author

ଗୁଗୁଲ୍ ଓ ମେଟାକୁ ଅନଲାଇନ୍ ବେଟିଂ ଆପ୍ ମାମଲାରେ ED ସମନ୍

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅନଲାଇନ ବେଟିଂ ଆପ୍ସର ପ୍ରଚାରରେ ଗୁଗଲ ଏବଂ ମେଟାକୁ ନୋଟିସ ଜାରି କରିଛି। ED ଅଭିଯୋଗ କରିଛି ଯେ, ଉଭୟ କମ୍ପାନୀ ଏହି ଆପ୍ସର ବିଜ୍ଞାପନକୁ ପ୍ରମୁଖ ଭାବରେ ଦେଖାଇଛନ୍ତି। ଉଭୟ କମ୍ପାନୀର ପ୍ରତିନିଧିଙ୍କୁ ଜୁଲାଇ ୨୧ରେ ପଚରାଉଚରା ପାଇଁ ଡକାଯାଇଛି। ଏହି ତଦନ୍ତ ଅନଲାଇନ ବେଟିଂର ବର୍ଦ୍ଧିତ ପ୍ରଭାବକୁ ରୋକିବା ପାଇଁ ପ୍ରୟାସର ଏକ ଅଂଶ।ଇଡି ଗୁଗୁଲ୍ ଏବଂ ମେଟା ଉପରେ ବେଟିଂ ଆପ୍ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରିଛି। ଏବେ […]

ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ

ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ଗୁରୁତର ଛାତ୍ରୀଙ୍କୁ ତୁରନ୍ତ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ପିପିଲିରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ ଘଟଣା […]

ଏବେ ୯ କ୍ୟାରେଟ୍ ସୁନା ପାଇଁ ବି ହଲମାର୍କିଂ ବାଧ୍ୟତାମୂଳକ

ଏଣିକି ୯ କ୍ୟାରେଟ୍ ସୁନା ଉପରେ ବାଧ୍ୟତାମୂଳକ ହଲମାର୍କିଂ ରହିବ। ଏହି ନୂଆ ନିର୍ଦ୍ଦେଶ ଜୁଲାଇ ମାସରୁ ଲାଗୁ ହୋଇଛି । ଏ ନେଇ ବ୍ୟୁରୋ ଅଫ ଇଣ୍ଡିଆନ ଷ୍ଟାଣ୍ଡାର୍ଡସ୍ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି ।ହଲମାର୍କିଂ ସୁନାର ଶୁଦ୍ଧତାର ଗ୍ୟାରେଣ୍ଟି ଦେଇଥାଏ। ନୂଆ ଘୋଷଣା ଅନୁଯାୟୀ, ୯ କ୍ୟାରେଟ୍ ଅଳଙ୍କାର ଉପରେ ମଧ୍ୟ ହଲମାର୍କ କରିବା ବାଧ୍ୟତାମୂଳକ ହେବ। ଏହା ପୂର୍ବରୁ ୨୪ କ୍ୟାରେଟ୍, ୨୩ କ୍ୟାରେଟ୍, ୨୨ କ୍ୟାରେଟ୍, ୨୦ କ୍ୟାରେଟ୍, ୧୮ କ୍ୟାରେଟ୍ […]

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ଶ୍ରୀଜଗନ୍ନାଥଙ୍କ ‘ନବକଳେବର’

ଇତିହାସ ରଚିଲା ଓଡ଼ିଆ ଫିଲ୍ମ ନବକଳେବର । ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ପ୍ରଥମ ଓଡ଼ିଆ ଫିଲ୍ମ । ରାଷ୍ଟ୍ରପତି ଭବନର କର୍ମଚାରୀ, ଫିଲ୍ମର ପ୍ରଯୋଜନା ଟିମ୍, ନିର୍ଦ୍ଦେଶନା ଟିମ୍ ଓ କଳାକାରଙ୍କ ସହ ଫିଲ୍ମ ଦେଖିଲେ ମହାମହିମ । ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରାରେ ରିଲିଜ୍ ହୋଇଥିବା ଫିଲ୍ମ ‘ଶ୍ରୀଜଗନ୍ନାଥଙ୍କ ନବକଳେବର’କୁ ଅପୂର୍ବ ସଫଳତା ମିଳିଛି ।ତେବେ ଓଡିଆ ମାଟିର ଝିଅ ତଥା ଭାରତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ବଡ଼ ଠାକୁରଙ୍କ ଏହି ଫିଲ୍ମର […]

ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା ତଦନ୍ତ । କଲେଜ କ୍ୟାମ୍ପସ ଭିତରକୁ ପେଟ୍ରୋଲ ଆଣିଥିଲା କିଏ। ଛାତ୍ରୀ ଜଣକ ନିଜେ ଆଣିଥିଲେ ନା ଆଉ କିଏ ଆଣି ତାଙ୍କୁ ଦେଇଥିଲା ।ପେଟ୍ରୋଲ ପମ୍ପରୁ ଜଣେ ଛାତ୍ରୀ ବୋତଲରେ ଗୋଟିଏ ଲିଟର ତେଲ ନେଇଥିଲେ। ସିସିଟିଭି ଫୁଟେଜକୁ ଆଧାର କରି କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି।ଚତୁର୍ଥ ପର୍ଯ୍ୟାୟରେ ଶୁକ୍ରବାର ଦୁଇଜଣିଆ ଟିମ୍‌ ପହଞ୍ଚି କଲେଜରେ ଭାରପ୍ରାପ୍ତ ଅଧ୍ୟକ୍ଷ ଓ ଆଇସିସି କମିଟି […]

ଆଜିର ରାଶିଫଳ(୧୯ ଜୁଲାଇ, ୨୦୨୫)

ମେଷଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି […]

ମହିଳାଙ୍କ ଆତ୍ମହତ୍ୟା: ହାତ, ଗୋଡ଼, ପେଟରେ ଲେଖିଲେ ଦୁଃଖଦ ସୁଇସାଇଡ ନୋଟ

ଉତ୍ତର ପ୍ରଦେଶର ବାଗପତରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଛାପ୍ରୌଲି ଥାନା ଅଞ୍ଚଳର ରାଥୋଣ୍ଡା ଗାଁରେ ଯୌତୁକ ନିର୍ଯାତନାର ଶିକାର ହୋଇଛନ୍ତି ଜଣେ ବୋହୁ ନାଁ ତାଙ୍କର ମନୀଷା । ଏହି ମହିଳା ବିଷ ପିଇ ନିଜ ଜୀବନ ଶେଷ କରିଥିବା ଜଣାପଡ଼ିଛି। ମନୀଷା ତାଙ୍କ ହାତ, ଗୋଡ଼ ଓ ପେଟରେ କଲମରେ ଏକ ସୁଇସାଇଡ ନୋଟ ଲେଖିଥିଲେ, ଯେଉଁଥିରେ ସେ ତାଙ୍କ ଶାଶୁଘର ଲୋକଙ୍କ ଦ୍ୱାରା ଯୌତୁକ ନିର୍ଯାତନାରେ ହେଉଥିବା ଅସହ୍ୟ ଯନ୍ତ୍ରଣା […]

ଇଗ୍ନୋରେ ପଢ଼ା ହେବ ‘ବାଲୁକା କଳା’ ! ଜାଣନ୍ତୁ କିପରି କରିବେ ଆଡ୍‌ମିଶନ୍‌?

ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ପଢ଼ା ହେବ ‘ବାଲୁକା କଳା’ ପାଠ୍ୟକ୍ରମ । ଏହି ପାଠ୍ୟକ୍ରମ ଅନ୍‌ଲାଇନ ମାଧ୍ୟମରେ ପଢ଼ାଯିବ । ଇଗ୍ନୋ ପକ୍ଷରୁ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସହଭାଗିତାରେ ୨ଟି କୋର୍ସକୁ ଲୋକାର୍ପିତ କରାଯାଇଛି । ‘ବାଳୁକା କଳାର ପରିଚୟ’ ଓ ‘ବାଳୁକା କଳାର ନୀତି ଓ ଶୈଳୀ’ ପାଠ୍ୟକ୍ରମ ଆରମ୍ଭ ହୋଇଛି । ଏହି ଦୁଇଟି କୋର୍ସ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରଣାଳୟର SWAYAM ପ୍ଲାଟଫର୍ମରେ ଉପଲବ୍ଧ ହେବ, ଯାହାର […]

ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ ଚିଠି

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି ।ଯୌନ ଉତ୍ପୀଡ଼ନ ନିବାରଣ ସମ୍ପର୍କିତ UGC ଗାଇଡ୍ଲାଇନ ପାଳନ ପରାମର୍ଶ କରିବାକୁ କୁହାଯାଇଛି। ଏହାଛଡ଼ା ସଚେତନତା କର୍ମଶାଳା ଆୟୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏପରି କର୍ମଶାଳାରେ ଛାତ୍ରଛାତ୍ରୀ, ଶିକ୍ଷକ […]

ରାୟଗଡା ଜିଲ୍ଲା – ବିଷମକଟକ ଅନୁସୂଚିତ ବିଦ୍ୟାଳୟ ର ଛତ୍ରୀ ଗର୍ଭବତୀ : ସମ୍ପୃକ୍ତ ଯୁବକ ଥାନାରେ ଅଟକ

ବିଷମ କଟକ 18/7 ମଙ୍ଗଳ ବିଭାଗର ଆବାସିକ ବିଦ୍ୟାଳୟ ମାନଙ୍କରେ ଛାତ୍ରୀ ମାନେ ବାରମ୍ବାର ଦୁସ୍କର୍ମ ସାଙ୍ଗକୁ ଗର୍ଭବତୀ ହେବା ଭଳି ଚିତ୍ର ସାମ୍ନା କୁ ଆସୁଛି। ପୁଣି ବିଷମ କଟକ ରେ ଦେଖିବା ପାଇଁ ମିଳିଛି ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଭଳି ଏକ ଲଜ୍ୟା ଜନକ ଘଟଣା । ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ଡକୁମ୍ ସଦର ପଞ୍ଚାୟତ ଠାରେ ଅବସ୍ଥିତ ଅନୂସୁଚୀତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ଦ୍ୱାରା […]

ଦେଶରେ କମିପାରେ ପେଟ୍ରୋଲ ଓ ଡିଜେଲ ଦର- ତୈଳ ମନ୍ତ୍ରୀ ହରଦୀପ ସିଂହ ପୁରୀ

ଦୀର୍ଘଦିନରୁ ଅପରିବର୍ତ୍ତିତ ରହିଥିବା ପେଟ୍ରୋଲ୍ ଓ ଡିଜେଲ୍‌ ଦରରେ ପରିବର୍ତ୍ତନ ହେବାର ସମ୍ଭାବନା ସୃଷ୍ଟି ହୋଇଛି । ଯଦି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦାମ୍ ବହୁଦିନ ପର୍ଯ୍ୟନ୍ତ ୬୫ ଡଲାର ପାଖାପାଖି ସ୍ତରରେ ରହିବ, ତେବେ ଭାରତରେ ତେଲ ଦର କମ୍ ହୋଇପାରିବ ବୋଲି ତୈଳ ମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତି । ଆସନ୍ତା ୨-୩ ମାସରେ ତେଲ ଶସ୍ତା ହେବାର ସମ୍ଭାବନା ରହିଛି ବୋଲି ସେ ଲୋକଙ୍କୁ ଆଶା ଦେଖାଇଛନ୍ତି […]

ଜେଲ ଭିତରେ କଣ କରୁଛନ୍ତି ସମୀର ସାର୍‌ ଓ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ

କେମିତି ଜେଲରେ କାଳ କାଟୁଛନ୍ତି ଏଫଏମ୍ କଲେଜ ପୂର୍ବତନ ଅଧ୍ୟାପକ ସମୀର ସାହୁ ଓ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଛାତ୍ରୀ ଆତ୍ମାହୁତି ଘଟଣାରେ ପୋଲିସ ଦ୍ବାରା ଗିରଫ ହୋଇ ଜେଲରେ ଥିବା ଏହି ଦୁଇ ଅଭିଯୁକ୍ତଙ୍କ ହାବଭାବକୁ ନେଇ ଏବେ ଢେର ଚର୍ଚ୍ଚା । ଜେଲର ୩ ନଂ ୱାର୍ଡରେ ସମୀର ସାର୍‌ ଆଉ ୧୫ ନମ୍ବର ୱାର୍ଡରେ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ସୌମ୍ୟାଶ୍ରୀ ଆତ୍ମାହୁତି ଉଦ୍ୟମ ଦିନ ହିଁ ସମୀର […]