ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ । ପୁରୀ ଶଙ୍କରାଚାର୍ଯ୍ୟ ମଠର ପୀଠାଧିଶ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି, ପୂର୍ବରୁ ଏଭଳି ଚକ୍ରାନ୍ତ ହୋଇଥିଲା କିନ୍ତୁ ଏହାକୁ ମୁଁ ସମ୍ପୂର୍ଣ୍ଣ ବାରଣ କରିଥିଲି ।ଏହାସହ ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ହେଉଛି ଅର୍ଥ ପ୍ରଲୋଭନ । ପୁରୀ ପର୍ଯ୍ୟଟନକୁ ପ୍ରଭାବିତ କରିବା ପାଇଁ ଦୀଘାରେ ମନ୍ଦିର ପ୍ରତିଷ୍ଠା ହୋଇଥିବା କହିଛନ୍ତି ଜଗତଗୁରୁ । ମହାପ୍ରଭୁଙ୍କୁ ସର୍ବପ୍ରଥମେ ବ୍ରହ୍ମା […]
ପାକିସ୍ତାନରେ ଆତଙ୍କବାଦୀ ଶିବିର ଉପରେ ଭାରତର ଏୟାରଷ୍ଟ୍ରାଇକ୍ ପରେ ଧର୍ମଶାଳା ବିମାନବନ୍ଦରକୁ ଅସ୍ଥାୟୀ ଭାବରେ ବନ୍ଦ କରାଯାଇଥିବାରୁ ସେଠାରେ ଖେଳାଯିବାକୁ ଥିବା ଆଇପିଏଲ୍ ମ୍ୟାଚ୍ ପ୍ରଭାବିତ ହେବ ବୋଲି କୁହାଯାଉଛି। ଗୁରୁବାର ଧର୍ମଶାଳାରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ, ମେ’ ୧୧ରେ ସେଠାରେ ପଞ୍ଜାବ କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ମଧ୍ୟରେ ମ୍ୟାଚ୍ ଖେଳାଯିବା ନେଇ ପୂର୍ବରୁ କାର୍ଯ୍ୟକ୍ରମ ରହିଛି। ଏବେ […]
ଟେଷ୍ଟରୁ ସନ୍ୟାସ ନେଲେ ହିଟ୍ ମ୍ୟାନ । ଇଂଲଣ୍ଡ ଗସ୍ତ ପୂର୍ବରୁ ଟେଷ୍ଟରୁ ଅବସର ନେଇ ଘୋଷଣା କଲେ ରୋହିତ ଶର୍ମା । ଏନେଇ ସେ ଖୋଦ ନିଜ ଇନଷ୍ଟାଗ୍ରାମ ଷ୍ଟୋରୀ ଦ୍ୱାରା ଜଣାଇଛନ୍ତି । ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍ ବେଳେ ରୋହିତ ଅବସର ନେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ଏହାକୁ ନିଜେ ଖଣ୍ତନ କରିଥିଲେ ରୋହିତ । ଏବେ ସେ ନିଜେ ଏନେଇ ଘୋଷଣା କରିଛନ୍ତି । ୨୦୧୩ରେ ଟେଷ୍ଟରେ ଡେବ୍ୟୁ କରିଥିଲେ […]
କ୍ରାଇମ ବ୍ରାଞ୍ଚ ଅଫ୍ ଇଣ୍ଡିଆ ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବଢ଼ିଛି । ପର୍ସନେଲ ମିନିଷ୍ଟ୍ରି ସୂଚନା ମୁତାବକ ପ୍ରବୀଣଙ୍କ କାର୍ଯ୍ୟକାଳ ୧ ବର୍ଷ ବଢ଼ାଇ ଦିଆଯାଇଛି । ଶ୍ରୀ ସୁଦ ୨୫ ମଇ, ୨୦୨୩ରେ ଦୁଇ ବର୍ଷ ପାଇଁ ସିବିଆଇ ନିର୍ଦ୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ।ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ମନୋନୟନ କମିଟିର ବୈଠକରେ ଏବଂ ଭାରତର ମୁଖ୍ୟ ବିଚାରପତି ସଞ୍ଜିବ ଖାନ୍ନା ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ […]
ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ ୨୦୨୫ ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି ପ୍ରତିଯୋଗିତା ‘ମଦର୍ସ ଡେ ସେଲଫି କଣ୍ଟେଷ୍ଟ’ ନାମକ ଏକ ଅଭିନବ ପ୍ରୟାସର ଶୁଭାରମ୍ଭ କରିଛନ୍ତି।ମେ ୬ ରୁ ୧୦ ତାରିଖ ପର୍ଯ୍ୟନ୍ତ ପଠାଇପାରିବେ ମା’ଙ୍କ ସହ ସେଲଫି । ତେବେ ମେ ୧୧ ତାରିଖରେ ଭୁବନେଶ୍ୱରସ୍ଥିତ ଏକାମ୍ର […]
ଭାରତୀୟ ସେନା ପହଲଗାମ ଆତଙ୍କବାଦ କାଣ୍ଡର ପ୍ରତିଶୋଧରେ ପାକିସ୍ତାନ ଓ ପିଓକେର ଆତଙ୍କୀ ବେସ୍ ଧ୍ୱଂସସ୍ତ କରିଛି। ଏହାକୁ ନେଇ ପାକିସ୍ତାନରେ ୭ ମେ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଭାରତର ଏୟାରଷ୍ଟ୍ରାଇକ୍ କୁ ନେଇ ଚର୍ଚ୍ଚା ହୋଇଥିବା ବେଳେ ପାକ୍ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର ସନ୍ଧ୍ୟାରେ ଏହି ପ୍ରସଙ୍ଗରେ ସଂସଦକୁ ସମ୍ବୋଧିତ କରିପାରନ୍ତି ବୋଲି ଅନୁମାନ କରାଯାଉଛି। ଭାରତୀୟ ସେନା ଦ୍ବାରା ଅଧ ରାତିରେ କରାଯାଇଥିବା ଏୟାରଷ୍ଟ୍ରାଇକ୍ରେ ଜୈଶ-ଏ-ମହମ୍ମଦ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ରାଷ୍ଟ୍ରୀୟ ଆଇନ୍ସେବା ପ୍ରାଧିକରଣ ଓ ଓଡ଼ିଶା ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୧୦ ତାରିଖରେଆୟୋଜିତ ହେବାପାଇଁ ଜିଲା ଦୌରାଜଜ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଜିଲ୍ଲାର ସମସ୍ତ ବ୍ଲକ, ସହର, ବଜାର ଏବଂଜନଗହଳି ପୂର୍ଣ୍ଣ ସ୍ଥାନମାନଙ୍କରେ ଅଧିକାର ମିତ୍ରମାନଙ୍କୁ ନେଇ ପ୍ରଚାରପ୍ରସାର କାର୍ଯ୍ୟକ୍ରମ […]
ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଯେଉଁଥିରେ ୧୮ରୁ ଅଧିକ ମାଓବାଦୀ ନିପାତ ହୋଇଛନ୍ତି। ନିହତ ମାଓବାଦୀଙ୍କ ସଂଖ୍ୟା ବଢ଼ିପାରେ। ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି।ମାଓ ଦମନରେ ନିର୍ଣ୍ଣାୟକ ମୋଡ଼ରେ ଯବାନ। ନକ୍ସଲଙ୍କୁ ଆଉ ନିସ୍ତାର ନାହିଁ। ନକ୍ସଲ ମରିବେ ନଚେତ […]
ବାଜିଲା ଏୟାର ରେଡ ୱାର୍ଣ୍ଣିଂ ସାଇରନ । ପୁରୀ ସମେତ ରାଜ୍ୟର ୧୨ ସିଭିଲ ଡିଫେନସ ଜିଲ୍ଲାରେ ମକଡ୍ରିଲ । ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ନିର୍ଦ୍ଦେଶ ଦେଲା ସାଇରନ୍ । ଭୁବନେଶ୍ବର, ସମ୍ବଲପୁର, ରାଉରକେଲା, କେନ୍ଦ୍ରାପଡା, ପାରାଦୀପ, ବାଲେଶ୍ବରରେ ବାଜିଲା ସାଇରନ୍ । ଆକ୍ରମଣ ହେଲେ ସାଧାରଣ ଲୋକ ଓ ଛାତ୍ର କଣ କରିବେ ସେ ନେଇ ତାଲିମ ଦିଆଯାଉଛି । ସାଇରନ୍ ବଜା ଯାଇ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ କୁହାଯାଉଛି । ଏଥିରେ କେହି ଭୟଭୀତ […]
ପୁଣି ବଢିଲା ସୁନା ଦର । ଏବେ ଲଗାତାର ବୃଦ୍ଧି ପାଉଥିବା ସୁନା ଦର ପୁଣି ଥରେ ଚିନ୍ତା ବଢାଇ ଦେଇଛି । ମେ’ ୭ ଅର୍ଥାତ୍ ବୁଧବାର ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପ୍ରତି ୯୯,୦୦୦ ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୭୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୦୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ,୦୦୦ ଟଙ୍କା ରହିଛି […]
ଭାରତ ନେଇଛି ପହଲଗାଓଁ ଆକ୍ରମଣର ପ୍ରତିଶୋଧ। ରାତି ପ୍ରାୟ ୧.୩୦ରେ ଭାରତ ‘ଅପରେସନ୍ ସିନ୍ଦୂର’ ଅଧୀନରେ ବାହାବଲପୁର, କୋଟଲି ଏବଂ ମୁଜାଫରାବାଦରେ ଥିବା ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଟାର୍ଗେଟ କରିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୫ ଦିନ ପରେ, ସେନା ଆତଙ୍କବାଦୀ ଏବଂ ସେମାନଙ୍କ ସହାୟକମାନଙ୍କୁ ଉଚିତ ଜବାବ ଦେଇଛି। ତେବେ ଅପରେସନ୍ ସିନ୍ଦୂର ଉପରେ ଆଜି ପ୍ରେସ ମିଟ୍ କରି ସବିଶେଷ ସୂଚନା ଦେଇଛନ୍ତି ବିଦେଶ ସଚିବଙ୍କ ସହ ସେନାର ଦୁଇ ମହିଳା ଅଧିକାରୀ । ସାମିଲ […]
ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଗଜପତିଙ୍କ ଚିଠି । ଦୀଘା ଜଗନ୍ନାଥ ମନ୍ଦିର ବିବାଦ ନେଇ ଗଜପତି ମହାରାଜାଙ୍କ ଚିଠି । ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଏ ନେଇ ଚିଠି ଲେଖିଲେ ଗଜପତି । ଦୀଘା ମନ୍ଦିର ଟ୍ରଷ୍ଟିରେ ଇସ୍କନ ପ୍ରତିନିଧି ରହିଥିବାରୁ ପ୍ରଶ୍ନ ଉଠାଇଲେ ।ଶ୍ରୀକ୍ଷେତ୍ର ବ୍ୟତୀତ ଆଉ କୌଣସି ସ୍ଥାନ କିମ୍ବା ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ଉଚିତ ନୁହେଁ । ସନାତନ ବୈଦିକ ଧର୍ମର ସର୍ବୋଚ୍ଚ ଧାର୍ମିକ ଅଧିକାରୀ ହେଉଛନ୍ତି ପରମ ପୂଜ୍ୟ ଜଗତଗୁରୁ […]
