ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା । ଉଛୁଳି […]
ଇଣ୍ଡୋନେସିଆ ସମେତ ଅନେକ ଦେଶରେ ଜ୍ୱାଳାମୁଖୀ ଫାଟିବାର ଖବର ଶୁଣିଥିବେ। କ’ଣ ଆପଣ ଜାଣଛନ୍ତି କି ଭାରତରେ ମଧ୍ୟ ଏକ ଜ୍ୱାଳାମୁଖୀ ଅଛି, ଯାହା ସକ୍ରିୟ ଅଛି ଓ ଏହାର ଫାଟିବା ବିଷୟରେ ସତର୍କୀକରଣ ଜାରି କରାଯାଇଛି। ଭାରତରେ ଏକ ଜ୍ୱାଳାମୁଖୀ ରହିଛି ଏବଂ ଏହା କୌଣସି ସମୟରେ ଫାଟିପାରେ । ଏହି ଜ୍ୱାଳାମୁଖୀ ଆଣ୍ଡାମାନ ସାଗରର ବ୍ୟାରେନ୍ ଦ୍ୱୀପ ଭିତରେ ରହିଛି । ଯାହା ପୋର୍ଟ ବ୍ଲେୟାରରୁ ୧୩୮କିଲୋମିଟର ଦୂରରେ ଅବସ୍ଥିତ । ଯଦି ଏହି […]
ବିଜେଡିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇ ଅଡୁଆରେ ବିଜେପି ବିଧାୟକ ସନ୍ତୋଷ ଖଟୁଆ । ଏନେଇ ଲେଖାଶ୍ରୀଙ୍କ ଅଭିଯୋଗ ପରେ ସନ୍ତୋଷ ଖଟୁଆଙ୍କ ନାମରେ ମାମଲା ରୁଜୁ କରିଛି ଭୁବନେଶ୍ୱର ମହିଳା ଥାନା । U/S-୭୫(୧): ଯୌନ ନିର୍ଯାତନା, ୭୦ ଅଶାଳୀନ ମନ୍ତବ୍ୟ ରଖିବା, ୨୯୬: ସର୍ବସାଧାରଣରେ ଗାଳି ଗୁଲଜ କରିବା, ୩୫୬: ମାନହାନୀ କରିବା ଭଳି ଦଫା ଲାଗିଛି । ତେବେ ମୋ ବାବଦରେ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ […]
ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍ର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗାଁରେ ଥିବା ଷଷ୍ଠ ଶତାବ୍ଦୀର ସ୍ୱପ୍ନେଶ୍ୱର ମହାଦେବ ମନ୍ଦିରକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛି ।ସୂଚନା ଯୋଗ୍ୟକି ଶୈଳୋଭବଙ୍କ ସାମ୍ରାଜ୍ୟ ଅର୍ଥାତ ଷଷ୍ଠ ଶତାବ୍ଦୀ ସମୟରେ ବର୍ତ୍ତମାନର ବାଣପୁର ବ୍ଲକର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗ୍ରାମରେ ଏହି ସ୍ଵପ୍ନେଶ୍ଵର ମହାଦେବ ପ୍ରତିଷ୍ଠା ହୋଇଥିଲା I ପୁରାତନ କୀର୍ତ୍ତିରାଜିରେ ଭରପୁର ତଥା ଐତିହ୍ୟ ସମ୍ପର୍ଣ୍ଣ ଏହି ମନ୍ଦିରର ସୁରକ୍ଷା […]
ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ନବୀନ । ସୂଚନା ଦେଲେ ନବୀନଙ୍କ ରାଜନୈତିକ ସଚିବ । ମୁମ୍ବାଇ କୋକିଳାବେନ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସର୍ଭିକାଲ ଆର୍ଥାଇଟିସର ହୋଇଛି ଅସ୍ତ୍ରୋପଚାର ।ତେବେ ଡିସଚାର୍ଜ ହେବା ପରେ ସେ ସିଧା ସଳଖ ଦିଲ୍ଲୀ ଯିବେ । ଦିଲ୍ଲୀ ବାସ ଭବନରେ କିଛି ଦିନ ଆରାମ କରିବେ । ସୂଚନାମୁତାବକ ସାଢେ ଚାରିକୋଟି ଓଡ଼ିଆଙ୍କ ହୃଦସ୍ପନ୍ଦନ ନବୀନ ପଟ୍ଟନାୟକ । ଦୈବୀ ଦୁର୍ବିପାକ ହେଉ ଅବା ଯେକୌଣସି ସମସ୍ୟା । […]
ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଳକ ଶରଣ ଶ୍ରୀକ୍ଷେତ୍ରରୁ ପୁରୀ ଶ୍ରୀକ୍ଷେତ୍ର ଧାମର ରଥାରୂଢ ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ନିକଟକୁ ଯାଉଛି ତୁଳସୀ ମାଳ, ପଦ୍ମମାଳ ଓ ଗେଣ୍ଡୁମାଳ ।ପବିତ୍ର ବାହୁଡା ଦଶମୀ ଉପଲକ୍ଷେ ୩୫୧ ଫୁଟର ତୁଳସୀ ମାଳ, ୨୫୧ ଫୁଟର ପଦ୍ମମାଳ ଓ ଗେଣ୍ଡୁମାଳ ଇତ୍ୟାଦି ପ୍ରସ୍ତୁତ କରାଯାଇଛି । ଏହି ତୁଳସୀ ମାଳ ଓ ପଦ୍ମଫୁଲ ହାର ଶ୍ରୀକ୍ଷେତ୍ରରେ କାଳିଆ ସାଆନ୍ତଙ୍କ […]
ସୁନା ଚୋରା ଚାଲାଣ ଘଟଣାରେ ସମ୍ପୃକ୍ତ କନ୍ନଡ ଅଭିନେତ୍ରୀ ରାନ୍ୟା ରାଓ (ହର୍ଷବର୍ଦ୍ଧିନୀ ରାନ୍ୟା)ଙ୍କୁ ୩୪.୧୨ କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜବତ କରିଛି । ଇଡି ପକ୍ଷରୁ ମନି ଲଣ୍ଡରିଂ ଆଇନ ଅନୁସାରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଜବତ କରାଯାଇଥିବା ସମ୍ପତ୍ତି ମଧ୍ୟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ରହିଛି । ରାନ୍ୟା ରାଓଙ୍କ ବିରୋଧରେ ସିବିଆଇ ନିକଟରେ ହୋଇଥିବା ଏକ ଅଭିଯୋଗ ଆଧାରରେ ଆରମ୍ଭ କରାଯାଇଥିଲା । ଏହି ଅଭିଯୋଗ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ତ୍ରିନିଦାଦ ଏବଂ ଟୋବାଗୋ ଗସ୍ତରେ ଅଛନ୍ତି। ରାତ୍ରୀଭୋଜନ ସମୟରେ, ପ୍ରଧାନମନ୍ତ୍ରୀ ରାଣା ମୋହିପଙ୍କୁ ଭେଟିଥିଲେ। ସେ କିଛି ବର୍ଷ ପୂର୍ବେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀରେ ‘ବୈଷ୍ଣବ ଜନ ତୋ’ ଭଜନ ଗାଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, ରାଣା ମୋହିପଙ୍କର ଭାରତୀୟ ସଙ୍ଗୀତ ଏବଂ ସଂସ୍କୃତି ପ୍ରତି ଗଭୀର ପ୍ରେମ ଅଛି। ରାତ୍ରୀ ଭୋଜନ ସମୟରେ ସେ ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀଙ୍କୁ ଅଯୋଧ୍ୟାର ରାମ ମନ୍ଦିରର ଏକ […]
ରେଳଗାଡ଼ିରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଖୁସିଖବର | ଭାରତୀୟ ରେଳପଥ ଏଣିକି ଟ୍ରେନ ଭିତରେ ୮୦ ଟଙ୍କାରେ ଶାକାହାରୀ ମିଲ୍ ଓ ଷ୍ଟେସନରେ ୭୦ ଟଙ୍କାରେ ଶାକାହାରୀ ମିଲ୍ ଯୋଗାଇ ଦେବ । ଏ ନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ‘ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦିଆଯାଇଛି । ଯଦି ଟ୍ରେନ ଭିତରେ ପାଣ୍ଟ୍ରି କର୍ମଚାରୀ କିମ୍ବା ଷ୍ଟେସନରେ ଏହି ଦରଠାରୁ ଅଧିକ ଅର୍ଥ ନିଆଯାଏ ତେବେ ଲୋକମାନେ ସେମାନଙ୍କୁ ଏହି ଟ୍ବିଟ୍ ଦେଖାଇପାରିବେ […]
ଋଣ ଗ୍ରହୀତାଙ୍କୁ ଖୁସି ଖବର ଦେଇଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ) । ଏଣିକି ନିର୍ଦ୍ଧିଷ୍ଟ ଅବଧି ଆଗରୁ ଯଦି କୌଣସି ବ୍ୟକ୍ତି ବିଶେଷ ଋଣ ସୁଝନ୍ତି ତେବେ ତାଙ୍କ ଉପରେ ବ୍ୟାଙ୍କ କିମ୍ବା ଆର୍ଥିକ ପ୍ରତିଷ୍ଠାନ ଚାର୍ଜ ଲଗାଇବେ ନାହିଁ । ଫ୍ଲୋଟିଂ ସୁଧହାର ଭିତ୍ତିକ ଋଣ ଉପରେ ଲାଗୁଥିବା ଆଗୁଆ ଋଣ ସୁଝିବା (ପ୍ରିପେମେଣ୍ଟ)ଚାର୍ଜକୁ ବାଦ ଦେବାକୁ କେନ୍ଦ୍ରିୟ ବ୍ୟାଙ୍କ ନିଷ୍ପତ୍ତି ନେଇଛି । ନୂଆ ନିୟମ ୨୦୨୬ ଜାନୁଆରି ପହିଲାରୁ କାର୍ଯ୍ୟକାରୀ […]
ସରିଲା ଆଡ଼ପମଣ୍ଡପ ଲୀଳା । ଭାଇ, ଭଉଣୀଙ୍କୁ ଧରି ବାହୁଡ଼ିବେ କାଳିଆ ସାଆନ୍ତେ । ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ଅପେକ୍ଷା କରିଛନ୍ତି ତିନି ରଥ । ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନୀରେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବାରେ ଲାଗିଛି । ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ମିଳନ ହେବ। । ଏପଟେ ଶରଧା ବାଲିରେ ଝିପି ଝିପି ବର୍ଷା । ଝିପି ଝିପି ବର୍ଷାରେ ଭକ୍ତଙ୍କ ମହାପ୍ରଭୁଙ୍କ ପ୍ରତି ବଢ଼ି ଚାଲିଛି […]
ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]
