ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, […]
ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଶବ୍ୟାପୀ କାର୍ଯ୍ୟାନୁଷ୍ଠାନ ମଧ୍ୟରେ ଓଡ଼ିଶା ସରକାର ସୋମବାର ଦିନ ରାଜ୍ୟରେ ଏପରି ଅଣ ନାଗରିକଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ ନେଇଛନ୍ତି। ଡିଆଇଜି ପିନାକ ମିଶ୍ରଙ୍କ ତତ୍ତ୍ୱାବଧାନରେ ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ଏକ ସ୍ପେଶାଲ୍ ଟାକ୍ସ ଫୋର୍ସ (ଏସଟିଏଫ୍)କୁ ନୋଡାଲ୍ ଏଜେନ୍ସି ଭାବରେ ନିଯୁକ୍ତ କରାଯାଇଛି।ରାଜଧାନୀରେ କେତେ ବାଂଲାଦେଶୀ ଅଛନ୍ତି ତାର ଚିହ୍ନଟ ହେବ। ପ୍ରତିଥାନା ଅଞ୍ଚଳରେ କେତେ ଅନୁପ୍ରବେଶକାରୀ ରହୁଛନ୍ତି ତାହାର ତଥ୍ୟ ବାହାର କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଭୁବନେଶ୍ଵର […]
ପହଲଗାଓଁ ଆକ୍ରମଣ ପରେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସରେ କେକ୍ କଟାଯାଇଥିଲା। ଏହାକୁ ନେଇ ସେତେବେଳେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଦୂତାବାସକୁ କେକ୍ ନେଇ ଯାଉଥିବା ବ୍ୟକ୍ତିଙ୍କୁ ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଘେରିଯାଇ ନାନା ପ୍ରଶ୍ନ କରିଥିଲେ। ଏବେ ତଦନ୍ତରୁ ଜଣାପଡ଼ିଛି ଯେ ସେହି ବ୍ୟକ୍ତି ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଘନିଷ୍ଠ ବୋଲି ଜଣାପଡ଼ିଛି। ଜ୍ୟୋତିଙ୍କ ଏକ ପୁରୁଣା ଭିଡିଓରେ ସେହି ବ୍ୟକ୍ତି ନଜର ଆସିଛନ୍ତି। ଉକ୍ତ ବ୍ୟକ୍ତିଙ୍କ ସହିତ ଜ୍ୟୋତିଙ୍କ ସମ୍ପର୍କ ରହିଛି। […]
ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି ଡ୍ରୋନ୍। ଏ ନେଇ ପୋଲିସକୁ ମନ୍ଦିର ସେବାୟତ ଅବଗତ କରାଇଛନ୍ତି । ଘଟଣାର ତଦନ୍ତ ଚାଲିଛି ।
ପାକିସ୍ତାନୀ ଗୁପ୍ତଚର ତଥା ୟୁଟ୍ୟବର ଜ୍ୟୋତି ମାଲହୋତ୍ରାଙ୍କ ବାପା ହରିଶ ମାଲହୋତ୍ରା ଜାତୀୟ ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କିନ୍ତୁ ଝିଅର ଏଭଳି କାରନାମା ନେଇ କିଛି ଜାଣି ନ ଥିବା କହିଛନ୍ତି । ଜ୍ୟୋତିଙ୍କ ପାକିସ୍ତାନର ଯାତ୍ରା ଓ ଗୁପ୍ତଚର ପ୍ରଶ୍ନରେ ହରିଶ କହିଛନ୍ତି, ମୁଁ କେବେ ଜ୍ୟୋତିଙ୍କ ପାକ୍ କନେକ୍ସନ ବା ପାକିସ୍ତାନ ଯିବାକୁ ନେଇ କୌଣସି କଥା କେବେ ଜାଣି ନାହିଁ। ମୋତେ ତାର କାର୍ଯ୍ୟକଳାପ ବିଷୟରେ କିଛି ସୂଚନା ନଥିଲା […]
ଏକତରଫା ପ୍ରେମର କରୁଣ ପରିଣତି । ଏସିଡ୍ ମାଡ଼ କରିବାକୁ ଧମକ ଦେଇ ପ୍ରେମିକ ଗିରଫ । ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲା ଅଭିଯୁକ୍ତ ସୁନୀଲ ସେଠୀ । ଝିଅ ରାଜି ନହେବାରୁ ଜବରଦସ୍ତି ପ୍ରେମ କରିବାକୁ ବାଧ୍ୟ କରିଥିଲା ବୋଲି ଘରେ ବାରମ୍ବାର ଜଣାଇଥିଲେ ଯୁବତୀ ଜଣକ । ଏପରିକି ଯୁବତୀକୁ ଆକ୍ରମଣ କରିବାକୁ ପଛାଇ ନଥିଲା । ଆଜି ଏସିଡ୍ ମାଡ଼ କରିବାକୁ ଆସିଥିବା ବେଳେ ସ୍ଥାନୀୟ ଲୋକ ସୁନୀଲକୁ କାବୁ କରିଥିଲେ […]
ଖାଦ୍ୟ ସୁରକ୍ଷା ଅଧିକାରୀ ସୋମବାର ଏକ ବଡ଼ ଧରଣର ଚଢାଉ କରିଛନ୍ତି। ଅଧିକାରୀମାନେ ରାୟଗଡ଼ା ସଦର ମହକୁମାରେ ଥିବା ଏକ ମଲ୍ରେ ଚଢାଉ କରିଥିଲେ। ଚଢାଉ ବେଳେ ଅଧିକାରୀମାନ ମଲ୍ରେ ବିକ୍ରି ହେଉଥିବା ଖାଦ୍ୟ ସାମଗ୍ରୀର ଯାଞ୍ଚ କରିଥିଲେ। ସପିଂ ମଲରେ ବିକ୍ରି ହେଉଥିବା ଖାଦ୍ୟ ସାମଗ୍ରୀ ଅବଧି ଶେଷ ହୋଇଥିବା ଜଣାପଡ଼ିବା ପରେ ମୋଟା ଅଙ୍କର ଜୋରିମାନା ଲଗାଇଛନ୍ତି ଖାଦ୍ୟ ସୁରକ୍ଷା ଅଧିକାରୀ । ସୂଚନା ଅନୁସାରେ, ସଂଗ୍ରାମ ପଟ୍ଟନାୟକ ନାମକ ଜଣେ ଗ୍ରାହକ ଚଳିତ […]
ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ । ମେ’ ୨୭ରେ ମୌସୁମୀ କେରଳ ଛୁଇଁବା ନେଇ ପୂର୍ବାନୁମାନ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଥିଲା । ଆଗାମୀ ୪ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ […]
ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଏକ ବର୍ଷ ପୂରଣ କରୁଥିବାରୁ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶିକ୍ଷା କ୍ଷେତ୍ରରେ ନିଆଯାଇଥିବା ସଂସ୍କାରଗୁଡ଼ିକୁ ବର୍ଣ୍ଣନା କରି ଏକ ରିପୋର୍ଟ କାର୍ଡ ଉପସ୍ଥାପନ କରିବାର ଯୋଜନା ଘୋଷଣା କରିଛନ୍ତି। ସରକାରଙ୍କ ଏକ ବର୍ଷ ପୂର୍ତ୍ତିରେ ବିଭାଗ ଦେବ କାର୍ଡ। ଶିକ୍ଷାରେ ସଂସ୍କାର ପାଇଁ ବିଭାଗ ଅନେକ ଯୋଜନା ଆଣିଛି।ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ଦିନରେ ରାଜ୍ୟରେ ପିଏମ୍ଶ୍ରୀ ସ୍କୁଲ ନଥିଲା । ଏବେ ପ୍ରତିଷ୍ଠା ହୋଇଛି । ଆଗକୁ […]
ସୋମବାର ଭଉଁରୀ ଅବସରରେ ପରମ୍ପରା ଆଧାରରେ ରଥଖଳାରେ ବିଜେ କରିଛି ମହାପ୍ରଭୁଙ୍କ ଆଜ୍ଞାମାଳ । ଭଉଁରୀ ତିଥିରେ ତିନି ପୂଜାପଣ୍ଡା ସକାଳ ଧୂପ ଉଠିବା ପରେ ମହାପ୍ରଭୁଙ୍କ ନିକଟରୁ ୩ଟି ଆଜ୍ଞାମାଳ ଆଣି ତିନି ରଥରେ ଚକ ଅଖ ଲାଗି କରିବା ସହ ମୁଖ୍ୟ ବିଶ୍ୱକର୍ମା ମାନଙ୍କୁ ଶାଢୀ ବନ୍ଧା କାର୍ଯ୍ୟ କରିଛନ୍ତି । ପରେ ତିନି ରଥର ତିନୋଟି ଅଖରେ ମୋଟ୍ ୬ଟି ଚକ ସଂଯୋଗ କରାଯାଇଛି । ଏଥିପାଇଁ ଆବଶ୍ୟକ ଚକ ସବୁ ନିର୍ମାଣ […]
ହାଇକୋର୍ଟର ସମସ୍ତ ବିଚାରପତି ପାଇବେ ପୂର୍ଣ୍ଣ ପେନସନ । ଏ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ଆସିଛି । ସମସ୍ତ ହାଇକୋର୍ଟର ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର ବୋଲି ପ୍ରଧାନ ବିଚାରପତି କହିଛନ୍ତି । ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍ସନ୍ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି ପୂର୍ଣ୍ଣ ପେନ୍ସନ୍ ପାଇବେ। ଅତିରିକ୍ତ ଓ ସ୍ଥାୟୀ ବିଚାରପତିଙ୍କ ମଧ୍ୟରେ […]
ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ସହ ପୋଲାଭରମ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ ନେଇ ନାହିଁ କୌଣସି ସୂଚନା । ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ସେମିତି କିଛି ବାର୍ତ୍ତା ମୋ ପାଖରେ ନାହିଁ । ସୂଚନାମୁତାବକ ଆସନ୍ତା ୨୮ ତାରିଖରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପୋଲାଭରମ ବିବାଦ ନେଇ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି । […]
