author

ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ

ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ, ଏହାକୁ ଭାରତରେ ରଖିବା ପାଇଁ ଫେବୃଆରୀ ୨୮ ତାରିଖରେ ଅନୁରୋଧ କରାଯାଇଥିଲା । ​ଭାରତ ସରକାର ମାର୍ଚ୍ଚ ୧ ତାରିଖରେ ଏହି ଅନୁମତି ପ୍ରଦାନ କରିଥିଲେ। ​ମାର୍ଚ୍ଚ ୪ ତାରିଖରେ ଇରାନର ଏହି […]

ଜଳସେଚନ ବିଭାଗର ଅଧିକାରୀଙ୍କ ଘରେ ଭିଜିଲାନ୍ସ

ଛତା ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସ୍‌ରେ ଚଢ଼ାଉ ଜାରି ରହିଛି। କେନ୍ଦ୍ରାପଡା ଓ କଟକ ଭିଜିଲାନ୍ସ ବିଭାଗର ୪ ଜଣିଆ ଟିମ ବେଆଇନ କାର୍ଯ୍ୟ ଗୁଡିକର କାଗଜପତ୍ର ଯାଞ୍ଚ କରିବା ସହ ତାଙ୍କ ପାଖରେ ମହଜୁଦ ଥିବା ନଗଦ ଟଙ୍କା ଓ ଅନ୍ୟାନ୍ୟ ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରୁଛନ୍ତି । ଦୀର୍ଘ ୭ ଘଣ୍ଟା ଧରି […]

ଗ୍ରାହକଙ୍କୁ ବଡ଼ ଝଟକା: ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି

ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ ହୋଇଥିବା ତରଳ ପଦାର୍ଥର ମୂଲ୍ୟ ବୃଦ୍ଧି ପାଇଛି। ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୬୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି କମର୍ସିଆଲ ଗ୍ୟାସ ମୂଲ୍ୟରେ ୧୧୫ ଟଙ୍କା ବଢ଼ିଛି । ଆଜିଠୁ ନୂଆ ଦର ଲାଗୁ ହେବ । ପୂର୍ବରୁ ଘରୋଇ LPG ୮୫୩ ଟଙ୍କା ଥିଲା । […]

ଆସନ୍ତା ତିନି ଦିନ ଏହିସବୁ ଜିଲ୍ଲାରେ ଝଡ଼ ବର୍ଷା

ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍ ଲାଇନ୍ ଉତ୍ତରପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଅତିକ୍ରମ କରୁଛି । […]

ଆଜିର ରାଶିଫଳ(୭ ମାର୍ଚ୍ଚ, ୨୦୨୬)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଯୁଦ୍ଧ ପାଇଁ ଟିଭି ଚ୍ୟାନେଲ୍ ର TRP ବନ୍ଦ

ଯୁଦ୍ଧ ପାଇଁ ଟିଭି ଚ୍ୟାନେଲ୍ ର TRP ବନ୍ଦ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବଡ଼ ପଦକ୍ଷେପ । ଇସ୍ରାଏଲ୍ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ କିଛି ନ୍ୟୁଜ୍ ଚ୍ୟାନେଲ୍ ଅତ୍ୟଧିକ ଭୟଭୀତ କରିବା ଭଳି ଏବଂ ଅଯଥା ଗୁଜବ ଖବର ପ୍ରସାରଣ କରୁଥିବା ସରକାର ଲକ୍ଷ୍ୟ କରିଛନ୍ତି । ଏହାଦ୍ୱାରା ସାଧାରଣ ଜନତା, ବିଶେଷ କରି ଯେଉଁମାନଙ୍କର ପରିବାର ବା ସମ୍ପର୍କୀୟ ସେହି ଅଞ୍ଚଳରେ ରହୁଛନ୍ତି, ସେମାନେ ଆତଙ୍କିତ ହେବାର ସମ୍ଭାବନା […]

ଯାତ୍ରୀଙ୍କ ଠାରୁ ଅଧିକ ବସ୍ ଭଡ଼ା ନେଲେ ହେବ କାର୍ଯ୍ୟାନୁଷ୍ଠାନ

ଧାର୍ଯ୍ୟ ସୀମାଠାରୁ କୌଣସି ବସ୍ ଅଧିକ ଭଡ଼ା ଆଦାୟ କରିପାରିବେ ନାହିଁ। ଯାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଙ୍ଘନ କରୁଥିବା ବସ୍ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା।ରାଜ୍ୟର ବିଭିନ୍ନ ସ୍ଥାନରେ ଆରଟିଓ ଟିମ୍ ବସ୍ ଯାଞ୍ଚ କରିଛନ୍ତି । ଯାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି । ପ୍ରଥମଦିନରେ କଟକ ଆରଟିଓଙ୍କ ଏନଫୋର୍ସମେଣ୍ଟ ଟିମ୍ ନିୟମ ଉଲ୍ଲଙ୍ଘନ କରିଥିବା […]

ଗୁଜୁରାଟ ଭଳି ଓଡିଶାର ବିକାଶ ହେବ: ଶାହ

ପାରାଦୀପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। IFFCO ପରିସରରେ ଏକ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ଉଦଘାଟନ କରିଛନ୍ତି। ଏଥି ସହ ଉପସ୍ଥିତ ଜନତାଙ୍କୁ ମଧ୍ୟ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମବାୟ ମନ୍ତ୍ରୀ, ଶିଳ୍ପମନ୍ତ୍ରୀ, ଜଗତସିଂହପୁର ସାଂସଦ ପ୍ରମୁଖ ଓ ଅନ୍ୟମାନେ ଉପସ୍ଥିତ ରହିଥିଲେ।ଏହି ଅବସରରେ ସମ୍ବୋଧନ ଦେଇ ଅମିତ ଶାହ କହିଛନ୍ତି, ଆପଣମାନଙ୍କ ଆଶୀର୍ବାଦରେ ବିଜେପି ଓଡ଼ିଶାରେ ଶାସନ କରୁଛି । ବିଜେପି ସରକାର ସଠିକ୍ ଦିଗରେ […]

କର୍ଣ୍ଣାଟକରେ ପିଲାଙ୍କୁ ସୋସିଆଲ ମିଡିଆ ମନା

କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ଏହି ନିୟମ ଲାଗୁ କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟ ବଜେଟରେ ଏହି ବଡ଼ ଘୋଷଣା କରିଛନ୍ତି । ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି ।ଏହି ନିୟମ କେବଳ ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ। […]

ବଦଳିବ ବାଲି, ଗୋଡ଼ି, ଇଟାର ମୂଲ୍ୟ: ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ଏବଂ ବିଭିନ୍ନ ରାଜ୍ୟରେ ଲାଗୁ ହୋଇଥିବା ନିର୍ମାଣ ସାମଗ୍ରୀର ମୂଲ୍ୟକୁ ତର୍ଜମା କରି ରାଜ୍ୟରେ କିଭଳି ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ କରିହେବ ସେନେଇ ଆଲୋଚନା ହୋଇଥିଲା। ପରିବହନ ଖର୍ଚ୍ଚକୁ ହିସାବକୁ ନେଇ […]

କୋଟିପତି ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଅଡୁଆ ବଢ଼ିଲା ! ଦେବବ୍ରତଙ୍କୁ ରିମାଣ୍ଡରେ ନେଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କୋଟିପତି ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଅଡୁଆ ବଢ଼ିଲା। ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କୁ ନେଇ ଫୁଲବାଣୀରେ ପହଞ୍ଚିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଓ ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଥିଲେ ଖଣି ବିଭାଗ କଟକ ସର୍କଲ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି । ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ ତାଙ୍କୁ ନେଇ ଫୁଲବାଣୀରେ ପହଞ୍ଚିବା ପରେ ପ୍ରଥମେ ତାଙ୍କର ଫୁଲବାଣୀ ନାରାୟଣ ସାହି ସ୍ଥିତ […]

UPSC ସିଭିଲ ସର୍ଭିସ ରଜେଲ୍ଚ ପ୍ରକାଶ; ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ୟୁପିଏସସି ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅନୁଜ ଅଗ୍ନିହୋତ୍ରୀ ଅଲ୍ ଇଣ୍ଡିଆ ଟପ୍ପର ହୋଇଛନ୍ତି । ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ୍, ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନୱାଲା ରହିଥିବା ବେଳେ ପଞ୍ଚମରେ ଇସାନ ଭଟ୍ଟନାଗର ରହିଛନ୍ତି । ଚଳିତ ବର୍ଷ ମୋଟ ୯୫୮ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS), ଭାରତୀୟ ବୈଦେଶିକ ସେବା (IFS), ଭାରତୀୟ ପୋଲିସ ସେବା (IPS) […]