ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଙ୍କୁରି ଗ୍ରାମରେ ଆଶ୍ଚର୍ଯ୍ୟଜନକ ଘଟଣା । ଗ୍ରାମର ପୋଖରୀ ଭିତରୁ ବାହାରୁଛି ଅଜବ ଶବ୍ଦ । ମେସିନ ଚାଲିବା ଶବ୍ଦ ସହ ଘୁ ଘୁ ଗର୍ଜନ ଶବ୍ଦରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ।ଯାହାକୁ ନେଇ ଗାଁ ଲୋକେ ଭୟଭୀତ । ଘଣ୍ଟାଏ କି ଦୁଇ ଘଣ୍ଟାଏ ନୁହେଁ, ରାତି ୧୨ଟାରୁ ଚାଲିଛି ଏଭଳି ଭୟଙ୍କର ଗର୍ଜନ ।ପୋଖରୀରେ ପାଣି ବି କମ୍ ରହିଛି କେବଳ ଅନାବନା ଗଛ ରହିଛି । ହେଲେ ପୋଖରୀ […]
ଏୟାର ଇଣ୍ଡିଆର ୩ ଅଧିକାରୀ ବହିଷ୍କୃତ। ଅହମ୍ମଦାବାଦ ବିମାନ ଦୁର୍ଘଟଣା ମାମଲା। ଦୁର୍ଘଟଣାର କିଛି ଦିନ ପରେ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଏକ ବଡ଼ ଆକ୍ସନ ନେଇଛି। ଅହମ୍ମଦାବାଦ ଭୟଙ୍କର ବିମାନ ଦୁର୍ଘଟଣା ୩ ଜଣ ଅଧିକାରୀଙ୍କୁ ବହିଷ୍କାର କରିବାକୁ ଏୟାର ଇଣ୍ଡିଆକୁ DGCAର ନିର୍ଦ୍ଦେଶ। DGCA ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଅଧିକାରୀମାନେ ଅନେକ ଗୁରୁତର ତ୍ରୁଟିରେ ଜଡିତ ଥିବା ଜଣାପଡିଛି । ଏହି ନିର୍ଦ୍ଦେଶ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର […]
କ୍ଷମା ମାଗିଲେ ଯାତ୍ରା ହାସ୍ୟ ଅଭିନେତା ଦୟାନିଧି ଉପାଧ୍ୟାୟ ।ଯାତ୍ରା କଳାକାର ଦୟା ଗତ ଖଣ୍ଡଗିରି ଯାତ୍ରା ମହାସମରରେ ଯାତ୍ରା ଗୁରୁମାନଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ଝଡ଼ ସୃଷ୍ଟି ହୋଇଥିଲା । ଏହି ବିବାଦ ଧୀରେ ଧୀରେ ବଢ଼ିବାରେ ଲାଗିଥିଲା । ଯାତ୍ରା ଅଭିନେତା ଦୟା ମଧ୍ୟରାତ୍ରିରେ ଅପେରା ମାଷ୍ଟର ସଂଘ ସଭାପତି ବିଜୟ ଦାସଙ୍କ ଭଦ୍ରକ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କୁ ଭୁଲ ମାଗିଛନ୍ତି ।ଗୁରୁମାନେ ଅକ୍ଷମ ଓ ଅଯୋଗ୍ୟ […]
ବିଜେପି ୨୦୨୪ ଲୋକସଭା ନିର୍ବାଚନ ଜିତିବା ପାଇଁ ପାଖାପାଖି ୧୪୯୪ କୋଟି ଟଙ୍କା ଖର୍ଚ୍ଚ କରିଛି। ଯାହା ମୋଟ ନିର୍ବାଚନ ଖର୍ଚ୍ଚର ୪୪.୫୬% ବୋଲି କୁହାଯାଇଛି। ନିର୍ବାଚନ ସଂସ୍କାର ପାଇଁ କାର୍ଯ୍ୟ କରୁଥିବା ‘ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍’ (ଏଡିଆର) ଶୁକ୍ରବାର ଏହି ସୂଚନା ଦେଇଛି। ବିଜେପି ପଛକୁ ୬୨୦ କୋଟି ଟଙ୍କା ବ୍ୟୟ ସହ କଂଗ୍ରେସ ଦ୍ୱିତୀୟ ସ୍ଥାନରେ ରହିଛି। କଂଗ୍ରେସ ମୋଟ ନିର୍ବାଚନ ଖର୍ଚ୍ଚର ୧୮.୫% ବ୍ୟୟ କରିଛି। ଏଡିଆର ରିପୋର୍ଟ ଅନୁଯାୟୀ, ୩୨ଟି […]
ଗୋପାଳପୁରରେ ପୁଣି ଲଜ୍ଜା। ରାସ୍ତାରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ। ଗୋପାଳପୁର-ଦିଗିପୁର ରାସ୍ତାରେ ଅସଦାଚରଣ ଅଭିଯୋଗ। ଗୋପାଳପୁର ଥାନାରେ ଅଭିଯୋଗ କଲେ ମହିଳା।ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଅନ୍ତର୍ଗତ ଦିଗିପୁର ରାସ୍ତାରେ ଗୁରୁବାର ସନ୍ଧ୍ୟା ସମୟରେ ଜଣେ ବିବାହିତା ମହିଳାଙ୍କୁ ଅସଦାଚରଣ ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଗୁରୁବାର ସନ୍ଧ୍ୟାରେ ଦିଗିପୁର ଗ୍ରାମର ଜଣେ ବିବାହିତ ମହିଳା ଗୋପାଳପୁର ଠାରୁ ନିଜ ଗ୍ରାମକୁ ସାଇକେଲରେ ଯାଉଥିବା ବେଳେ ଏକ ଘରୋଇ ସ୍କୁଲ […]
ଏଚଆଇଭି ଏକ ବିପଦପୂର୍ଣ୍ଣ ଭାଇରସ। ଆଜି ପର୍ଯ୍ୟନ୍ତ ଏଚଆଇଭି ସଂକ୍ରମଣକୁ ସମ୍ପୂର୍ଣ୍ଣ ଭାବରେ ଆରୋଗ୍ୟ କରିବା ପାଇଁ କୌଣସି ଔଷଧ କିମ୍ବା ଟୀକା ତିଆରି ହୋଇନାହିଁ। ତେବେ ଆଶ୍ବସ୍ତିର କଥା ହେଉଛି ଚିକିତ୍ସା ବିଜ୍ଞାନ ଏହି ଭାଇରସକୁ ରୋକିବାରେ ଏକ ବଡ଼ ସଫଳତା ହାସଲ କରିଛି। ତେବେ ବିଶ୍ବର ପ୍ରଥମ HIV ପ୍ରତିରୋଧକ ଇଞ୍ଜେକ୍ସନକୁ ଆମେରିକା FDIର ମଞ୍ଜୁରୀ ଦେଇଛି । ବର୍ଷକୁ ଏହି ପ୍ରତିଷେଧକ ଇଂଜେକ୍ସନର ଦୁଇଟି ଡୋଜ ନେବାକୁ ପଡ଼ିବ । HIV ପ୍ରତିରୋଧକ […]
ବଢିଲା ପୁଣି ଓମ୍ଫେଡ୍ କ୍ଷୀରର ଦାମ୍ । ଲିଟର ପିଛା ୨ ଟଙ୍କା ମହଙ୍ଗା ହେଲା ଓମ୍ଫେଡ୍ କ୍ଷୀରର ଦାମ୍ । ଓମ୍ଫେଡ୍ର ପ୍ରିମିୟମ କ୍ଷୀର ଦର ଅଧ ଲିଟର ଦାମ୍ ୨୬ଟଙ୍କାରୁ ବଢି ୨୭ ଟଙ୍କା ହୋଇଛି । ବାକି ଓମ୍ଫେଡ୍ ଗୋଲ୍ଟ ମିଲ୍କ ଲିଟର୍ ପିଛା ୫୨ ଥିଲା । ଏବେ ଏହା ବଢି ୫୬ ଟଙ୍କା ହୋଇଛି । ଏନେଇ ଓମଫେଡ୍ ପକ୍ଷରୁ ଦିଆଗଲା ସୂଚନା।ପୂର୍ବରୁ ଜୁନ ୧ ତାରିଖରେ କ୍ଷୀରର ରେଟ୍ […]
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଉଛନ୍ତି। ପ୍ରାୟ ପାଞ୍ଚ ଲକ୍ଷ ଲୋକ ବନ୍ଦର ସହରର ଆରକେ ବିଚ୍ – ଗୋଟିଏ ସ୍ଥାନରେ ମୋଦିଙ୍କ ସହ ଯୋଗ ଆସନ କରିଛନ୍ତି। ଏଥିପାଇଁ ବେଳାଭୂମିରୁ ଭୀମଲି ପର୍ଯ୍ୟନ୍ତ ବିସ୍ତାରିତ 26 କିଲୋମିଟର ରାସ୍ତା ବ୍ୟାରିକେଡ୍, ଲାଇଟ୍ ଏବଂ ବିଶାଳ ସ୍କ୍ରିନ୍ ସହିତ ସଜ୍ଜିତ ହୋଇଛି। ଯାହା ପୂର୍ବର ଯେକୌଣସି ସାମୁହିକ ଯୋଗ […]
ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଆଶାକର୍ମୀଙ୍କୁ ଅସଦାଚରଣ ଅଭିଯୋଗ । ଆଶାକର୍ମୀଙ୍କୁ ବଞ୍ଚାଇବାକୁ ଯାଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି ।ଗାଁରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଆଶାକର୍ମୀ ଜଣକ ଔଷଧ ଦେବାକୁ ଯାଇଥିବାବେଳେ କିଛି ଅସାମାଜିକ ବ୍ୟକ୍ତି ଗାଁ ଦାଣ୍ଡରେ ତାଙ୍କୁ ପ୍ରଥମେ ଅସଦାଚରଣ କରିଥିଲେ । ପରେ ତାଙ୍କୁ ଉଲଗ୍ନ କରି ମାଡ଼ ମାରିଥିଲେ । ଆଶାକର୍ମୀଙ୍କୁ ବଞ୍ଚାଇବାକୁ ଯାଇଥିବା ବେଳେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ […]
ଆଜି ଅର୍ଥାତ୍ ଜୁନ୍ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଫିଟ୍ ରହିବାର ମନ୍ତ୍ର ବାଣ୍ଟିବା ସହ କହିଛନ୍ତି, “ଯୁବକମାନେ ହେଉଛନ୍ତି ପରିବର୍ତ୍ତନର ଆଲୋକ ବର୍ତ୍ତିକା। ପିଲାଠାରୁ ବୟସ୍କ ସଭିଏଁ ଯୋଗ କରିବା ଦରକାର। ଯୋଗ ଏକାଗ୍ରତା ଓ ସ୍ଥିରତା ଆଣିବା ସହ ମଣିଷକୁ ଚାପମୁକ୍ତ ରଖେ।” ତେବେ […]
ଆଜି ବିଶ୍ୱ ଯୋଗ ଦିବସ । ସାରା ବିଶ୍ୱ ପାଳୁଛି ୧୧ ତମ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶାଖାପାଟଣାରେ ଯୋଗ ଦିବସ ପାଳନ କରିଛନ୍ତି । ଏହାସହିତ ବିଶ୍ୱର କୋଣ ଅନୁକୋଣରେ ସାମୂହିକ ଭାବେ ଯୋଗ ଦିବସ ପାଳିତ ହୋଇଛି । ଚଳିତ ବର୍ଷର ଥିମ୍ ରହିଛି -ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ ।ଯୋଗ କରିବା ଦ୍ୱାରା ମଣିଷ ରୋଗମୁକ୍ତ ହୋଇଥାଏ। ଯୋଗକୁ ଜୀବନଶୈଳୀ ଭାବେ ଗ୍ରହଣ […]
ମେଷଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି […]
