ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଭାରତର ସମୃଦ୍ଧ ପ୍ରବୃଦ୍ଧ ବର୍ଗର ବ୍ୟକ୍ତି ମାନଙ୍କୁ ଏକତ୍ରିତ କରି ସମାଜର ବଞ୍ଚିତ ବର୍ଗର ସେବା କରିବା ସହ ଉତ୍ତର ପିଢ଼ିକୁ ସୁସଂସ୍କାରିତ କରି ଗଢିତୋଳିବା ସହ ଭାରତର ସର୍ବାଙ୍ଗୀନ ବିକାଶ କରି ଏକ ସୁସ୍ଥ ସମର୍ଥ ସଂସ୍କାରିତ ଭାରତ ଗଠନ ଲକ୍ଷ୍ୟରେ କାର୍ଯ୍ୟକରୁଥିବା ରାଷ୍ଟ୍ରବାଦୀ ସଂଗଠନ ଭାରତ ବିକାଶ ପରିଷଦ ର ଓଡିଶା ପୂର୍ବ ପ୍ରାନ୍ତ ତରଫରୁ ନୟାଗଡ଼ ଜିଲ୍ଲା ପରିଷଦ ସଭାକକ୍ଷରେ ‘ଭାରତ କୁ ଜାଣ’ ପ୍ରଶ୍ନମଞ୍ଚ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। […]
ରାୟଗଡ଼ା/୩/୧୧ ଆଜି ରାୟଗଡା ସହର ସ୍ଥିତ ଗାୟତ୍ରୀନଗର ବରିଷ୍ଟ ନାଗରିକ ସଂଘ କାର୍ଯ୍ୟାଳୟ ପରିସରରେ ଉତ୍କଳ ସାମ୍ବାଦିକ ସଂଘ ରାୟଗଡ଼ା ଜିଲ୍ଲା ଶାଖା ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଟିତ ହୋଇଯାଇଛି lଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସନ୍ତୋଷ ପାଣିଗ୍ରାହୀ ଓ ରାଜୀବ ଲୋଚୋନ ଦାସଙ୍କ ମିଳିତ ସଂଯୋଜନାରେ ଅନୁଷ୍ଟିତ ବୈଠକରେ ଜିଲ୍ଲାର ସାଙ୍ଗଠାନିକ ସଂଘକୁ ପୁନଃ ଗଠନ କରାଯାଇଛି। ସର୍ବସମ୍ମତି କ୍ରମେ ସୁରେଶ ଦାସଙ୍କୁ ପୁନର୍ବାର ସଭାପତି ରୂପେ ଚୟନ କରାଯାଇଥିବା ବେଳେ ଉପସଭାପତି […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ଐତିହାସିକ ବାଲିଯାତ୍ରାରେ ଗାଡି ପାର୍କିଂ ପ୍ରସଙ୍ଗକୁ ନେଇ ଜାରି ରହିଛି ଦ୍ଵନ୍ଦ୍ୱ। ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ ବାଲିଯାତ୍ରା ମାତ୍ର ଉପର ବାଲିଯାତ୍ରା ପଡିଆରେ ଗାଡି ପାର୍କିଂ ପ୍ରସଙ୍ଗକୁ ନେଇ ଚିନ୍ତାରେ ଜିଲ୍ଲା ପ୍ରଶାସନ। ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହାକୁ ନେଇ ଗୋଟିଏ […]
ଆସନ୍ତା ଡିସେମ୍ବର ମାସ ୬ ତାରିଖରୁ ଷଷ୍ଠ ରାଜ୍ୟ ପୁସ୍ତକ ମହୋସ୍ଛବ ଅନୁଷ୍ଠିତ ହେବ । ଭୁବନେଶ୍ୱରରେ ଇଡକୋ ପ୍ରଦର୍ଶନୀ ପଡିଆରେ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ପୁସ୍ତକମେଳା ୧୨ ଦିନ ଧରି ଚାଲିବ । ସୂଚନା ଅନୁସାରେ, ଚଳିତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପୁସ୍ତକ ମେଳା ପ୍ରତ୍ୟେହ ଦିନ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ। ଏହି ପୁସ୍ତକ ମହୋତ୍ସବ ପାଇଁ ସରକାର ବିଭିନ୍ନ […]
ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ କରି ରାସ୍ତା କଡ଼ ଗଛରେ ବାନ୍ଧି ଅତି ନିର୍ଦ୍ଦୟ ଭାବେ ୩ରୁ ୪ଜଣ କାଠ ଫାଳିଆରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯୁବକଙ୍କୁ କେଉଁ କାରଣ ପାଇଁ ଏଭଳି ଅମାନୁଷିକ ଭାବରେ ମାଡ଼ ମରାଯାଇଛି ତାହା ଜଣାପଡ଼ିନାହିଁ । ଥାନା ଏସଆଇ ଘଟଣାସ୍ଥଳରୁ […]
କଲ୍ୟାଣସିଂହପୁର- ୦୨/୧୧(ନିପ୍ର)ଦୀପାବଳୀ ରାତ୍ର ହେଲା କାଳ ରାତ୍ର, ଦୃଘଟଣା ରେ ଚାଲିଗଲା ଗୋଟିଏ ଜୀବନ ଏହିଭଳି ଅଭାବନୀୟ ଘଟଣା ଟି ଦେଖିବା କୁ ମିଳିଛି,ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପଲମା ପଞ୍ଚୟତ କୁଶବେଟି ଗ୍ରାମ ନିକଟସ୍ଥ ବୁଲାଣି ରାସ୍ତାରେ ।ଦୀପାବଳିର ରାତି ଅଧ ରେ ଥେରୁବାଲି ମଦ ଦୋକାନ ରୁ ବେଆଇନ ଭାବେ ନକଲି ମଦ ବୋଲର ଗାଡିରେ ବିୟର ଲୋଡ଼ କରି କଲ୍ୟାଣସିଂହପୁର ବିକ୍ରି କରିବାକୁ ଯିବା ସମୟରେ ଆମ୍ବ ଗଛରେ ପିଟି ହୋଇ ଓଲଟି […]
କାଲି ସୁଦ୍ଧା ଆସିବ ବାତ୍ୟା ଦାନା କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ । ଖୁବଶୀଘ୍ର କେନ୍ଦ୍ରୀୟ ଟିମ ଆସି ବାତ୍ୟା କ୍ଷୟକ୍ଷତି ଆକଳନ କରିବେ । ବାତ୍ୟାରେ ୩ଟି ଜିଲ୍ଲା ପ୍ରଭାବିତ ହୋଇଛି । ଏହି ୩ ଜିଲ୍ଲା ହେଉଛି ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା । ଏହି ତିନି ଜିଲ୍ଲାରେ ଅନେକ ବାସଗୃହ କ୍ଷତିଗ୍ରସ୍ତ ହେବା ସହ ଏକର ଏକର ଫସଲ ନଷ୍ଟ ହୋଇଛି ।ବାତ୍ୟାରେ ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି । ବାତ୍ୟା […]
ଗ୍ୟାସ ଟାଙ୍କି ଫାଟି ଉଡ଼ିଗଲା ଘରର ଆଜବେଷ୍ଟସ । ଢେଙ୍କାନାଳ ପରଜଙ୍ଗ ଥାନା ଆମ୍ବପଳାସ ଗାଁରେ ଏହି ଘଟଣା ଘଟିଛି । ଗ୍ୟାସ ଟାଙ୍କି ଫାଟି ଉଡ଼ିଯାଇଛି ଘରର ଆଜବେଷ୍ଟସ ଓ ଆସବାବପତ୍ର । ତେବେ ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକ ।ସୂଚନାଯୋଗ୍ୟ ଯେ, ପରିବାର ସଦସ୍ୟା ଶକୁନ୍ତଳା ମହାପାତ୍ର ରୋଷେଇ କରୁଥିବା ବେଳେ କୌଣସି କାରଣ ବଶତଃ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗିଯାଇଥିଲା । ଫଳରେ ଘରେ ଥିବା ସମସ୍ତ ସଦସ୍ୟ ଘରୁ ବାହାରି ଯାଇଥିଲେ […]
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରାଯାଇଛି। ଏନେଇ ପୋଲିସ ଡିଜି ୱାଇ.ବି ଖୁରାନିଆ ଶନିବାର ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଏହା ଏକ ନିୟମିତ ପ୍ରକ୍ରିୟା । ସମୟ ଅନୁସାରେ ରାଜ୍ୟସ୍ତରୀୟ କମିଟି ରିଭ୍ୟୁ କରେ ଏବଂ କମିଟି ଯାହା ନିଷ୍ପତ୍ତି ନିଏ, ସେ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଏ। ରାଜ୍ୟ ସରକାର ଭିକେ ପାଣ୍ଡିଆନ୍ ଏବଂ ପୂର୍ବତନ […]
ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ।ଖାରଜ ଆବେଦନର ରିଚେକ୍ ପାଇଁ ବିଡିଓଙ୍କୁ ନୋଡାଲ ଏଜେନ୍ସି ଭାବରେ ଦାୟିତ୍ୱ ଦିଆଯାଇଛି । ଜିଲାସ୍ତରରେ ଜିଲା ମଙ୍ଗଳ ଅଧିକାରୀଙ୍କୁ ନେଇ ୩ ଜଣିଆ କମିଟି ହୋଇଛି । ଖାରଜ ହିତାଧିକାରୀଙ୍କୁ ଅଙ୍ଗନବାଡି ଦିଦିଙ୍କ ଜରିଆରେ ନୋଟିସ୍ ହେବ । ଜମି ଆଧାରରେ ଖାରଜ ହୋଇଥିଲେ […]
