author

ଦୁର୍ଗନ୍ଧରେ ପିଲାଙ୍କ ନାକ ଫଟାଉଛି ମାଛ ବଜାର

ରାୟଗଡ:- ରାୟଗଡ ଜିଲ୍ଲା ସଦର ମହକୁମା ରଣିଗୁଡ଼ା ଫାର୍ମ ବାଳିକା ବିଦ୍ୟାଳୟ ଉପକଣ୍ଠରେ ଅବସ୍ଥିତ ମାଛ ବଜାର । ଯାହା ବିଦ୍ୟାଳୟ ପାଚେରୀ କୁ ଲାଗି ରହିଛି। ପ୍ରତିଦିନ ଏହି ରାସ୍ତା ଦେଇ ଯତାୟାତ କରୁଛନ୍ତି କୋମଳ ମତି ଛାତ୍ରୀ, ଛାତ୍ର, ଅଭିଭାବକ ଓ ଶିକ୍ଷକ, ଶିକ୍ଷୟତ୍ରୀ। ଦୁର୍ଗନ୍ଧ ସହିତ ଏହି ଚଲାପଥ ରେ ଲହଡି ଖେଳୁଛି ମାଛ ପାଣି। ମାଛ ର ଦୂର୍ଘନ୍ଧ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନ୍ ର ବ୍ୟବସ୍ଥା ନ ଥିବାରୁ […]

ଆଜିର ରାଶିଫଳ(୨୬ ଜୁଲାଇ, ୨୦୨୬)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

ରଥଯାତ୍ରା ପରିଚାଳନାରେ ସମ୍ପୂର୍ଣ୍ଣ ଫେଲ୍ ମାରିଛନ୍ତି
ରାଜ୍ୟ ସରକାର: ବିଜେଡି

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପରିଚାଳନା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଫେଲ ମାରିଛନ୍ତି । ଚଳିତ ବର୍ଷ ରଥଯାତ୍ରା ସମୟରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତୁ୍ୟ ହୋଇଥିବା ବେଳେ ବାହୁଡ଼ା ଯାତ୍ରାରେ ଦଳାଚକଟାରେ ଜଣେ ଶ୍ରଦ୍ଧାଳୁଙ୍କ ମୃତୁ୍ୟ ହୋଇଛି । ଯାହାକୁ ନେଇ ଡବଲ ଇଞ୍ଜିନ ସରକାରଙ୍କୁ କଡ଼ା ସମାଲୋନା କରିଛି ବିଜୁ ଜନତା ଦଳ ।ରଥଯାତ୍ରା ପରିଚାଳନା ନେଇ ଅତୀତର ତ୍ରୁଟିରୁ ରାଜ୍ୟ ସରକାର କିଛି ଶିକ୍ଷା ଗ୍ରହଣ କରିଲେ ନାହିଁ । ସରକାରଙ୍କ ଅବହେଳାରୁ […]

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସ୍ୱୀକାର କରିଛନ୍ତି ଓ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷାମନ୍ତ୍ରାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ କରିଛନ୍ତି। ସେ ନିଜର ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ।ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ ଖାଦ୍ୟ, ସାଧାରଣ ବଣ୍ଟନ ଏବଂ ଉପଭୋକ୍ତା ବ୍ୟାପାର ମନ୍ତ୍ରାଳୟର ଦାୟିତ୍ୱରେ ରହିଛନ୍ତି।ସରକାରଙ୍କ ଦ୍ୱାରା […]

ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ସୁନାବେଶ

ସୁବର୍ଣ୍ଣ ମୁକୁଟ, ସୁବର୍ଣ୍ଣ ଶ୍ରୀହସ୍ତ, ସୁବର୍ଣ୍ଣ ଶ୍ରୀପୟର । ଶଙ୍ଖ, ଚକ୍ର, ଗଦା। ଅଙ୍ଗେ ଅଙ୍ଗେ ଅପାର ଐଶ୍ୱର୍ଯ୍ୟ। ରଥ ଉପରେ ହୋଇଛି ମହାପ୍ରଭୁଙ୍କୁ ଦୁର୍ଲଭ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହୋଇ ରଥ ଉପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ସୁନାବେଶ ଅବସରରେ ବଡ଼ଦାଣ୍ଡରେ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଥିଲା। ଦେଶର ବିଭିନ୍ନ ପ୍ରାନ୍ତ ସହ ବିଦେଶରୁ ମଧ୍ୟ ଭକ୍ତମାନେ ମହାପ୍ରଭୁଙ୍କ ଦିବ୍ୟ ବେଶ ଦର୍ଶନ ପାଇଁ […]

ପ୍ରତ୍ୟାହାର ହେଲା ସିଜେପି ଆନ୍ଦୋଳନ, ସ୍ୱାଭାବିକ ହେଲା ଜନ୍ତରମନ୍ତର

ଦିଲ୍ଲୀରେ ଜନ୍ତରମନ୍ତରରେ ଚାଲିଥିବା CJP ଆନ୍ଦୋଳନ ପ୍ରତ୍ୟାହାର ଘୋଷଣା କରାଯାଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି, ସରକାର ଆମ ଦାବି ମାନିଛନ୍ତି, ସମସ୍ତ ଛାତ୍ରଛାତ୍ରୀ ନିଜ ନିଜ ଘରକୁ ଫେରିଯାଆନ୍ତୁ । ଆମର ତିନୋଟି ପ୍ରମୁଖ ଦାବି ମଧ୍ୟରୁ ଗୋଟିଏ ପୂରଣ ହୋଇଛି । ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି । ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ । ସରକାରଙ୍କ ସହିତ ତିନି ପର୍ଯ୍ୟାୟ […]

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ

ଜାତୀୟ ସ୍ତରରେ ପରୀକ୍ଷା ଅନିୟମିତତା ଏବଂ ବିଶେଷକରି NEET ପ୍ରଶ୍ନପତ୍ର ଲିକ୍ ବିବାଦକୁ କେନ୍ଦ୍ର କରି ଚାଲିଥିବା ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ସେ ନିଜ ଇସ୍ତଫା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହାପରେ ଓଡ଼ିଶାର ରାଜନୈତିକ ମହଳରେ ବିଭିନ୍ନ ପ୍ରତିକ୍ରିୟା ସାମ୍ନାକୁ ଆସିଛି।ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ ମିଡିଆରେ ଏକ ପୋଷ୍ଟ […]

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ୱାଙ୍ଗଚୁକ କହିଲେ– “ଏହା ଗଣତନ୍ତ୍ରର ବିଜୟ”

କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସୋନମ ୱାଙ୍ଗଚୁକ ନିଜ ପ୍ରଥମ ପ୍ରତିକ୍ରିୟାରେ ଏହାକୁ ଗଣତନ୍ତ୍ରର ଏକ ବଡ଼ ବିଜୟ ବୋଲି ବର୍ଣ୍ଣନା କରିଛନ୍ତି । ସେ ନିଜର ସୋସିଆଲ୍ ମିଡିଆ ପୋଷ୍ଟରେ ଲେଖିଛନ୍ତି ଯେ, ଏହା ଲୋକତନ୍ତ୍ରରର ବିଜୟ । ଏହା ଶାନ୍ତି, ଧୈର୍ଯ୍ୟ ଏବଂ ଦୃଢ଼ତାର ବିଜୟ । ସେ ଆନ୍ଦୋଳନରେ ସାମିଲ ହୋଇଥିବା CJP ଏବଂ ଦେଶର ଜେନ୍ Z ପିଢ଼ିଙ୍କୁ ଅଭିନନ୍ଦନ ଜଣାଇବା ସହ ଦେଶବ୍ୟାପୀ ଆନ୍ଦୋଳନକୁ ସମର୍ଥନ କରିଥିବା […]

ବହି ତ୍ରୁଟିକୁ ନେଇ ବଡ଼ ଅପଡେଟ୍ ; ଘରୋଇ ଫାର୍ମକୁ ମିଳିବ ସଂଶୋଧନ ଦାୟିତ୍ୱ

ପାଠ୍ୟପୁସ୍ତକରେ ମାଳମାଳ ତ୍ରୁଟି ସାମ୍ନାକୁ ଆସିବା ପରେ ମାନସମନ୍ଥନ ଆରମ୍ଭ ହୋଇଯାଇଛି । ପ୍ରଥମେ ଦକ୍ଷ ବିଶେଷଜ୍ଞମାନଙ୍କୁ ଚୟନ କରାଯାଇ କର୍ମଶାଳା ସରିଛି । ଏବେ ସଂଶୋଧନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ସେଥିଲାଗି ଟେଣ୍ଡର ଡାକିଛି ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏସ୍‌ସିଇଆର୍‌ଟି) । ପୁଣି ଘରୋଇ ଫାର୍ମ ତଥା ପ୍ରିଣ୍ଟିଂ ପ୍ରେସ୍କୁ ଏହି ସଂଶୋଧନ ଦାୟିତ୍ୱ ଦିଆଯିବ । ଟେଣ୍ଡର ପାଇବାର ଏକମାସ ମଧ୍ୟରେ ଏହି କାର୍ଯ୍ୟ ସଂପୂର୍ଣ୍ଣ କରିବାକୁ […]

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

NEET ପ୍ରଶ୍ନପତ୍ର ଲିକ୍ ଓ ଆନ୍ଦୋଳନ ଭିତରେ ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିରୋଧୀ ଦଳ, ଛାତ୍ର ସଂଗଠନ ଓ ସିଜେପିର କ୍ରମାଗତ ବିକ୍ଷୋଭ ଓ ଚାପ ଆଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେବା ସହ ଇସ୍ତଫାର କାରଣ ମଧ୍ୟ ଦର୍ଶାଇଛନ୍ତି।ଧର୍ମେନ୍ଦ୍ର ପ୍ରଧାନ ନିଜ ଚିଠିରେ ଲେଖିଛନ୍ତି ଯେ, ବିଗତ […]

ରାଜଧାନୀରେ ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ରାଜଧାନୀ ଭୁବନେଶ୍ୱରରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସରକାରୀ ସ୍ୱୀକୃତିପ୍ରାପ୍ତ ହଷ୍ଟେଲର ସୁପରିଣ୍ଟେଣ୍ଡେଣ୍ଟଙ୍କ ନାମରେ ଦିବ୍ୟାଙ୍ଗ ଛାତ୍ରୀମାନଙ୍କୁ ଯୌନ ନିର୍ଯାତନା ଅଭିଯୋଗ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତୁରନ୍ତ ଏହାର ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୋଗ ଅନୁଯାୟୀ, ହଷ୍ଟେଲର ସୁପରିଣ୍ଟେଣ୍ଡେଣ୍ଟ ଦୀର୍ଘ ଦିନ ଧରି ନିଜ କ୍ଷମତାର ଅପବ୍ୟବହାର କରି କିଛି ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଆସୁଥିଲେ। […]

ଓଡ଼ିଶାରେ ଇଭି ଚାର୍ଜିଂ ଷ୍ଟେସନ୍‌ ପ୍ରତିଷ୍ଠା ପାଇଁ କେନ୍ଦ୍ରରୁ ମିଳିଲା ୪୦ କୋଟିର ଅନୁଦାନ

ଓଡ଼ିଶାରେ ବୈଦ୍ୟୁତିକ ଯାନ (ଇଭି) ଗତିଶୀଳତାକୁ ବଡ଼ ପ୍ରୋତ୍ସାହନ ଯୋଗାଇ ଦେବା ଲାଗି ରାଜ୍ୟ ସରକାରଙ୍କୁ ୪୦ କୋଟି ୫୦ ଲକ୍ଷ ୭୫ ହଜାର ୭୪୦ ଟଙ୍କାର ଅନୁଦାନ ମଞ୍ଜୁର କରିଛି ଭାରତ ସରକାରଙ୍କ ଭାରୀ ଶିଳ୍ପ ମନ୍ତ୍ରଣାଳୟ । ଏହି ଅର୍ଥରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନ୍ ପ୍ରତିଷ୍ଠା କରାଯିବ । ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଏହି ଅର୍ଥ ପ୍ରଦାନ କରାଯାଇଛି ।ଓଡ଼ିଶାରେ ‘ପିଏମ୍ ଇ-ଡ୍ରାଇଭ୍’ ଯୋଜନା ରୂପାୟନ ପାଇଁ ରାଜ୍ୟ ପରିବହନ ପ୍ରାଧିକରଣକୁ ନୋଡାଲ […]