ଏଥର ରଜରେ ପ୍ରବଳ ବର୍ଷିବ । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେଧୀରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ଭିତରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ସୋମବାର ଓ ମଙ୍ଗଳବାର (୯ ତାରିଖରେ) ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ୪୨ରୁ ୪୩ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଥିଲା […]
ମେଷଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। ବୃଷଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ। ମିଥୁନଆଜି […]
ନୂଆଗାଁ: ନୂଆଗାଁ ବ୍ଲକ୍ ରେ ଥିବା ଗୋଳଗୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଡଃ.ବାସନ୍ତୀ ବେହେରା ବିଦ୍ୟାଳୟକୁ ପ୍ଲାଷ୍ଟିକ ମୁକ୍ତ ,ବୃକ୍ଷ ରୋପଣ କରିବା ସହ ଛାତ୍ର ଛାତ୍ରୀ ଲୋକମାନଙ୍କୁ ସଚେତନତା କରିବା ଏବଂ ପରିବେଶ ର ସୁରକ୍ଷା ଆଦି ଉପରେ ଅହରହ ପ୍ରଚେଷ୍ଟା ଜାରି ରଖିଥିଲେ।ଯାହାଫଳରେ ତାଙ୍କ ପ୍ରଚେଷ୍ଟା,ଅକ୍ଲାନ୍ତ ପରିଶ୍ରମ ର ମୂଲ୍ୟ ମିଳିଛି।ଚଳିତ ବର୍ଷ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଓଡ଼ିଶା ତରଫରୁ ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
ନୂଆଗାଁ : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଜାକେଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରବିବାର ଦିନ କନ୍ଧଖାଲମଡା ଆନୁକୂଲ୍ୟରେ ଦ୍ୱିତୀୟ ବାର୍ଷିକ ୨୦୨୫ ମା ବାଗଦେବୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସ୍ଥାନୀୟ ଯୁବ ସମାଜସେବୀ ତଥା ଯୁବ ସାମ୍ବାଦିକ ଦିଲ୍ଲୀପ କୁମାର ଜାନି ଯୋଗଦେଇ ଆନୁଷ୍ଠାନିକ ଭାବେ କ୍ରୀଡ଼ାକୁ ଉଦଘାଟନ କରିଥିଲେ।ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଧୂମଧାମରେ ଖେଳ ଅନୁଷ୍ଠିତ ହୋଇଯାଇଛି। ତା ୦୧. ୦୬. ୨୦୨୫ ରିଖ ଠାରୁ ତା ୦୬. […]
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। […]
lରାୟଗଡ଼ :-ତା.୭/୦୬- ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ବାଣିଜ୍ୟ ଓ ପରିବହନ, ଖଣୀ ଓ ଇସ୍ପାତ ମନ୍ତ୍ରୀ ଓଡିଶା ତଥା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦିନିକିଆ ରାୟଗଡ଼ ଜିଲ୍ଲା ଗସ୍ତରେ ଆସି ଆଜି ପହଂଚିଥିଲେ l ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ସ୍ଥାନୀୟ ଜିଲ୍ଲା ପରିଷଦ ସମିଳନୀ କକ୍ଷରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିଥିଲେ l ଏହା ସହିତ ଆସନ୍ତା ଏକ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ୧୨/୦୬/୨୦୨୫ରିଖ ରୁ ୧୮/୦୬/୨୦୨୫ରିଖ […]
କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ସ୍ୱାସ୍ଥ୍ୟ ହଠାତ୍ ବିଗିଡ଼ି ଯାଇଛି। ଯେଉଁଥି ପାଇଁ ତାଙ୍କୁ ଶିମଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ ଯାଇଥିଲେ। ତେବେ ହସ୍ପିଟାଲ ପ୍ରଶାସନ ଅନୁସାରେ, ତାଙ୍କର ସ୍ୱତନ୍ତ୍ର ଅନୁଧ୍ୟାନ କରାଯାଉଛି। ରୋଗର କାରଣ ସଠିକ୍ ଭାବେ ଜାଣିବା ପାଇଁ […]
ରାଜ୍ୟରେ ମୋହନ ସରକାରଙ୍କ ୧ ବର୍ଷ ପୂରଣ ହେବାକୁ ଯାଉଛି । ଆଉ ଏହି ଅବସରରେ ଘର ବାଣ୍ଟିବେ ମୋହନ ସରକାର । ଏ ନେଇ ବଡ଼ ଘୋଷଣା କରିସାରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ।ଆସନ୍ତା ଜୁନ ୧୨ ତାରିଖ ଦିନ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରୁ ୧୦ ଜଣଙ୍କୁ ଘର ଦେବେ ସରକାର ।ପ୍ରତି ପଞ୍ଚାୟତରୁ ୧୦ ଜଣ ଲେଖାଏଁ ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ ସରକାର କରିବେ ସାମିଲ। ଏ ନେଇ ତାଲିକା ଦେବାକୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ରାଜ୍ୟ ଆଇନ୍ସେବା ପ୍ରାଧିକରଣ,କଟକଙ୍କ ତରଫରୁ ନିଃଶୁକ୍ଳ ଆଇନ୍ସେବା ଏବଂଲୋକ ଅଦାଲତ ପାଇଁ ଭ୍ରାମ୍ୟମାଣ ରଥକୁ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ସ୍ଵାଗତକରିବା ସହିତ ଜିଲ୍ଲାର କୋଣ ଅନୁକୋଣରେ ଏହି ରଥ ପହଂଚି ନିଃଶୁକ୍ଳ ଆଇନ୍ସେବା ଏବଂ ଲୋକ ଅଦାଲତ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟରେ ବାର୍ତ୍ତା ପହଚାଇବାକୁ ଏହାର ଶୁଭାରମ୍ଭ କରିଥିଲେ । ସକାଳ ୯ ଘଣ୍ଟା ସମୟରେ ଭ୍ରାମ୍ୟମାଣ ରଥ କୋର୍ଟ ପରିସରରେ ପହଞ୍ଚିବା ପରେ ଅଧିକାର ମିତ୍ର ପ୍ରାଧିକରଣ […]
ରଥ ଉପକରଣ ବିକ୍ରି ପାଇଁ ଘୋଷଣା ହେଲା ଦର । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସଓପି ଜାରି କରାଯାଇଛି । ଏହିସହିତ ଚଳିତ ବର୍ଷ ନୂଆ ଦର ମଧ୍ୟ ଧାର୍ଯ୍ୟ କରାଯାଇଛି । ବଡ଼ ଠାକୁରଙ୍କ ତାଳଧ୍ଵଜ ରଥର ଚକ ପିଛା ଦାମ୍ ୨ ଲକ୍ଷ ଟଙ୍କା, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକ ପିଛା ଦାମ୍ ଦେଢ଼ ଲକ୍ଷ ଟଙ୍କା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକ ଦାମ୍ ୩ ଲକ୍ଷ ଟଙ୍କା […]
ପ୍ରେମ ପାଇଁ ଚାଲିଗଲା ୨ ଜୀବନ । କଟକ ଜିଲ୍ଲା ମାହାଙ୍ଗାରେ ଯୁବକ ଯୁବତୀ ଆତ୍ମହତ୍ୟା କରିଛନ୍ତି । ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମୃତଦେହ ।ଘଟଣାସ୍ଥଳରେ ମାହାଙ୍ଗା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ମାହାଙ୍ଗା ଥାନା ଖନ୍ଦୋଳ ଗ୍ରାମରେ ଭଡାରେ ରହୁଥିବା ନର୍ସ ଓ ତାଙ୍କ ପୁରୁଷ ବନ୍ଧୁଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ଘର ସାଲେପୁର ଥାନା ଅଞ୍ଚଳରେ ବୋଲି ସୂଚନା […]
ରାଜସ୍ଥାନ ଅଲୱରରେ ସୀମା ଟପିଗଲା ବର୍ବରତା । ICUରେ ଭର୍ତ୍ତି ମହିଳାଙ୍କୁ ବି ଛାଡିଲେନି । ଅଲୱରର ଏମଆଇଏ ଶିଳ୍ପାଞ୍ଚଳରେ ଅବସ୍ଥିତ ESIC ମେଡିକାଲ କଲେଜର ICU ୱାର୍ଡରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କ ସହ ଦୁଷ୍କର୍ମ ଭଳି ଜଘନ୍ୟ ଅପରାଧ ଘଟିଛି। ଏଫ୍ଆଇଆର୍ ଅନୁଯାୟୀ, ଅପରାଧ ଘଟିବା ପୂର୍ବରୁ ପୀଡିତାଙ୍କୁ ଏକ ନିଶା ଇଞ୍ଜେକ୍ସନ ଦିଆଯାଇଥିଲା। ସେତେବେଳେ ତାଙ୍କ ପରିବାର ୱାର୍ଡ ବାହାରେ ଅପେକ୍ଷା କରିଥିଲେ।ପୁଲିସ ରିପୋର୍ଟ ଅନୁଯାୟୀ, ପୀଡିତା ନାମ ଧରି ଡାକିବା ଆରମ୍ଭ […]
