author

ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ

ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେନ୍ଦ୍ର ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ସାଂସ୍କୃତିକ  ପ୍ରଶିକ୍ଷଣ ଓ ସାଧନ କେନ୍ଦ୍ର ବା ସିସିଆରଟି ପକ୍ଷରୁ ଆୟୋଜିତ ଏହି ୧୦ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାରତର ୮ଟି ରାଜ୍ୟରୁ ୪୩ ଜଣ ଶିକ୍ଷକ ଯୋଗଦାନ କରିଥିଲେ। ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମରେ ସନ୍ନିବେଶିତ ହସ୍ତକଳା […]

ହାତରେ ଲାଗିଛି ସାଲାଇନ୍, ଜାରି ରହିଛି ରୋଗୀ ସେବା

ହାତରେ ଗୋଟିଏ ହାତରେ ସାଲାଇନ୍ ଲାଗିଛି । ଆର ହାତରେ ରୋଗୀଙ୍କ ପାଇଁ ଔଷଧ ଲେଖା ଚାଲିଛି। ଏହାକୁ ହିଁ ତ କୁହାଯାଏ, ମାନବ ସେବା । ଗଜପତି ଜିଲ୍ଲା ରାମଗିରି ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଘଟଣା। ଏହି ସ୍ୱାସ୍ଥ୍ୟକେନ୍ଦ୍ରରେ ରହିଛନ୍ତି ଏକମାତ୍ର ଡାକ୍ତର ବ୍ରଜରାଜ କର। ହେଲେ ଏବେ ସେ ନିଜେ ଅସୁସ୍ଥ ଅଛନ୍ତି।ଇନଫେକସନ୍ ଯୋଗୁଁ ଇଂଜେକସନ୍ ଓ ସାଲାଇନ୍ ଚାଲିଛି । ଫାର୍ମାଶିଷ୍ଟ ତାଙ୍କୁ ସାଲାଇନ୍ ଲଗାଉଛନ୍ତି । ସେ କିନ୍ତୁ ବିଶ୍ରାମ ନେବା […]

ନିୟମ ନମାନିଲେ ପହିଲାରୁ ଏହିସବୁ ୟୁପିଆଇ ୟୁଜର୍ସଙ୍କ ଟ୍ରାଞ୍ଜାକ୍ସନ ହୋଇଯିବ ବ୍ଲକ୍ ।

ଭାରତରେ ଅନେକ ଲୋକ Paytm, PhonePe ଏବଂ Google Pay ସାହାଯ୍ୟରେ UPI ବ୍ୟବହାର କରିଥାନ୍ତି। ଫେବୃଆରୀ ୧ ରୁ UPI(ୟୂନିଫଏଡ ପେମେଣ୍ଟ ସିଷ୍ଟମ) ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ୍ ଇଣ୍ଡିଆ ବା ଏନପିସିଆଇ ଫେବ୍ରୁଆରୀ ଆରମ୍ଭରୁ କିଛି ୟୁପିଆଇ ଟ୍ରାଞ୍ଜାକ୍ସନ ଉପରେ ରୋକ୍ ଲଗାଇବାକୁ ଯାଉଛି । ଏନେଇ ଜାତୀୟ ଗଣମାଧ୍ୟମରେ କିଛି ରିପୋର୍ଟ ପ୍ରକାଶ ପାଇଛି । ଯାହାକୁ ଆପଣ ଜାଣିବା ନିହାତି ଦରକାର ।NPCI କହିଛି ଯେ, […]

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ କହି କଟାକ୍ଷ କଲେ ସୋନିଆ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଅସୌଜନ୍ୟମୂଳକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ୍ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ ବୋଲି ମନ୍ତବ୍ୟ ଦେବାପରେ ବିବାଦ ଆରମ୍ଭ ହୋଇଛି। ଭାଜପା କହିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି।ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ପ୍ରତିକ୍ରିୟା ରଖିଛନ୍ତି ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଏସପି ସିଂହ ବାଘେଲ। ସେ କହିଛନ୍ତି, ସୋନିଆ […]

ମହାମଣ୍ଡଳେଶ୍ୱର ପଦବୀରୁ ବିଦା ହେଲେ ମମତା କୁଲକର୍ଣ୍ଣି

ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣୀଙ୍କୁ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ହଟାଇ ଦିଆଯାଇଛି।ତାଙ୍କ ସହିତ ଲକ୍ଷ୍ମୀ ନାରାୟଣ ତ୍ରିପାଠୀଙ୍କୁ ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ପଦବୀରୁ ହଟାଇ ଦିଆଯାଇଛି। ଉଭୟଙ୍କୁ ଆଖଡାରୁ ବହିଷ୍କାର କରାଯାଇଛି। କିନ୍ନର ଆଖଡ଼ାର ପ୍ରତିଷ୍ଠାତା ରିଷି ଅଜୟ ଦାସ ଏହି ପଦକ୍ଷେପ ନେଇଛନ୍ତି।ସୂଚନା ଅନୁଯାୟୀ, ଅଭିନେତ୍ରୀ ମମତା କୁଲକର୍ଣ୍ଣୀ ନିକଟରେ ସନ୍ନ୍ୟାସ ଦୀକ୍ଷା ନେଇଥିଲେ। ଯାହାପରେ ତାଙ୍କୁ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର କରାଯାଇଥିଲା। ତାଙ୍କୁ ହଠାତ୍ ଏଭଳି ପଦବୀ ମିଳିବାରୁ ଖୁବ୍ ବିରୋଧ କରାଯାଇଥିଲା।ମମତା କିଛି […]

ଓଡ଼ିଶାର ପ୍ରତି ଜିଲ୍ଲାରେ ହେବ ସମ୍ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ

ରାଜ୍ୟର ପ୍ରତି ଜିଲ୍ଲାରେ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଗୃହୀତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏହି ଯୋଜନା ହାତକୁ ନିଆଯାଇଛି।ଏହି ପରିପ୍ରେକ୍ଷୀରେ ସଂସ୍ଥା ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବା ପ୍ରସ୍ତାବ ଗୃହୀତ ହୋଇଛି ବୋଲି ବୁଧବାର ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରାଯାଇଛି। ଏଥିପାଇଁ ୧୦୦୦ କୋଟି ଟଙ୍କା ନିବେଶ ହେବ। ଉଭୟ […]

ହାଇକୋର୍ଟରୁ ନିରାଶ ହେଲେ ହଂସିତାଙ୍କ ୨ୟ ସ୍ବାମୀ

ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ସ୍ବାମୀ ମନୋଜ କୁମାର ଆଚାର୍ଯ୍ୟ ହାଇକୋର୍ଟରୁ ନିରାଶ । ମନୋଜଙ୍କ ଆଗୁଆ ଜାମିନ ଖାରଜ କଲେ ଜଷ୍ଟିସ୍ ଭି.ନରସିଂହଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ । ୧୯୮୦ ମସିହାର ଗୁରୁବକ୍ସ ସିଂ ଶିବ୍ବା ବନାମ ପଞ୍ଜାବ ସରକାର ମାମଲା ଆଧାରରେ ଜାମିନ ଖାରଜ ହୋଇଥିବା ସୂଚନା ।ସୂଚନାଯୋଗ୍ୟ, ବଡ଼ ବଡ଼ିଆଙ୍କ ସହ ସମ୍ପର୍କ ଥିବା କହି ଖଣି ବ୍ୟବସାୟୀ, ବିଲଡରଙ୍କୁ ଚୂନ ଲଗାଉଥିଲେ ହାଇପ୍ରୋଫାଇଲ୍ ଠକ ହଂସିତା ଅଭିଲିପ୍ସା ଓ ତାଙ୍କ […]

ଥଇଥାନ କେନ୍ଦ୍ରରେ ଦୁଷ୍କର୍ମ ଓ ନିର୍ଯାତନା ଘଟଣାରେ ରିପୋର୍ଟ ତଲବ

ସମର୍ଥରେ ନିର୍ଯାତିତ ୪୨ ଜଣ ମାନସିକ ଅନଗ୍ରସରଙ୍କୁ ସ୍ଥାନାନ୍ତରିତ କଲେ ସରକାର। ଅନ୍ତେବାସୀଙ୍କ ମଧ୍ୟରେ ଅଛନ୍ତି ୧୫ ମହିଳା ଓ ୨୭ ଜଣ ପୁରୁଷ। ସମ୍ବଲପୁର ସମର୍ଥ ଅନୁଷ୍ଠାନରେ ଦିବ୍ୟାଙ୍ଗଙ୍କୁ ନିର୍ୟାତନା ପରେ ପ୍ରଶାସନର ତତ୍ତ୍ବାବଧାନରେ ୪୨ଜଣ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଖୁବଶୀଘ୍ର ହେବ ବିଭାଗୀୟ ଅଧିକାରୀଙ୍କୁ ଜେରା ସହ କାହିଁକି ଏପରି ଘଟଣା ଘଟିଲା ? କାହିଁକି ବିଭାଗୀୟ ଅଧିକାରୀ ଉକ୍ତ ଅନୁଷ୍ଠାନକୁ ଯାଉନଥିଲେ? ସେନେଇ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି । […]

ରଣଜୀରେ ମାତ୍ର ୬ ରନ କରି ବୋଲ୍ଡ ହେଲେ ବିରାଟ କୋହଲି

ବିରାଟ କୋହଲି ୧୩ ବର୍ଷ ପରେ ରଣଜୀ ଟ୍ରଫି ଖେଳିଥିଲେ । ତାଙ୍କ ବ୍ୟାଟିଂ ଦେଖିବା ଲାଗି ଅରୁଣ ଜେଟଲୀ ଷ୍ଟାଡିୟମରେ ହଜାର ହଜାର ସଂଖ୍ୟାରେ ଫ୍ୟାନ୍ସଙ୍କ ଭିଡ଼ ଜମିଥିଲା । ସମସ୍ତଙ୍କୁ ଆଶା ଥିଲା ଯେ, ଇଣ୍ଟରନେସନାଲ କ୍ରିକେଟରେ ସଂଘର୍ଷ କରୁଥିବା କୋହଲି ରେଲୱେଜ ବିପକ୍ଷ ମ୍ୟାଚରେ ଭଲ ପ୍ରଦର୍ଶନ କରିବେ, କିନ୍ତୁ ଏହା ହୋଇପାରିଲା ନାହିଁ ।ଏହି ଷ୍ଟାର ବ୍ୟାଟ୍ସମ୍ୟାନ ମାତ୍ର ୬ ରନ କରି ପାଭିଲିୟନ ଫେରିଯାଇଛନ୍ତି । ବିରାଟ ଆଉଟ ହେବା […]

ରତ୍ନଭଣ୍ଡାର କାର୍ଯ୍ୟ ବର୍ତ୍ତମାନ ୪ ଦିନ ବନ୍ଦ ରହିବ ।

ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି।ଏ ନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଶ୍ରୀ ପଞ୍ଚମୀ, ବନକଲାଗି ଆଦି ବିଶେଷ ନୀତି ଯୋଗୁଁ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ସ୍ଥଗିତ ରହିବ । ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ମରାମତି କାମ ଚାଲୁ ରହିବ।ସୂଚନାଯୋଗ୍ୟ […]

ସଂସଦର ମିିଳିତ ଅଧିବେଶନକୁ ସମ୍ବୋଧନ ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଏହି ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ଆରମ୍ଭ ହୋଇଛି। ମହାକୁମ୍ଭରେ ମୌନୀ ଅମାବାସ୍ୟାରେ ଘଟିଥିବା ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି |ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ଵାମୀତ୍ଵ କାର୍ଡରେ ସାମିଲ କରାଯାଇଛି। ଆୟୁଷ୍ମାନ୍ ଯୋଜନାରେ ଉତ୍ତମ ସ୍ଵାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ସମସ୍ତଙ୍କୁ ଆବାସ […]

ଦାୟିତ୍ୱ ନେଲେ ରାଜ୍ୟ ନିର୍ବାଚନ କମିଶନର

ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଶାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା । ଏବେ ଦାୟିତ୍ୱର ଭାର ମଧୁସୂଦନ ପାଢୀଙ୍କ ହାତକୁ ହସ୍ତାନ୍ତର କରାଯାଇଛି।ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର, ଯିଏ କି ପୂର୍ବରୁ ଓଡ଼ିଶା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ।ଦୀର୍ଘ ବର୍ଷର କ୍ୟାରିୟରରେ ମଧୁସୂଦନ ପାଢ଼ୀ ସୂଚନା ପ୍ରଯୁକ୍ତି ବିଦ୍ୟା ଓ […]