author

ସୁଭଦ୍ରା ଟଙ୍କା କେଉଁ ଖାତାକୁ ଟଙ୍କା ଆସିବ ନାହିଁ ।

ବ୍ୟାଙ୍କ ଖାତାରେ ଆଧାର ଇକେୱାଇସିି ସମସ୍ୟା କିମ୍ବା ଅନ୍ୟ କୌଣସି ଅସୁବିଧା ଯୋଗୁଁ ସରକାରଙ୍କ ତରଫରୁ ଟଙ୍କା ପଠାଯାଇଥିଲେ ମଧ୍ୟ ପହଞ୍ଚିବାରେ ବିଳମ୍ବ ହେବ କିମ୍ବା ଅଟକି ଯିବ । ସରକାରଙ୍କ ଅନୁଯାୟୀ ସୁଭଦ୍ରା ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ । ସେହି ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ଯେଉଁଥିରେ ଡିବିଟି ସକ୍ଷମ ଥିବ । ଗୋଟିଏ ବ୍ୟାଙ୍କରୁ ଅନ୍ୟ ଏକ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର ସୁବିଧା ଥିବା ଖାତାକୁ ସୁଭଦ୍ରା […]

ଶବ ବୁଲିଲା- ମେଡିକାଲ୍‌ରୁ ଶ୍ମଶାନ, ଶ୍ମଶାନରୁ ମେଡିକାଲ୍‌

ସୋମବାର ଅପରାହ୍ଣ ପ୍ରାୟ ୩ଟା ୪୫ମିନିଟ୍‌ରେ ପୁରୁଣାକଟକ ମୁଖ୍ୟ ରାସ୍ତାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗୋଡ଼ଠୁ ମୁଣ୍ଡ ଯାଏଁ ଘୋଡ଼ା ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦୁଇଜଣ କାନ୍ଧରେ ବୋହି ନେଇ ଯାଉଥିଲେ।ସବୁଠାରୁ ମଜାକଥା ହେଉଛି ଡାକ୍ତରଙ୍କୁ ଦୁଇ ଦୁଇ ଥର ମୃତ ଘୋଷଣା କରିବାକୁ ପଡ଼ିଛି। ଶେଷରେ ଗାଁ ଶ୍ମଶାନରେ ଜଳିଛି ଜୁଈ। ଏପରି ବିଚିତ୍ର ଘଟଣା ବୌଦ୍ଧ ଜିଲ୍ଲାରେ ଘଟିଛି | ତେବେ ମୃତଦେହ କୁ କାନ୍ଧରେ ବୋହିଆଣି ପହଞ୍ଚିବା ପରେ କାନ୍ଦ […]

ଆଜି ଶ୍ରୀମନ୍ଦିରରେ ବସିବ ଛତିଶା ନିଯୋଗ ବୈଠକ।

ଆଜି ଶ୍ରୀମନ୍ଦିରରେ ବସିବ ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ।‌ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟକୁ ଆଜି ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯିବ। ଏଥିସହ ମହାପ୍ରଭୁଙ୍କ ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ଏବଂ ସେହି ସମୟରେ ମହାପ୍ରଭୁଙ୍କ ଠାରେ ସ୍ବତନ୍ତ୍ର ବାଳଭୋଗ ନୀତି କିଭଳି ସମୟାନୁସାରେ କରାଯିବ ସେନେଇ ବିସ୍ତୃତ ଆଲୋଚନା ହେବ। ଶ୍ରୀମନ୍ଦିର ମୁଖ୍ୟ […]

ଅଜଣା ବ୍ୟକ୍ତିଙ୍କ ଦରପୋଡ଼ା ମୁଣ୍ଡ ଉଦ୍ଧାର

ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ। ତେବ ଏହେ କଟାମୁଣ୍ଡଟି କାହାର ଜଣାପଡ଼ି ନାହିଁ। ବାଲେଶ୍ୱର ଜିଲ୍ଲାରେ ଏପରି ଘଟଣା ଦେଖିବାକୁ ମିଳିଛି। ଖନ୍ତାପଡ଼ା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ପଣାପଣା ନିକଟରେ ଆଜି ସକାଳେ ସ୍ଥାନୀୟ ଲୋକେ ଜଣେ ଅଜଣା ବ୍ୟକ୍ତିର କଟା ମୁଣ୍ଡ ଦରପୋଡ଼ା ଅବସ୍ଥାରେ ଦେଖି ଭୟଭୀତ ହେବା ସହିତ ଖନ୍ତାପଡ଼ା ପୁଲିସକୁ ଖବର ଦେଇଥିଲେ।ତେବେ କଟା ମୁଣ୍ଡଟି ଛୋଟ ପିଲାର ବୋଲି ଅନୁମାନ କରାଯାଉଛି।ତେବେ କେଉଁ ପରିସ୍ଥିତିରେ ଏକ […]

ଭିଜିଲାନ୍ସ ଜାଲରେ ପଞ୍ଚାୟତି ରାଜ ବାବୁ

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, […]

ପୂଜା ପାଇଁ ରାଜଧାନୀରେ କଟକଣା ଜାରି

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ। ୧୨ଟି ରୁଟ୍‌ରେ ୧୨ ଘଣ୍ଟା ପର୍ଯ୍ୟନ୍ତ ଭାରି ଯାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଦିନ ୪ଟାରୁ ରାତି ୨ଟା ଯାଏ ଭାରି ଯାନ ଚଳାଚଳ କରି ପାରିବନି। ଖଣ୍ଡଗିରି ଛକରୁ ଜାଗମରା ଛକ ସଂଲଗ୍ନ ରାସ୍ତା, ଫାୟାର […]

ନୂଆଗାଁ ବ୍ଲକ୍ ରେ ଯୋଗଦେଲେ ନୂତନ କନିଷ୍ଠ ଶିକ୍ଷକ ,ଶିକ୍ଷୟତ୍ରୀ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ୮ ଜଣ ନୂତନ କନିଷ୍ଠ ଶିକ୍ଷକ ଯୋଗ ଦେଇଛନ୍ତି।ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟରେ ଯୋଗଦେଇ ନିଯୁକ୍ତି ପାଇଥିବା ନିଜ ବିଦ୍ୟାଳୟକୁ ଯାଇ ଯୋଗ ଦେଇଛନ୍ତି। ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଚକାପଥର ପ୍ରାଥମିକ ବିଦ୍ୟାଳୟ ରେ ନୂତନ କନିଷ୍ଠ ଶିକ୍ଷକ ଅବିନାଶ ଜେନା,ହୀରଦେଇପୁର ପ୍ରାଥମିକ ବିଦ୍ୟାଳୟ ରେ ସତ୍ୟ ରଞ୍ଜନ ଦାଶ, ବଲଭଦ୍ରପୁର ପ୍ରାଥମିକ ବିଦ୍ୟାଳୟରେ ବିଭାବତି ରାଉତ, ବକଳ ବନ୍ଧ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ […]

ଆଜିର ରାଶିଫଳ(୮ ଅକ୍ଟୋବର,୨୦୨୪)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।  ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।  ମିଥୁନ: […]

ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର।ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ […]

ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି ।

ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ […]

ଆସନ୍ତା ଅକ୍ଟୋବର ୧୦ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ |

ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା |ତେବେ ଚଳିତବର୍ଷ ଶିମିଳିପାଳକୁ କମ୍ ସଂଖ୍ୟାରେ ପର୍ଯ୍ୟଟକ ଆସିଥିଲେ। ଗତବର୍ଷ ୨୦୨୨-୨୩ରେ ୪୧ ହଜାର ୩୪୬ ଜଣ ପର୍ଯ୍ୟଟକ ଆସିଥିବା ବେଳେ ଚଳିତବର୍ଷ ୨୦୨୩-୨୪ରେ ୨୫ ହଜାର ୮୪୬ ଜଣ ଆସିଥିଲେ । ଆଉ ଏଥର ପର୍ଯ୍ୟଟକଙ୍କ ସଂଖ୍ୟା […]

ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ |

ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା |ତେବେ ଚଳିତବର୍ଷ ଶିମିଳିପାଳକୁ କମ୍ ସଂଖ୍ୟାରେ ପର୍ଯ୍ୟଟକ ଆସିଥିଲେ। ଗତବର୍ଷ ୨୦୨୨-୨୩ରେ ୪୧ ହଜାର ୩୪୬ ଜଣ ପର୍ଯ୍ୟଟକ ଆସିଥିବା ବେଳେ ଚଳିତବର୍ଷ ୨୦୨୩-୨୪ରେ ୨୫ ହଜାର ୮୪୬ ଜଣ ଆସିଥିଲେ । ଆଉ ଏଥର ପର୍ଯ୍ୟଟକଙ୍କ ସଂଖ୍ୟା […]