author

କାରାଗାରରେ ପରୀକ୍ଷା ଦେଲେ ୨୨ ନକ୍ସଲ

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ ଧରି ଏହି ସ୍କୁଲ କଏଦୀମାନଙ୍କୁ ପ୍ରେରଣା ଦେଇ ଆସୁଛି ଏବଂ ସେମାନଙ୍କୁ ପରୀକ୍ଷାରେ ସୁଯୋଗ ଦେଉଛି l ଯାହା ଦ୍ୱାରା ଆଗାମୀ ଦିନରେ ସେମାନେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇପାରିବେ l କାଙ୍କେର କାରାଗାରରେ ନକ୍ସଲ […]

ଓଡିଆ ପକ୍ଷ ପାଳନ କରି ଅପଲୋଡ କରନ୍ତୁ ସେଲଫି ଆଉ …

ଓଡିଆ ପକ୍ଷ ପାଳନ କରନ୍ତୁ ଏବଂ ଓଡିଆ ପକ୍ଷ ଓ୍ବେବସାଇଟରେ ଅପଲୋଡ କରନ୍ତୁ ଆପଣଙ୍କ ସେଲଫି । କାରଣ ଏଥିପାଇଁ ଓଡ଼ିଆ ପକ୍ଷ ପାଳନ ପାଇଁ ସ୍ୱତନ୍ତ୍ର ୱେବସାଇଟ୍ https://odiapakhya.com ଖୋଲିଛନ୍ତି ଓଡିଶା ସରକାର । ଯେଉଁଥିରେ ଓଡିଶାବାସୀ ଓଡ଼ିଆ ପକ୍ଷ ସମ୍ବନ୍ଧୀୟ କୁଇଜରେ ଭାଗ ନେବା ସହିତ ଓଡ଼ିଆ ପକ୍ଷ ପାଳନ କରି ନିଜର ସେଲ୍ଫି ଅପଲୋଡ଼ କରିପାରିବେ । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।ଏଥିସହିତ ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ […]

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ଘୋଷଣା ହେବା ପରେ ପୁଣି ବଢିଲା ସୁନା ଦର

ହୁ ହୁ ହୋଇ ବଢି ଚାଲିଛି ସୁନା ଦର। ଗତ କିଛି ଦିନ ମଧ୍ୟରେ ସୁନା ଦର ଆକାଶ ଛୁଆଁ ହୋଇଛି । ଗୁରୁବାର ଅର୍ଥାତ୍‌ ଏପ୍ରିଲ ୩ରେ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୩,୩୮୦ରେ ପହଞ୍ଚିଛି । ସୂଚନା ଅନୁସାରେ, ସ୍ପଟ ଗୋଲ୍ଡର ମୂଲ୍ୟ ୦.୬ ପ୍ରତିଶତ ବୃଦ୍ଧି ପାଇ ପ୍ରତି ଆଉନ୍ସ $୩,୧୪୩.୦୫ରେ ପହଞ୍ଚିଛି। ଏହା ପୂର୍ବରୁ ଏହାର ମୂଲ୍ୟ $୩,୧୪୮.୮୮ରେ ପହଞ୍ଚି ସର୍ବକାଳୀନ ଉଚ୍ଚତା ଛୁଇଁଥିଲା। ଆମେରିକୀୟ ସୁନା […]

ପୁଣି ସ୍କୁଲରେ ରାଗିଂ, ଷଷ୍ଠ ପିଲାର ଦେହକୁ ବ୍ଲେଡରେ କାଟିଲେ ନବମ ଶ୍ରେଣୀ ଛାତ୍ରମାନେ

ସ୍କୁଲ ହଷ୍ଟେଲରେ ରାଗିଂ ଅଭିଯୋଗ । ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ହାତକୁ ବ୍ଲେଡରେ କାଟିଲେ । ଆଉ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅଞ୍ଚଳର ଏକ ହାଇସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସୂଚନାନୁଯାୟୀ, ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ ଶ୍ରେଣୀ ଛାତ୍ର ଦୀପଙ୍କର ବେହେରାଙ୍କୁ ହଷ୍ଟେଲରେ ରହୁଥିବା ନବମ ଶ୍ରେଣୀ ଛାତ୍ରମାନେ ର଼୍ୟାଗିଂ କରିଛନ୍ତି। ନବମ ଶ୍ରେଣୀ ଛାତ୍ରମାନେ […]

ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ କଂଗ୍ରେସର ଆହ୍ବାନ

ଓଡ଼ିଶାରେ ରାଜନୈତିକ ଉତ୍ତେଜନା ଦିନକୁ ଦିନ ବଢ଼ିଚାଲିଛି। ଏହି ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ଏକ ଜୋରଦାର ଘୋଷଣା କରି ରାଜ୍ୟବ୍ୟାପୀ ଆନ୍ଦୋଳନର ସଙ୍କେତ ଦେଇଛନ୍ତି। ଏପ୍ରିଲ ୧୫ ତାରିଖରୁ ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଶାନ୍ତି ଭାବରେ ମଶାଲ ରାଲି କରିବ କଂଗ୍ରେସ । ପ୍ରତ୍ୟେକ ନେତା ସବୁ ଜିଲ୍ଲାରେ ଜଗିବେ । ୨୧ ତାରିଖରେ ଜିଲ୍ଲା ହେଡକ୍ବାର୍ଟରରେ ହେବ କ୍ୟାଣ୍ଡେଲ ରାଲି । ପ୍ରତ୍ୟେକ ଜିଲ୍ଲାରେ କଂଗ୍ରେସ ସମ୍ମିଳନୀ, […]

ଏଣିକି ସୁପ୍ରିମକୋର୍ଟର ସମସ୍ତ ବିଚାରପତି ସାର୍ବଜନୀନ କରିବେ ସେମାନଙ୍କ ସମ୍ପତ୍ତି ତାଲିକା ।

ସ୍ୱଚ୍ଛତା ଏବଂ ନ୍ୟାୟପାଳିକା ପ୍ରତି ଜନସାଧାରଣଙ୍କ ବିଶ୍ୱାସ ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ସୁପ୍ରିମକୋର୍ଟର ସମସ୍ତ ବିଚାରପତି ସେମାନଙ୍କର ସମ୍ପତ୍ତି ଘୋଷଣା ସାର୍ବଜନୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି।ସୁପ୍ରିମକୋର୍ଟର ପୂର୍ଣ୍ଣ ଅଦାଲତ ନିଷ୍ପତ୍ତି ନେଇଛନ୍ତି ଯେ ବିଚାରପତିମାନେ କାର୍ଯ୍ୟଭାର ଗ୍ରହଣ କରିବା ମାତ୍ରେ ସେମାନଙ୍କର ସମ୍ପତ୍ତିର ସମ୍ପୂର୍ଣ୍ଣ ବିବରଣୀ ସାର୍ବଜନୀନ କରିବା ଉଚିତ । ସିଜେଆଇ ଓ ବିଚାରପତିମାନେ ସ୍ୱେଚ୍ଛାକୃତ ଭାବରେ ସୁପ୍ରିମକୋର୍ଟ ୱେବସାଇଟରେ ସେମାନଙ୍କର ସମ୍ପତ୍ତିର ସମ୍ପୂର୍ଣ୍ଣ ବିବରଣୀ ସାର୍ବଜନୀନ କରିବେ । […]

ମାଲଦ୍ବୀପରେ ସ୍କୁବା ଡାଇଭ୍ କରି ନୂଆ କୀର୍ତ୍ତିମାନ ସ୍ଥାପନ କଲେ ଓଡ଼ିଆ ପୁଅ

ଝିଅ ଠାରୁ ପ୍ରେରଣା ପାଇଁ ଆଗକୁ ବଢିଲେ ବାପା। ବିଦେଶରେ ପାଇଲେ ସଫଳତା। ମାଲଦ୍ବୀପରେ ୭୫ତମ ମାଇଲଖୁଣ୍ଟ ସ୍ଥାପନ କରିବାକୁ ୧୦୦ ଫୁଟ ଗଭୀରକୁ ଯାଇ ରାଜ୍ୟ ପାଇଁ ଆଣିଛନ୍ତି ଗୌରବ।ଏହି ଡାଇଭ୍ ବ୍ୟତୀତ ସେ ଅନେକ କଷ୍ଟକର ଡାଇଭ୍ ପୂର୍ବରୁ କରି ସାରିଛନ୍ତି । ବର୍ତ୍ତମାନ ସୁଦ୍ଧା ୭୭ଟି ସ୍କୁବା ଡାଇଭିଂ କରି ୫୨ ଘଣ୍ଟାରୁ ଅଧିକ ସମୟ ପାଣି ଭିତରେ ସମୟ ବିତାଇଛନ୍ତି ପ୍ରିୟଦର୍ଶୀ । ପ୍ରିୟଦର୍ଶୀ କହିଛନ୍ତି, ‘ସ୍କୁବା ଡାଇଭିଂ ମୋ ପାଇଁ […]

ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ।

ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍‌ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ ତ୍ବରାନ୍ବିତ ହେବ।ରାଜ୍ୟ ରାଜପଥ ନିର୍ମାଣ ପାଇଁ ଆବଶ୍ୟକ ପଦକ୍ଷେପ ଯଥା ଜମି ଅଧିଗ୍ରହଣ, ପୁନର୍ବାସ, ପରିବେଶ ମଞ୍ଜୁରି, ଜଙ୍ଗଲ ମଞ୍ଜୁରି ଆଦି ପାଇଁ ଏହି ସଂସ୍ଥା କାର୍ଯ୍ୟ କରିବ । ରାସ୍ତା ନିର୍ମାଣ ବେଳେ ସହର ମଧ୍ୟରେ ଟ୍ରାଫିକ […]

ସାନ ଯାର ମାଡ଼ରେ ବଡ଼ ଯା’ର ହୋଇଛି ମୃତ୍ୟୁ ।

ଦେବଗଡ଼ ସହରରେ ହତ୍ୟାକାଣ୍ଡ । ସାନ ଯାର ମାଡ଼ରେ ବଡ଼ ଯା’ର ହୋଇଛି ମୃତ୍ୟୁ । ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଘଟଣାର ସୂଚନା ପାଇ ଘଟଣାସ୍ଥଳରେ ପୋଳିସ ପହଞ୍ଚି ଛାନଭିନ୍ ଚଳାଇଛି । ଅଭିଯୁକ୍ତ ସାନ ଯାଆଙ୍କୁ ପୋଲିସ ଅଟକ ରଖିଛି । ଅଘଟଣ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।ଖବର ଅନୁଯାୟୀ, ସାମାନ୍ୟ ଜାଳେଣୀ […]

ଭାରତ ଉପରେ ୨୬% ରେସିପ୍ରୋକାଲ ଟାରିଫ ଲଗାଇଲା ଆମେରିକା,ଭାରତ ଉପରେ କ’ଣ ପଡିବ ପ୍ରଭାବ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ରୋଜ ଗାର୍ଡେନଠାରେ ‘ମେକ୍‌ ଆମେରିକା ୱେଲ୍‌ଦି ଏଗେନ୍‌’ କାର୍ଯ୍ୟକ୍ରମରେ ଭାଷଣ ଦେଇ ନୂଆ ଆମଦାନି ଟାରିଫ୍‌ ଘୋଷଣା କରିଛନ୍ତି । ବିଭିନ୍ନ ଦେଶ ଉପରେ ‘ଯେସାକୁ ତେସା’ ନୀତିରେ ଏହି ଟାରିଫ୍‌ ଘୋଷଣା ହୋଇଛି । ତାଙ୍କ ଘୋଷଣା ଅନୁସାରେ ଭାରତୀୟ ସାମଗ୍ରୀ ଉପରେ ଆମେରିକା ୨୬% ଟାରିଫ୍‌ କଷିବ । ଏହାଛଡ଼ା ଦକ୍ଷିଣ କୋରିଆ ଉପରେ ୨୫%, ଜାପାନ ଉପରେ ୨୪%, ତାଇୱାନ ଉପରେ ୩୨% ଶୁଳ୍କ ଲାଗୁ […]

ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ

ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ। ଠିକାଦାରଙ୍କ ଠାରୁ ବିଲ୍‌ କ୍ଲିୟର କରାଇଦେବାକୁ ନେଉଥିବା ସମୟରେ ବୁଧବାର ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ନରେଶ ଦାସଙ୍କୁ ଧରିଛି ଭିଜିଲାନ୍ସ। ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ ପ୍ରାୟ ୭ ଲକ୍ଷ ମୂଲ୍ୟର ବାକି ଥିବା ବିଲ୍ କରାଇବା ପାଇଁ ଭୁବନେଶ୍ୱରର ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ଲାଞ୍ଚ ଦାବି ଏବଂ ଗ୍ରହଣ କରିଥିଲେ। ଏକ ଅଭିଯୋଗ ଉପରେ […]

ବିଶ୍ବବିଦ୍ୟାଳୟକୁ ପୁଣି ଫେରିବ ସିନେଟ୍ ବ୍ୟବସ୍ଥା

ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪ ଉପରେ ବିଧାନସଭାରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହୋଇଥିବା ଆଲୋଚନା ରାତିତମାମ ଜାରି ରହିଥିଲା। ଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ବିଲ୍ ଆଗତ ହେବା ପରେ ଆରମ୍ଭ ହୋଇଥିଲା ଆଲୋଚନା । ଗୃହରେ ସାଢେ ୧୨ ଘଣ୍ଟା ଆଲୋଚନା ହୋଇଥିଲା ।ବିରୋଧୀ ଦଳ ବିଧାୟକ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରୁଥିବା ବେଳେ ଶାସକ ଦଳର ବିଧାୟକ ପାରିତ ହେବା ନେଇ ଯୁକ୍ତି ବାଢିଥିଲେ । ମୂଳ […]