ରାୟଗଡା, ଏକ ନଅ ଦିନର ଶିଶୁକନ୍ୟା ସହ ଜଡିତ ମାମଲାରେ ସନ୍ଦେହ ଘେରରେ ରାୟଗଡା ଜିଲ୍ଲା ଶିଶୁ କଲ୍ୟାଣ କମିଟି I ଉକ୍ତ ମାମଲା ଆଧାର ରେ ରାୟଗଡା ଜିଲ୍ଲା ଶିଶୁ କଲ୍ୟାଣ କମିଟି ର କାର୍ଯ୍ୟଶୈଳୀ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା କୁହାଯାଉଛି I ମାମଲାକୁ ଗମ୍ଭୀରତାର ସହ ଗ୍ରହଣ କରି ନିଜର ଶକ୍ତ ଆଭିମୁଖ୍ୟ ଜାହିର କରିଛନ୍ତି ରାଜ୍ୟ ସରକାର Iନଅ ଦିନର ଏକ ଶିଶୁକନ୍ୟା ସହିତ ଜଡିତ ଅବୈଧ ପୋଷ୍ୟ ସନ୍ତାନ ଗ୍ରହଣ […]
କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଗୋଡୱାନା ଏକ୍ସପ୍ରେସରେ ଦିଲ୍ଲୀରୁ ଜବଲପୁର ଯାଉଥିବା ବେଳେ ହଠାତ୍ ଟ୍ରେନରୁ ଗାଏବ ହୋଇଗଲେ । ଶନିବାର ରାତିରେ ଟ୍ରେନରେ ଚଢିଥିବା ମନ୍ତ୍ରୀ ରବିବାର ସକାଳେ ସିଟରୁ ଅଚାନକ କୁଆଡ଼େ ଚାଲିଯିବାକୁ ନେଇ ରେଲୱେ ବିଭାଗ ତୁରନ୍ତ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଦେଲେ । ତିନି ଘଣ୍ଟାର ଖୋଜାଖୋଜି ପରେ, ସେ ମଧ୍ୟପ୍ରଦେଶର ସିହୋରା ରୋଡ ରେଳ ଷ୍ଟେସନରେ, ପ୍ରାୟ ୧୬୨ କିଲୋମିଟର ଦୂରରେ, ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ ଟ୍ରେନରେ ଆହତ ଅବସ୍ଥାରେ ମିଳିଥିଲେ।ଗଣମାଧ୍ୟମ […]
ଶ୍ରୀମନ୍ଦିର ସୁରକ୍ଷା ନେଇ ଏନଏସଜିର ସ୍ବତନ୍ତ୍ର ଟିମ୍ ପୁରୀରେ ପହଞ୍ଚିଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ ଆଲୋଚନା କରିଛି ଟିମ୍ । ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପି ଙ୍କ ସହ ଟିମ ଅଧିକ ଆଲୋଚନା କରିବ। ଏହି ଟିମ୍ରେ NSG କମାଣ୍ଡାଣ୍ଟଙ୍କ ସହିତ ଦୁଇ ଜଣ ଅଧିକାରୀ ଅଛନ୍ତି । ତେବେ ସୋମବାର ଠାରୁ ଏହି ଟିମ୍ ପୁରୀ ଗସ୍ତରେ ଆସିଛନ୍ତି ।ଆଗକୁ ରଥଯାତ୍ରା ଥିବାରୁ ସୁରକ୍ଷା […]
ଦେଶର ଗୃହ ମନ୍ତ୍ରଣାଳୟ ବୁଧବାର ଦେଶର ୨୪୪ଟି ଜିଲ୍ଲାରେ ଏକକାଳୀନ ମକ୍ ଡ୍ରିଲ୍ କରିବାକୁ ନିର୍ଦ୍ଦେଶ ଦେଇଛି। ଏହି ଅଭ୍ୟାସ ମଇ ୭ରେ ଅନୁଷ୍ଠିତ ହେବ। ଏଥିରେ ଏୟାର ସାଇରନକୁ ଚେତାବନୀ ଭାବେ ବ୍ୟବହାର କରାଯିବ।। ଆକ୍ରମଣ ହେଲେ ସାଧାରଣ ଲୋକମାନେ କଣ କରିବେ ସେନେଇ ତାଲିମ ଦିଆଯିବ । ଯେକୌଣସି ପରିସ୍ଥିତିରେ ଆକ୍ରମଣ ହେଲେ ସାଧରଣ ଲୋକ ଓ ଛାତ୍ରମାନେ କିଭଳି ସୁରକ୍ଷିତ ସ୍ଥାନକୁ ଯିବେ ତାହାର ଅଭ୍ୟାସ କରିବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ […]
ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ରୁଦ୍ଧଦ୍ୱାର ବୈଠକ। ପାକିସ୍ତାନର ଅନୁରୋଧ ପରେ ଭାରତ-ପାକିସ୍ତାନ ମଧ୍ୟରେ ଏହି ବୈଠକ ବସିଥିଲା। ଏହି ବୈଠକ କୌଣସି ନିଷ୍କର୍ସ ବାହାରିନଥିଲା। ସୋମବାର UNSCରେ ଦେଢ଼ ଘଣ୍ଟାର ରୁଦ୍ଧଦ୍ୱାର ବୈଠକ ପରେ ପାକିସ୍ତାନ ଲଜ୍ଜାର ସମ୍ମୁଖୀନ ହୋଇଥିଲା। ପହଲଗାମ ଆକ୍ରମଣରେ ଲସ୍ତର-ଇ-ତୋଇବାର ସମ୍ପୃକ୍ତି ନେଇ ପାକିସ୍ତାନକୁ ପ୍ରଶ୍ନ ପଚାରିଲେ ଜାତିସଂଘ ସୁରକ୍ଷା ପରିଷଦ । ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିବା ସହ ପାକିସ୍ତାନକୁ ଭର୍ତ୍ସନା କରାଯାଇଛି […]
ସଦ୍ୟ ପ୍ରକାଶିତ ମାଟ୍ରିକ୍ ଫଳର ସାର୍ଟିଫିକେଟ୍ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍ସାଇଟ୍ରେ ସୋମବାର ସନ୍ଧ୍ୟା ୭ଟାରୁ ଉପଲବ୍ଧ ହୋଇଛି। ୱେବ୍ସାଇଟ୍ରେ ୭ ଦିନ ଯାଏଁ ମାଗଣାରେ ଉପଲବ୍ଧ ରହିବ ମାଟ୍ରିକ ସାର୍ଟିଫିକେଟ୍। ପାସ୍ କରିଥିବା ପରୀକ୍ଷାର୍ଥୀମାନେ ସେମାନଙ୍କ ଡିଜିଟାଲ୍ ସାର୍ଟିଫିକେଟ୍ ଘରେ ବସି ମଧ୍ୟ ପାଇପାରିବେ। ହ୍ବାଟ୍ସଆପରେ ମେସେଜ କଲେ ଆସିଯିବ ସାର୍ଟିଫିକେଟ୍ । ଏନେଇ ବୋର୍ଡ ପକ୍ଷରୁ ଏକ ନମ୍ବର ମଧ୍ୟ ଜାରି କରାଯାଇଛି । 7710085192 ମେସେଜ କରି ଛାତ୍ରଛାତ୍ରୀମାନେ ଆରାମରେ ନିଜର […]
ଲାଲ୍ କିଲା ଉପରେ ମାଲିକାନା ପାଇଁ ଦାବି କରିଥିବା ଜଣେ ମହିଳାଙ୍କ ଆବେଦନକୁ ସୁପ୍ରିମ୍କୋର୍ଟ ଖାରଜ କରିଛନ୍ତି । ଆବେଦନକାରୀ ହେଉଛନ୍ତି ରଜିୟା ସୁଲତାନା ବେଗମ୍ । ତାଙ୍କର ଦାବି ଯେ ସେ ଶେଷ ମୋଗଲ ବାଦ୍ଶାହ ବାହାଦୁର ଶାହ ଜଫରଙ୍କ ଅଣନାତି ମିର୍ଜା ବେଦାର ବଖ୍ତଙ୍କ ପତ୍ନୀ । ଆଇନଗତ ଉତ୍ତରାଧିକାରୀ ହୋଇଥିବାରୁ ରଜିୟା ନିଜ ଆବେଦନରେ ଲାଲ୍ କିଲାକୁ ତାଙ୍କୁ ଫେରାଇବାକୁ ନଚେତ୍ ୧୮୫୭ ମସିହାରୁ ଆଜି ପର୍ଯ୍ୟନ୍ତ କ୍ଷତିପୂରଣ ଦେବାକୁ କୋର୍ଟରେ ଦାବି […]
ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା । ୩୦ ତାରିଖ ଉଦ୍ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ ମାଲିକ ଖୋଲି ନେଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ […]
ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି। ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୭ ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ […]
ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି ।ମୃତକ ହେଲେ ମୁଚାକି ରାମା । ଘଟଣା ପରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି। ତେବେ ନକ୍ସଲଙ୍କୁ ସମ୍ପୂର୍ଣ୍ଣ ସଫା କରିବା ପାଇଁ ସୀମାନ୍ତ ଛତିଶଗଡରେ ଅପରେସନକୁ ଜୋରଦାର କରାଯାଇଛି । ଏହି ଅପରେସନକୁ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଏବଂ […]
ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ’ ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ । ସମସ୍ତ ରାଜ୍ୟକୁ ମକ ଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରିଲ୍ […]
ପୁରୀରେ ନୂଆ ବିମାନବନ୍ଦର ନିର୍ମାଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ପ୍ରଦାନ କରିଛନ୍ତି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁରୀ ଦିଆଯାଇଛି । ପୁରୀ ବିମାନବନ୍ଦର ପ୍ରକଳ୍ପ ଦୀର୍ଘ ଦିନରୁ ଚର୍ଚ୍ଚାରେ ରହିଆସୁଥିଲା। ପୂର୍ବତନ ବିଜେଡି ସରକାର ଏହି ପ୍ରକଳ୍ପ ପାଇଁ ଆନ୍ତରିକତା ଦେଖାଇ ନ ଥିବା ଅଭିଯୋଗ କରି ପୁରୀ ସାଂସଦ ସମ୍ବିତ ପାତ୍ର ଲୋକସଭାରେ ପ୍ରଶ୍ନ ଉଠାଇଥିଲେ। ଏହାର ଉତ୍ତରରେ ବେସାମରିକ ବିମାନଚଳାଚଳ ମନ୍ତ୍ରୀ କିଞ୍ଜରାପୁ ରାମମୋହନ ନାଇଡୁ ସ୍ପଷ୍ଟ କରିଥିଲେ […]
