author

୧ ଅକ୍ଟୋବରରୁ ଅଣସଙ୍ଗଠିତ ଶ୍ରମିକଙ୍କ ପାଇଁ ଲାଗୁ ହେବ ନୂଆ ମଜୁରୀ ।

ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତାକୁ ସଂଶୋଧନ କରି ସର୍ବନିମ୍ନ ମଜୁରୀ ହାର ବୃଦ୍ଧି କରିଛନ୍ତି। । ନିର୍ମାଣ କାମ, ପରିବହନରେ ନିୟୋଜିତ ହେଉଥିବା ଶ୍ରମିକ, ପରିମଳ ବିଭାଗ, ଖଣି ଓ କୃଷିକ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପାଇଁ ଲାଗୁ ହେବ ଏହି ନୂଆ ନିୟମ । କୁଶଳି, ଅଣକୁଶଳୀ, ଅର୍ଦ୍ଧକୁଶଳୀ ଓ ଅତିକୁଶଳୀ ଶ୍ରମିକଙ୍କୁ ମିଳିବ ଏହି ବର୍ଦ୍ଧିତ ମଜୁରୀ । ଅଣକୁଶଳୀ ପାଇଁ ଦୈନିକ ୭୮୩ […]

ଆସନ୍ତା ୨୪ ଘଣ୍ଟାରେ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି।ଦକ୍ଷିଣ ଦିଗରୁ ବଙ୍ଗୋପ ସାଗରରୁ ଜଲୀୟବାଷ୍ପ ପୂର୍ଣ ବାୟୁ ଓଡିଶା ଉପକୂଳକୁ ଆସୁଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ରୁ ମଧ୍ୟମ ବର୍ଷା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ରାଜ୍ୟରେ ଜାରି ରହିବ। ପ୍ରବଳ ବର୍ଷାକୁ ନେଇ […]

ଚିକିଟି ମଦମୃତ୍ୟୁର ତଦନ୍ତ ପାଇଁ ନିର୍ଦେଶ

ଚିକିଟି ମଦ ମୃତ୍ୟୁ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର । ଘଟଣାର ତଦନ୍ତ କରିବେ କୋର୍ଟ ଅଫ ରେଭିନ୍ୟୁର ସଦସ୍ୟ । । ୨ ମାସ ଭିତରେ ତଦନ୍ତ ସାରିବାକୁ ବିଜ୍ଞପ୍ତିରେ ଦର୍ଶାଯାଇଛି।। ମଦମୃତ୍ୟୁର କାରଣ ଓ କେଉଁମାନେ ଦାୟୀ ରହିବେ ସେ ସଂକ୍ରାନ୍ତରେ ତଦନ୍ତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ କିମ୍ବା ପୁଲିସ ଦାୟୀ ରହିଥିଲେ ସେମାନଙ୍କ ବିରୋଧରେ ତଦନ୍ତ କରିବାକୁ ନିର୍ଦେଶ ଦିଆଯାଇଛି। ବିଷାକ୍ତ ମଦ […]

ଆଜିର ରାଶିଫଳ(୨୭ ସେପ୍ଟେମ୍ବର,୨୦୨୪)

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।* ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*  ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]

ପୁଲିସର ‘ମାଫିଆଗିରି’, ଗୁମର ଖୋଲି ତାଗିଦ୍ କଲେ ପୁଲିସ ଡିଜି

ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ଶିଳ୍ପ ଅଂଚଳରେ ଖଣି ମାଫିଆ ଓ ବ୍ୟବସାୟୀଙ୍କ ହାତବାରିସୀ ସାଜି ବିଭିନ୍ନ ପ୍ରକାରର ଅଣପୁଲିସ କାର୍ଯ୍ୟ(ଖଣିଜ ସାମଗ୍ରୀ ପରିବହନ)ରେ ଜଡ଼ିତ ଫିଲଡ୍ ଷ୍ଟାଫ(ପୁଲିସ ଅଫିସର ଓ କର୍ମଚାରୀ)ଙ୍କୁ ତୁରନ୍ତ ଏଥିରୁ ବିରତ ରହିବାକୁ ପୁଲିସ ମୁଖାଳୟରୁ ନିର୍ଦ୍ଦେଶ ଜାରି […]

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ହାତୀ ‘ଅଭି’ର ମୃତ୍ୟୁ ଘଟିଛି ।

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ହାତୀ ‘ଅଭି’ର ମୃତ୍ୟୁ ଘଟିଛି । ପ୍ରାଣୀ ଚିକିତ୍ସାଳୟ ନିକଟରେ ରହୁଥିବା ହାତୀ ‘ଅଭି’ ହରପିସ ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡିଥିଲା । ତାର ହରପିସ ପଜିଟିଭି ବାହାରିବା ପରଠାରୁ ବିଶେଷଜ୍ଞ ମନେ ଆସି ଚିକିତ୍ସା ଜାରି ରଖିଥିଲେ । ରୋଗରେ ଆକ୍ରାନ୍ତ ଯୋଗୁଁ ଅଭି ଠିକ ଭାବରେ ଖାଦ୍ୟ ଗ୍ରହଣ କରିପାରୁ ନଥିଲା। ଅଭିକୁ ୨୦୨୩ ଜୁନ ମାସ ୨୫ ତାରିଖରେ କେନ୍ଦୁଝର ଜିଲ୍ଲା ଘଟଗାଁରୁ ଉଦ୍ଧାର […]

ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍ଉ

ପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ପାଇବା ଫଳରେ ହୀରାକୁଦ ଜଳଭଣ୍ଡାର ମଧ୍ୟକୁ ଅଧିକ ପରିମାଣର ଜଳ ପ୍ରବେଶ କରୁଛି। ଫଳରେ ଆଉ ୨ଟି ଗେଟ ଖୋଲାଯାଇଛି। ଗତ ସନ୍ଧ୍ୟାରେ ୨ଟି ଗେଟ ଖୋଲା ଯାଇଥିବା ବେଳେ ଏବେ ମୋଟ ୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ତେବେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବା ନେଇ […]

ରାସ୍ତା ଉପରେ ପୂଜା ପେଣ୍ଡାଲ ଓ ତୋରଣ ନିର୍ମାଣ କରିବାକୁ ବାରଣ କଲେ ହାଇକୋର୍ଟ

ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଶବ୍ଦ ପ୍ରଦୂଷଣ ରୋକିବା ଲାଗି ଡିଜେ ନବଜାଇବା, ବିଦ୍ୟୁତ ତାର ରାସ୍ତା ଉପରେ ନପକେଇବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।। ତେବେ ଆସନ୍ତା ମାସ ୫ ତାରିଖ ସୁଦ୍ଧା ବିପର୍ଯ୍ୟସ୍ତ ହୋଇପଡିଥିବା ରାସ୍ତାଘାଟ ଗୁଡିକ ବ୍ୟବହାର ଯୋଗ୍ୟ ହୋଇପାରିବ ବୋଲି ଭିଡିଓ କନଫରେନ୍ସିଂ ଜରିଆରେ ହାଜର ହୋଇ ହାଇକୋର୍ଟଙ୍କୁ ଜଣାଇଛନ୍ତି […]

ସୁଇସାଇଡ୍‌ ମେସିନ ସାହାଯ୍ୟରେ ପ୍ରଥମ ଆତ୍ମହତ୍ୟା

ସ୍ବିଜରଲ୍ୟାଣ୍ଡର ସରୋକ ସୁସାଇଡ୍ କ୍ୟାପସୁଲ୍‌ରେ ପ୍ରଥମ ସୁଇସାଇଡ୍ କେସ୍ । ଜଣେ ମହିଳା ପ୍ରଥମ ଥର ପାଇଁ ଏଥିରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଆମେରିକାର ଜଣେ ୬୪ ବର୍ଷୀୟା ମହିଳା ସରୋକରେ ସବୁ ଦିନ ପାଇଁ ଶାନ୍ତି ଶୋଇଯାଇଛନ୍ତି ।ଜର୍ମାନ ସୀମା ନିକଟ ଏକ ଜଙ୍ଗଲରେ ସ୍ଥାନୀୟ ସମୟ ଅପରାହ୍ନ ୪ଟା ସମୟରେ ସେ ମୃତ୍ୟୁବରଣ କରିଛନ୍ତି। ଏହି ଘଟଣା ସଭିଙ୍କୁ ଆଚମ୍ବିତ କରିଛି। ସ୍ୱିସ୍ ଅଧିକାରୀମାନେ ଅନେକ ଲୋକଙ୍କୁ ଗିରଫ କରିଛନ୍ତି।ବନ୍ଧା ହୋଇଥିବା ଅଭିଯୁକ୍ତଙ୍କ […]

ମାନସିକ ପୂରଣ ହେଲାଣି ତେଣୁ ମନ୍ଦିର ପରିସରରେ ଆତ୍ମହତ୍ୟା କଲେ

ବେଳେବେଳେ ଅନ୍ଧବିଶ୍ୱାସ ମଣିଷର ଜୀବନ ନେଇପାରେ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଂଜାମ ଧରାକୋଟ ବ୍ଲକ ବେଠୁଆରେ । ଦୀର୍ଘ ୨୧ ଦିନ ଧରି ମା ଙ୍କ ପୀଠରେ ଗୁହାରିଆ ପଡିଥିବା ଜଣେ ଅଵସର ପ୍ରାପ୍ତ ଶିକ୍ଷକ ନିରାଶ ହୋଇ ମନ୍ଦିର ପରିସରେ ଆତ୍ମହତ୍ୟା କରିଛନ୍ତି। ଖବର ଅନୁଯାୟୀ, ଦୀର୍ଘ ୨୧ ଦିନ ଧରି ଅବସର ପ୍ରାପ୍ତ ଶିକ୍ଷକ ପୁରୁଷୋତ୍ତମ ପ୍ରଦାନ ମା ଘୋଡ଼ାଦେଇଙ୍କ ମନ୍ଦିରରେ ଅଧିଆ ପଡିଥିଲେ l ଗୁରୁବାର ତାଙ୍କ ମାନସିକର […]

ଭାଇଭଉଣୀଙ୍କ ଦେଶର ବିକାଶ ଦେଖାଯାଉନାହିଁ।

ଆଜି ଭୁବନେଶ୍ଵରରେ ସଦସ୍ୟତା ଅଭିଯାନ ଏବଂ ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେଇ ନିଜ ବ୍ୟକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି ୨୦୪୭ରେ ଭାରତକୁ ବିକଶିତ କରିବା । ଏଥିପାଇଁ ସମସ୍ତଙ୍କ ଯୋଗଦାନ ଜରୁରୀ । ନଡ୍ଡା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ତଥା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ କଟାକ୍ଷ କରିଥିଲେ। ରାହୁଲ ଓ ପ୍ରିୟଙ୍କାଙ୍କ ନାଁ ନ ନେଇ ବର୍ଷିଥିଲେ ନଡ୍ଡା। ନଡ୍ଡା କହିଥିଲେ, […]

ସାଇବର ଥାନାର ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ପମି ମିଶ୍ର

କଣ୍ଠଶିଳ୍ପୀ ପମି ମିଶ୍ର ସାଇବର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସଙ୍ଗୀତ ଚୋରି ନେଇ ପ୍ରଯୋଜନ ସଂସ୍ଥା ନାଁରେ ଅଭିଯୋଗ କରିଛନ୍ତି। ୧୪ ବର୍ଷ ତଳର ପୁରୁଣା ଗୀତକୁ ଚୋରି କରିବା ସହ ନିଜର ଦର୍ଶାଇ ବାଃ ବାଃ ନେଉଛନ୍ତି ଅନ୍ୟ ପ୍ରଯୋଜକ ଓ କଣ୍ଠଶିଳ୍ପୀ । ଏ ନେଇ ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ ସାଇବର ଥାନାରେ ଅଭିଯୋଗ ହୋଇଛି । କଣ୍ଠଶିଳ୍ପୀ ପମି କହିଛନ୍ତି ପ୍ରତିଭା ଦାସଙ୍କ ନାମରେ ଅଭିଯୋଗ ଆଣି […]