ନରେନ୍ଦ୍ର ମୋଦୀ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ହୋଇଛନ୍ତି ଯିଏ ସର୍ବାଧିକ ସମୟ ପାଇଁ ନିରନ୍ତର ଭାବରେ ତାଙ୍କ ପଦବୀରେ ରହିଛନ୍ତି। ସେ ଏହି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ପଛରେ ପକାଇ ଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବେ ୪୦୭୭ ଦିନ କାର୍ଯ୍ୟ କରିଛନ୍ତି । ଇନ୍ଦିରା ଗାନ୍ଧୀ ୧୯୬୬ ଜାନୁଆରୀ ଜାନୁଆରୀ ୨୪ରୁ ୧୯୭୭ ମାର୍ଚ୍ଚ ୨୪ ପର୍ଯ୍ୟନ୍ତ କାର୍ଯ୍ୟରେ ରହିଛନ୍ତି ।ଇନ୍ଦିରାଙ୍କ ପଛରେ ପକାଇ ମୋଦି ସର୍ବାଧିକ ସମୟ ପ୍ରଧାନମନ୍ତ୍ରୀ […]
ଅଶାନ୍ତ ରହିଛି ମଣିପୁର । ମଣିପୁରରେ ଆଉ ୬ମାସ ପାଇଁ ରାଷ୍ଟ୍ରପତି ଶାସନ ଲାଗୁ ହେବ । ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଆଗତ ପ୍ରସ୍ତାବ ଉପରେ ସଂସଦର ମୋହର ବାଜିଛି । ଫେବୃଆରୀ ୧୩ରୁ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ବିଧାନସଭା ଭଙ୍ଗ କରିଥିଲେ । ଦେଶର ଗୋଟିଏ ରାଜ୍ୟରେ ରାଷ୍ଟ୍ରପତି ଶାସନ ପାଇଁ ସଂସଦର ଅନୁମତି ଜରୁରୀ। ପ୍ରତି ୬ ମାସରେ କେନ୍ଦ୍ର […]
ବାର୍ଡ ଫ୍ଲୁ ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରୁ ଖୋର୍ଦ୍ଧା ଜିଲାକୁ ବ୍ୟାପିଛି। ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ କୁକୁଡ଼ା ମଡ଼କ ଦେଖାଯାଉଛି। ଜଙ୍କିଆ ଅଞ୍ଚଳରୁ ସଂଗୃହୀତ ନମୁନାରେ ବାର୍ଡ଼ ଫ୍ଲୁ ଭୂତାଣୁ ଥିବା ଜଣାପଡ଼ିବା ପରେ ଗୁରୁବାର ସେଠାରେ ସମୂହ କୁକୁଡ଼ା ନିପାତ ଅଭିଯାନ ଆରମ୍ଭ ହୋଇଛି। କୁକୁଡ଼ା ମାରିବାକୁ କନ୍ଧମାଳରୁ ୩ ଓ ଢେଙ୍କାନାଳରୁ ୨ଟି ରାପିଡ୍ ରେସ୍ପନ୍ସ ଟିମ୍ ଆସିଛନ୍ତି। ପ୍ରତି ଟିମ୍ରେ ଜଣେ ପ୍ରାଣୀ ଚିକିତ୍ସକ, ଜଣେ ପ୍ରାଣୀଧନ ନିରୀକ୍ଷକଙ୍କ ସହ ସହାୟକ […]
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ ବୋଲି ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆସନ୍ତା ୨୮ ଜୁଲାଇ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଅତି ପ୍ରବଳ ବର୍ଷାର […]
ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ-୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ଅବସରରେ କହିଲେ, ପିଲାମାନେ ଶୃଙ୍ଖଳାକୁ ଗୁରୁତ୍ୱ ଦେବା ସହିତ ବିକଶିତ ଓଡ଼ିଶା ଗଠନ ପାଇଁ ଏବେଠାରୁ ଦୃଢ଼ ସଂକଳ୍ପ ନିଅନ୍ତୁ। ଆଗାମୀ ପଚାଶ ବର୍ଷ ପାଇଁ ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି […]
ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁର ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଯାଞ୍ଚ ବେଳେ ମିଳିଛି ନଗଦ ୩ ଲକ୍ଷ ୫୦ ହଜାର ଟଙ୍କା । ଜୟପୁର ପିଆର ପେଟାରେ ଥିବା ପୈତୃକ ଘର, ଗୋଲଡେନ ହାଇଟ ଆପାର୍ଟମେଂଟରେ ଥିବା ଦୁଇଟି ଫ୍ଲାଟରେ ଚାଲିଛି ଚଢାଉ । ସେହିପରି ବନେଶ୍ୱର ରଘୁନାଥପୁରରେ ଥିବା ଭାଇଙ୍କ ଫ୍ଲାଟରେ ମଧ୍ୟ ଚାଲିଛି […]
ନୂଆଗାଁ: (ପୁଷ୍ପଲତା ପ୍ରଧାନ): ରାଜ୍ୟ ସରକାରଙ୍କ ପକ୍ଷରୁ ଅନଲାଇନ୍ ଛାତ୍ର ଛାତ୍ରୀ ଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୂଆଗାଁ ବ୍ଲକ୍ ଶିକ୍ଷକ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ବିରୋଧ କରାଯାଇଛି।ନୂଆଗାଁ ବ୍ଲକ୍ ଶିକ୍ଷକ କର୍ମଚାରୀ ସମନ୍ଵୟ ସମିତି ତରଫରୁ ୟୁନିଫାଏଡ ଅଟୋମେଶନ ସିଷ୍ଟମ ଲାଗୁ ନ କରିବା ସମ୍ପର୍କରେ ବ୍ଲକ୍ ଶିକ୍ଷା ଅଧିକାରୀ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନା ଥାଉକି ନୂଆଗାଁ ବ୍ଲକ୍ ର ସମସ୍ତ ଅଞ୍ଚଳରେ ମୋବାଇଲ୍ ସେବା , ଇଣ୍ଟରନେଟ ଓ ଦକ୍ଷ […]
ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ ୨୫ ତାରିଖ ଠାରୁ ଆରମ୍ଭ ହୋଇ ସର୍ବାଧିବକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ […]
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ତିନୋଟି ଜିଲ୍ଲାରେ ମୋଟ ୨୮ ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାଯାଇଛି । ଦନ୍ତେୱାଡା ପୋଲିସ ଏବଂ CRPF ଜବାନଙ୍କ ପ୍ରୟାସରେ ଏହି ସଫଳତା ମିଳିଛି । ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଓ ଚିନ୍ତଲନାଡ ଅଞ୍ଚଳରେ ସକ୍ରିୟ ଥିଲେ । ଛତିଶଗଡ଼ ସରକାରଙ୍କ ପୁନର୍ବାସ ନୀତି ଦ୍ୱାରା ପ୍ରଭାବିତ ହୋଇ ଏହି ମାଓବାଦୀ ମାନେ ଛତିଶଗଡ଼ର ତିନୋଟି ଜିଲ୍ଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ।ଆତ୍ମସମର୍ପଣ କରିବା […]
IAS ସ୍ତରରେ ପୁଣି ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୁରୁବାର ୧୩ଜଣ IAS ଅଫିସରଙ୍କୁ ସରକାର ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ ଭାବେ ନିଯୁକ୍ତି ମିଳିଥିବା ବେଳେ ବିଜୟ କେତନ ଉପାଧ୍ୟାୟ ହୋଇଛନ୍ତି ସଂସ୍କୃତି ସଚିବ। ସେହିଭଳି ସମର୍ଥ ବର୍ମା ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ,ଦୀପଙ୍କର ମହାପାତ୍ର ସିଇଓ, ହକି ପ୍ରମୋସନ କାଉନ୍ସିଲ ଦାୟିତ୍ୱ ମିଳିଛି।ଉଲ୍ଲେଖଯୋଗ୍ୟ ଯେ ମଙ୍ଗଳବାର ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟରେ ବିଜେପି ଦଳ କ୍ଷମତାସୀନ ହେବାପରେ ନାରୀ ଦୁଷ୍କର୍ମ, ବାଳିକା ଅପହରଣ ଓ ଅତ୍ୟାଚାର ସମସ୍ତ ସୀମା ଅତିକ୍ରମ କରିଛି ଏବଂ ଏହି ଧାରା ଏବେବି ଜାରି ରହିଛି । କଂଗ୍ରେସ ଦଳ ସର୍ବଦା ନାରୀନ୍ୟାୟ ପାଇଁ ତା’ର ଉଦ୍ୟମ ଅବ୍ୟାହତ ରଖିଛି । ଏଥିପାଇଁ ସଂସଦରୁ ସଡ଼କ ପର୍ଯ୍ୟନ୍ତ ବିରୋଧ ପ୍ରଦର୍ଶନ କରିଆସୁଅଛି । ସବୁଠାରୁ ସ୍ପର୍ଶକାତର ଏବଂ ନିନ୍ଦନୀୟ ଘଟଣା ହେଉଛି ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ । ନ୍ୟାୟ ପାଇବାରେ […]
ହାଇକୋର୍ଟରେ ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ମାମଲା । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲୋ ସରକାର । ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ ଏଜି ପୀତାମ୍ବର ଆଚାର୍ଯ୍ୟ । କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ। ୨୦୧୮ ଠାରୁ SI ନିଯୁକ୍ତି ବନ୍ଦ ଥିବାରୁ ବୟସ କୋହଳ ପିଟିସନ କରିଥିଲେ।
