଷ୍ଟ ଅତିଥି ଭାବେ ସୁବକ୍ତା ଗୋଦାବରୀ ବସନ୍ତିଆ ଯୋଗଦେଇଥିଲେ […]

ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଆଜି ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି  ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତିରଞ୍ଜନ ସାମନ୍ତରାୟ ଉପସ୍ଥିତ ରହି ଉଦଘାଟନ କରିଥିବା ବେଳେ ନାଟ୍ୟଧାରା ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର, ନାଟ୍ୟ ନିର୍ଦ୍ଦେଶକ ଡ ବିଜୟ କୁମାର ଚୌଧୁରୀ, ନାଟ୍ୟକାର ଗୋପୀନାଥ ବାରିକ ଏବଂ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ। ନାଟକ […]

୧୦ମ ସଂସ୍କରଣ “ଆମ ନୃତ୍ୟ ଆମ ସଂସ୍କୃତି” ଉଦଯାପିତ

ରାୟଗଡ଼ା, ୧୪/୩: ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରି ଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ମହାଡମ୍ବରରେ ଆମ ନୃତ୍ୟ ଆମ ସଂସ୍କୃତି କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉତ୍କଳ ଆଲୁମିନା ସିଏସଆର ବିଭାଗ ଦ୍ଵାରା ଦୁଇଦିନ ଧରି ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକକଳା ତଥା ସଂସ୍କୃତିକୁ ପ୍ରତିଯୋଗୀମାନେ ମଞ୍ଚସ୍ଥ କରିଥିଲେ। ସ୍ଥାନୀୟ କଳା ସଂସ୍କୃତିକୁ ଉଜ୍ଜୀବିତ ତଥା ଆଦିବାସୀ ଐତିହ୍ୟ, ସଂସ୍କୃତି ଓ ଲୋକକଳାକୁ […]

ଆଜିର ରାଶିଫଳ ମାର୍ଚ୍ଚ ମାସ ୧୫ ତାରିଖ ୨୦୨୬

ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]

ଆସନ୍ତା ଅପ୍ରେଲ ପହିଲାରୁ ବଢିବ ଟୋଲ୍ ଦର; ମହଙ୍ଗା ହେବ ଯାତ୍ରା

ଆସନ୍ତା ଅପ୍ରେଲ ପହିଲାରୁ ମହଙ୍ଗା ହୋଇପାରେ ଯାତ୍ରା। ଚଳିତ ବର୍ଷ ଅପ୍ରେଲ ୧ ତାରିଖରୁ ବଢିବାକୁ ଯାଉଛି ଟୋଲ୍ ଦର।ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବାର୍ଷିକ ଟୋଲ୍ ପାସ୍ ମୂଲ୍ୟ ବୃଦ୍ଧି କରିବାକୁ ଘୋଷଣା କରିଛି।୨୦୨୬ ଅପ୍ରେଲ ପହିଲାରୁ ଗାଡି଼ ଚାଳକଙ୍କୁ ଟୋଲ ପାସ୍ ପାଇଁ ୩୦୦୦ ବଦଳରେ ୩୦୭୫ ଟଙ୍କା ଦେବାକୁ ପଡି଼ବ। ବର୍ଦ୍ଧିତ ଟୋଲ ଦର ୨୦୨୬-୨୭ ଆର୍ଥିକ ବର୍ଷର (2026-27 Financial Year) ପ୍ରଥମ ଦିନରୁ (ଅପ୍ରେଲ ୧) କାର୍ଯ୍ୟକାରୀ ହେବାକୁ ଯାଉଛି। […]

ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ-ଯୁଗ୍ମ ସଚିବ ସୁଜାତା ଶର୍ମା

ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ ଭାରତରେ ଗ୍ୟାସ୍ ଅଭାବ ବ୍ୟାପକ ଚିନ୍ତାର କାରଣ ହୋଇଛି। ତଥାପି ପରିସ୍ଥିତି ଦ୍ରୁତ ଗତିରେ ସୁଧୁରୁଛି। ନିବାର ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ୨୯ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ ହୋଇଛି। ଦେଶରେ ଗ୍ୟାସ୍ ଅଭାବ ନାହିଁ ଏବଂ ପର୍ଯ୍ୟାପ୍ତ ପରିମାଣର ସଂରକ୍ଷଣ ରହିଛି। ତଥାପି ଲୋକମାନେ ଏବେ […]

ସରିଲା ନବୀନ ନିବାସରେ ବୈଠକ, ସାମିଲ ହେଲେ ୩୮ ବିଜେଡି ବିଧାୟକ

ଘୋଡା ବେପାର ଆରୋପ କୁ ନେଇ ରାଜ୍ୟ ରାଜନୀତିରେ ଝଡ । କିଏ ବିଧାୟକମାନଙ୍କୁ ନେଇ ହୋଟେଲରେ ରଖିଲେଣି ତ ଆଉ କିଏ ଘନଘନ ବୈଠକ ଡାକି ବିଧାୟକ ମାନଙ୍କୁ ଖାଇବା ପିଇବା ଦେଇ ଆପ୍ୟାୟିତ କରିବାରେ ମାତିଲେଣି । ତେବେ ନବୀନଙ୍କ ଅଧ୍ୟକ୍ଷତାରେ ବୈଠକରେ ସାମିଲ ହୋଇଛନ୍ତି ୩୮ ବିଜେଡି ବିଧାୟକ । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଲେ ବିଜେଡି ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ଏବଂ ମୋନାହର ରାନ୍ଧରି । ନବୀନ […]

ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ: ୪୨୮୩ଟି ମାମଲାର ଫଏସଲା

ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୧୦ ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୫୭, ୪୦, ୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୦୩ ଦେୱାନି ମାମଲା […]

ରାଷ୍ଟ୍ରୀୟ ଲୋକଅଦାଲତରେ ୪୦,୧୧୨ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୪୭,୮୮,୬୯୭ ଟଙ୍କା ଆଦାୟ ହୋଇଅଛି

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୭୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୪୫,୪୨,୬୮୧/-(ପଇଞ୍ଚାଲିସ ଲକ୍ଷ ବୟାଳିସ ହଜାର ଛଅ ସହ ଏକାସୀ ଟଙ୍କା) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି […]

ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ

ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ । ସନ୍ଧ୍ୟା ସାଢେ ୮ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଯାଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ।ସୂଚନାଯୋଗ୍ୟ ଯେ, ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗତ ୩ ତାରିଖ ସନ୍ଧ୍ୟାରେ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ । ଫଳରେ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତାଙ୍କୁ ପ୍ରଥମେ […]

ଭୁବନେଶ୍ୱର-କଟକ ମଧ୍ୟରେ ନମୋ ଭାରତ ଟ୍ରେନ୍ ଚଳାଇବାକୁ ଯୋଜନା

ଭୁବନେଶ୍ୱର-କଟକ ମଧ୍ୟରେ ଯାତାୟାତ ଲାଗି କେନ୍ଦ୍ର ସରକାର ନମୋ ଭାରତ ନାମକ ବିକଳ୍ପ ଦ୍ରୁତ ରେଳ ବ୍ୟବସ୍ଥା ଉପରେ ବିଚାର କରୁଛନ୍ତି।ଟ୍ୱିନସିଟିରେ ସାଧାରଣ ପରିବହନ ସେବାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ନମୋ ଭାରତ ରାପିଡେକ୍ସ ଟ୍ରେନ୍ ଚଳାଇବାକୁ ଯୋଜନା କରୁଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତକାଲି ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି।ଭୁବନେଶ୍ୱର କଟକ ମଧ୍ୟରେ ସରକାର ଏକ ନୂତନ ରେଳ ଲାଇନର ମଧ୍ୟ ଯୋଜନା କରୁଛନ୍ତି ଯେଉଁଠାରେ ନମୋ ଭାରତ ଟ୍ରେନ୍ ବାରମ୍ବାର ଚାଲିପାରିବ। […]