କୋଲକାତାର ଆରଜି କର ମେଡିକାଲ କଲେଜରେ ଜଣେ ଛାତ୍ରୀଙ୍କ ସହ ହୋଇଥିବା ବର୍ବରତା ମନରୁ ନ ଲିଭୁଣୁ ପୁଣି ଥରେ ସେଠାରେ ଏକ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ସହ ବର୍ବରତା ଘଟଣା ସାମ୍ନାକୁ ଆସିଛି। ସହରର ଏକ ଆଇନ କଲେଜରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତାଙ୍କ ଅଭିଯୋଗ ଆଧାରରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଜେରା କରିଛି ପୁଲିସ । ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବ ଛାତ୍ର ଯିଏ ବର୍ତ୍ତମାନ ରାଜନୀତିରେ ସକ୍ରିୟ ଏବଂ […]
ଉଚ୍ଚ ଶିକ୍ଷା ବିଭାଗର ଚିଠି । ୨୦୨୫- ୨୬ ଶିକ୍ଷା ବର୍ଷ ପାଇଁ ଅସ୍ଥାୟୀ ଭାବେ ଆଡ଼ମିଶନ ପ୍ରକ୍ରିୟାକରଣ ଏବେ ବନ୍ଦ କରାଯାଇଛି । ମୁଖ୍ୟତଃ B.ED, M.ED, ଏବଂ B.H. ED । ୨ ବର୍ଷିଆ ଏହି କୋର୍ସ ଗୁଡିକ ପାଇଁ ହୋଇଥିବା ଏଣ୍ଟ୍ରାସ ସ୍କୋରରେ ଅନେକ ଅଭିଯୋଗ ହୋଇଥିବା କାରଣରୁ ପୁନଶ୍ଚ ବିଷୟ ଭିତ୍ତିକ ଅଭିଜ୍ଞ ଏକ୍ସପର୍ଟ ମାନେ ଆଉ ଥରେ ଭେରିଫାଏ କରିବେ । ଯାଞ୍ଚ ପ୍ରକ୍ରିୟା ଶେଷ ନହେବା ପର୍ଯ୍ୟନ୍ତ ନାମଲେଖା […]
ସୋମବାର ଅର୍ଥାତ୍ ଜୁନ୍ ୩୦ ତାରିଖରେ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧୦ଟା୩୦ରୁ ଭୁବନେଶ୍ୱର ଅଶୋକ ନଗରର ୟୁନିଟ୍-୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ଠାରେ ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ । ଏନେଇ ଶୁକ୍ରବାର ଦିନ ୧୨ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଛି । ଆଜି ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା […]
୧୪୮ତମ ଜଗନ୍ନାଥ ରଥଯାତ୍ରା ଅହମଦାବାଦରେ ଚାଲିଛି। ଏହି ଯାତ୍ରା ସମୟରେ ହାତୀ ନିୟନ୍ତ୍ରଣ ହରାଇ ବସିଥିଲା। ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ ଦୌଡ଼ିବାକୁ ଲାଗିଥିଲା ଏବଂ ଆଖପାଖ ଲୋକଙ୍କ ମଧ୍ୟରେ ଦଳାଚକଟା ସୃଷ୍ଟି ହୋଇଥିଲା। ବହୁ ଚେଷ୍ଟା ପରେ ଶେଷରେ ମାହୁନ୍ତମାନେ ହାତୀଟିକୁ ନିୟନ୍ତ୍ରଣକୁ ଆଣିଥିଲେ।ହାତୀ ବେକାବୁ ହେବାର ଭିଡିଓ ମଧ୍ୟ ଭାଇରଲ ହୋଇଛି । ଡିଜେର ବିକଟାଳ ସାଉଣ୍ଡରେ ହାତୀ ରାଗି ଯାଇଥିଲା ଆଉ ଦୌଡିବାକୁ ଲାଗିଥିଲା । ଗୋଟିଏ ହାତୀକୁ […]
ପବିତ୍ର ରଥଯାତ୍ରାରେ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର । ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ବିରାଜିଛନ୍ତି ଚକ୍ରରାଜ ଶ୍ରୀସୁଦର୍ଶନ । ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ । ଏହାପରେ ଧାଡି ପହଣ୍ଡିରେ ଆସୁଛନ୍ତି ବଡଠାକୁର ଶ୍ରୀବଳଭଦ୍ର । ଘଣ୍ଟଘଣ୍ଟା ଓ ଶଙ୍ଖ ନାଦରେ କମ୍ପୁଛି ଶ୍ରୀମନ୍ଦିର । ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ଧାମ । ବଡଦାଣ୍ଡରେ ଆଜି ହନୁମାନ, ମହାଦେବ ପୁଣି ବୃନ୍ଦାବନ କୃଷ୍ଣ ବେଶଧାରୀଙ୍କ ଭିଡ । ବିଭିନ୍ନ ବେଶ ଧାରଣ କରି […]
ଆଜି ପବିତ୍ର ଘୋଷ ଯାତ୍ରା । ଆଜି ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଦର୍ଶକଙ୍କ ଭିଡ଼ ଜମିଛି । ତେବେ ଏହାରି ଭିତରେ ଜନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ପରାମର୍ଶ ଜାରି କରାଯାଇଛି ।କୋଭିଡ ଓ ରାଜ୍ୟରେ ବ୍ୟାପୁଥିବା ହଇଜାକୁ ଆଖି ଆଗରେ ରଖି ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ପ୍ରସ୍ତୁତି ଶେଷ କରିଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦେଶକ । ପୁରୀରେ ହସ୍ପିଟାଲ ପ୍ରସ୍ତୁତ ଅଛି । ଅଧିକ ବେଡ଼, ଆଇସିୟୁ, ଅଧିକ […]
ରାଜସ୍ଥାନରେ ଥିବା ବୁନ୍ଦି ଜିଲ୍ଲାର ରାମଗଡ଼ ବିଶଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏକ ହୃଦୟବିଦାରକ ଭିଡିଓ ସାମ୍ନାକୁ ଆସିଛି ।ଭିଡିଓରେ ଦେଖାଯାଇଥିଲା ଯେ ବର୍ଷାରେ ଭିଜିବା ପରେ ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯାଇଥିବା ଏକ ଆହତ ଚିତାବାଘ ଏକ ଗଛ ତଳେ ବସିଛି ଏବଂ ଗତି କରିପାରୁନାହିଁ ।ଚିତାବାଘର ଅବସ୍ଥାର ସୁଯୋଗ ନେଇ ସ୍ଥାନୀୟ ଗ୍ରାମବାସୀ ସେଠାରେ ଏକାଠି ହୋଇଥିଲେ । କିଛିଜଣ ବାଘର ବେକରେ ସ୍କାର୍ଫ ବାନ୍ଧି କୁକୁର ପରି ବୁଲାଇଲେ । ଅନ୍ୟମାନେ ସେଲ୍ଫି ନେଲେ ଏବଂ […]
ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣା…ପୂରା ବିଶ୍ୱରେ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ବିଭିନ୍ନ ରାଜ୍ୟରେ ଧୂମଧାମ୍ରେ ରଥଯାତ୍ରା ପାଳନ କରାଯାଏ। ପୁରୀରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ଅଭୁତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିପରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । X ରେ […]
ଆଜି ଶ୍ରୀଗୁଣ୍ଡିଚା ଯାତ୍ରା । ବଡ଼ଦେଉଳ ଛାଡ଼ି ବଡ଼ଦାଣ୍ଡକୁ ଆସୁଛନ୍ତି କାଳିଆ ସାଆନ୍ତେ । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ବାର ଚକଡ଼ାରେ ତିନିରଥ ବିଜେ । ଭାଇଭଉଣୀଙ୍କୁ ସାଙ୍ଗରେ ଧରି ଯାତ୍ରାରେ ବାହାରି ପଡିବେ କାଳିଆ ସାଆନ୍ତେ । ନନ୍ଦିଘୋଷ, ଦର୍ପଦଳନ, ତାଳଧ୍ବଜ ରଥ ସବୁ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ ।ଏହି ମାନବୀୟ ଲୀଳା ଦେଖିବାକୁ ଅପେକ୍ଷା କରିଛି ସମଗ୍ର ବିଶ୍ୱ ବ୍ରହ୍ମାଣ୍ଡ। ଅଗଣିତ ଶ୍ରଦ୍ଧାଳୁଙ୍କ ଗହଣକୁ ଆସିବା ପାଇଁ […]
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ସ୍ୱାଗତ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିୟମ, ନିଷ୍ଠାର ସହ ରଥଯାତ୍ରାରେ ସାମିଲ ହୋଇ ରଥାରୁଢ଼ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଲାଭ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ରାଜ୍ୟପାଳ ହରିବାବୁ କମ୍ଭମ୍ପତି ମଧ୍ୟ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶାନ୍ତି ଓ ସୁଖ ସମୃଦ୍ଧିର କାମନା କରିବା ସହ ପ୍ରଭୁଙ୍କର ସ୍ବର୍ଗୀୟ ଆଶୀର୍ବାଦ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।ସେହିପରି ରାଜ୍ୟବାସୀଙ୍କୁ […]
ମେଷ ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷ ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି […]
ଚଳିତବର୍ଷ ଆହ୍ଲାବାଦର ପ୍ରୟାଗରାଜଠାରେ ହୋଇଥିବା ମହାକୁମ୍ଭ ମେଳାରେ ଆଦାନୀ ଗ୍ରୁପର ସ୍ବେଚ୍ଛାକୃତ ସେବା ଲୋକଙ୍କ ବିଶ୍ବାସଭାଜନ ହୋଇପାରିଛି। ଏହାକୁ ପାଥେୟ କରି ଲୋକଙ୍କ ଧାର୍ମିକ ଭାବନାକୁ ବଜାୟ ରଖି ବିଶ୍ବପସିଦ୍ଧ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ଏହାର ଦ୍ବିତୀୟ ପଦକ୍ଷେପ ସ୍ବରୂପ ସେବା ଯୋଗାଇବା ପାଇଁ ସ୍ଥିର କରିଛି। ଜୁନ୍ ୨୬ରୁ ଅର୍ଥାତ୍ ଆଜିଠାରୁ ଜୁଲାଇ ୮ ତାରିଖ ଯାଏଁ ନିଃସ୍ୱାର୍ଥପର ସେବା ଯୋଗାଇବ ଆଦାନୀ ଗ୍ରୁପ। ଶ୍ରଦ୍ଧାଳୁଙ୍କ ସହ ରଥଯାତ୍ରାରେ ନିୟୋଜିତ କର୍ମଚାରୀଙ୍କୁ ସେବା ଯୋଗାଯିବ […]
