author

ନୟାଗଡ଼ କଲେଜ ୨୦୧୮ରୁ ପାଇନି ସ୍ୱୟଂଶାସିତ ମାନ୍ୟତା

ଏନେଇ ଜିଲ୍ଲା କଂଗ୍ରେସର ପ୍ରେସମିଟ ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ନୟାଗଡ଼ ମହାବିଦ୍ୟାଳୟରୁ ୨୦୧୮ ଜାନୁଆରୀ ମାସରୁ ସ୍ୱୟଂଶାସିତ ମାନ୍ୟତା ସମ୍ପ୍ରସାରଣ ହୋଇପାରି ନାହିଁ, ଆଶ୍ଚର୍ଯ୍ୟ ହେଲେ ବି ଏହା ସତ୍ୟ କିନ୍ତୁ ମହାବିଦ୍ୟାଳୟ କର୍ତୃପକ୍ଷ ଲକ୍ଷାଧିକ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ଅଭିଭାବକମାନଙ୍କୁ ଏହି ଗୁରୁତର ତଥ୍ୟ ଲୁଚାଇ ରଖିବା ସର୍ବୋପରି ନୟାଗଡ ଜିଲ୍ଲାବାସୀ ଯାହାର ଦ୍ବିଗୁଣିତ ଖଜଣା ଟଙ୍କାରେ ଏହି ଶିକ୍ଷାର ମନ୍ଦିର ପ୍ରତିଷ୍ଠିତ, ସେମାନଙ୍କ ପ୍ରତି ବିଶ୍ୱାସଘାତ କରିଛନ୍ତି ବୋଲି […]

ସେବା ଉତ୍ସବରେ ଅଭାବୀଙ୍କୁ ବସ୍ତ୍ର ବଣ୍ଟନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଦୀର୍ଘ 15ଦିନ ଧରି ଅନୁଷ୍ଠିତ ହେଉଥିବା ଜିଲ୍ଲାବ୍ୟାପି ସେବା ଉତ୍ସବ -2022 ଆଜି ରାଜସୁନାଖଳାର ବିଭିର୍ଣ୍ଣ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ କୋଟଗଡ଼, ରାଜସୁନାଖଳା ଓ ବଧିପାଟଣା ଅଂଚଳର କିଛି ଗରିବ ଓ ଅସହାୟଲୋକଙ୍କୁ ବସ୍ତ୍ର ବଣ୍ଟନ କରାଯାଇଥିଲା l ସମିତିର କର୍ମକର୍ତା ଓ କଲେଜ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଘର ଘର ବୁଲି ଅସହାୟ ଲୋକଙ୍କୁ ବସ୍ତ୍ର ଓ […]

ଭୁବନେଶ୍ବରରେ ଦ୍ରୌପଦୀ ମୁର୍ମୁ, ନବୀନ ନିବାସରେ କରିବେ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,(ଓଡିଶା ଦର୍ପଣ): ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।  ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ବିମାନବନ୍ଦରରୁ ସେ ରାଜ୍ୟ ଅତିଥୀ ଭବନକୁ ଯାଇଥିଲେ। ସେଠାରୁ ସେ ବିଧାନସଭା ଯାଇ ବିଧାୟକ ସାଂସଦଙ୍କୁ ସେ ଭୋଟ ପାଇଁ ଅନୁରୋଧ କରିବେ। ବିମାନ ବନ୍ଦରରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ତରଫରୁ ସ୍ବାଗତ କରାଯାଇଛି। ସେଠାରେ ଆଦିବାସୀ ନୃତ୍ୟରେ ତାଙ୍କୁ ସ୍ବାଗତ କରାଯାଇଛି। ଉଭୟ ବିଜେଡି ଓ ବିଜେପିର […]

ନୟାଗଡ଼ରେ ଅନ୍ତର୍ଜାତୀୟ ଶ୍ରମ ଦିବସ ପାଳନ

ଭୁବନେଶ୍ୱର,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଶ୍ରମ ଦିବସ ଜିଲ୍ଲା ଶ୍ରମ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ପ୍ରଦୀପ ମହାନ୍ତି ସଂଯୋଜନା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ମୁଖ୍ୟବକ୍ତାଭାବେ ନୟାଗଡ଼ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ସମ୍ମାନିତ ଅତିଥିଭାବେ ନୟାଗଡ଼ ବ୍ଳକର ଅତିରିକ୍ତ […]

ଦିବ୍ୟାଙ୍ଗଙ୍କ ଶିକ୍ଷାର ବିକାଶ ପାଇଁ ସ୍ବତନ୍ତ୍ର ଶିକ୍ଷକ ସଂଘର ବୈଠକ

ନୟାଗଡ଼:(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲାରେ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ନୟାଗଡ଼ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ସଦାସର୍ବଦା ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘର ବହୁ ସଂଖ୍ୟକ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିଲେ। RPWD ଆଇନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ […]

ଫିଟ୍‌ ଇଣ୍ଡିଆ କୁଇଜ୍‌ ରାଜ୍ୟ ବିଜେତାମାନଙ୍କ ନାମ ଘୋଷଣା: ଓଡ଼ିଶାରୁ ଜିତିଲେ ଦୁଇ ଛାତ୍ର

ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ଫିଟ୍‌ ଇଣ୍ଡିଆ କୁଇଜ୍‌ ରାଜ୍ୟ ରାଉଣ୍ଡର ୩୬ ଜଣ ବିଜେତାମାନଙ୍କୁ ଚୟନ କରାଯାଇଛି। ଏହି ବିଜେତାମାନେ ପରବର୍ତ୍ତୀ ଜାତୀୟ ରାଉଣ୍ଡରେ ନିଜ ନିଜ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ପକ୍ଷରୁ ପ୍ରତିନିଧିତ୍ବ କରିବାର ସୁଯୋଗ ପାଇବେ। ରାଜ୍ୟ ରାଉଣ୍ଡରେ ଓଡ଼ିଶାରୁ କଣିହାଁ ଏନଟିପିସି ଡିଏଭି ପବ୍ଲିକ୍‌ ସ୍କୁଲ ଦୀପଶିଖାର କନିଷ୍କ ଓ ହ୍ଵିପ୍‌ କୁମାର ବେହେରା ବିଜୟୀ ହୋଇଛନ୍ତି। ଫେବୃଆରୀ ଏବଂ ମାର୍ଚ୍ଚ ମାସରେ ଫିଟ୍‌ ଇଣ୍ଡିଆ କୁଇଜ୍‌ ରାଜ୍ୟ ରାଉଣ୍ଡର ଫାଇନାଲ ପ୍ରତିଯୋଗିତା […]

ହାଇକୋର୍ଟରେ ଜାମିନ ଆବେଦନ କଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

କଟକ,(ଓଡିଶା ଦର୍ପଣ): ଦୁଇଥର ଜାମିନ ଆବେଦନ ଖାରଜ ହେବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି। ବାଣପୁର ଜେଏମଏଫସି ଅଦାଲତରେ ବିଧାୟକଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି । ଫଳରେ ସେ ଜାମିନ ପାଇଁ ଗତକାଲି ହାଇକୋର୍ଟରେ ଆବେଦନ କରିଛନ୍ତି। ସୂଚନା ଥାଉକି, ମାର୍ଚ୍ଚ ୧୨ ତାରିଖ ଦିନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍‌ ସମ୍ମୁଖରେ ପ୍ରଶାନ୍ତ ଗାଡ଼ି ମଡ଼ାଇ ଦେଇଥିଲେ ବୋଲି ଅଭିଯୋଗ ହୋଇଛି। ଏଥିରେ […]

ପ୍ରସାରଣ ସେବା ପୋର୍ଟାଲ ଉନ୍ମୋଚନ କଲେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ

ନୂଆଦିଲ୍ଲୀ:(ଓଡିଶା ଦର୍ପଣ) କେନ୍ଦ୍ର ସୂଚନା ଏବଂ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ନୂଆଦିଲ୍ଲୀରେ ପ୍ରସାରଣ ସେବା ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏଥିସହିତ ପ୍ରସାରଣ କ୍ଷେତ୍ରରେ ‘ବ୍ୟବସାୟିକ ସୁଗମତା’ ପାଇଁ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି। ପ୍ରସାରଣ ସେବା ପୋର୍ଟାଲ ଏକ ଅନଲାଇନ ପୋର୍ଟାଲ, ଯାହା ଅଧୀନରେ ପ୍ରସାରକମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ଲାଇସେନ୍ସ, ଅନୁମତି, ପଞ୍ଜୀକରଣ ଆଦି ପାଇଁ ଆବେଦନକୁ ଯଥାଶୀଘ୍ର ଦାଖଲ କରାଯାଇ ପାରିବ। ଏସବୁ ଆବେଦନର […]

ଷ୍ଟାଣ୍ଡ-ଅପ୍‌ ଇଣ୍ଡିଆ ଯୋଜନା ଅଧୀନରେ ୬ ବର୍ଷରେ ୩୦,୧୬୦ କୋଟି ଟଙ୍କାରୁ ଅଧିକ ଋଣ ଅର୍ଥରାଶି ମଞ୍ଜୁର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ(ଓଡିଶା ଦର୍ପଣ): ଆମେ ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାର ଷଷ୍ଠ ବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛୁ। ଏ ପରିପ୍ରେକ୍ଷୀରେ ଏହି ଯୋଜନା ଉଦ୍ୟୋଗୀ, ବିଶେଷ କରି ମହିଳା ଏବଂ ଅନୁସୂଚିତ ଜାତି (ଏସସି) ଓ ଅନୁସୂଚିତ ଜନଜାତି (ଏସଟି) ସମ୍ପ୍ରଦାୟ ସହ ଜଡ଼ିତ ଲୋକମାନଙ୍କର ଆକାଂକ୍ଷାକୁ କିଭଳି ପୂରଣ କରିପାରିଛି ତାହା ଆକଳନ କରିବା ପ୍ରାସଙ୍ଗିକ ହୋଇପଡ଼ିଛି । ଏହି ଯୋଜନାର ଉପଲବ୍ଧି, ବିଶେଷତ୍ୱ ଏବଂ ଏହାର ବିସ୍ତାର ଉପରେ ମଧ୍ୟ ଆଲୋକପାତ କରିବାର ଆବଶ୍ୟକତା ରହିଛି। […]

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର,(ଓଡିଶା ଦର୍ପଣ): ଗତକାଲି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ସେ ଓଡିଶାର ବିକାଶ ପ୍ରସଂଗରେ ଆଲୋଚନା କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରସଂଗରେ ସେ ପ୍ରଧାନମନ୍ତ୍ରୀଙ୍କ ଉପଦେଶକୁ ମଧ୍ୟ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିଜର ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ। ତେବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କାରଣ ବର୍ତ୍ତମାନ ରାଜ୍ୟ ବିଜେପିର ଦିଲ୍ଲୀ ଗସ୍ତ ରାଜନୀତି ଚାଲିଛି। ଦିନେ ରାଜ୍ୟ ନେତୃବର୍ଗ ରାଷ୍ଟ୍ରୀୟ […]

ବିଶ୍ବାସ ଘାତକ ଲୋକଙ୍କୁ ଚିହ୍ନିବେ କିପରି ?

ନୀତି ଶିକ୍ଷା: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। […]

ଦୁର୍ନୀତିଗ୍ରସ୍ତ ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ଭୁବନେଶ୍ଵର,(ଓଡିଶା ଦର୍ପଣ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି […]

Odisha Darpan Digital