author

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ । ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ବଡଓଡ଼ିଆ ମଠ, […]

ରାୟଗଡା -ସଫେଇ ନହୋଇ ଆବର୍ଜନା ମୟ ମୁନିଗୁଡ଼ା

Dtd -6/7/25-ରାୟଗଡା ଜିଲ୍ଲା ମୁନିଗୁଡ଼ା ସହରର ସାହି ସାହିରେ ସଫେଇ ନହୋଇ ଚାରିଆଡେ ଆବର୍ଜନା ମୟ ହୋଇଯାଇଛି। ଗୌଡ଼ ସାହି ଶିବମନ୍ଦିର ସାମ୍ନା ଗୌଡ଼ ସାହିରୁ ସିନେମା ହଲ ରାସ୍ତା ପର୍ଯ୍ୟନ୍ତ ଆଉ ରାଧାକୃଷ୍ଣ ମନ୍ଦିର ପର୍ଯ୍ୟନ୍ତ ପରିବେଶ ବିପର୍ଯ୍ୟସ୍ତ ହୋଇପଡିଛି। ସେହିଭଳି ଗୌଡ଼ ସାହି ଓ ଦୁବେ ସ୍କୁଲ ରାସ୍ତାରେ ପାଦ ପକେଇବାକୁ ଡର ଲାଗୁଥିବା ବେଳେ ପିଲା ମାନେ କାଦୁଅରେ ସ୍କୁଲ ଯିବାକୁ ବାଧ୍ୟ ହେଉଛନ୍ତି। 30000 ଜନସାଧାରଣଙ୍କୁ ନେଇ ଗଠିତ ମୁନିଗୁଡା ପଞ୍ଚାୟତ […]

ଆଜିର ରାଶିଫଳ(୭ ଜୁଲାଇ, ୨୦୨୫)

ମେଷ : ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷ: ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର […]

ଆଜିର ରାଶିଫଳ(୬ ଜୁଲାଇ, ୨୦୨୫)

ମେଷ ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷ ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। […]

ଏବେ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ କିନ୍ତୁ ଆସନ୍ତାକାଲି ଖୋଲିବ ହୀରାକୁଦ ଗେଟ୍

ଛତିଶଗଡ଼ରେ ଡ୍ୟାମ୍ ଓ ବ୍ୟାରେଜଗୁଡ଼ିକରେ ପାଣି ଭର୍ତ୍ତି ହେବା ପରେ ଖୋଲାଯାଇଛି କଲମା ଡ୍ୟାମ୍। ଏଥିଯୋଗୁଁ ବଢୁଛି ହୀରାକୂଦର ଜଳସ୍ତର। ତେଣୁ ରବିବାର । ପୂଜାର୍ଚ୍ଚନା ପରେ ଏ ବର୍ଷ ପ୍ରଥମ ଥର ପାଇଁ ଖୋଲାଯିବ ହୀରାକୁଦ ବନ୍ଧର ୬ଟି ଦ୍ବାର। ତେବେ ହୀରାକୁଦେରେ ବିପଦ ସଂକେତ ଠାରୁ ଜଳ ସ୍ତର ତଳେ ଥିବାରୁ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ । ସେ ଆହୁରି କହିଛନ୍ତି ଯେ ଦକ୍ଷିଣ ଓଡ଼ିଶାର ଋଷିକୂଲ୍ୟା […]

ମୌସୁମୀ ସକ୍ରିୟ: ପୁଣି ଆସୁଛି ଆଉ ଏକ ଲଘୁଚାପ

ପାଣିପାଗକୁ ନେଇ ବଡ଼ ଖବର । ଚାଷୀଙ୍କୁ ସତର୍କ ସୂଚନା । ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା ରହିଛି।ରବିବାର ବିଭିନ୍ନ ଜିଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଯାଇଛି।ଏହି […]

ବିଦେଶରେ ଓଡିଆ ଯୁବକଙ୍କୁ ଅପହରଣ ଘଟଣା , ଉଦ୍ଧାର ପାଇଁ ଜୟଶଙ୍କରଙ୍କୁ ଏମିତି ନିବେଦନ କଲେ ନବୀନ

ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଥାନା ସମରଝୋଳ ଗ୍ରାମର ବିଦେଶରେ କାର୍ଯ୍ୟରତ ପି.ଭେଙ୍କଟ ରମଣ ନାମକ ଯୁବକଙ୍କୁ ଆତଙ୍କବାଦୀ ସଂଗଠନ ଅପହରଣ ଘଟଣା। ଅପହରଣ ହୋଇଥିବା ଯୁବଙ୍କୁ ଶୀଘ୍ର ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ ବିଭାଗୀୟ କେନ୍ଦ୍ର ମନ୍ତ୍ରୀଙ୍କୁ ଟୁଇଟ ଯୋଗେ ଅନୁରୋଧ କରିଲେ ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଲେଖିଛନ୍ତି, ଭେଙ୍କଟରମଣ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟ ବ୍ଲକର ସମରାଝୋଲ ଗ୍ରାମର। ତାଙ୍କୁ ମାଲିରେ […]

ଏହି ୩ ବ୍ୟାଙ୍କ ଉପରୁ କଟକଣା ହଟାଇଲେ ସରକାର

ଓଡ଼ିଶା ସରକାର ତିନୋଟି ଘରୋଇ ବ୍ୟାଙ୍କ—ଏଚଡିଏଫସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ ଏବଂ ଆକ୍ସିସ ବ୍ୟାଙ୍କଙ୍କୁ ରାଜ୍ୟ ସରକାରୀ ସଂସ୍ଥା ଓ ବିଭାଗମାନଙ୍କର ବ୍ୟବସାୟ ଏବଂ ଜମା ରାଶି ପରିଚାଳନା ପାଇଁ ପ୍ୟାନେଲଭୁକ୍ତ ବ୍ୟାଙ୍କ ତାଲିକାରୁ ବାଦ ଦେବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିଛନ୍ତି। ଏ ସମ୍ପର୍କରେ ଅର୍ଥ ବିଭାଗ ଆଜି ଏକ ବିଜ୍ଞପ୍ତି ଜାରି କରିଛି।୩ ବ୍ୟାଙ୍କ କର୍ତ୍ତୃପକ୍ଷ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ HDFC, ICICI, ଆକ୍ସିସ ବ୍ୟାଙ୍କ ଉପରେ ଲାଗିଥିବା କଟକଣାକୁ ରାଜ୍ୟ ସରକାର […]

ମୃତ ସାମ୍ବାଦିକ ଙ୍କ ଅସହାୟ ପିତାମାତାଙ୍କୁ ମାସିକ ଭତ୍ତା ଦେଲା ପ୍ରେସ୍ ୟୁନିଅନସାମ୍ବାଦିକ ମହଳରେ ବିରଳ ପଦକ୍ଷେପ

ରାୟଗଡ ଜିଲ୍ଲାର ପ୍ରେସ୍ ୟୁନିଅନ ତରଫରୁ ସ୍ବର୍ଗତଃ ସାମ୍ବାଦିକ ରାଜୀବ ଲୋଚନ ପଣ୍ଡାଙ୍କ ପିତାମାତାଙ୍କୁ ମାସିକ ଭତ୍ତା ଦେଇ ସମଗ୍ର ଭାରତର ସାମ୍ବାଦିକ ଜଗତରେ ପ୍ରେସ୍ ୟୁନିଅନ ରାୟଗଡ ଉଦାହରଣ ସୃଷ୍ଟି କରିଛି . ଯେଉଁଠି କୌଣସି ସାମ୍ବାଦିକ ସଂଘ କିମ୍ବା ସରକାର ମଧ୍ୟ ତାହା ଉପରେ ତର୍ଜମା କରିନି ସେଠି ପ୍ରେସ୍ ୟୁନିଅନ କାର୍ଯ୍ୟକାରୀ କରିଥିବା ଦେଖିବାକୁ ମିଳିଛି .ଗତ ମଇ ମାସ ପାଞ୍ଚ ତାରିଖରେ ୟୁନିଅନ ର ସଭ୍ୟ ରାଜୀବଙ୍କ ମୁର୍ତ୍ୟୁ ହୋଇଥିଲା . […]

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦  ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସୂଚନା ଅନୁଯାୟୀ ପୂର୍ବ ସୋମବାର ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଦଳାଚକଟା ଘଟଣା ନେଇ ମୂଖ୍ୟମନ୍ତ୍ରୀ ଏହି ଅଭିଯୋଗ ଶୁଣାଣୀକୁ ବନ୍ଦ କରାଇଥିଲେ।

ଏହି ବ୍ୟାଙ୍କ ଖାତାଧାରୀଙ୍କ ପାଇଁ ବଡ ଖବର । ଆକାଉଣ୍ଟରୁ ମିନିମମ୍ ବାଲାନ୍ସର ସର୍ତ୍ତକୁ ପୁରାପୁରୀ ଭାବେ ହଟାଯିବ।

ବ୍ୟାଙ୍କ ଖାତାଧାରୀଙ୍କ ପାଇଁ ବଡ ଖବର । ଯଦି ଏହି ବ୍ୟାଙ୍କରେ ଆକାଉଣ୍ଟ ଅଛି ତେବେ ଏହି ଖବରକୁ ନିହାତି ଜରୁରୀ ଅଟେ।ଇଣ୍ଡିଆନ୍ ବ୍ୟାଙ୍କ ନିକଟରେ ଘୋଷଣା କରିଛି ଯେ ୭ ଜୁଇାଇ, ୨୦୨୫ ଠାରୁ ତାର ସମସ୍ତ ଆକାଉଣ୍ଟରୁ ମିନିମମ୍ ବାଲାନ୍ସର ସର୍ତ୍ତକୁ ପୁରାପୁରୀ ଭାବେ ହଟାଇଦେବ । ଏପରି କରିବାର ମୂଳ ଉଦ୍ଦେଶ ହେଉଛି ଗ୍ରାହକଙ୍କ ଆର୍ଥିକ ବୋଝକୁ କମ୍ କରିବା ଏବଂ ବାକିଙ୍ଗ ସେବାକୁ ସମସ୍ତଙ୍କ ପାଇଁ ସୁଲଭ କରିବା । ଦିତୀୟରେ […]

ପୁରୀରେ ୧୦୩୦ଟି ସ୍ଥାନରେ ଚଢ଼ାଉ; ୨୩୪୮ କିଲୋ ଦୂଷିତ ଖାଦ୍ୟ ଜବତ

ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି। ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି। ତେବେ ଖାଦ୍ୟ ନିରାପତ୍ତା ଟିମ୍‌ଗୁଡ଼ିକ ଖାଦ୍ୟ ଦ୍ରବ୍ୟ କାରବାର ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ସ୍ନାନ ପୂର୍ଣ୍ଣିମାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଖାଦ୍ୟ ନିରାପତ୍ତା ଟିମ୍ ମାନେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛନ୍ତି । ୧୫ଟି ପାଣି ବୋତଲ ତିଆରି ପ୍ଲାଣ୍ଟ, ୨୦୨ ହୋଟେଲ, […]