ଭୁବନେଶ୍ୱର, (ଓଡିଶା ଦର୍ପଣ): ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଘ ଭାବେ ପରିଚିତ “ଓଡ଼ିଶା ପତ୍ରକାର ସଂଘ’ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ୨୦୨୫-୨୮ ବର୍ଷ ପାଇଁ ନୂତନ କର୍ମକର୍ତା ଚୟନ ଅନୁଷ୍ଠିତ ହୋଇଯାଇଛି । ରବିବାର ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ସଭାପତି, ସମ୍ପାଦକ ଓ କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ଥିଲେ । ପ୍ରଥମେ ସଂଗଠନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହାପରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ବିଶେଷକରି […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପୌରହିତ୍ୟରେ ଏବଂ ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଅଦ୍ୟ ତା-୨୧.୦୬.୨୦୨୫ ରିଖ ଶନିବାର ଦିନ ସକାଳ ଘ.୭.୩୦ମି ରେ ସ୍ଥାନୀୟ ରାୟଗଡା ସିଭିଲ କୋଟ୍ […]
ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ହ୍ରାସ ପାଇଛି ହଇଜା ସଂକ୍ରମଣ । ବିଭିନ୍ନ ବିଭାଗ ମାନଙ୍କର କ୍ଷେତ୍ର ସ୍ତରରେ ସମନ୍ୱିତ ଏବଂ ଏକାଭିମୁଖୀ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟରେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଙ୍କ ସମୀକ୍ଷାରୁ ଏହା ଜଣାପଡ଼ିଛି ।ଯାଜପୁର ଜିଲ୍ଲାରେ ଚଳିତ ମାସ ୧୦ ତାରିଖ ଦିନ ଦେଖା ଦେଇଥିବା ଡାଇରିଆ ସ୍ଥିତିରେ ସକାରାତ୍ମକ ପରିବର୍ତ୍ତନ ଆସିଛି । ଗତ ୭ […]
ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଗତକାଲି ମୁମ୍ବାଇ ଯାଇ ନବୀନ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଆସନ୍ତାକାଲି ସକାଳେ ତାଙ୍କର ଅସ୍ତ୍ରୋପଚାର ହେବ ବୋଲି ଜଣାପଡିଛି । ଅନ୍ୟପଟେ ଆଜି ସଂଧ୍ୟାରେ ଭୁବନେଶ୍ୱର ରାମ ମନ୍ଦିର ପ୍ରାଙ୍ଗଣରେ ଭୁବନେଶ୍ୱର ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସଂଯୋଜନାରେ ବରିଷ୍ଠ ନାଗରିକମାନଙ୍କ ଦ୍ୱାରା ନବୀନ ପଟ୍ଟନାୟକଙ୍କ ଆଶୁ […]
ମଝି ଆକାଶରେ ବିମାନରୁ ସରିଗଲା ଇନ୍ଧନ। ଫଳରେ ବାଧ୍ୟହୋଇ ପାଇଲଟ ବିମାନକୁ ଜରୁରୀ ଅବତରଣ କରାଇଛନ୍ତି। ଗତ ଗୁରୁବାରର ଏହି ଘଟଣା ଏବେ ସାମ୍ନାକୁ ଆସିଛି।ଅହମ୍ମଦାବାଦ ବିମାନ ଦୁର୍ଘଟଣାର ପ୍ରାୟ ଗୋଟିଏ ସପ୍ତାହ ପରେ ଅନ୍ୟ ଏକ ବିମାନର ପାଇଲଟ୍ MAYDAY କଲ୍ କରିଛନ୍ତି। ଇଣ୍ଡିଗୋର ଗୌହାଟୀ-ଚେନ୍ନାଇ ବିମାନର ପାଇଲଟ୍ ଏହି ଜରୁରୀକାଳୀନ କଲ୍ କରିଥିଲେ।ସୂଚନା ଅନୁଯାୟୀ, ଉଡାଣ ପରେ ପାଇଲଟ୍ ବିମାନରେ ଇନ୍ଧନର ଅଭାବ ଦେଖିଥିଲେ, ଯାହା ପରେ ସେ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ଏଟିସି)କୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବିଶ୍ବଯୋଗ ଦିବସ ପାଳନ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ ପ୍ରଫୁଲ କୁମାର ବେହେରା, ମମତା ବେହେରା ଓ ଜିନୁ ସାହୁ ଯୋଗଦେଇଥିଲା ବେଳେ ଯୋଗଗୁରୁ ଭାବେ ସମାଜସେବୀ ତଥା ଆଇନଜୀବୀ କାମାକ୍ଷା ପ୍ରସାଦ ଦାସ […]
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର ।୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୭୫୦ ଟଙ୍କା ରହିଛି । ଗତକାଲି ୧,୦୦,୪୮୦ ଟଙ୍କା ଥିଲା । ଏଥିରେ ୨୭୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୨,୩୫୦ ଟଙ୍କା ରହିଛି । ଗତକାଲି ୯୨,୧୦୦ ଟଙ୍କା ଥିଲା । ଏଥିରେ ୨୫୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍ ସୁନା ଦାମ୍ […]
ଏମ୍ଆଇଟିର ବଡ଼ ଖୁଲାସା । ଦିନକୁ ଦିନ ଏଆଇ ଉପରେ ନିର୍ଭରଶୀଳ ହେଉଛି ସାରା ବିଶ୍ୱ । ଚାଟ୍ ଜିପିଟି ଭଳି କିଛି ଏଆଇ ଆପ୍ ମଣିଷକୁ ଦିନକୁ ଦିନ ଅକାମୀ କରିବାରେ ଲାଗିଛି । ଆଧୁନିକତାର ଏହି ଯୁଗରେ ପ୍ରଯୁକ୍ତିବିଦ୍ୟା ନିସନ୍ଦେହରେ କାମକୁ ସହଜ କରିଦେଇଛି ଏବଂ ଏଆଇ ଲଞ୍ଚ ହେବା ପରେ, ଘଣ୍ଟା ଘଣ୍ଟାର ସବୁଠାରୁ କଷ୍ଟକର କାମ ମଧ୍ୟ ଏବେ କିଛି ସେକେଣ୍ଡରେ ସମାପ୍ତ ହେଉଛି । ଚାଟ ଜିପିଟି ଭଳି ଏଆଇ […]
ମାଆ ମରିଯିବା ପରେ ନାତି ନାତୁଣୀଙ୍କୁ ନିର୍ଯାତନା ଦେଉଥିଲେ ଜେଜେମା’। ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ରସୁଲଗଡ ଜିଜିପି କଲୋନୀରେ। ତେବେ ଏହି ଘଟଣା ସାମ୍ନାକୁ ଆସିବା ପରେ ହଇଚଇ ଖେଳିଯାଇଛି । ଦୁଇ ଶିଶୁ ଦୀର୍ଘ ଦିନରୁ ନିର୍ଯାତିତ ହୋଇଆସୁଥିବା ବେଳେ ସ୍ଥାନୀୟ ଲୋକ ଦୁଇ ଶିଶୁଙ୍କୁ ଉଦ୍ଧାର କରି ମଞ୍ଚେଶ୍ବର ଥାନାକୁ ନେଇଆସିଛନ୍ତି । ସୂଚନା ଅନୁଯାୟୀ ନାତି ନାତୁଣୀଙ୍କ ଜେଜେମା’ କୋଳେଇ ନେବା ବଦଳରେ ଅମାନୁଷିକ ନିର୍ଯାତନା ଦେଉଥିଲେ। ଘର […]
କଟକ ବାଦାମବାଡ଼ି ବଜାର କୋଲକାତା ସମ୍ମୁଖରେ ପୁଣି ଏକ ବ୍ୟାଟେରୀ ଚାଳିତ ନୂଆ ଆମ ବସ୍ ଖରାପ ହୋଇ ଠିଆ ହେଲା। ଗତ କାଲି ନୁଆ ଗାଡ଼ି ଶୁଭାରମ୍ଭ ହେଲା, ଆଜି ରାସ୍ତା କୁ ଆସୁ ଆସୁ ଖରାପ । ଅନ୍ୟପଟେ କଟକ ସତୀ ଚୌରା ଅଞ୍ଚଳରେ ନୂଆ ଆମ ବସ୍ ରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ରାସ୍ତାରେ ବସ୍ ପଛକୁ ଲାଗିଲା ଲମ୍ବା ଭିଡ । ସୁଚନାଯୋଗ୍ୟ ଯେ ମାନ୍ୟବର ପ୍ରଧାନମନ୍ତ୍ରୀ କ୍ୟାପିଟାଲ ରିଜିଅନ ଅର୍ବାନ […]
ଆଜି ଅର୍ନ୍ତଜାତୀୟ ବିଶ୍ଵ ଯୋଗ ଦିବସ। ପ୍ରତ୍ୟେକ ବ୍ୟକ୍ତି ଦିନକୁ ଦୁଇ ଘଣ୍ଟା ଯୋଗ ଓ ପ୍ରାଣାୟାମ କଲେ ସୁସ୍ଥ ଓ ସାତଜ ଜୀବନ ଯାପନ କରିହେବ ବୋଲି ଯୋଗ ପ୍ରଶିକ୍ଷକମାନେ ମତ ଦିଅନ୍ତି।ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗାସନର ଚିତ୍ର ନିର୍ମାଣ କରିଛନ୍ତି । ଏଥିସହ ଯୋଗର ବିଭିନ୍ନ ମୁଦ୍ରାକୁ ଅତି ସୁନ୍ଦର ଭାବେ ବାଲୁକାକଳାରେ ସ୍ଥାନ ଦେଇଛନ୍ତି । ଏହି ବାଲୁକା କଳା ଦ୍ବାରା ପ୍ରତ୍ୟେକ […]
