ଫୁଲୁଛି ହୀରାକୁଦ ଜଳଭଣ୍ଡାର ।ଉପର ମୁଣ୍ଡରେ ଲଗାଣ ବର୍ଷା ଓ ଜଳ ପ୍ରବେଶ ବୃଦ୍ଧି ପାଇବା ପରେ ଡ୍ୟାମରୁ ଆଉ ୧୦ଟି ଗେଟ୍ ଖୋଲିଛି ହୀରାକୁଦ କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ପୂର୍ବରୁ ଦେଖାଦେଇଥିବା ବନ୍ୟା ପରିସ୍ଥିତିରେ ଏବେ ଧୀରେ ଧୀରେ ସୁଧାର ଆସୁଛି । କଟକ ମୁଣ୍ଡୁଳି ସମେତ ବିଭିନ୍ନ ସ୍ଥାନରେ ମହାନଦୀର ଜଳ ପ୍ରବାହ ସ୍ଥିତି ନିରୀକ୍ଷଣ କରାଯାଉଛି । ଜଳ ସମ୍ପଦ […]
ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଲିଙ୍ଗରାଜ ଥାନା ଅନ୍ତର୍ଗତ ଗାୟତ୍ରୀ ବସ୍ତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା କରାଯାଇଛି। ମୃତ ଯୁବକଜଣକ ହେଲେ ଜିତୁ କାଣ୍ଡି।ସେ ଜଣେ ଶ୍ରମିକ । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ । ତାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି । ଗତକାଲି ରାତିରେ ବଟି ଆଦାୟକୁ ନେଇ କିଛି ଲୋକଙ୍କ ସହ ବଚସା ହୋଇଥିଲା । ପରେ ଦୋକାନ ସାମ୍ନାରେ ତାଙ୍କୁ ହତ୍ୟା କରାଯାଇଛି । […]
ରାୟଗଡା ତା ୩୦/୦୭ (ନିପ୍ର) ରାୟଗଡାରେ ଚୋରଙ୍କ ବିତ୍ପାତ ଲୋକଙ୍କ ମୁଣ୍ଡବ୍ୟଥାର କାରଣ ସାଜିଛି । ରାୟଗଡା ସଦର ବ୍ଳକ ଶେଷ ଖାଲ ଥାନା ଅନ୍ତର୍ଗତ ଜେମାଦେଇପେଣ୍ଠ ନିବାସୀ ଗାଙ୍ଗା ରାଜୁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ ଦୁର୍ବୁତ୍ତ ମାନେ କବାଟ ତାଡ଼ି ଅଧ ତୋଳା ସୁନା, ୭୦ ତୋଳା ରୂପା ଓ ନଗଦ ୫୦ ହଜାର ଟଙ୍କା ଚୋରି କରିଥିବା ନେଇ ଶେଷଖାଲ ଥାନାରେ ଅଭିଯୋଗ ହୋଇଛି । ସେହିଭଳି ରାୟଗଡା ସହର ବ୍ୟାଙ୍କ କଲୋନୀ […]
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ କରିଥିବା ବିଦେଶୀ ଛାତ୍ରୀଛାତ୍ରଙ୍କୁ ସେଠାରେ ଚାକିରି କରିବା ପାଇଁ ୧ ଲକ୍ଷ ଆମେରିକୀୟ ଡଲାର (ପ୍ରାୟ ୯୬ ଲକ୍ଷ ଟଙ୍କା) ଦେବାକୁ ପଡ଼ିପାରେ । ୱାଲ୍ ଷ୍ଟ୍ରିଟ୍ ଜର୍ନାଲ୍ର ଏକ ରିପୋର୍ଟରେ ଏହି ଦାବି କରାଯାଇଛି।ସରକାରଙ୍କ ଯୁକ୍ତି ହେଉଛି, ଆମେରିକୀୟ ଚାକିରିକୁ ସୁରକ୍ଷା ଦେବା ଏବଂ ବିଦେଶୀ କର୍ମୀଙ୍କ ଉପରେ […]
ରାଜ୍ୟରେ ଏବେ ବଡ଼ ବର୍ଷା ସମ୍ଭାବନା ନାହିଁ । ତେବେ ଅଗଷ୍ଟ ୨ ତାରିଖବେଳକୁ ବର୍ଷା ପରିମାଣ ସାମାନ୍ୟ ବୃଦ୍ଧି ପାଇବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ରାଜ୍ୟର କେତେକ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା […]
ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]
ଲଗାଣ ବର୍ଷା ଯୋଗୁଁ ସାରା ରାଜ୍ୟରେ ବନ୍ୟା ସ୍ଥିତି ଦେଖା ଦେଇଛି। ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ହେଲେ ରାଜ୍ୟ ସରକାର ବନ୍ୟା ପରିସ୍ଥିତିକୁ ମୁକାବିଲା କରିବାରେ ବିଫଳ ହୋଇଛନ୍ତି। । ରାଜ୍ୟର ଅଧିକାଂଶ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଶହ ଶହ ଗାଁ ଜଳବନ୍ଦୀ ହୋଇପଡ଼ିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଢେଙ୍କାନାଳ ଏବଂ ସମ୍ବଲପୁର ଭଳି ପ୍ରମୁଖ ଜିଲ୍ଲାଗୁଡ଼ିକରେ ଜନଜୀବନ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି । ଅନେକ ସ୍ଥାନରେ […]
ବଲାଙ୍ଗୀର ଲୋଇସିଂହାର ବିଭିନ୍ନ ଅଞ୍ଚଳରେ ଅତ୍ୟଧିକ ବର୍ଷା ଯୋଗୁଁ ଜଳବନ୍ଦୀରେ ପ୍ରଭାବିତ ଗ୍ରାମଗୁଡ଼ିକୁ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ।ମନ୍ତ୍ରୀ ଜଳମଗ୍ନ ଅଞ୍ଚଳ ପାଦରେ ଚାଲି ସ୍ଥିତିର ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ବିପଦପୂର୍ଣ୍ଣ ପରିସ୍ଥିତି ସତ୍ତ୍ୱେ ସେ ପ୍ରଭାବିତ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ଦୈନନ୍ଦିନ ସମସ୍ୟା, ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଓ ଅନ୍ୟାନ୍ୟ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ।ମାନ୍ୟବର ମନ୍ତ୍ରୀ […]
ନିଟ୍ -ୟୁଜି ପରୀକ୍ଷାରେ ଅନିୟମିତାକୁ ନେଇ ହୋଇଥିବା ବିରୋଧ ପ୍ରଦର୍ଶନକୁ ନେଇ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଆନ୍ଦୋଳନକାରୀଙ୍କ ବିରୋଧରେ କୌଣସି ଆଇନଗତ ପଦକ୍ଷେପ ନିଆଯିବ ନାହିଁ । କେବଳ ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ।ଜୁଲାଇ ୨୦ ତାରିଖରେ ଆୟୋଜିତ ‘ଚଲୋ ସଂସଦ’ ଅଭିଯାନରେ ସାମିଲ ଲୋକଙ୍କ ମାମଲା ନେଇ ଅନୁଧ୍ୟାନ ପ୍ରକ୍ରିୟା ଶେଷ ହୋଇଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ତଦନ୍ତ ପରେ ଯେଉଁମାନଙ୍କ ନାଁରେ […]
ବାଳକାଟି ସ୍ଥିତ ଭାର୍ଗବୀ ନଦୀ ପଠାରେ ଚାଲିଥିଲା ‘ତାରିଣୀ ଗଣନାଟ୍ୟ’ର ଆଖଡ଼ା ଶାଳା। ବିନା କୌଣସି ବୈଧ ଅନୁମତିରେ ନଦୀ ପଠାରେ ତମ୍ବୁ ଟାଣି ଚାଲିଥିବା ଏହି ଆଖଡ଼ା ଶାଳାକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଛି। ସବୁଠୁ ବଡ଼ କଥା ତାରିଣୀ ଗଣନାଟ୍ୟର ମାଲିକାଣୀ ହେଉଛନ୍ତି ବହୁ ଚର୍ଚ୍ଚିତ ଏବଂ ବିବାଦୀୟ ଆଇଟମ ଗାର୍ଲ ନିଶା ମହାରଣା। ପ୍ରଶାସନର କାର୍ଯ୍ୟାନୁଷ୍ଠାନ ପରେ ନିଶା ମହାରଣାଙ୍କ ଯାତ୍ରା ପାର୍ଟିକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। […]
କଲ୍ୟାଣସିଂହପୁର ଆଜି ତା- ୩୦.୦୭.୨୦୨୬ ରିଖରେ ଜିଲ୍ଲା ପ୍ରଶାସନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, କଲ୍ୟାଣସିଂହପୁର ବ୍ଲକ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କଲ୍ୟାଣସିଂହପୁର ସ୍ଥିତ ପଞ୍ଚାୟତ ସମିତି ଅଫିସ୍ ପରିସରରେ ଅନୁଷ୍ଠିତ ହୋଇଅଛି । ଉକ୍ତ ଦିବସରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, କଲ୍ୟାଣସିଂହପୁର, ଶ୍ରୀମତୀ ମନୀଷା ଦାସ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ରାୟଗଡ଼, ଶ୍ରୀମତୀ ଏଲିଜାବେଥ ଗୋରଡା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ରାୟଗଡ଼, ଶ୍ରୀ ଶ୍ରୀକାନ୍ତ କୁମାର […]
ସୋନୁ ନିଗମଙ୍କ ଆଜି ୫୩ତମ ଜନ୍ମଦିବସ ପାଳନ କରୁଥିବାବେଳେ, ତାଙ୍କ ଜୀବନ ସଂଘର୍ଷ, ସଙ୍ଗୀତ ପ୍ରତି ସମର୍ପଣ ଏବଂ ସଫଳତାର କାହାଣୀ ଆଜି ମଧ୍ୟ ନୂଆ ପିଢ଼ି ପାଇଁ ପ୍ରେରଣାର ଉତ୍ସ।ସୋନୁ ନିଗମ ଭାରତର ସବୁଠାରୁ ସଫଳ ପ୍ଲେବ୍ୟାକ୍ ସିଙ୍ଗରମାନଙ୍କ ମଧ୍ୟରୁ ଜଣେ। ‘ଅଚ୍ଛା ସିଲା ଦିଆ’, ‘କଲ୍ ହୋ ନା ହୋ’, ‘ଅଭି ମୁଝ୍ ମେ କହିଁ’ ଭଳି ଅନେକ ହିଟ୍ ଗୀତ ତାଙ୍କୁ ଆଜି ଘରେ ଘରେ ପରିଚିତ କରାଇଛି । ଗୀତ, ଲାଇଭ୍ […]
