ଫେବୃଆରୀ ୨୮ରେ ଗୋଟିଏ ସରଳରେଖାରେ ସାତଟି ଗ୍ରହ ଦେଖାଯିବ। ଏହି ସମୟ ମଧ୍ୟରେ ଶନି, ବୁଧ, ନେପଚ୍ୟୁନ୍, ଶୁକ୍ର, ୟୁରାନସ୍, ବୃହସ୍ପତି ଏବଂ ମଙ୍ଗଳ ଆଦି ଗ୍ରହ ଏକ ସରଳରେଖାରେ ଦେଖାଯିବେ। ବୈଜ୍ଞାନିକମାନେ ଏହି ଘଟଣାକୁ ଏକ ବିରଳ ସଂଯୋଗ ଭାବରେ ବର୍ଣ୍ଣନା କରିଛନ୍ତି।ଗୋଧୂଳି ସମୟରେ କିମ୍ବା ସୂର୍ଯ୍ୟାସ୍ତରୁ ୪୫ ମିନିଟ ଭିତରେ ଏହି ଦୃଶ୍ୟ ସର୍ବାଧିକ ଦୃଶ୍ୟମାନ ହେବ। ଏହା ପରେ ୨୦୪୦ ପର୍ଯ୍ୟନ୍ତ ଆଉ ଏପରି ବିରଳ ଦୃଶ୍ୟ ଦେଖିବାକୁ ମିଳିବ ନାହିଁ।ଏହି ଅଦ୍ଭୁତ […]
କାମାକ୍ଷାନଗର ଥାନା ବଡ଼ମୁକ୍ତାପଶି ଗାଁ ନିକଟରେ ୧୩୨ କେଭି ବିଦ୍ୟୁତ ଟାୱାର ରେ ନିଶାସକ୍ତ ଅବସ୍ଥା ରେ ଚଢ଼ିଗଲା ଯୁବକ l । ଅଢେଇ ଘଣ୍ଟା ଧରି ସେ ବିଦ୍ୟୁତ ଟାୱାରରେ ବସିଥିଲେ । ସେହି ଟାୱାରର ବିଦ୍ୟୁତ ସଂଯୋଗକୁ ବିଚ୍ଛିନ୍ନ କରାଯାଇଥିଲା ।ତେବେ ଚଢ଼ିବା ପରେ ଓଲ୍ହାଇବାର ନାଁ ଧରୁନଥିଲା ଯୁବକ l ଯେଉଁଥିପାଇଁ ପୋଲିସ, ଅଗ୍ନିଶମ ବାହିନୀ ଓ ବିଦ୍ୟୁତ ବିଭାଗକୁ ନାକେଦମ ହେବାକୁ ପଡିଥିଲା l ଶେଷରେ ନିଶାସକ୍ତ ଯୁବକକୁ ଉଦ୍ଧର କରା […]
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।। ଶିକ୍ଷାର ମନ୍ଦିର କୁହାଯାଉଥିବା ବିଦ୍ୟାଳୟରେ ନିରୀହ ଆଦିବାସୀ ଛାତ୍ରୀ ପିଲା ଜନ୍ମ କରିବା ଘଟଣା ଚକିତ କରିଛି । ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ବିଦ୍ୟାଳୟରେ ଘଟିଛି ଏହି ଘଟଣା ଘଟିଛି । ୧୦ ଶ୍ରେଣୀର ଜଣେ ଛାତ୍ରୀ ଗର୍ଭବତୀ ଥିବା […]
ବାଲେଶ୍ବର ଜିଲା ଜଳେଶ୍ୱର ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଝିଅକୁ ବିବାହ କରି ଉଦାହରଣ ସୃଷ୍ଟି କରିଛନ୍ତି ଯୁବକ ପଞ୍ଚାନନ। ପ୍ରହରାଜପୁର ଗ୍ରାମର ମଦନ ପାତ୍ରଙ୍କ ଭିନ୍ନକ୍ଷମ ଝିଅ ଅନ୍ନପୂର୍ଣ୍ଣା ଜଳେଶ୍ୱର ଡିଗ୍ରୀ କଲେଜରେ ପଢ଼ୁଥିବାବେଳେ ଦକ୍ଷିଣ ପ୍ରହରାଜପୁର ଗାଁର ସଞ୍ଜୟ ଜେନାଙ୍କ ପୁଅ ପଞ୍ଚାନନ ଓରଫ କାହ୍ନାଙ୍କ ସହିତ ୨ ବର୍ଷ ପୂର୍ବରୁ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉଭୟେ ଇନ୍ଷ୍ଟାଗ୍ରାମ ଓ ଫେସ୍ବୁକ୍ରେ ପ୍ରଥମେ ଚାଟିଂ କରୁ କରୁ ପ୍ରେମ ବନ୍ଧନରେ ବାନ୍ଧି ହୋଇଯାଇଥିଲେ। ଅନ୍ନପୂର୍ଣ୍ନା […]
ସଜେଇ ହେଉଛି ରାଜ୍ୟର ବିଭିନ୍ନ ଶୈବପୀଠ । ରାତି ପାହିଲେ ଓଁ ନମଃ ଶିବାୟ ଧ୍ବନିରେ ପ୍ରକମ୍ପିତ ହେବ ପରିବେଶ । ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀରେ ଠିକ୍ ରାତି ୧୦ ଟାରେ ଉଠିବ ମହାଦୀପ ଉଠିବ । ଶ୍ରଦ୍ଧାଳୁଙ୍କ ଶାନ୍ତି ଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟବସ୍ଥା ହୋଇଛି । ଟ୍ରାଫିକ୍ କଟକଣା ଜାରି କରିଛି କମିଶନରେଟ ପୋଲିସ। ରଥ ରୋଡ୍, ପୁନାମା ଗେଟ୍ ପଟୁ ଗାଡ଼ି ପାଇଁ କଟକଣା କରାଯାଇଛି। ବଢ଼େଇବାଙ୍କରେ ଅଟକି ବିଏମ ସ୍କୁଲ୍ […]
ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୧ ରହିଛି। ୨ରୁ ୩ ସେକେଣ୍ଡ ଯାଏଁ ଝଟକା ଅଭୁଭୂତ ହୋଇଥିବା ସୂଚନା ରହିଛି । ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି କ୍ଷୟକ୍ଷତି ଖବର ବର୍ତ୍ତମାନ ସୁଦ୍ଧା ହସ୍ତକ୍ଷେପ ହୋଇନାହିଁ।
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ଚିକେନ୍ ତରକାରୀକୁ ନେଇ ଢେଙ୍କାନାଳ ଗଁନ୍ଦିଆ ଥାନା ଅନ୍ତର୍ଗତ ଧନିଆଁ ନାଳୀ ଗ୍ରାମର ମୁଣ୍ତାସାହିରେ ତୁମୁଳକାଣ୍ଡ ଘଟିଛି। ଚିକେନ୍ ତରକାରୀ କରି ନଥିବାରୁ ସ୍ତ୍ରୀଙ୍କୁ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଛି ନୃଶଂସ ସ୍ବାମୀ। ଗତକାଲି ବିଳମ୍ବିତ ରାତିରେ ଚିକେନ ତରକାରୀକୁ ନେଇ ସ୍ୱାମୀ ଜେନା ପିଙ୍ଗୁଆ ଓ ସ୍ତ୍ରୀ କୁନି ପିଙ୍ଗୁଆଙ୍କ ମଧ୍ୟରେ ଝଗଡା ହୋଇଥିଲା । ଚିକେନ ତରକାରୀ କରିବା ପାଇଁ ଜେନା ପିଙ୍ଗୁଆ ଘରେ ଟଙ୍କା ଦେଇଯାଇଥିଲେ । କିନ୍ତୁ କୁନି […]
ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ । ଇଂରାଜୀ ପାରୀକ୍ଷା ଦେଉଥିଲେ ଛାତ୍ରଛାତ୍ରୀ । ପରୀକ୍ଷା ହଲ୍ରେ କପି କଲାବେଳେ ଧରାପଡ଼ିଲେ ୮ ପରୀକ୍ଷାର୍ଥୀ । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ)ର ସୂଚନା ଅନୁଯାୟୀ, ସୋମବାର ଦ୍ୱିତୀୟ ଭାଷା ଇଂରାଜୀ, ହିନ୍ଦୀ, ପରିବେଶ ଏବଂ ଜନସଂଖ୍ୟା ଶିକ୍ଷା (କେବଳ ଶ୍ରବଣ ବାଧିତ ପ୍ରାର୍ଥୀଙ୍କ ପାଇଁ) ପରୀକ୍ଷା ସମୟରେ ଆଠ ଜଣ କପି କରି ସ୍କ୍ୱାଡ୍ ହାତରେ ଧରାପଡ଼ିଛନ୍ତି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏକ ଭିଡିଓ […]
ରାୟଗଡ଼ା/୨୪/୨() : ବିହାରର ଭାଗଲପୁର ଠାରୁ ସିଧା ପ୍ରସାରଣ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ କିସାନ ସମ୍ମାନ ନିଧିର ୧୯ତମ କିସ୍ତି ଟଙ୍କା ଚାଷୀଙ୍କ ଖାତାକୁ ପଠାଇଛନ୍ତି । ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ଦ୍ୱାରା ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଅପରାହ୍ନରେ ଜିଲ୍ଲାସ୍ତରୀୟ କିସାନ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅପରାହ୍ନ ୨ଟା ୧୫ମି.ରୁ ସାଢେ ୩ଟା ସମୟ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ ସିଧା ପ୍ରସାରଣ […]
ମହାଶିବରାତ୍ରି ହେଉଛି ହିନ୍ଦୁମାନଙ୍କର ଏକ ବଡ଼ ପର୍ବ। ଶିବରାତ୍ରି ଭଗବାନ ଶିବଙ୍କୁ ସମର୍ପିତ। ଫାଲଗୁନ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାଶିବରାତ୍ରି ପର୍ବ ପାଳନ କରାଯାଏ । ଚଳିତବର୍ଷ ୨୬ ଫେବୃଆରୀ ୨୦୨୫ ବୁଧବାର ଦିନ ପଡ଼ୁଛି ମହାଶିବରାତ୍ରି । ଏହି ଦିନ ମହାଦେବଙ୍କ ଆଶୀର୍ବାଦ ପାଇବା ଏବଂ ତାଙ୍କୁ ପ୍ରସନ୍ନ କରିବା ପାଇଁ ସାରା ଦେଶରେ ଅଗଣିତ ଶିବ ଭକ୍ତ ଉପବାସ କରନ୍ତି। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଶିବରାତ୍ରୀରେ ଉପବାସ ପାଳନ କରିବା ଦ୍ବାରା ଜଣେ […]
ହାଇକୋର୍ଟରେ ପଦ୍ମଶ୍ରୀ ପୁରସ୍କାର ବିବାଦ । ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ହାଇକୋର୍ଟରେ ହାଜର ହେଲେ ଆବେଦନକାରୀ ଡାକ୍ତର ଅନ୍ତର୍ଯ୍ୟାମୀ ମିଶ୍ର । ଆବେଦନକାରୀ ନିଜର କୃତୀ ହାଇକୋର୍ଟଙ୍କୁ ଦର୍ଶାଇଛନ୍ତି । ୨୯ ଟି ପୁସ୍ତକ ବିଚାରପତିଙ୍କୁ ଦେଖାଇଲେ। ହେଲେ ପ୍ରତିପକ୍ଷ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ହାଜର ହୋଇ ନାହାନ୍ତି। ହାଜର ହୋଇ ନିଜର କୃତୀ ଦର୍ଶାଇବା ପାଇଁ ସମୟ ନେଇଛନ୍ତି । ସ୍ଵାସ୍ଥ୍ୟଗତ ସମସ୍ୟା ଦର୍ଶାଇ କୋର୍ଟରେ ହାଜର ହୋଇ ତଥ୍ୟ ରଖିବାକୁ ୪ ସପ୍ତାହ ସମୟ […]
