ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]
ନୂଆଗାଁ: ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବଡ଼ଗୋଠ ପଞ୍ଚାୟତ ଭିରୁଡ଼ା ଗ୍ରାମ ନିକଟରେ ଥିବା ମା ରାମଚଣ୍ଡୀ ଙ୍କ ପଣା ଯାତ୍ରା ତିନିଦିନ ଧରି ଧୁମ୍ ଧାମରେ ପାଳିତ ହୋଇଯାଇଛି।ଠାକୁରାଣୀ ଙ୍କ ପୀଠରେ ହୋମ ଯଜ୍ଞ ,ସଂକୀର୍ତ୍ତନ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ମା ରାମଚଣ୍ଡୀ ଡ୍ରାମାଟିକ କ୍ଲବ୍ ଭିରୁଡ଼ା ତରଫରୁ ଏ ଆଖି କାନ୍ଦୁଛି ତୋରି ପାଇଁ ଏବଂ ହା କୃଷ୍ଣ ବୋଲି ଯାଉ ଜୀବ ସାମାଜିକ ନାଟକ ମଞ୍ଚସ୍ଥ ହୋଇଥିଲା।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ […]
ନୂଆଗାଁ:ନୂଆଗାଁ ବ୍ଲକ୍ର ସଦରମହକୁମାର ନୂଆଗାଁ ବଡ଼ସାହିଠାରେ ଆଜି ସକାଳ ୧୦ ଘଟିକା ସମୟରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ହାମ୍ସ ଦ୍ଵାରା ଆୟୋଜିତ ଶ୍ରୀଅନ୍ନ ଅଭିଯାନ, କୃଷି ଓ କୃଷକ ସଶକ୍ରି ସଶକ୍ତିକରଣ ବିଭାଗ ସହଯୋଗରେ ମା’ ସମଲେଶ୍ୱରୀ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିପ୍ପଳିତ ମିଲେଟ୍ ଶକ୍ତି ଟିଫିନ୍ କେନ୍ଦ୍ର ନାମରେ ଗୋଟିଏ ଟିଫିନ୍ କେନ୍ଦ୍ରକୁ ଆନୁଷ୍ଠାନିକ ଭାବେ ଗୋଷ୍ଠୀ କୃଷି ଅଧୂକାରୀ ନିହାର ରଞ୍ଜନ ପୃଷ୍ଟି ଉଦ୍ଘାଟନ କରିଛନ୍ତି । ଅନ୍ୟତମ ଅତିଥିଭାବେ ସହକାରୀ […]
ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ଜଣେ ଯୁବକ ଓଡ଼ିଶା ମୋଟର ଯାନ ବିଭାଗ ଦ୍ୱାରା ଜାରି ହୋଇଥିବା ଏକ ଟ୍ରାଫିକ ଚାଲାଣ ଯୋଗୁଁ ମାତ୍ର କେଇ ଘଣ୍ଟା ଭିତରେ ତାଙ୍କର ଚୋରି ହୋଇଥିବା ବାଇକ୍ ଫେରି ପାଇବାରେ ସଫଳ ହୋଇଛନ୍ତି।ସିସିଟିଭି ଅଧାରରେ ଅଭିଯୁକ୍ତକୁ ଗିରଫ କଲା ଭୁବନେଶ୍ବର ଲିଙ୍ଗରାଜ ଥାନା ପୋଲିସ । ଖେଳ ପଡିଆ ସାମନାରୁ ସ୍କୁଟି ଗାଏବ । ଆଖି ପିଛୁଳାକେ ଗାଏବ ହୋଇଗଲା ସ୍କୁଟି । କ୍ରିକେଟ ଖେଳିବାକୁ ଆସିଥିବା ସୋମେସ ବାହାରକୁ ଆସି […]
ଓଡ଼ିଶା ଆସୁଛନ୍ତି ପିଏମଓର ଦୁଇ ଟପ୍ ଅଫିସର ପିକେ ମିଶ୍ର ଓ ଶକ୍ତିକାନ୍ତ ଦାସ । ଏହି ଦୁଇ ପାୱାରଫୁଲ ଅଫିସରଙ୍କ ଓଡ଼ିଶା ଗସ୍ତକୁ ନେଇ ବେଶ ଚର୍ଚ୍ଚା । କାରଣ ଓଡ଼ିଶାରେ ବିଜେପି ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫୋକସରେ ରହିଛି ଓଡ଼ିଶା । ଗତ ୯ ମାସରେ ୫ ଥର ଓଡ଼ିଶା ଆସି ସାରିଲେଣି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ହାତ ଭଳି କାର୍ଯ୍ୟ କରୁଥିବା ଏହି ଦୁଇ ଅଫିସର […]
ରାଜ୍ୟରେ ୨୦ ତାରିଖରୁ ତାତି ବଢ଼ିବା ସମ୍ଭାବନା । ଆଗାମୀ ୩ ଦିନ ପରେ ବର୍ଷା ପ୍ରଭାବ କମିବ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ଯାଏ ବିଜୁଳି, ଘଡଘଡ଼ି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ସମୟରେ, IMD ପୂର୍ବାନୁମାନ କରିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ୫୦-୬୦ କିଲୋମିଟର ପ୍ରତି ଘଣ୍ଟା […]
ପୁଣି ଫେରିଲା ବର୍ଡର-ଗାଭାସ୍କର ସିରିଜ ପରାଜୟର ପୋଷ୍ଟମର୍ଟମ । ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଶେଷ ହୋଇଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଦଳ ୧-୩ରେ ଲଜ୍ଜାଜନକ ପରାଜୟ ବରଣ କରିଥିଲା । ସିରିଜ୍ ସମୟରେ ଡ୍ରେସିଂରୁମ୍ର କଥା ବାହାରେ ପ୍ରଘଟ କରାଯାଉଥିବା ଖବର ବି ଆସିଥିଲା । ଏସବୁ ପରେ ବିସିସିଆଇ ଆଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବୋର୍ଡ କାର୍ଯ୍ୟାନୁଷ୍ଠାନ ସ୍ଵରୂପ ଦଳର ସହାୟକ କୋଚ୍ ଅଭିଷେକ ନାୟରଙ୍କୁ ବାହାର କରିଛି। ୮ […]
ବହୁମୁଖୀ ପକଳ୍ପ ଉଦଘାଟନ ଓ ଶିଳାନ୍ୟାଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଲେ ଉଦ୍ବୋଧନ । ଓଡ଼ିଶାର ଭିତ୍ତିଭୂମି ବିକାଶ ପାଇଁ ଆଜି ଐତିହାସିକ ଦିନ କହିଲେ ମୁଖ୍ୟମନ୍ତ୍ରୀ ।କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଏହି ପ୍ରକଳ୍ପଗୁଡ଼ିକ ଭେଟି ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୧୯ଟି ରାସ୍ତାରେ ୪୦୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ୟୟରେ ୧୫୪ଟି ରାଜରାସ୍ତା, […]
ଓଡ଼ିଶାରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ରେଭେନ୍ସା ବିଶ୍ବବିଦ୍ୟାଳୟରେ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ଆୟୋଜିତ ସ୍ମାରକୀ ବକ୍ତୃତା ଓ ଜାତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି । ଗଡ଼କରୀ ଅଭିଭାଷଣରେ କହିଛନ୍ତି, ପାର୍ଟି ଓ ସିଦ୍ଧାନ୍ତ ମଧ୍ୟରେ ସବୁବେଳେ ସିଦ୍ଧାନ୍ତ ଗୁରୁତ୍ବପୂର୍ଣ୍ଣ। ଏହି ଅବସରରେ ସେ କହିଛନ୍ତି ଯେ, ବ୍ୟକ୍ତି କେତେଦିନ ବଞ୍ଚେ ତାହା ମହତ୍ୱପୂର୍ଣ୍ଣ ନୁହେଁ, କିନ୍ତୁ କିଭଳି ବଞ୍ଚେ ଓ ସେହି ସମୟ ମଧ୍ୟରେ କଣ କାମ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ସାଧାରଣ ପରିଷଦ ବୈଠକ ଆଜି ପୂର୍ବାହ୍ନରେ ନୟାଗଡ଼ କେସି କ୍ଲବ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆସୋସିଏସନ ଉପ ସଭାପତି ବାଲାରସେନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଚେସ କମିଟିର କାର୍ଯ୍ୟକାଳ ଶେଷ ହୋଇ ଯାଇଥିବାରୁ ନୂତନ କମିଟି ଗଠନ କରିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା। ଏଣୁ ଆସନ୍ତା ୨୭ ତାରିଖ ରବିବାର ଦିନ ନିର୍ବାଚନ କରାଯିବାକୁ ବୈଠକରେ ସ୍ଥିର ହୋଇଥିଲା। ଅନ୍ୟପକ୍ଷରେ ଆସନ୍ତା ବର୍ଷ […]
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୨୦ ପରେ ହୋଇପାରେ । ଏହା ସହ, କିଛି ଦିନ ମଧ୍ୟରେ ଉତ୍ତର ପ୍ରଦେଶ, କର୍ଣ୍ଣାଟକ, ମଧ୍ୟପ୍ରଦେଶ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟର ଦଳୀୟ ସଭାପତିଙ୍କ ନାମ ମଧ୍ୟ ଘୋଷଣା କରାଯାଇପାରେ । ପ୍ରମୁଖ ରାଜ୍ୟ ଗୁଡିକରେ ରାଜ୍ୟ ସଭାପତିଙ୍କୁ ଚୂଡାନ୍ତ କରିବା ପାଇଁ ଦଳର ଶୀର୍ଷ ନେତାମାନେ ବ୍ୟାପକ ଆଲୋଚନ ହୋଇସାରିଛି । ମଙ୍ଗଳବାର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ବରିଷ୍ଠ […]
କୃତ୍ରିମ ବୁଦ୍ଧିମତା ବା ଏଆଇ ତାଲିମ ନେବେ ରାଜ୍ୟ ସରକାରୀ ଅଫିସର । ଏ.ଆଇ ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କର୍ମଶାଳା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ରାଜ୍ୟର ସରକାରୀ ଅଫିସରମାନଙ୍କୁ ଏଆଇର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ଥିଲା ପ୍ରଥମ କର୍ମଶାଳା। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ଅଫିସରଙ୍କୁ ଏଆଇରେ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟ […]
