ସୁନ୍ଦରଗଡ଼ ଚୋରା କୋଇଲା ଖଣି ଦୁର୍ନିତୀର ତଦନ୍ତ ପାଇଁ ପହଞ୍ଚିଲା ଭିଜିଲାନ୍ସ ଏସ୍ଆଇଟି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗୋପାଳପୁର ଫରେଷ୍ଟ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଥିବା ଚୋରା କୋଇଲା ଖଣିର ତଦନ୍ତ କରିଛନ୍ତି ଏସ୍ଆଇଟି ।ରାଜ୍ୟ ସରକାରଙ୍କ ଖଣି ବିଭାଗର ସ୍ବତନ୍ତ୍ର ଟିମ୍ ତଦନ୍ତ କରିବା ଫେରିବା ପରେ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବା ପାଇଁ ଭିଜିଲାନସକୁ ନିର୍ଦ୍ଦେଶ ଦେଇଥିଲେ ।
ନୟାଗଡ଼,(ଓଡ଼ିଶା ଦର୍ପଣ):ଆଜି ନୟାଗଡ ବିଜୁ ପଟ୍ଟନାୟକ କଲ୍ୟାଣୀ ମଣ୍ଡପ ପ୍ରାଙ୍ଗଣରେ ନୟାଗଡ ଜିଲ୍ଲା କଂଗ୍ରେସ କମିଟିର ସାଙ୍ଗଠନିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ପ୍ରଦେଶ କଂଗ୍ରେସ କମିଟିର ସଭାପତି ,ଜନମାନସର ନେତା ଭକ୍ତ ଚରଣ ଦାସ ନୟାଗଡ ଜିଲ୍ଲା ସଂଯୋଜକ ଭାବେ ସତ୍ୟବ୍ରତ ନାୟକ ଙ୍କୁ ନିଯୁକ୍ତି ଦେଇଥିବାରୁ କଂଗ୍ରେସ ସାଙ୍ଗଠନିକ ସଭାରେ ତାଙ୍କୁ ସ୍ୱାଗତ କରାଗଲା l ସତ୍ୟବ୍ରତ ନାୟକ ସଂଯୋଜକ ଭାବରେ ଦାୟିତ୍ୱ ପାଇ ନୂତନ ଭାବେ ଆଜି ସାଙ୍ଗଠନିକ କାର୍ଯ୍ୟକ୍ରମ ଆରମ୍ଭ କରିବା ସହିତ […]
ପୁଣି ଆକାଶରେ ଡ୍ରୋନ୍। ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ ଡ୍ରୋନ୍। ଯାହାକୁ ଦେଖି ଲୋକେ ଛାନିଆ।ସୂଚନା ଅନୁସାରେ ମଙ୍ଗଳବାର ରାତିରେ ପ୍ରଥମେ ବାରଙ୍ଗର ରତାଗଡ଼, ଗୋଡିସାହି , ଶଣ୍ଢପୁର ଆଦି ଅଞ୍ଚଳରେ ଏକାଧିକ ଡ୍ରୋନ୍ ଉଡୁଥିବା ସ୍ଥାନୀୟ ଲୋକେ ଦେଖିଥିବା ବେଳେ ଭୟଭୀତ ହୋଇ ପୋଲିସକୁ ଖବର ଦେଇଥିଲେ । ବାରଙ୍ଗ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଂଚି ଯାଞ୍ଚ କରିଥିବା ବେଳେ କୌଣସି ସୂଚନା ମିଳିପାରିନଥିଲ ।ପହଲଗାମରେ ଆତଙ୍କୀଙ୍କ ନରସଂହାର କାର୍ଯ୍ୟ […]
ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଢେଙ୍କାନାଳର ହିନ୍ଦୋଳ ତହସିଲର ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଶଶି ଭୂଷଣ ବେହେରାଙ୍କୁ ୬୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଅଟକ ରଖିଛନ୍ତି। ସୂଚନାମୁତାବକ ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । ଏପରିକି ପ୍ରତ୍ୟେକ ମାମଲାର ପାଇଁ ୧୫,୦୦୦ ଟଙ୍କା ଲାଞ୍ଚ […]
ବିଜେଡ଼ି ସରକାରରୁ ଯିବା ପରେ ଦଳକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି । ଜଣଙ୍କ ପରେ ଜଣେ ନେତା ଦଳ ଛାଡୁଛନ୍ତି । ଏହି କ୍ରମରେ ଆଜି ଭଣ୍ଡାରୀ ପୋଖରୀ ନିର୍ବାଚନ ମଣ୍ଡଳୀ ତଥା ଭଦ୍ରକ ଜିଲ୍ଲାର ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ବିଜେଡିର ପ୍ରାଥିମକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ୨୦୦୩ ଭଦ୍ରକ ପୌରପାଳିକା ଅଧ୍ୟକ୍ଷ ପଦରେ ଥିଲେ ପ୍ରୟାସକାନ୍ତି । ପୂର୍ବରୁବିଜେଡିର ରାଜ୍ୟ […]
ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କହିଛନ୍ତି କୋଭିଡ ସ୍ଥିତି ନିୟନ୍ତ୍ରଣରେ ଅଛି। କୋଭିଡରେ ଅସ୍ବାଭାବିକ ବୃଦ୍ଧି ଦେଖିବାକୁ ମିଳିନି । ବ୍ୟସ୍ତ ହେବାର କାରଣ ନାହିଁ। ଯଦି କେଉଁଠି ରିପୋର୍ଟ ଆସେ RTPCR କରିବୁ, ଦରକାର ହେଲେ ଜିନମ ସିକ୍ୱେନ୍ସିଂ କରାଯିବ। ପ୍ରଥମ ରୋଗୀର ସ୍ଵାସ୍ଥ୍ୟବସ୍ଥା ଭଲ ଅଛି। ତାଙ୍କର ଜିନମ୍ ସିକ୍ୱେନସିଂରୁ ଓମିକ୍ରନର […]
ଚାଷୀଙ୍କୁ ସରକାରଙ୍କ ବଡ଼ ଭେଟି। ବୁଧବାର କ୍ୟାବିନେଟ ବୈଠକରେ ଖରିଫ୍ ଫସଲ ଏମଏସପି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି। କୃଷକ କଲ୍ୟାଣକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ଖରିଫ୍ ଋତୁ ପୂର୍ବରୁ ଧାନ ଉପରେ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । ଏନେଇ କେନ୍ଦ୍ର ସରକାରଙ୍କ ତରଫରୁ ୨ ଲକ୍ଷ ୭ ହଜାର କୋଟିର ବଜେଟକୁ ମଞ୍ଜୁରୀ ମିଳିଛି । ଏହାସହ କୃଷକଙ୍କୁ ସ୍ୱଳ୍ପ ସୂଧହାରରେ ଋଣ […]
କୋରାପୁଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ । ମାଲବାହୀ ଟ୍ରେନ୍ର ୩୦ରୁ ଅଧିକ ବଗି ଲାଇନ୍ଚ୍ୟୁତ ହୋଇଛି । କୋତାବାଲସା-କିରଣ୍ଡୁଲ ରେଳ ଲାଇନର ତାଇଡ଼ା ଓ ଚିମଡିପାଲି ଷ୍ଟେସନ ନିକଟରେ ଟ୍ରେନ୍ଟି ଲାଇନ୍ଚ୍ୟୁତ ହୋଇଥିବା ଜଣାପଡିଛି । ଏହା ଫଳରେ ସେହି ରୁଟ୍ରେ ରେଳ ଚଳାଚଳ ପ୍ରଭାବିତ ହୋଇଛି ।ମାଲବାହୀ ଟ୍ରେନଟି କୋରାପୁଟରୁ ବିଶାଖାପାଟଣା ଯାଉଥିବା ସୂଚନା । ଅଘଟଣ ପରେ କିରଣ୍ଡୁଲ- ବିଖ।।ଖାପାଟଣା ପାସେଞ୍ଜରର ଗତିପଥ ବଦଳାଗଲା । ଟ୍ରେନଟି ଟ୍ରାକରେ ଅଟକି ରହିଥିବାବେଳେ ସେ ଧାରଣା […]
ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲାର ରାୟ ପ୍ରକାଶ ପାଇଛି । ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି କୋର୍ଟ । ଆଜୀବନ ଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ତେବେ ଏହି ରାୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ।ସେ କହିଛନ୍ତି ଯେ ମାମଲାରେ କେହି ପ୍ରତ୍ୟକ୍ଷ ସାକ୍ଷୀନଥିଲେ, ଯାହା କି ତଦନ୍ତ ବେଳେ ସବୁଠୁ ବଡ ଚ୍ୟାଲେଞ୍ଜ […]
ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଆଗାମୀ ଦୁଇ ଦିନରେ ମୌସୁମୀ ଉତ୍ତର-ପୂର୍ବ ରାଜ୍ୟ ଛୁଇଁବ । ତେବେ ଗତବର୍ଷ ଜୁନ୍ ୮ ରେ ଓଡ଼ିଶା ଛୁଇଁଥିଲା ମୌସୁମୀ ବାୟୁ ।ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ଏନଏସି ହାଇସ୍କୁଲ ଠାରେ ଗତ ୧୬ ତାରିଖରୁ ଆରମ୍ଭ ହୋଇ ଦୀର୍ଘ ୧୨ ଦିନ ବ୍ୟାପି ଅନୁଷ୍ଠିତ ହୋଇଥିବା ଗ୍ରୀଷ୍ମ କାଳୀନ ଚେସ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି।ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରର ଅନ୍ତିମ ଦିବସରେ ମୁଖ୍ୟ ଅତିଥି ଭାବେ ଅଲ ଓଡ଼ିଶା ଚେସ ଆସୋସିଏସନର ସମ୍ପାଦକ ଇଂ ଦେବବ୍ରତ ଭଟ୍ଟ ଯୋଗଦାନ କରି ପିଲାମାନଙ୍କୁ […]
ପୁଣି ଭାରତରେ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ । ଦିନକୁ ଦିନ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ବୁଧବାର ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । କରୋନାକୁ […]
