author

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ସହଜ ହେବନି

ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଅନେକ ଥର ପିଲାମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ପ୍ରକୃତ ବୟସ ଲୁଚାଇ ବୟସ୍କ ହେବାକୁ ଚେଷ୍ଟା କରନ୍ତି, ଯାହା ଫଳରେ ସେମାନେ କେବଳ ବୟସ୍କମାନଙ୍କ ପାଇଁ ଉଦ୍ଦିଷ୍ଟ କିଛି ବିଷୟବସ୍ତୁ କିମ୍ବା ବୈଶିଷ୍ଟ୍ୟଗୁଡ଼ିକୁ ବ୍ୟବହାର କରିପାରିବେ। ଇନଷ୍ଟାଗ୍ରାମ ଏବେ ଏଆଇ ପ୍ରଯୁକ୍ତିବିଦ୍ୟା ସାହାଯ୍ୟରେ ଯାଞ୍ଚ କରିବାକୁ ଚେଷ୍ଟା କରୁଛି ଯେ କୌଣସି କିଶୋର (୧୩-୧୭ ବର୍ଷ ବୟସ) ନିଜକୁ୧୮ ବର୍ଷରୁ ଅଧିକ ବୟସର ହେବା […]

୧୫ ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା, ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ।

ସକାଳ ୬ ଟା ହେଲେ ଆରମ୍ଭ ହୋଇଯାଉଛି ସୂର୍ଯ୍ୟକୋପ । ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳୁରେ ଅସ୍ତବ୍ୟସ୍ତ ହେଉଛନ୍ତି ଲୋକେ । ପଶ୍ଚିମ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ନିଆଁ ବର୍ଷା ହେଉଛି । ଆସନ୍ତା ୨୬ ତାରିଖ ଯାଏ ହିଟୱେଭ ଜାରି କରିଛି ପାଣିପାଗ ବିଭାଗ। ଆଜି ସିଭିୟର ହିଟୱେଭ ପାଇଁ ଝାରସୁଗୁଡ଼ା ଓ ହିଟ ୱେଭ ପାଇଁ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଉଛି ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, […]

ନାମ, ଧର୍ମ ପଚାରି ଗୁଳି କରିଥିଲେ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ । ୨୭ ମୃତ। ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥୀ ଥିବା ସୂଚନା । ପ୍ରଶାନ୍ତ ବାଲେଶ୍ୱର ବାସିନ୍ଦା । ସୂଚନା ଅନୁସାରେ, ଦୁଇରୁ ତିନି ଜଣ ଆକ୍ରମଣକାରୀ ପୁଲିସ ପୋଷାକ ପିନ୍ଧିଥିଲେ ଓ ପର୍ଯ୍ୟଟକମାନଙ୍କୁ ସେମାନଙ୍କ ନାମ ଓ ଧର୍ମ ପଚାରି ଗୁଳି ମାରିଥିଲେ । ଏପର୍ଯ୍ୟନ୍ତ ଆତଙ୍କବାଦୀମାନେ ସେନା ପୋଷାକ ପିନ୍ଧି ଆକ୍ରମଣ କରୁଥିଲେ, କିନ୍ତୁ ପ୍ରଥମ ଥର ପାଇଁ ସେମାନେ ପୋଲିସ ପୋଷାକରେ ଆସିଥିଲେ […]

ସାମ୍ନାକୁ ଆସିଲା ପହଲଗାମ ପର୍ଯ୍ୟଟକ ଆକ୍ରମଣ ପଛରେ ଥିବା ଆତଙ୍କବାଦୀର ପ୍ରଥମ ଫଟୋ

ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ ଶୁଟ ପିନ୍ଧିଥିବା ଦେଖାଯାଉଛି। ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଫଟୋ ସହିତ ଜଡିତ ସମସ୍ତ ସନ୍ଦିଗ୍ଧ ବ୍ୟକ୍ତିଙ୍କ ତଦନ୍ତ ଆରମ୍ଭ କରିଛନ୍ତି। ଏହି ଫଟୋଟି ଆକ୍ରମଣ ସମୟରେ ଉଠାଯାଇଥିବା କୁହାଯାଉଛି ଏବଂ ଏହା ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସାମିଲ ଥିବା ଜଣେ ଆତଙ୍କବାଦୀର। ମଙ୍ଗଳବାର ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଏହି ବିରଳ ଓ […]

ରାଜ୍ୟରେ କେତେ ନକଲି ଶିକ୍ଷକ ଅଛନ୍ତି ?

ରାଜ୍ୟରେ ୪୨୪ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି । କିନ୍ତୁ ସଂଖ୍ୟା ଏତିକି ନା ଆହୁରି ଅଧିକ ତାହା ଜାଣିବାକୁ ଚାହିଁଛନ୍ତି ହାଇକୋର୍ଟ । ନକଲି ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ଆସନ୍ତା ମାସ ୬ ତାରିଖ ସୁଦ୍ଧା ସବିଶେଷ ବିବରଣୀ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ହୋଇଛି । ୨୦୧୮ରେ ରାଜ୍ୟରେ ନକଲି ଶିକ୍ଷକ ଥାଇ ମଧ୍ୟ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନଥିବାରୁ ସଞ୍ଜୟ କୁମାର ମହାରଣା ନାମକ ଜଣେ […]

ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାରେ କଡା ନିନ୍ଦା କରିଛି ସାରା ବିଶ୍ବ ।

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତବାସୀଙ୍କୁ ପୂର୍ଣ୍ଣ ସମର୍ଥନ ଓ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଖବର ବୋଲି ରାଷ୍ଟ୍ରପତି ଟ୍ରମ୍ପ ଲେଖିଛନ୍ତି। ଆତଙ୍କବାଦ ବିରୋଧରେ ଆମେରିକା ଭାରତ ସହ ଦୃଢ଼ ଭାବେ ଛିଡ଼ା ହୋଇଛି। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପଟେ ଏହି ନିର୍ଦ୍ଦୟତା ପୂର୍ଣ୍ଣ ଅପରାଧର କୌଣସି ଯର୍ଥାଥତା […]

ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।ଏ ଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ […]

ଆଜି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିବ । କ୍ୟାବିନେଟ୍ ବୈଠକରେ ପ୍ରାୟ ୮ରୁ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି।

ଆଜିର ରାଶିଫଳ(୨୩ ଏପ୍ରିଲ, ୨୦୨୫)

ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]

ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ କଲେଜ ବନ୍ଦ ଘୋଷଣା କଲେ ସରକାର ।

କାଲିଠାରୁ ରାଜ୍ୟବ୍ୟାପୀ ସମସ୍ତ ସ୍କୁଲ, କଲେଜ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହ ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ବନ୍ଦ ନେଇ ନିର୍ଦ୍ଦେଶ ଜାରି । ଯେଉଁ ଛାତ୍ରଛାତ୍ରୀମାନେ ଚାହିଁବେ ହଷ୍ଟେଲରେ ରହିପାରିବେ । ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷକମାନେ ଉପଲବ୍ଧ ରହିବେ ।ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ରାଜ୍ୟର ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି […]

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟ

ଜମ୍ମୁ କଶ୍ମୀରର ପହଲଗାମରେ ଆଜି ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇଛନ୍ତି ଜଣେ ଓଡ଼ିଆ ପର୍ଯ୍ୟଟକ। ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ଦିଅର ପ୍ରଶାନ୍ତ ଶତପଥୀ ଆତଙ୍କବାଦୀଙ୍କ ଦ୍ବାରା କରାଯାଇଥିବା ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି। ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ। ଆଜି ସେଠାରେ ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ […]

ଢେପାଗୁଡ଼ା ଗାଁ ନିକଟରେ ଥିବା ଅଧପନ୍ତରିଆ ବ୍ରିଜ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବିଡିଓ ଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ରାୟଗଡ଼ା /କଲ୍ୟାଣସିଂହପୁର ():-ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଳକ୍ ବୁଡାଗୁଡା ପଞ୍ଚାୟତର ଢେପାଗୁଡ଼ା ଗ୍ରାମ ନିକଟସ୍ତ ବଡ଼ ନାଳ ଠାରେ ନିର୍ମାଣାଧୀନ ବ୍ରିଜ କାର୍ଯ୍ୟ ସରୁ ନ ଥିବାରୁ ଲୋକ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। କିଣା ବିକା କାମ ହେଉ କି ପିଲା ଙ୍କୁ ସ୍କୁଲ୍ ଯିବା ହେଉ ଜରୁରୀ ସମୟରେ ଏଇ ବାଟ ଦେଇ ସିକରପାଇ ଯିବାକୁ ପାଖ ପଡୁଥିବାରୁ ଦୀର୍ଘ୍ ଦିନ ଧରି ଏଠାରେ ଏକ ବ୍ରିଜ ନିର୍ମାଣ […]