ମହିଳାଙ୍କ ସୁରକ୍ଷା ପାଇଁ କଲେଜ ଗୁଡିକରେ ସ୍ବତନ୍ତ୍ର ସେଲ୍। ସୁରକ୍ଷିତ ହେବ ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ। କାର୍ଯ୍ୟରତ ମହିଳା ଓ ଛାତ୍ରୀଙ୍କୁ ଗୁରୁତ୍ୱ। ୟୁଜିସି ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଥିବା ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକ ନିଜର ଏକ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ସେଲ୍ ଗଠନ କରିବେ। ଏପଟେ କାର୍ଯ୍ୟରତ ମହିଳାଙ୍କ ପାଇଁ ମଧ୍ୟ ଗଠନ ହେବ ଏକ ସ୍ଵତନ୍ତ୍ର ମହିଳା ସେଲ୍। ଅନ୍ୟପଟେ ଏହି ମହିଳା ସେଲ୍ ସମ୍ପୂର୍ଣ୍ଣ ଭାବେ କଲେଜର କର୍ତ୍ତୃପକ୍ଷଙ୍କ […]
ରାଜଧାନୀର ସବୁ ଟ୍ରାଫିକ୍ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ । ଏଭଳି ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଅମ୍ଳଜାନ କମିକମି ଯାଉଛି । ତୁଳସୀ ଗଛ ଅମ୍ଳଜାନ ଦେଉଥିବାରୁ ଏହାକୁ ଯେତେ ଅଧିକ ରୁ ଅଧିକ ଟ୍ରାଫିକ୍ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲଗାଯିବ ।ମନ୍ତ୍ରୀ କହିଛନ୍ତି, ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ସମୟରେ ହଜାର ହଜାର […]
୧୦କୁ ଘୁଞ୍ଚିଲା ଶୁଭାଂଶୁ ଶୁକ୍ଲାଙ୍କ ଅନ୍ତରୀକ୍ଷ ମିଶନ । ୧୦ ତାରିଖରେ ଆମେରିକାର ଫ୍ଲୋରିଡ଼ାସ୍ଥିତ କେନେଡି ସ୍ପେଶ୍ ସେଣ୍ଟରରୁ ଡ୍ରାଗନ ମହାକାଶ ଯାନରେ ଲଞ୍ଚ କରାଯିବ ବହୁ ପ୍ରତୀକ୍ଷିତ ଆକ୍ସିଓମ୍-୪ ମିଶନ। ପୂର୍ବରୁ ମଧ୍ୟ ସ୍ପେଶ୍ ମିଶନ ତାରିଖ ଘୁଞ୍ଚାଯାଇଥିବାବେଳେ ଏବେ ଦ୍ବିତୀୟ ଥର ପାଇଁ ତାରିଖରେ ପରିବର୍ତ୍ତିନ କରାଯାଇଛି। କ୍ବାରେଣ୍ଟାଇନ୍ ପ୍ରୋଟୋକଲ ପାଇଁ ଘୁଞ୍ଚିଲା ତାରିଖ ।ମହାକାଶଚାରୀ ଶୁଭାଂଶୁ ଜଣେ ଅଭିଜ୍ଞ ଟେଷ୍ଟ ପାଇଲଟ ଏବଂ ISROର ଗଗନଯାନ ମିଶନ ପାଇଁ ଚୟନ କରାଯାଇଥିବା ଚାରି […]
ପାକିସ୍ତାନର ବାୟୁସେନା ସାମର୍ଥ୍ୟକୁ ଏକ ବଡ଼ ଆଘାତ ଦେଇ ଭାରତୀୟ ବାୟୁସେନା ଗତ ମାସରେ ହୋଇଥିବା ୪ ଦିନିଆ ସଂଘର୍ଷରେ ୬ଟି ଯୁଦ୍ଧ ବିମାନ, ୨ଟି ଉଚ୍ଚ ମୂଲ୍ୟର ନିରୀକ୍ଷଣ ବିମାନ, ୧ଟି ସି-୧୩୦ ପରିବହନ ବିମାନ, ୩୦ରୁ ଅଧିକ ମିସାଇଲ ଏବଂ ଅନେକ ଡ୍ରୋନ ଧ୍ୱଂସ କରିଛି ବୋଲି ଅପରେସନ ସହ ଜଡ଼ିତ ଉଚ୍ଚ ସ୍ତରୀୟ ସୂତ୍ରରୁ ଜଣାପଡ଼ିଛି।ସୂତ୍ର ଅନୁଯାୟୀ, ଅପରେସନାଲ ଡାଟାର ଟେକ୍ନିକାଲ ଆନାଲିସ୍ରେ ଜଣାପଡ଼ିଛି ଯେ ବିମାନ ଯୁଦ୍ଧ ସମୟରେ ପାକିସ୍ତାନ ବାୟୁସେନାର […]
ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]
ପରିବର୍ତ୍ତନ ହେଲା ବନ୍ଦେ ଭାରତର ବନ୍ଦ ରହିବା ତାରିଖ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଆଉ ଶନିବାର ଦିନ ବନ୍ଦ ରହିବନି । ଏହି ବାରକୁ ପରିବର୍ତ୍ତନ କରାଯାଇ ମଙ୍ଗଳବାର କରାଯାଇଛି । ଏଣିକି ଶନିବାର ବଦଳରେ ମଙ୍ଗଳବାର ବନ୍ଦ ରହିବ ବନ୍ଦେ ଭାରତ ।ଟ୍ରେନଟି ଜୁନ୍ ୭, ୨୦୨୫ରୁ ପ୍ରତି ଶନିବାର ଦିନ ଚଳାଚଳ ଆରମ୍ଭ କରିବ। ତେବେ କୌଣସି ଷ୍ଟେସନରେ ଟ୍ରେନର ପୂର୍ବରୁ ଥିବା ସମୟ ଏବଂ ସ୍ଥିରୀକୃତ ରହଣିରେ କୌଣସି ପରିବର୍ତ୍ତନ ହୋଇନାହିଁ। […]
ଓଡ଼ିଶା ସରକାର ୟୁପିଏସସି ଆଶାୟୀ ପ୍ରାର୍ଥୀଙ୍କ ପାଇଁ ମାଗଣା କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି । ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ୫୦୦ ୟୁପିଏସସି ଆଶାୟୀ ପ୍ରାର୍ଥୀଙ୍କ ପାଇଁ ୧୧ ମାସର ମାଗଣା କୋଚିଂ (ପ୍ରିଲିମି ଓ ମେନ -ଜି ଏସ ଓ ଅପସନାଲ ) ଦିଆଯିବାକୁ ଘୋଷଣା କରାଯାଇଛି ।ରାଜ୍ୟ ସରକାରଙ୍କ ମାଗଣା UPSC କୋଚିଂ ପାଇଁ ଆରମ୍ଭ ହୋଇଛି […]
ଏବେ ଆଉ ଖଟିଆରେ ବୁହା ହେବେନି ରୋଗୀ । ସବୁ ପିଭିଟିଜି (ଦୁର୍ବଳ ତଥା ଅନୁନ୍ନତ ଶ୍ରେଣୀର ଜନଜାତି ଗୋଷ୍ଠୀ)ଗାଁକୁ ରାସ୍ତା ସଂଯୋଗ ପାଇଁ ହେଉଛି ଯୋଜନା । ରାଜ୍ୟ ସରକାର ପ୍ରସ୍ତୁତ କରୁଛନ୍ତି ଏକ ବଡ଼ ପ୍ଲାନ । ଏବେ 100 ଜନସଂଖ୍ୟା ବିଶିଷ୍ଟ ଗାଁକୁ ହେବ ପକ୍କା ରାସ୍ତା । ଏନେଇ ଗାଁ ଗୁଡ଼ିକର ତାଲିକା ପ୍ରସ୍ତୁତ ସରିଛି।ଆସନ୍ତା ବର୍ଷ ସୁଦ୍ଧା ରାସ୍ତା କାମ ସରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର । ଏହାସହ […]
କନ୍ନଡ଼-ତାମିଲ ଭାଷା ବିବାଦରେ ଫସିଥିବା ଅଭିନେତା କମଲ ହାସନ କର୍ଣ୍ଣାଟକ ହାଇକୋର୍ଟ କଡ଼ା ଶବ୍ଦରେ ଭର୍ତ୍ସନା କରିବା ପରେ ବି କ୍ଷମା ମାଗିବାକୁ ମନା କରି ଦେଇଛନ୍ତି। ଏଥିସହ ନିଜର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଠଗ୍ ଲାଇଫ’ ଜୁନ ୫ରେ କର୍ଣ୍ଣାଟକରେ ରିଲିଜ୍ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। କମଲ ହାସନ ଏକ ଲିଖିତ ବିବୃତ୍ତି ଜାରି କରିଛନ୍ତି ଏବଂ କର୍ନାଟକ ଫିଲ୍ମ ଚାମ୍ବର ଅଫ କମର୍ସ (KFCC) ଦ୍ୱାରା କ୍ଷମା ମାଗିବାର ଦାବିର ଜବାବ […]
ଓଡ଼ିଶା ପୋଲିସର ସୂଚନା, ଭାରତୀୟ ଆଇନରେ ଡିଜିଟାଲ୍ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ଓଡ଼ିଶା ପୋଲିସ ସାଧାରଣ ଲୋକଙ୍କୁ ନିବେଦନ କରିଛନ୍ତି।ସାଇବର ଅପରାଧୀମାନେ ନିଜକୁ ନ୍ୟାୟିକ ଅଧିକାରୀ, ପୋଲିସ ଅଧିକାରୀ, ସିବିଆଇ କିମ୍ବା କଷ୍ଟମ୍ ଅଧିକାରୀ ବୋଲି ପରିଚୟ ଦେଇ ଡିଜିଟାଲ ଗିରଫ କରିବାକୁ କହି ସାଧାରଣ ଲୋକଙ୍କୁ ଠକୁଛନ୍ତି। ଏଭଳି ଫୋନ କଲ ଆସିବା ମାତ୍ରେ ତୁରନ୍ତ ନିକଟସ୍ଥ ଥାନା କିମ୍ବା ୧୯୩୦କୁ ଯୋଗାଯୋଗ କରି ଅଭିଯୋଗ […]
ପ୍ରତିବର୍ଷ ଜୁନ୍ ୩ ତାରିଖକୁ ଜାତୀୟ ଅଣ୍ଡା ଦିବସ ଭାବେ ପାଳନ କରାଯାଏ। ଅଣ୍ଡାକୁ ସବୁଠାରୁ ପୁଷ୍ଟିକର ଖାଦ୍ୟ ଭାବରେ ବିବେଚନା କରାଯାଏ। ସାରା ବିଶ୍ୱରେ ଅଣ୍ଡା ଏକ ମୁଖ୍ୟ ଖାଦ୍ୟ, ଯେଉଁଥିରେ ପ୍ରୋଟିନ୍ ଓ ଭିଟାମିନ୍ ଭରପୂର ରହିଛି। ଅଣ୍ଡାର ଧଳା ରଙ୍ଗରେ ଉଚ୍ଚମାନର ପ୍ରୋଟିନ୍ ମିଳିଥାଏ ଏବଂ କେଶରରେ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସୁସ୍ଥ ଚର୍ବି, ଭିଟାମିନ୍, ମିନେରାଲ୍ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଅଣ୍ଡାରେ ଥିବା ଏହି ଗୁଣ ଦୈନନ୍ଦିନ ପୁଷ୍ଟିକର ଆବଶ୍ୟକତାକୁ ପୂରଣ କରେ।ଗୋଟିଏ […]
ମହାପ୍ରଭୁ ଜଗନ୍ନାଥଙ୍କର ଛପନ ଭୋଗ ମଧ୍ୟରୁ ଖଜାର ଏକ ସ୍ବତନ୍ତ୍ରତା ରହିଛି । ପୁରୀରେ ଭିନ୍ନଭିନ୍ନ ରକମର ଖଜା ମିଳେ । ଶ୍ରୀକ୍ଷେତ୍ରର ପ୍ରାୟ ସବୁ ସାହିରେ ଖଜା ମିଳେ । ହେଲେ ଦୁଃଖର ବିଷୟଯେ, ଏହି ଖଜା ବିକ୍ରି କରୁଥିବା ବ୍ୟବସାୟୀ ମାନେ ଅନେକ ସ୍ଥାନରେ ଲୋକଙ୍କୁ ଠକି ଅପମିଶ୍ରିତ ଖଜା ବିକ୍ରି କରୁଛନ୍ତି । ଏପରିକି ବାହାରେ ବିକ୍ରି ହେଉଥିବା ଖଜାକୁ ମହାପ୍ରସାଦ କହି ଲୋକଙ୍କ ଆସ୍ଥା ସହ ଖେଳ ଖେଳୁଛନ୍ତି । ଯାହାକୁ […]
