ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିବା ପରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛି। ତେବେ ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା […]
ଆୟକର ବିଭାଗ କାର୍ଯ୍ୟାଳୟରେ ହାଜର ହେଲେ ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ନବ ଦାସ ଙ୍କ ପୁଅ ବିଶାଲ ଦାସ । ଆୟକର ବିଭାଗ ନୋଟିସ ପରେ ଲଇଁ ହୋଇଛନ୍ତି ହାଜର। କିଛି ଦିନ ପୂର୍ବରୁ ଆୟକର ବିଭାଗ ନବ ଦାସଙ୍କ ଘର ସମେତ ୯ଟି ସ୍ଥାନରେ ଚଢାଉ କରିଥିଲା । ଆୟକର ବିଭାଗ ପକ୍ଷରୁ ଝାରସୁଗୁଡ଼ା ସମେତ ସମ୍ବଲପୁର, ଭୁବନେଶ୍ୱର, ଦିଲ୍ଲୀ, ସୁନ୍ଦରଗଡ଼ ଓ ଅନ୍ୟାନ୍ୟ ସ୍ଥାନରେ ଥିବା ସ୍ୱର୍ଗତ ନବ ଦାସଙ୍କ ଘର, ବ୍ୟବସାୟିକ ପ୍ରତିଷ୍ଠାନ, […]
ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ। ତେବେ କଟ୍ ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ଵ ବିଦ୍ୟାଳୟ। କଳା, ବିଜ୍ଞାନ ଏବଂ ବାଣିଜ୍ୟରେ ରେଭେନ୍ସା ଆଗରେ ରହିଛି। କଳାରେ ୮୧.୩୩% ଥିବାବେଳେ ବିଜ୍ଞାନରେ ୯୧.୮୩% ଏବଂ ବାଣିଜ୍ୟରେ ୮୦.୨୦% କଟ୍ ଅଫ୍ ମାର୍କ ରହିଛି। ସେହିପରି ଚଳିତବର୍ଷ ତିନି ପର୍ଯ୍ୟାୟରେ ଯୁକ୍ତ ୩ ନାମଲେଖା ଶେଷ ହୋଇଛି। ଆଜିଠାରୁଠାରୁ ଓ୍ବେଟିଂ ଲିଷ୍ଟ ଓ ସ୍ପଟ୍ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଯେଉଁ […]
ଆଜି ସୁନା ଦର କମିଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ତେବେ ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୮,୨୯୦ ଟଙ୍କା ରହିଛି । ଗତକାଲି ୯୮,୮୩୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୦,୧୦୦ ଟଙ୍କା ରହିଛି । ଗତକାଲି […]
ଆଜି କିମ୍ବଦନ୍ତୀ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଜନ୍ମଦିନ । ୪୪ ବର୍ଷରେ ପାଦ ଦେଲେ ମାହି । କ୍ୟାପଟେନ୍ କୁଲ୍ ଭାବେ ପରିଚିତ ଏମଏସ ଧୋନୀ ମ୍ୟାଚର ବେଷ୍ଟ ଫିନିସର । କୌଣସି ବି ମ୍ୟାଚ୍ ଆପଣ ଦେଖିବେ ଯଦି ଧୋନୀ ଶେଷ ଯାଏଁ ଥିବେ ତାହାଲେ ସିଏ ଦଳକୁ ବିଜୟ ସହ ଏକ ସୁନ୍ଦର ଛକା, ଚୌକା ସହ ଫିନିସ୍ କରିଥିବାର ଅନେକ ନଜିର ରହିଛି । ଧୋନୀଙ୍କର ଇଚ୍ଛା କ୍ରିକେଟରେ ନଥିଲା । […]
ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା […]
ରାଜ୍ୟ ସରକାର ଉଚ୍ଚଶିକ୍ଷାକୁ ବେଶ୍ ଗୁରୁତ୍ୱ ଦେଉଛନ୍ତି । ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିଆଯାଉଛି ବିଭିନ୍ନ ପଦକ୍ଷେପ । ତେବେ ପାଠପଢ଼ା ଗୁଣାତ୍ମକ, ସୁନିଶ୍ଚିତ କରିବା ଲାଗି ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ବଢ଼ାଯିବ । ଶିକ୍ଷକ-ଛାତ୍ର ଅନୁପାତ ସବୁ ସମୟରେ ଯେପରି ଠିକ୍ ରହିବ ତାକୁ ଦୃଷ୍ଟି ଦିଆଯିବ । ଏଥିଲାଗି ଅତିରିକ୍ତ ଭାବେ ୧୬ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ବିଶ୍ୱବିଦ୍ୟାଳୟ ଅଧ୍ୟାପକମାନେ ଯେପରି ପିଏଚ୍ଡି କରିବେ ତାକୁ ବାଧ୍ୟତାମୂଳକ କରାଯିବ […]
ଆଜି ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ । ୪ ଦିନ ପର୍ଯ୍ୟନ୍ତ ମାଗଣାରେ ରୋଗୀ ଦେଖିବେ ଅଭିଜ୍ଞ ଡାକ୍ତର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଯୋଜନାରେ ନବରଙ୍ଗପୁର ଜିଲ୍ଲାରେ ୯୩୮ ଜଣ ରୋଗୀ ସ୍ବାସ୍ଥ୍ୟ ଶିବିରରେ ଉନ୍ନତମାନର ଚିକିତ୍ସା ପାଇପାରିବେ। ଏନେଇ ସୋସିଆଲ୍ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେମାନଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇବାକୁ କଟକ ଏସସିବିର ସୁପର ସ୍ପେସାଲିଷ୍ଟ […]
ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ଅଧିକ, ନିଷ୍କାସନ କମ୍। ହୀରାକୁଦ ଜଳଭଣ୍ଡାରକୁ ଏବେ ପ୍ରତି ସେକେଣ୍ଡରରେ ଜଳଭଣ୍ଡାରକୁ ୨ ଲକ୍ଷ ୮୯ ହଜାର ୯୪୩ କ୍ଯୁସେକ ପାଣି ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୯ ହଜାର ୫୨୮କ୍ୟୁସେକ୍ ପାଣି ଛଡାଯାଉଛି। ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରରୁ ୩୫ ହଜାର ୩୫୨ କ୍ୟୁସେକ୍ ଜଳ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ର, କେନାଲରେ ୩୨୨୩ କ୍ୟୁସେକ୍ ଏବଂ କଳକାରଖାନା ପାଇଁ ୨୩୪ […]
ଆଜି ବିଜେପି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ । କାଲି ନିର୍ବାଚନ ।ଏହାକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । କିଏ ହେବେ ନୂଆ ସଭାପତି ଆଜି ଚିତ୍ର ସ୍ପଷ୍ଟ ହୋଇଯିବ। ଓଡ଼ିଶା ବିଜେପି ସାଂଗଠାନିକ ନିର୍ବାଚନର ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ଆଜି ଓଡ଼ିଶା ଆସିବେ ।ଏହା ପୂର୍ବରୁ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମତଦାତା ସୂଚୀ ପ୍ରକାଶ ପାଇଛି । ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୩ଟା ୩୦ […]
୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା କନିଷ୍ଠ ମହାବିଦ୍ୟାଳୟ ଗୁଡ଼ିକରେ +୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାରେ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଶେଷ ହୋଇଛି। ଆଜି ପୂର୍ବାହ୍ଣ ୧୧ଟା ୪୫ ମିନିଟ୍ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ତେବେ ମନୋନୀତ ଛାତ୍ରଛାତ୍ରୀ ୮ରୁ ୧୪ ତାରିଖ ମଧ୍ୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମ ଲେଖାଇବେ।୨୧ ତାରିଖରେ ଦ୍ବିତୀୟ ମେଧା ତାଲିକା ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ନାମଲେଖା ୨୩ରୁ […]
ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ । ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ବଡଓଡ଼ିଆ ମଠ, […]
