author

ମୁଢ଼ି ବିକୁଥିବା ବେଳେ ଟଳି ପଡ଼ିଲେ ବ୍ୟବସାୟୀ

ଏମିତି ବି ଆସେ ମୃତ୍ୟୁ । ପୁରୀ ଜିଲ୍ଲାର ଟାଉନ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ଗାଁ ଦାଣ୍ଡରେ ବୁଲି ବୁଲି ମୁଢ଼ି ବିକୁଥିବା ବେଳେ ହଠାତ୍ ଗାଡ଼ି ଉପରେ ଟଳି ପଡ଼ିଲେ ଜଣେ ବ୍ୟବସାୟୀ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଢେଙ୍କାନାଳର ଶୁକଦେବ ବେହେରା(୪୬)। ସେ ପୁରୀର କମୁଟିପାଟଣା ଠାରେ ରହୁଥିଲେ। ଗତ ଗୁରୁବାର ଶୁକଦେବ ବୁଲି ବୁଲି ମୁଢ଼ି ବିକ୍ରି କରୁଥିଲେ। ଗଚ୍ଛକାଳୀ ଛକ ନିକଟରେ ହଠାତ୍ ସେ ତାଙ୍କର ଗାଡ଼ି ଉପରେ […]

କଟକରେ ନୂଆ ସିପି ଏସ୍‌. ଦେବଦତ୍ତ ସିଂହଙ୍କ ତାଗିଦ୍

କଟକରେ ନୂତନ ସିପି ଡକ୍ଟର ସୁରେଶ ଦେବଦତ୍ତ ସିଂହ । ଡିସିପି ଅଫିସରେ ପହଞ୍ଚି କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ କଲେ ବୈଠକ । ପାର୍ବଣ ସମେତ ଆଇନଶୃଙ୍ଖଳା ନେଇ ଆଲୋଚନା କରିଛନ୍ତି। ଏହି ସମୟରେ ଗାଦିମଡ଼ା ପୋଲିସ ଅଧିକାରୀଙ୍କୁ ସେ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ପରଫରମାନ୍ସ ହେଉଛି ଆଧାର, ନ କରିପାରିଲେ ଆକ୍ସନ ନିଆଯିବ। ଏଥିସହିତ ଦୀର୍ଘଦୀନରୁ ଥିବା ଅଧିକାରୀଙ୍କ ତଥ୍ୟ ନେବି ବୋଲି କହିଛନ୍ତି […]

ଭିଜିଲାନ୍ସ ଜାଲରେ ଜିଲ୍ଲା ଖାଦ୍ୟ ନିରାପତ୍ତା ଅଧିକାରୀ

ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଲାଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି। ଗତ ଜୁଲାଇ ୩୦ ତାରିଖରେ ଖାଦ୍ୟ ନିରାପତ୍ତା ଅଧିକାରୀ ଶ୍ରୀନିବାସ ମଜୁମଦାର କେନ୍ଦ୍ରାପଡ଼ା-କଟକ ମୁଖ୍ୟ ରାସ୍ତା ପାର୍ଶ୍ଵରେ ଜଣେ ବ୍ୟବସାୟୀଙ୍କ ଦୋକାନରେ ଅଚାନକ ଚଢାଉ କରିଥିଲେ । ଦୋକାନ ପାଇଁ ଲାଇସେନ୍ସ ଆବେଦନ […]

ଧାମନଗରରେ ସ୍ଥିତି ପରଖିଲେ ଡିଜିପି

ଭଦ୍ରକ ଜିଲ୍ଲା ଧାମନଗରରେ ପୁଲିସ ଡିଜି ୱାଇ.ବି ଖୁରାନିଆ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ବରିଷ୍ଠ ଅଧିକାରୀମାନଙ୍କ ସହ ଧାମନଗର ଥାନାରେ ଆଲୋଚନା କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତି ସମୀକ୍ଷା କରିବା ପରେ ସୋଶାଲ ମିଡିଆରେ ହେଉଥିବା ମିଥ୍ୟା ଅପପ୍ରଚାର ଓ ଗୁଜବଠୁ ଦୂରେଇ ରହିବାକୁ ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି। ଅଯଥା କମେଣ୍ଟ କରନ୍ତୁ ନାହିଁ, ସାଧାରଣ ଲୋକ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଭଦ୍ରକରେ ଶାନ୍ତି ଫେରାଇ ଆଣିବାକୁ ପୁଲିସ ଉଦ୍ୟମ ଜାରି […]

କଟକରେ ପାର୍ବଣ ପାଇଁ କଟକଣା

କଟକରେ ପାର୍ବଣକୁ ସୁରକ୍ଷିତ କରିବାକୁ କଟକଣା ଜାରି କଲେ ଜିଲ୍ଲାପାଳ। ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଡିଜେ, ଏଲଇଡି ଲାଇଟ୍, ଫାୟାର ଗନ୍ ବାରଣ କରାଯାଇଛି। ପୂଜା ପେଣ୍ଡାଲ, ଭସାଣ ଶୋଭାଯାତ୍ରା ଏବଂ ବାଲିଯାତ୍ରାରେ ଏସବୁର ବ୍ୟବହାରକୁ ମନା କରାଯାଇଛି ।ପାର୍ବଣ ଓ ବାଲିଯାତ୍ରାରେ ଅଧିକ ଶବ୍ଦ କରୁଥିବା ବାଣ ଫୁଟାଇବାକୁ ବାରଣ କରାଯାଇଛି। ୬୫ ଡେସିବଲରୁ ଅଧିକ ଶବ୍ଦ କରୁଥିବା ସାଉଣ୍ଡ ସିଷ୍ଟମକୁ ମଧ୍ୟ ବାରଣ କରାଯାଇଛି। କଟକର ସବୁ ଥାନା ଅଧିକାରୀଙ୍କୁ ନିୟମ କଡ଼ାକଡ଼ି […]

ଜଣେ ଓଲିଉଡ୍‌ ହିରୋଙ୍କୁ ଅପହରଣ କରିପାରନ୍ତି ନକ୍ସଲ

ଜଣେ ଓଲିଉଡ୍ ହିରୋଙ୍କୁ ନକ୍ସଲ ଅପହରଣ କରିବାକୁ ଯୋଜନା କରୁଥିବା ଆଶଙ୍କା ପ୍ରକାଶ କରିଛି ଓଡ଼ିଶା ପୁଲିସର ଗୁଇନ୍ଦା ବିଭାଗ। ଏନେଇ ଜିଲ୍ଲା ପୁଲିସକୁ ସତର୍କ କରାଇଛି। ସୁରକ୍ଷା ଦୃଷ୍ଟିରୁ ଆଲର୍ଟ ରହିବା ସହ ଆବଶ୍ୟକ ପଦକ୍ଷେପ ନେବା ଲାଗି ଜିଲ୍ଲା ପୁଲିସକୁ ସତର୍କ କରାଯାଇଛି। ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ଅଞ୍ଚଳରେ ଏକ ଓଡ଼ିଆ ଫିଲ୍ମର ସୁଟିଂ ଚାଲିଛି। ଦୁର୍ଗମ ଗାଁ ଗୁଡିକରେ ଏହି ଓଡ଼ିଆ ଫିଲ୍ମର ସୁଟିଂ ଚାଲିଥିବା ବେଳେ କଳାକାର […]

ଆଜି ୧୧ ଜିଲାରେ ବର୍ଷା ହେବାର ସତର୍କ ସୂଚନା ଜାରି

ରାଜ୍ୟରେ ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଆଦି ରହିଛି। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।ତେବେ ଓଡ଼ିଶାରେ ଅକ୍ଟୋବର ୧୫ ପୂର୍ବରୁ ମୌସୁମି ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା କମ୍‌। ସ୍ବାଭାବିକ ଭାବେ ଅକ୍ଟୋବର ୧୨ରୁ ୧୫ ମଧ୍ୟରେ ମୌସୁମୀ […]

ବିକ୍ରି ହେବ ୧୦ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ।

ବିକ୍ରି ହେବ ଅର୍ପଣ ଚାଉଳ। କ୍ୱିଣ୍ଟାଲ କି ଦୁଇ କ୍ୱିଣ୍ଟାଲ ନୁହେଁ ପ୍ରାୟ ୧୦ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ବିକ୍ରି କରାଯିବ।ସ୍ପଟ୍ ଭିଜିଟ୍ କରି ଟେଣ୍ଡର ମାଧ୍ୟମରେ କୌଣସି ବ୍ୟକ୍ତି ବିଶେଷ କିମ୍ବା ମିଲର ଅର୍ପଣ ଚାଉଳକୁ କିଣିପାରିବେ। ଏଥିରୁ ଯେଉଁ ଟଙ୍କା ମିଳିବ, ତାକୁ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯିବ। ଆହୁରି ମଧ୍ୟ ପୁରୀ ଜିଲ୍ଲାପାଳ କହିଛନ୍ତି ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା , ତାକୁ ବ୍ୟବହାର କରାଯାଇଛି। ବଳକା ଚାଉଳ […]

ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କୁ ମିଳିବ ପିଏମ୍ କିଷାନ ଟଙ୍କା।

ମହାରାଷ୍ଟ୍ରରୁ ପ୍ରଧାନମନ୍ତ୍ରୀ ମୋଦୀ ଚାଷୀଙ୍କ ଆକାଉଣ୍ଟକୁ ଯୋଜନାର ୧୮ତମ କିସ୍ତି ପଠାଇବେ। ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ପଠାଯିବ ମୋଟ୍ ୨୦ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା। ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟ ମୋଦୀ ଟଙ୍କା ପଠାଇବେ ବୋଲି ସୂଚନା ମିଳିଛି।ପୂର୍ବରୁ ଜୁନ ୧୮ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା।ପିଏମ-କିଷାନ ଯୋଜନାରେ କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରାଯାଏ। ପେବୃଆରୀ ୨୦୧୯ରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ […]

ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର

ଆରମ୍ଭ ହୋଇଛି ଅକ୍ଟୋବର ମାସ । ଏହା ସହିତ ପୂର୍ବରୁ ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଥିଲେ। ଆଜି ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ତେବେ ଏଥର ଏଲପିଜି ସିଲିଣ୍ଡର ମୂଲ୍ୟରେ ବୃଦ୍ଧି କେବଳ ୧୯କେଜି ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ପାଇଁ କରାଯାଇଛି, ତୈଳ କମ୍ପାନୀଗୁଡିକ ୧୪ କେଜି ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାଁନ୍ତି । ବାଣିଜି୍ୟକ ବା କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ ରାଜଧାନୀ […]

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭କିମି ରାସ୍ତାର ଶିଳାନ୍ୟାସ କରିବେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି।ଦେବଗଡ, ଗଜପତି, ମୋହନା, ରାୟଗଡା, ବାଲିଗୁଡା, ମାଲକାନଗିରି , ଗୁଣୁପର ଏବଂ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନର ସୁବିଧା ପାଇଁ ରାସ୍ତା ନିର୍ମାଣ ହେବ। ଏହାସହ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ଶିଳାନ୍ୟାସ କରିବେ ବୋଲି […]

ଅକ୍ଟୋବର ୫ ସୁଦ୍ଧା ସରିବ ଟ୍ୱିନ ସିଟିର ସମସ୍ତ ରାସ୍ତା କାମ

ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୫ତାରିଖ ସୁଦ୍ଧା କଟକ ଓ ଭୁବନେଶ୍ୱର ସହରର ସମସ୍ତ ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।। ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ, ପ୍ରମୁଖ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଉପସ୍ଥିତ ଥିଲେ । […]