ହିମାଚଳ ପ୍ରଦେଶରୁ ଏକ ଅଜବ ବିବାହ ଖବରରେ ଅଛି। ଯାହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଏଠାରେ ହାତୀ ଜନଜାତିର ଦୁଇ ଭାଇ ଜଣେ ମହିଳାଙ୍କୁ ବିବାହ କରିଛନ୍ତି, ଯାହାକୁ ପୁରୁଣା ବହୁପତି ବିବାହ ତଥା ସ୍ଥାନୀୟ ଭାଷାରେ ‘ଯୋଡିଦାରା’ କୁହାଯାଏ)।ଏହି ବିବାହ ବହୁପତି ପରମ୍ପରା ଅନୁଯାୟୀ ହୋଇଯାଇଛି । ଯାହା ଏହି ଜନଜାତିରେ ଶତାବ୍ଦୀ ଧରି ଚାଲିଆସୁଛି । ଜୁଲାଇ ୧୨ ରୁ ଆରମ୍ଭ ହୋଇ ଏହି ବିବାହ ତିନି ଦିନ ଧରି […]
ସ୍କୁଲରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ମାମଲାରେ ଦୁଇ ଜଣ ଶିକ୍ଷକଙ୍କୁ ଗିରଫ କରିଛି ରାଇବଣିଆ ପୋଲିସ । ରାଇବଣିଆ ଥାନା ଚମାର ଗାଁସ୍ଥିତ ପି .ଏନ ହାଇସ୍କୁଲର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ଯାଳୟର ଗଣିତ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଦୀର୍ଘ ଦୀର୍ଘ ୩ ମାସ ଧରି ଅଶ୍ଳୀଳ ଇଙ୍ଗିତ କରିବା ସହିତ ଅସାଦାଚରଣ କରୁଥିବା ଅଭିଯୋଗ କରିଥିଲେ ।ଏହାକୁ ବିରୋଧ କରିବାରୁ ଶିକ୍ଷକ ଛାତ୍ରୀଙ୍କୁ ପରୀକ୍ଷାରେ ଫେଲ କରାଇ […]
ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି।ଏହାଦ୍ବାରା ୨୩ ଓ ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ […]
ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇଷ୍ଟ୍ ହଷ୍ଟେଲ୍ରେ ରହୁଥିବା ୟୁଜି ପ୍ରଥମ ବର୍ଷର କିଛି ଛାତ୍ରଙ୍କୁ କିଛି ସିନିୟର୍ ଛାତ୍ର ରାଗିଂ କରିଥିବା ଅଭିଯୋଗକୁ ଆଧାର କରି କାର୍ଯ୍ୟନୁଷ୍ଠାନ । ବିଳମ୍ବିତ ରାତିରେ ଖବର ପାଇ ହଷ୍ଟେଲରେ ପହଞ୍ଚି ଥିଲେ କୁଳପତି, ୱାଡେନ୍ ଏବଂ ଅନ୍ୟାନ୍ୟ ଅଧ୍ୟାପକ। ଅଭିଯୋଗର ତଦନ୍ତ କରିବ ଏକ କମିଟି ।ଆଗରୁ ମଧ୍ୟ ଏହିଭଳି ଘଟଣା ଅନେକ ଥର ଦେଖିବାକୁ ମିଳିଛି, […]
ମେଷ ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]
ବଳାତ୍କାର ଉଦ୍ୟମ ମାମଲାରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ – ରାୟଗଡ଼ ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି। ଜଣେ ମହିଳାଙ୍କ ଅଭିଯୋଗକୁ ଆଧାର କରି ପୋଲିସ କେସ ନଂ ୨୫୫ରେ ମାମଲା ରୁଜୁ କରି ରମେଶ ବେହେରାଙ୍କୁ ଗିରଫ କରିଛି। […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଇଟାମାଟି ଗ୍ରାମ ପଞ୍ଚାୟତର ଅବସର ପ୍ରାପ୍ତ ଶିକ୍ଷକ ସଂଘର ସମ୍ପାଦକ ରାଜ କିଶୋର ନାୟକଙ୍କ ତତ୍ତ୍ଵାବଧାନରେ ବଂଶୀଧର ଡ଼ିଗ୍ରୀ ମହାବିଦ୍ୟାଳୟ ନିକଟସ୍ଥ କେନାଲ ହୁଡ଼ାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇ ଅଛି । ପ୍ରାୟ କୋଡିଏ ଜଣ ଅବସର ପ୍ରାପ୍ତ ଶିକ୍ଷକ ଏକତ୍ରିତ ହୋଇ ଚାଳିଶରୁ ଉର୍ଦ୍ଧ୍ୱ ବଉଳ, ଅଶୋକ, ଆମ୍ବ ଓ ଗଙ୍ଗଶିଉଳି ଆଦି ଗଛ ଲଗାଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ତ୍ରିନାଥ ସାଥୁଆ , ପ୍ରସନ୍ନ କୁମାର ଦାଶ, ରବି ନାରାୟଣ ପାତ୍ର, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସାହିତ୍ୟ ହେଉଛି ସମାଜର ଦର୍ପଣ। ପ୍ରଗତିଶୀଳ ସମାଜଧର୍ମୀ ସାହିତ୍ୟ ହିଁ ସମାଜିକ ସ୍ରୋତରେ ମୋଡ ପରିବର୍ତ୍ତନ କରିଦେଇ ପାରେ। କମ୍ରେଡ ବିଶ୍ଵନାଥ ମହାପାତ୍ରଙ୍କ ରଚିତ ଉପନ୍ୟାସ ଗୁଡିକ ସାଧାରଣ ମଣିଷର ଭାବୋଚ୍ଛ୍ଵାସକୁ ନେଇ ପରିପୁଷ୍ଟ। ‘ସେଇ ଝିଅ ଶିବାନୀ ‘ ଉପନ୍ୟାସ ନାରୀ ସଶକ୍ତିକରଣ, ଶୋଷଣବାଦୀ ସମାଜ ବ୍ୟବସ୍ଥାର ବିଭତ୍ସ ବିରୂପ, ସମ୍ବେଦନଶୀଳ ନାରୀ ମନର କଥା ଓ ଗାଥା, ତତ୍ ସହିତ କାଳକ୍ରମେ ହଜି ଯାଉଥିବା ଶବ୍ଦ ମାନଙ୍କୁ ପ୍ରୟୋଗ କରି ପାଠକୀୟ […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ଡିଜିଟାଲ ଇଣ୍ଡିଆ ଅଭିଯାନରେ ଆଉ ଏକ ପାଦ ଆଗକୁ ବଢ଼ାଇ ଭାରତ ସରକାର ‘ମେରା ରାସନ ୨.୦’ ମୋବାଇଲ୍ ଆପ୍ଲିକେସନର ଶୁଭାରମ୍ଭ କରିଛନ୍ତି । ଏହି ଆପ୍ ଜରିଆରେ ରାସନ କାର୍ଡଧାରୀମାନେ ନିଜ ମୋବାଇଲ୍ ଫୋନ୍କୁ ହିଁ ରାସନ କାର୍ଡ ଭାବରେ ବ୍ୟବହାର କରିପାରିବେ ଏବଂ ଅନେକ ସୁବିଧାର ଲାଭ ଉଠାଇପାରିବେ । ଯେମିତି ଏହି ଆପ୍ ମାଧ୍ୟମରେ ନିଜର ଡିଜିଟାଲ ରାସନ କାର୍ଡ ଡାଉନଲୋଡ୍ କରିପାରିବେ । ଏହାଦ୍ୱାରା କାର୍ଡ ହଜିଯିବାର ଭୟ ରହିବ ନାହିଁ […]
ବଢିବ ଦୁଗ୍ଧ ଚାଷୀଙ୍କ ଆୟ। ଗୁଜରାଟ ଓ ଉତ୍ତର ପ୍ରଦେଶ ମଡେଲ ଭଳି ହେବ ଓମଫେଡ ପ୍ଲାଣ୍ଟ। କାମଧେନୁ ଯୋଜନା ଅଧୀନରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ଓ ଗୋପାଳନର ବିକାଶ ପାଇଁ ରାଜ୍ୟ ସରକାର କରିଛନ୍ତି ବଡ଼ ପ୍ରୟାସ । କଟକ ଅରିଲୋ ଗୋବିନ୍ଦପୁର ସ୍ଥିତ ଓମଫେଡ ପ୍ଲାଣ୍ଟରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ଦିନରେ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନ ବୃଦ୍ଧି ନେଇ କାମଧେନୁ ଯୋଜନା ମାଧ୍ୟମରେ ଚାଷୀଙ୍କୁ ଅଧିକ ଅମଳକ୍ଷମ ପ୍ରଜାତିର […]
ଭୁବନେଶ୍ବର(ଓଡ଼ିଶା ଦର୍ପଣ): ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ଖୁବ ଶୀଘ୍ର ‘ଶକ୍ତିଶ୍ରୀ’ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ନାଗରିକର ଅଧିକାର ଓ କର୍ତ୍ତବ୍ୟକୁ କାର୍ଯ୍ୟକାରୀ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ମହିଳାଙ୍କ ସୁରକ୍ଷା ଓ ନିରାପତ୍ତାକୁ ମଧ୍ୟ ଗୁରୁତ୍ବ ଦେଉଛନ୍ତି। ଆମ ସରକାର ଏକ ନୂଆ ପଲିସି ଶୁଭାରମ୍ଭ କରିବାକୁ ଯାଉଛନ୍ତି। ଉଚ୍ଚ […]
