ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଡ଼ା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରୁ ଠାବ ହୋଇଛି ନକଲି କଲ୍ ସେଣ୍ଟର । ସାଇବର ଠକେଇ ପାଇଁ ଆପାର୍ଟମେଣ୍ଟରେ ଚାଲୁଥିଲା ପ୍ଲାନ । ଆପାର୍ଟମେଣ୍ଟରୁ ସିମ୍ ବକ୍ସ ଭଳି ଦେଖାଯାଉଥିବା କିଛି ଡିଭାଇସ୍ ଠାବ ହୋଇଛି । ଏକାଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।ଖବର ଅନୁଯାୟୀ, ସୁନ୍ଦରପଦା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରେ ଦୀର୍ଘ ଦିନ ଚାଲିଥିଲା କଲ୍ ସେଣ୍ଟର । କୌଣସି ସୁତ୍ରରୁ ଖବର ପାଇଁ କାଞ୍ଚନ […]
ରାୟଗଡ଼ – ରାୟଗଡ଼ ସହର ନିବାସୀ ଅବସର ପ୍ରାପ୍ତ ଫରେଷ୍ଟ ଗାର୍ଡ ପ୍ରଭାତ ଚନ୍ଦ୍ର ପଟ୍ଟନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ପରିବାର ବର୍ଗ ଓ ବନ୍ଧୁ ପରିଜନ।ରାୟଗଡ଼ ସହର ସୁଣ୍ଡି ସାହିସ୍ଥିତ ନିଜ ବାସ ଭବନରେ ପ୍ରଭାତ ଚନ୍ଦ୍ର ପଟ୍ଟନାୟକ ଚଳିତ ମାସ ୪ତାରିଖ ସୁକ୍ରୁବାର ଦିନ ହୁର୍ଦ୍ଧଘାତରେ ମୃତ୍ୟୁ ହୋଇଥିବା କହିଛନ୍ତି ପରିବାର ବର୍ଗ। ମୃତ୍ୟୁ ବେଳକୁ ତାଙ୍କୁ 76ବର୍ଷ ହୋଇଥିଲା । ଏଥି ପୂର୍ବରୁ ସ୍ଵର୍ଗତ ପଟ୍ଟନାୟକ ଥରେ/ଦୁଇଥର ହୁର୍ଦ୍ଧଘାତର ସମ୍ମୁଖୀନ ହୋଇଥିଲେ […]
ବିଜେପିର ସଦସ୍ୟତା ଅଭିଯାନ ଚଳିତ ବର୍ଷ ସେପ୍ଟେମ୍ବର ୨ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଚାଲୁରହିଛି। ଆଜିଠୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସକ୍ରିୟ ସଦସ୍ୟ ଗ୍ରହଣ ପ୍ରକ୍ରିୟା ଚାଲୁ ରହିବ। ଏହି ସମୟରେ ପ୍ରାଥମିକ ସଦସ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଜାରି ରହିବ।ବିଜେପିର ପ୍ରାଥମିକ ସଦସ୍ୟ ସଂଗ୍ରହ ପାଇଁ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ୍ରେ ବ୍ୟବସ୍ଥା କରାଯାଇଛି ।ଅନ୍ଲାଇନ୍ରେ ମୋବାଇଲ୍ ନମ୍ବର-୮୮୦୦୦୦୨୦୨୪ରେ ମିସ୍ କଲ୍ ଦେଇ ସଦସ୍ୟ ହୋଇପାରିବେ । ଆଉ ଅଫ୍ଲାଇନରେ ସଦସ୍ୟତା ସଂଗ୍ରହ ଅଭିଯାନ […]
ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା କୁସୁବେଣ୍ଟି ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶଶୁର ଘରେ ସ୍ତ୍ରୀ ଓ ଦେଢ଼ଶାଶୁର ପୁଅକୁ ହାଣିଲା ଜ୍ଵାଇଁ । ଗ୍ରାମବାସୀଙ୍କ ଦ୍ବାରା ଅଭିଯୁକ୍ତକୁ ଅଟକ କରିବା ପରେ ପୋଲିସ ଜିମା ଦେଇଛନ୍ତି। ପୋଲିସ ଘଟଣାର ଛାନ୍ଭିନ୍ ଜାରି ରଖିଛି ।ଆହତମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ଅଭିଯୁକ୍ତ ଗୁଣ୍ଡିଚା ପ୍ରଧାନ ଓରଫ କାଳୁ। ଦୁଇ ବର୍ଷ ହେବ ଶଶୁର ଘରେ ରହୁ […]
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଦିନକୁ ଦିନ ବେସରକାରୀ ସ୍କୁଲରେ ପିଲାଙ୍କ ଉପସ୍ଥାନ ଉପରେ ବିଶେଷ ଜାଲିଆତି ହେଉଛି । ହଜାର ହଜାର ପିଲା ବର୍ତ୍ତମାନ ଡମି ସ୍କୁଲ ରେ ପଢୁଛନ୍ତି । ସବୁ ସହରରେ ମାଳ ମାଳ ବେଆଇନ କୋଚିଂ ସେଣ୍ଟର ସହ ପ୍ରାଇଭେଟ ହଷ୍ଟେଲ […]
ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। । ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ ହୋଇଥିବାବେଳେ ସ୍ବାଭାବିକ ତାରିଖର ୪ ଦିନପୂର୍ବରୁ ମୌସୁମୀ ଚାଲିଯାଇଛି। ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି । ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ପାଣିପାଗ ବିଶେଷଜ୍ଞ […]
ଶ୍ରୀମନ୍ଦିରରେ କେବଳ ଓମ୍ଫେଡ୍ ଘିଅର ବ୍ୟବହାର ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି । ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ […]
ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି ।ଆଜି ନବୀନଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନରେ ବିଜେଡି ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ ଶିବିର ଆୟୋଜନ କରିବ । ୧୯୪୬ ଅକ୍ଟୋବର ୧୬ ତାରିଖରେ କଟକରେ ଜନ୍ମ ନେଇଥିଲେ ନବୀନ । ଜୀବନର ୫୦ ବର୍ଷରୁ ଊଦ୍ଧ୍ୱର୍ କାଳ ରାଜନୀତିରୁ ଦୂରେଇ ରହିଥିବା ନବୀନ ଆକସ୍ମିକ ଭାବେ ପିତା […]
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ରାୟଗଡ଼ା- ରାୟଗଡ଼ା ପୌରାଂଚଳରେ ଦିନକୁ ଦିନ ରାସ୍ତା ଜବରଦଖଲ ଓ ପାର୍କିଂକୁ ନେଇ ହରଡ଼ଘଣାରେ ପଡ଼ୁଛି ପୋଲିସ । ବିଶେଷ ଭାବେ ରାୟଗଡ଼ା ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ରହିଥିବା ଦୋକାନଗୁଡ଼ିକ ସମ୍ମୁଖରେ ରାସ୍ତା ଉପରେ ଗାଡ଼ି ପାର୍କିଂ, ଉଠା ଦୋକାନୀ କାରଣରୁ ମୁଖ୍ୟ ରାସ୍ତାରେ ଟ୍ରାଫିକ ସମସ୍ୟା ଲାଗି ରହୁଛି । ସେହିଭଳି ସହରର ଏସବିଆଇ(ଏଡିବି) ବ୍ରାଂଚ ଶାଖା ଗଳି, ଭାମସି କ୍ରିଷ୍ଣା ହୋଟେଲ ଗଳି, ଆଇଡିବିଆଇ ଓ ଏଚଡିଏଫସି ବ୍ୟାଙ୍କ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏପରିକି ରାଜ୍ୟ ବାହାର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେ ନାହିଁ ବୋଲି ବୈଠକରେ କୁହାଯାଇଛି ।ଛତିଶଗଡ଼, ଝାରଖଣ୍ଡ ଏବଂ ପଶ୍ଚିମବଙ୍ଗ ରାଜ୍ୟର ସୀମାରେ ଚେକିଂ କଡାକଡି ହେବ । ବଡ କଥା ହେଲା […]
ଦଶହରାରୁ ନିଖୋଜ ଥିଲେ ଯୁବତୀ । ଏବେ ପୋଖରୀରୁ ମିଳିଲା ମୃତଦେହ । ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମର ହେମନ୍ତ କରଙ୍କ ୨୩ ବର୍ଷ ବୟସ୍କା ଝିଅଙ୍କ ମୃତଦେହ ପୋଖରୀରୁ ଉଦ୍ଧାର ହୋଇଛି । ରବିବାର ଦିନ ସେ ନିଖୋଜ ଥିଲେ । ଦଶହରା ଥିବାରୁ ଝିଅ […]
