author

ଆଜିର ରାଶିଫଳ(୨୨ ଏପ୍ରିଲ, ୨୦୨୫)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଜିଲ୍ଲାପାଳ ଙ୍କ ହସ୍ତକ୍ଷେପ ରୁ ଫେରିଲା ମୃତଦେହ

ରାୟଗଡ – ରାୟଗଡ ଜିଲା ବିଷମ କଟକ ବ୍ଲକର , କୁର୍ଲି ପଞ୍ଚାୟତ, ଖଜୁରିଗାଁ ର ଅଦାଇ ୱାଡକା କେରଳ ରାଜ୍ୟ କୁ କାମ କରିବାକୁ ଯାଇଥିବା ବେଳେ ସେଠି ତାଙ୍କ ମର୍ତ୍ୟୁ ଘଟିଥିଲା l ପରେ ଘଟଣା ସମ୍ପର୍କରେ ଜିଲ୍ଲାପାଳ ଖବର ପାଇ ତୁରନ୍ତ ଉକ୍ତ ମର ଶରୀରକୁ ରାୟଗଡ କୁ ଆଣିବା ପାଇଁ ଶ୍ରମ ବିଭାଗ କୁ ନିର୍ଧେଶ ଦେଥିଲେ l ନିର୍ଧେଶ କ୍ରମେ ମର ଶରୀରକୁ ତାଙ୍କ ଜନ୍ମଗ୍ରାମକୁ ପଠାଇବା ପାଇଁ କେରଳର […]

ବେଙ୍ଗାଲୁରୁରେ ବାୟୁସେନା ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ

କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଭାରତୀୟ ବାୟୁସେନାର ଜଣେ ୱିଙ୍ଗ କମାଣ୍ଡରଙ୍କ ଉପରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ଏବଂ ତାଙ୍କ ପତ୍ନୀ, ଯିଏ ନିଜେ ଜଣେ ସ୍କ୍ୱାର୍ଡନ ଲିଡର, ତାଙ୍କ ସହ ମଧ୍ୟ ଆକ୍ରମଣକାରୀମାନେ ଅସଦାଚରଣ କରିଥିବା ଜଣାଯାଇଛି। ଦମ୍ପତି ବିମାନବନ୍ଦର ଅଭିମୁଖେ ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା।ଓ୍ବିଙ୍ଗ କମାଣ୍ଡର ଶିଲାଦିତ୍ୟ ବୋଷ୍ ନିଜ ଏଫଆଇଆରରେ ଲେଖିଛନ୍ତି, ସେ ଏୟାରପୋର୍ଟ ଯାଉଥିବାବେଳେ କିଛି ଅଜ୍ଞାତ ଲୋକ […]

କୋରାପୁଟ ଜିଲ୍ଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି ଭାସନ ପ୍ରଧାନମନ୍ତ୍ରୀ ଆୱାର୍ଡ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ସୋମବାର ଆୟୋଜିତ ସିଭିଲ ସର୍ଭିସ ଡେ’ ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହି ଏହି ଆୱାର୍ଡ଼ ପ୍ରଦାନ କରିଛନ୍ତି। ୨୦୧୮ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଭି. କୀର୍ତ୍ତି ଭାସନ ତାଙ୍କର ସମ୍ପ୍ରତି ବଦଳି ଏବଂ ପୋଷ୍ଟିଂ ପରଠାରୁ କୋରାପୁଟର […]

ଅରୁଣଙ୍କ ମନ୍ତବ୍ୟ :ରାଜ୍ୟରେ ବିଗିଡିଗଲାଣି ଆଇନଶୃଙ୍ଖଳା ପରିସ୍ଥିତି

ବିଜେପି ସଭାପତି ଚୟନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ଅରୁଣ ସାହୁ । ସେ କହିଥନ୍ତି, ବିଜେପି କେନ୍ଦ୍ରୀୟ ଦଳ, ଏ ଯାଏଁ ରାଷ୍ଟ୍ରୀୟ ସଭାପତି କି ରାଜ୍ୟ ସଭାପତି ବାଛୁ ନାହାନ୍ତି । ବିଜେଡିର ସଭାପତି ଚୟନ ଶୃଙ୍ଖଳା ସହ ସରିଛି । ସେ ଆହୁରି କହିଛନ୍ତି ଯେ ଅପରାଧୀ ଜାଣିଗଲେଣି ଯେ, ଏ ସରକାର ଦୁର୍ବଳ । ତେଣୁ ଦାନ୍ତହୀନ ଦୁର୍ବଳ ସରକାରକୁ କେହି ଖାତିର କରୁନାହାଁନ୍ତି । ତେଣୁ ସରକାର […]

ମଣ୍ଡଳସ୍ତରୀୟ ‘ ନିଷ୍ଠା ” ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ,ଇଟାମାଟି ଠାରେ ନୟାଗଡ଼ ମଣ୍ଡଳସ୍ତରୀୟ ପ୍ରଶିକ୍ଷଣ ଶିବିର ‘ ନିଷ୍ଠା ‘ଅନୁଷ୍ଠିତ ହୋଇଯାଇଛି।  ପାଞ୍ଚ ଦିନ ଧରି ଚାଲୁଥିବା ଏହି ପ୍ରଶିକ୍ଷଣ ଶିବିରରେ  ବିଭିନ୍ନ ବିଦ୍ୟାଳୟରୁ ୫୬ ଜଣ ଶିକ୍ଷକ-ପ୍ରଶିକ୍ଷାର୍ଥୀ ଯୋଗଦେଇଥିଲେ। ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ନୟାଗଡ଼, ଧନେଶ୍ୱର ସେଠୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ବଳ ଶିକ୍ଷକ ଭାବେ ପବିତ୍ର ସ୍ୱାଇଁ, ବୀରେନ୍ଦ୍ର କୁମାର ସ୍ବାଇଁ, ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ,ପ୍ରଣତୀ ମହାପାତ୍ର […]

ସ୍ବର୍ଗତଃ ନବଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସର ହେବ କଲ୍ ରେକର୍ଡ ଯାଞ୍ଚ

ନବଦାସ ହତ୍ୟାକାଣ୍ଡ ମାମଲା। ତଦନ୍ତ ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ ଗୋପାଳ ଦାସର ଯାଞ୍ଚ ହେବ ସମସ୍ତ କଲ୍ ରେକର୍ଡ। ହତ୍ୟା କାଣ୍ଡର ଦୁଇ ମାସ ପୂର୍ବରୁ କାହାକାହା ସହ ଯୋଗାଯୋଗରେ ଥିଲା ଗୋପାଳ। ଖୋଜୁଛି କ୍ରାଇମ୍‌ବ୍ରାଂଚ । ନବଦାସଙ୍କ ହତ୍ୟାକାଣ୍ଡ ପାଇଁ ଗୋପଳ ସହ ଅନ୍ୟ କିଏ ଜଡ଼ିତ ତାର ପ୍ରମାଣ ଖୋଜୁଛି କ୍ରାଇମବ୍ରାଞ୍ଚ। ଆବଶ୍ୟକ ପଡ଼ିଲେ ଅନ୍ୟ ବ୍ୟକ୍ତିଙ୍କୁ ଜେରା ମଧ୍ୟ କରାଯିବ।ତେବେ ଗତକାଲି ପୁଣି ବାପା ନବ ଦାସଙ୍କ ହତ୍ୟାକାଣ୍ଡର […]

ବିସିସିଆଇ ୨୦୨୪-୨୫ ପାଇଁ ବାର୍ଷିକ ଚୁକ୍ତି ଘୋଷଣା

ବିସିସିଆଇ ୨୦୨୪-୨୫ ପାଇଁ ବାର୍ଷିକ ଚୁକ୍ତି ଘୋଷଣା କରିଛି । ଏଥିରେ ୩୪ ଜଣଙ୍କ ଖେଳାଳିଙ୍କ ନାମ ରହିଛି । ଗ୍ରେଡ ଏ+ରେ ଚାରିଜଣ ସିନିଅର ଖେଳାଳିଙ୍କ ନାମ ରହିଛି । ତେବେ ଗତବର୍ଷ ବିଦା ହୋଇଥିବା ଶ୍ରେୟସ ଆୟର ଏବଂ ଈଶାନ କିଶନ ପୁଣି ବାର୍ଷିକ ଚୁକ୍ତିକୁ ଫେରିଛନ୍ତି ଶ୍ରେୟସ । ଶ୍ରେୟସ ଗ୍ରେଡ ବିରେ ସାମିଲ ହୋଇଥିବା ବେଳେ ଗ୍ରେଡ ସିରେ ସାମିଲ ହୋଇଛନ୍ତି ଈଶାନ କିଶନ । ଗ୍ରେଡ୍ A+: ରୋହିତ ଶର୍ମା, […]

ଇସ୍ରାଏଲରେ ଚାକିରୀ ଦେବାକୁ କହି ଠକେଇ ।

ଇସ୍ରାଏଲରେ ଚାକିରି ଦେବାକୁ କହି ଠକେଇ । ଏଥିରେ ସମ୍ପୃକ୍ତି ନେଇ ୩ ମାଷ୍ଟରମାଇଣ୍ଡ ଗିରଫ ହୋଇଛନ୍ତି । ଗିରଫ ଅଭିଯୁକ୍ତଙ୍କ ଘର ମୁମ୍ବାଇ ବୋଲି ଜଣାପଡିଛି ।ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ରାଜ ଇନ୍ ନାମକ ହୋଟେଲରେ ଗତକାଲି ଚାଲିଥିଲା ହେଇ ଫେକ ନିଯୁକ୍ତି ମେଳା । ଯେଉଁଠାରେ ଓଡ଼ିଆ ଯୁବକ ମାନଙ୍କୁ ଚାକିରି ପାଇଁ ଦେଢ଼ରୁ ଦୁଇଲକ୍ଷ ଟଙ୍କା ଲେଖାଏଁ ମଗାଯାଉଥିଲା । ପ୍ରଥମ କିସ୍ତିରେ କିଛି ଚାକିରି ଆଶାୟୀଙ୍କ ଠାରୁ ୭୦ ହଜାର […]

ଆର ପାରିରେ ପୋପ୍‌ ଫ୍ରାନସିସ୍‌,ଭାବପ୍ରବଣ ହେଲେ ମୋଦୀ

ଖ୍ରୀଷ୍ଟଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ପୋପ୍ ଫ୍ରାନ୍ସିସ୍‌ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଇନଷ୍ଟାଗ୍ରାମରେ ଲେଖିଛନ୍ତି: “ପବିତ୍ର ପୋପ୍ ଫ୍ରାନ୍ସିସଙ୍କ ଦେହାନ୍ତରେ ମୁଁ ଗଭୀର ଦୁଃଖିତ। ଏହି ଦୁଃଖ ସମୟରେ ବିଶ୍ୱ କ୍ୟାଥୋଲିକ୍ ସମ୍ପ୍ରଦାୟ ପ୍ରତି ମୋର ସମବେଦନା। ପୋପ୍ ଫ୍ରାନ୍ସିସ୍ ସର୍ବଦା ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କ ଦ୍ୱାରା କରୁଣା, ନମ୍ରତା ଏବଂ ଆଧ୍ୟାତ୍ମିକ ସାହସର ପ୍ରତୀକ ଭାବରେ ମନେ ରହିବେ।” ତେବେ ଭାଟିକାନ୍ ସିଟିରେ […]

ବଢ଼ୁଛି ରୌଦ୍ରତାପଜନିତ ଅସୁସ୍ଥତାଙ୍କ ସଂଖ୍ୟା, ୪୯ ଜଣ ହସ୍ପିଟାଲରେ ଭର୍ତ୍ତି

ଛଟପଟ୍‌ ରାଜ୍ୟବାସୀ । ରୌଦ୍ରତାପଜନିତ ଅସୁସ୍ଥତା ମଧ୍ୟ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ୪୯ ରୌଦ୍ରତାପଜନିତ କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିିକିତ୍ସା କରାଯାଉଛି । ସମ୍ବଲପୁରରୁ ସର୍ବାଧିକ ୪୦ ଜଣ ଅସୁସ୍ଥ ଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ।ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ […]

ସ୍ତ୍ରୀକୁ ମାରି ଖଟ ବକ୍ସରେ ଲୁଚାଇ ଫେରାର

ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨ ଦିନ ଲୁଚାଇ ରଖିଥିବା ଜଣାପଡିଛି।। ପ୍ରାୟ ୨-୩ ଦିନ ତଳେ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଘରୁ ଦୁର୍ଗନ୍ଧ ବାହାରିବା ପରେ ପୁଲିସକୁ ଖବର ଦେଇଥିଲେ ପଡ଼ୋଶୀ । ପୁଲିସ ପହଞ୍ଚି ଘର ତାଲା ଭାଙ୍ଗିବା ପରେ ସାମ୍ନାକୁ ଆସିଲା ଘଟଣା । ମୃତ ମହିଳା ହେଲେ ଅନିତା ସୋରି […]