author

ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ : ମୁଖ୍ୟମନ୍ତ୍ରୀ

ଚାଲିଛି ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ-୨୦୨୫। ତେବେ ଆଜି ଦ୍ବିତୀୟ ଦିନ ମହିଳା ନିବେଶକଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର। ମହିଳା ନିବେଶକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି । ମହିଳା ଶିଳ୍ପ ଉଦ୍ୟୋଗୀଙ୍କୁ ନେଇ ରାଉଣ୍ଡ ଟେବୁଲ ବୈଠକରେ ରାଜ୍ୟ ତଥା ଦେଶର ସଫଳ ମହିଳା […]

ପିପିଲି ପୋପରଙ୍ଗ ସ୍କୁଲର ଛାତ୍ରକୁ ସାପ କାମୁଡିବା ଘଟଣା । ପ୍ରଧାନ ଶିକ୍ଷୟତ୍ରୀ ନିଲମ୍ବିତ

ପିପିଲି ପୋପରଙ୍ଗ ସ୍କୁଲର ଛାତ୍ରକୁ ସାପ କାମୁଡିବା ଘଟଣା। ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ପିପିଲି ଶିକ୍ଷାଧିକାରୀ ରବିନାରାୟଣ ନନ୍ଦ ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଜୟଶ୍ରୀ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି । ସୂଚନା ଅନୁସାରେସୂଚନା ଅନୁସାରେ ଗତ ସୋମବାର ଦିନ ପୋପୋରଙ୍ଗା ପଂଚାୟତ ସରକାରୀ ବିଦ୍ୟାଳୟର ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟରେ ବିଷାକ୍ତ ନାଗ ସାପ କାମୁଡ଼ିଦେଇଥିଲା । ପାଠ ନଆସିବାରୁ ଶିକ୍ଷୟତ୍ରୀ ଦଣ୍ଡ ଦେଇଥିଲେ । ବିଦ୍ୟାଳୟର ଚାଉଳ ଘର ସଫା କରିବାକୁ […]

ଉପଗ୍ରହ ଉତକ୍ଷେପଣରେ ଇସ୍ରୋର ଶତକ,ଶ୍ରୀହରିକୋଟାରୁ ଲଞ୍ଚ ହେଲା ନାଭିଗେସନ ସାଟେଲାଇଟ୍ NVS-02

ନୂଆ ଇତିହାସ ରଚିଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ଶ୍ରୀହରିକୋଟାରୁ ୧୦୦ତମ ଉତକ୍ଷେପଣ ସହ ଶତକ ହାସଲ କରିଛି ଇସ୍ରୋ। ଅପଗ୍ରେଡ୍ ହେବ ଭାରତର ନାବିକ ସାଟେଲାଇଟ୍ । ଆଜି ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି। ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି। ନାଭିକ ହେଉଛି ଭାରତର ରିଜିଓନାଲ ନାଭିଗେସନ ସାଟେଲାଟ୍ ସିଷ୍ଟମ । ଏହା ଆମେରିକାର ଜିପିଏସ୍ ଭଳି କାର୍ଯ୍ୟ କରେ। କାରଗିଲ ଯୁଦ୍ଧ ବେଳେ କାଶ୍ମୀରର […]

୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ।

୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ। ତାଗିଦ ସତ୍ତ୍ବେ କଲେଜ ଆକାଉଣ୍ଟ ଅପଡେଟ କରି ନ ଥିବାରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୨୦୨୪-୨୫ ବର୍ଷ ପାଇଁ କଲେଜ ଆକାଉଣ୍ଟ ଅପଡେଟ୍‌ କରିବାକୁ ନିର୍ଦ୍ଦେଶ ଥିଲେ ବି ଏସବୁକୁ କଲେଜ ଅଧକ୍ଷ ମାନିନାହାନ୍ତି। ଯେଉଁଥିପାଇଁ ଚଳିତ ମାସ ଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ବିଭାଗ ଦରମା ବନ୍ଦ ରଖିଛି। ଯାଜପୁର ଜିଲାର ସର୍ବାଧିକ ୧୧ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ ରହିଛି।

କୁହୁଡ଼ି ପାଇଁ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍‌ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ପଶ୍ଚିମାଝଡ଼ ଅପସାରଣ ପରେ ବଙ୍ଗୋପସାଗର ପଟୁ ରାଜ୍ୟ ଭିତରକୁ ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ପାଇଛି । ଏହାଦ୍ବାରା ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ହ୍ରାସ ଘଟିଛି । ଫଳରେ ଅନେକ ସ୍ଥାନରେ […]

ମହାକୁମ୍ଭରେ ଦଳାଚକଟା ପାଇଁ ରଦ୍ଦ ହେଲା ଆଖଡାମାନଙ୍କ ମହାସ୍ନାନ ।

ମହାକୁମ୍ଭମେଳାରେ ବଡ଼ ଅଘଟଣ। ସାହିସ୍ନାନ ବେଳେ ଦଳାଚକଟା। ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା। ମୃତଦେହକୁ ପ୍ରୟାଗରାଜ ମେଡିକାଲ କଲେଜକୁ ନିଆଯାଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି। ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଶତାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ଉତ୍ତର ପ୍ରଦେଶର ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଥମ ବୟାନ ଆସିଛି। ସେ ଗୁଜବରେ ଧ୍ୟାନ ନଦେବାକୁ ଲୋକଙ୍କୁ ନିବେଦନ କରିଛନ୍ତି। […]

ଆଜିର ରାଶିଫଳ(୨୯ ଜାନୁଆରୀ, ୨୦୨୫)

ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । […]

ଦଶପଲ୍ଲା ବିଧାୟକଙ୍କ ନିର୍ଦ୍ଦେଶ କ୍ରମେ ପଞ୍ଚୁପାଣ୍ଡବ ମହୋତ୍ସବ ପୋଷ୍ଟର ବ୍ୟାନର ଉନ୍ମୋଚନ

ନୂଆଗାଁ-(ପୁଷ୍ପଲତା ପ୍ରଧାନ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର କଳା, ସଂସ୍କୃତି ,ଐତିହ୍ୟ ଏବଂ ପରମ୍ପରାକୁ ନେଇ ଚଳିତ ବର୍ଷ ଫେବୃଆରୀ ମାସ ୨ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ନୂଆଗାଁ କଲେଜ ସମ୍ମୁଖ ମହୋତ୍ସବ ପଡ଼ିଆରେ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଅନୁଷ୍ଠିତ ହେବ। ଏ ନେଇ ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୋଷ୍ଟର ଉନ୍ମୋଚନ ହୋଇଯାଇଛି। ପୋଷ୍ଟର […]

ମାଟି ତଳୁ ବାହାରୁଛି ରଙ୍ଗ ବେରଙ୍ଗର ପୁଳା ପୁଳା ମୂଲ୍ୟବାନ ପଥର ।

ମାଟି ତଳୁ ବାହାରୁଛି ରଙ୍ଗ ବେରଙ୍ଗର ପୁଳା ପୁଳା ମୂଲ୍ୟବାନ ପଥର । ମାଟିରୁ ମୂଲ୍ୟବାନ ରତ୍ନ ପଥର ବାହାରୁଥିବା ସୂଚନା ମିଳିଛି । ବଘିଆପଡ଼ା ଫାଣ୍ଡି ଖୁଣ୍ଟିଆପଡ଼ା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଏହି ଗାଁରେ ରାସ୍ତା କାମ ଚାଲିଥିବା ବେଳେ ଠିକାଦାର ମାଟି ଖୋଳି ଆଣି ରାସ୍ତାରେ ପକାଇଥିଲେ । ଆଉ ସେଇ ମାଟିରେ ଗାଁ ଲୋକ ଦେଖିବାକୁ ପାଇଥିଲେ ରତ୍ନପଥର । ଏହାକୁ ଦେଖି ପିଲାଠୁ ବୁଢା ସଭିଏଁ ମାଟି […]

ରାମ ରହିମଙ୍କୁ ପୁଣିଥରେ ପାରୋଲ

ଆସନ୍ତା ସପ୍ତାହରେ ଦିଲ୍ଲୀ ନିର୍ବାଚନ । ୫ରେ ଭୋଟ ପଡିବ ଓ ୨୮ରେ ଜେଲରୁ ପାରୋଲରେ ବାହାରିଲେ ଡେରା ସଚ୍ଚା ମୁଖ୍ୟ ରାମ ରହିମ । ଦୁର୍ଷ୍କମ ଓ ହତ୍ୟା ମାମଲାର ଦୋଷୀ ରାମ ରହିମ ହରିୟାଣା ସୁନାରିଆ ଜେଲରେ ବନ୍ଦୀ ଥିବାବେଳେ ଏପର୍ୟ୍ୟନ୍ତ ୧୨ଥର ପାରୋଲରେ ଜେଲ ବାହାରିଛନ୍ତି |ରାମ ରହିମଙ୍କୁ ଅକ୍ଟୋବର ୨୦୨୪ରେ ପାରୋଲ ମିଳିଥିଲା । ସେତେବେଳେ ମଧ୍ୟ ତାଙ୍କୁ ୨୦ ଦିନର ପାରୋଲ ମିଳିଥିଲା । ଏହି ସମୟରେ ନିର୍ବାଚନ ସମ୍ବନ୍ଧୀୟ […]

ଜିଲ୍ଲା ସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ରାୟଗଡ:-ତା. ୨୮/୦୧- ଆଜି ରୟାଗଡ଼ ମାନ୍ୟବର କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଉଲ୍ଲକାଙ୍କ ଅଧ୍ୟକ୍ଷତlରେ ଅଧ୍ୟକ୍ଷତରେ ଜିଲ୍ଲାସ୍ତରୀୟ ସାଂସଦ କ୍ଷେତ୍ର ସଡ଼କ ସୁରକ୍ଷl ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ମାବ୍ୟବର କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ଉଲ୍ଲକା,ମାନ୍ୟବର ରାୟଗଡ ବିଧାୟକ ଶ୍ରୀଯୁକ୍ତ ଆପାଳ ସ୍ୱାମୀ କାଡ୍ରାକl, ଗୁଣୁପୁର ବିଧାୟକ,, ଶ୍ରୀଯୁକ୍ତ ସତ୍ୟଜିତ ଗମାଙ୍ଗ, ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ସିଡିଓ ତଥା ଇଓ ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ଆଦି ଯୋଗଦାନ […]

ପୂର୍ବ ଶତ୍ରୁତା ପାଇଁ ବଳି ପଡ଼ିଲା ତିନି ବର୍ଷର ଶିଶୁ ।

କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଖେଣ୍ଡରା ଠାରେ ଜଣେ ୩ ବର୍ଷର ଶିଶୁପୁତ୍ର ମୃତଦେହ ପଥର ଖୋଲରେ ପଡିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ଵିକ ସ୍ଥିତିରୁ ଶିଶୁଟିକୁ ପଥରରେ ପିଟି ମାରିଦେଇଥିବା ନେଇ ଆଶଙ୍କା କରାଯାଉଛି । ସୂଚନାମୁତାବକ ନହବେଡ଼ା ଗ୍ରାମର ଶ୍ରୀତମ ମୁଣ୍ଡା ନିଜ ବନ୍ଧୁ ଚନ୍ଦନ ମୁଣ୍ଡାଙ୍କ ସହ କୌଣସି କଥାକୁ ଝଗଡ଼ା ହୋଇଥିଲା । ଏହାକୁ ନେଇ ଭୀଷଣ ରାଗି ଯାଇଥିଲା ଶ୍ରୀତମ । ପରିଣାମ ସ୍ବରୂପ ଗତ ୨୬ ତାରିଖରେ ଚନ୍ଦନଙ୍କ […]