author

ଖୁବଶୀଘ୍ର ଭୁବନେଶ୍ବର ଏୟାରପୋର୍ଟରେ ହେବ ଟର୍ମିନାଲ-୩ ।

ଭୁବନେଶ୍ୱର ବିମାନବନ୍ଦରରେ ନୂଆ ଟର୍ମିନାଲ ନିର୍ମାଣ କରାଯିବ । ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୂଚନା ଦେଇଛନ୍ତି ।ଏବେ ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି । ଏବେ ଭୁବନେଶ୍ବରରେ ଯେଉଁ ଟର୍ମିନାଲ ଅଛି ପ୍ରତିବର୍ଷ ୪୦ ଲକ୍ଷ ଯାତ୍ରୀ ଯାତାୟତ କରନ୍ତି । ଯାତ୍ରୀ ସଂଖ୍ୟା ୮୦ ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ […]

ଆଜି ୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

ନିଲାମ ହେଲା ଅର୍ପଣ ଚାଉଳ। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା । ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି ।ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଅର୍ପଣ ଚାଉଳକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଚ୍ଛିତ ଥିବା ଅର୍ପଣ […]

ସମ୍ ହସ୍ପିଟାଲରେ ଏବେ ଅଗ୍ରଣୀ କାର ଟି-ସେଲ୍ ଥେରାପି ଉପଲବ୍ଧ

ଓଡ଼ିଶାରେ ରକ୍ତ କର୍କଟ ରୋଗୀଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ ଓ ହେମାଟୋ ଅଙ୍କୋଲଜିକାଲ୍ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଅଗ୍ରଣୀ ହସ୍ପିଟାଲ୍ ଭାବେ ପରିଚିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍‌ରେ ଯୁଗାନ୍ତକାରୀ ଚିମେରିକ ଆଂଟିଜେନ୍ ରିସେପ୍ଟର-ଟି ସେଲ୍ (କାର ଟି-ସେଲ) ଥେରାପି ଚିକିତ୍ସା ଉପଲବ୍ଧ ହୋଇଛି। ମୟୁରଭଞ୍ଜ ଜିଲ୍ଲାର ଜଣେ ୧୫ ବର୍ଷୀୟା ଝିଅର ଶରୀରରେ ଏହି ଚିକିତ୍ସା ପ୍ରୟୋଗ କରାଯାଇଥିବା ବେଳେ ଏହା ଫଳପ୍ରଦ […]

ସିସିଟିଭିରେ ଗାମୁଛା ଗୁଡ଼ାଇ ଲୁଟିନେଲେ ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଘରେ କେହି ନଥିବାର ସୁଯୋଗ ନେଇ ଲୁଟିଲେ ଦୁର୍ବୃତ୍ତ। ମୟୂରଭଞ୍ଜ କପ୍ତିପଦା ଥାନା ଗଡ଼ସାହି ଗାଁରେ ଏଭଳି ଲୁଟ୍ ହୋଇଛି । ବିଳମ୍ବିତ ରାତିରେ ଘରେ ପଶି ସିସିଟିଭିରେ ଗାମୁଛା ଗୁଡ଼ାଇ ଲୁଟି କରିଛନ୍ତି ।ଚୋରମାନେ ଘରେ ଥିବା ଆଲମାରିରୁ ନଗଦ ୨୦ ହଜାରରୁ ଅଧିକ ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟିନେଇଥିବା ଘର ମାଲିକ ଥାନରେ ଅଭିଯୋଗ କରିଛନ୍ତି। ପୁଲିସ ଆଖପାଖ ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।କପ୍ତିପଦା […]

ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବି ପତ୍ର ପ୍ରଦାନ

ରାୟଗଡ଼ା : ତା : ୦୩/୧୦/୨୪ ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବି ପତ୍ର ପ୍ରଦାନ ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଦୀର୍ଘ ଦିନର ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୬ ଦଫା ଦାବି ପତ୍ର କରାଯାଇଛି […]

କେନ୍ଦ୍ର କ୍ୟାବିନେଟରେ ଏଭଳି କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି |

ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୧୧,୭୨,୨୪୦ ରେଳ କର୍ମଚାରୀଙ୍କ ଲାଗି ୨୦୨୮.୫୭ କୋଟି ଟଙ୍କାର ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ୍‌ (ପିଏଲବି) ପ୍ରଦାନକୁ ଅନୁମୋଦନ ଓ ଘୋଷଣା କରିଛି।ରେଳ କର୍ମଚାରୀଙ୍କ ଭଲ ପ୍ରଦର୍ଶନ ଆଧାରରେ ଏହି ବୋନସ୍ ମିଳିବ ବୋଲି ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ । ଏହାବ୍ୟତୀତ ଚେନ୍ନାଇ ମେଟ୍ରୋ ଫେଜ୍-ଟୁ’କୁ ମଧ୍ୟ ମଞ୍ଜୁରୀ ମିଳିଛି । […]

ରାତି ଅଧରେ ଜେଲରେ ଚଢ଼ାଉ; ଟେନିସ୍ ବଲ୍ ଭିତରୁ ମିଳିଲା ତମାଖୁ

ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି।କେମିତି ଓ କେଉଁ ପରିସ୍ଥିତିରେ ଜେଲ ମଧ୍ୟକୁ ଏସବୁ ମାଦକ ଦ୍ରବ୍ୟ ପ୍ରବେଶ କରାଯାଉଛି ସେ ଉପରେ ଯାଞ୍ଚ କରାଯାଉଛି । ତେବେ ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରାଯାଇଛି |ଟେନିସ୍ ବଲ୍ ଭିତରେ ତମାଖୁ […]

ଦଶହରାରେ ବଡ ବର୍ଷାର ସମ୍ଭାବନା ନାହିଁ,ଶୁଖିଲା ରହିବ ପାଗ

ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥର ଦଶହରାରେ ପାଗ ଶୁଖିଲା ରହିବ । ହେଲେ ନୟାନ୍ତ କରିପାରେ ଗୁଳୁଗୁଳିଆ ପାଗ । କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁସାରେ ରାଜ୍ୟରେ ଆସନ୍ତା ୧୦ ଦିନ […]

ଆସନ୍ତା ନଭେମ୍ବର ୧୩ରେ ଧବଳେଶ୍ୱର ବଡ଼ଓଷା

ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ।୧୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୧୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୧୪ ତାରିଖ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ।୧୪ ନଭେମ୍ବର ୨୦୨୪ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ […]

ଆଜିର ରାଶିଫଳ(୪ ଅକ୍ଟୋବର,୨୦୨୪)

ମେଷ ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷ ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ […]

ଆହାର କେନ୍ଦ୍ରରେ ଧାଡ଼ିରେ ଠିଆ ହୋଇ ସାଧାରଣ ଲୋକଙ୍କ ସହ ଖାଦ୍ୟ ଖାଇଲେ ରାଜସ୍ବ ମନ୍ତ୍ରୀ

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ସମ୍ୱଲପୁର ଗସ୍ତରେ ଯାଇଥିଲେ। ସେ ମହିଳା ମହାବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପରେ ଜେଲ୍‌ ରୋଡ୍‌ରେ ଥିବା ଆହାର କେନ୍ଦ୍ରକୁ ଯାଇଥିଲେ। ସାଥୀରେ ଥିଲେ ନିଜ କର୍ମଚାରୀ।ଜେଲ୍ ଛକ ନିକଟରେ ଥିବା ଆହାର କେନ୍ଦ୍ରରେ ସାଧାରଣ ଲୋକଙ୍କ ସହ ଆହାର ଭୋଜନ କରିଛନ୍ତି । ପ୍ରଥମେ ସାଧାରଣ ମଣିଷ ପରି ଲାଇନରେ ଛିଡା ହେବା ପରେ ସେ ଆହାର ଖାଇ ମାନ ପରୀକ୍ଷା କରିଛନ୍ତି । ନିଜ ଟିକେଟ କାଉଣ୍ଟର […]

ଜଗତପୁର ନୂଆ ଶିଳ୍ପାଞ୍ଚଳରେ ‘ବାଲ୍‌ଗୋପାଲ’ ନାଁରେ ତିଆରି ହେଉଥିଲା ନକଲି ଘିଅ।

ନକଲି ସାମଗ୍ରୀ ପ୍ରସ୍ତୁତିର ଆଡ୍ଡା ସ୍ଥଳ ପାଲଟିଛି କଟକ। ଯେତେ ରେଡ୍ କଲେ ବି ଥମୁନି କାରବାର। ଏହି କ୍ରମରେ ଗୁରୁବାର ଜଗତପୁରରୁ ପୁଣି ଠାବ ହେଲା ନକଲି ଘିଅ କାରଖାନା। ବନସ୍ପତିରେ ବିଭିନ୍ନ ଏସେନ୍ସ ମିଶାଇ ତିଆରି ହେଉଥିଲା ‘ବାଲ୍‌ଗୋପାଲ୍‌’ ଖାଣ୍ଟି ଗୁଆ ଘିଅ! ଆଉ ସେହି ଘଅକୁ ମାର୍କେଟକୁ ଛଡ଼ା ଯାଉଥିଲା। ଯାହାକୁ ଆମେ ଅସଲି ଘିଅ ଭାବି ଖାଉଛୁ ଓ ଠାକୁରଙ୍କ ପାଖରେ ପୂଜାରେ ବ୍ୟବହାର କରୁଛୁ। ଘିଅ କମ୍ପାନୀ ଚାଲୁଥିବା ମାଲିକକୁ […]