author

ମା’ ତାରିଣୀଙ୍କ ପୀଠରେ ଚାଲିଛି ଚଇତି ପର୍ବ

ମହାବିଷୁବ ବା ପଣା ସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲ୍ଲା ଘଟଗାଁ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ମା’ ତାରିଣୀଙ୍କର ୮୯ ତମ ଚଇତି ପର୍ବର ଆଜି ୬ଷ୍ଠ ଦିନ ତଥା ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ଆଜି ମା’ଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି ।ଆଜି ଭୋରୁ ଦେହୁରୀମାନେ ପ୍ରଥମେ ମାଆଙ୍କୁ କ୍ଷୀର, ଲହୁଣୀ, ହଳିଦୀ, ଚୁଆ, ଚନ୍ଦନ ଓ ମହୁ ଲେପନ କରି ମାଜଣା କରିଥିଲେ […]

ସଲମାନ ଖାନ୍‌ଙ୍କୁ ପୁଣି ମିଳିଲା ହତ୍ୟା ଧମକ

ପୁଣି ଭାଇଯାନଙ୍କୁ ମିଳିଲା ହତ୍ୟା ଧମକ। ଏହାର ସିଧା ଘରେ ପଶି ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଆସିଛି। ଏଥିସହିତ ସଲମାନ ଖାନଙ୍କ କାର ଉପରେ ମଧ୍ୟ ବୋମା ମାଡ଼ କରିବାର ନୂଆ ଧମକ ଦେଇଛି ଦୃର୍ବୁତ୍ତ। ସେପଟେ ଏନେଇ ୱର୍ଲି ପୋଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି। କିଏ ଏଭଳି ଧମକ ପଠାଇଛି, ତଦନ୍ତ ଚଳାଇଛି ପୋଲିସ।ମୁମ୍ବାଇ ଟ୍ରାଫିକ ବିଭାଗକୁ ଏକ ଧମକ ପଠାଯାଇଛି। ସଲମାନ ଖାନଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢୁଛି ଏବଂ […]

ପଣାସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା

ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି। ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି […]

ଭାରତ ସମ୍ବିଧାନର ଜନକ ଆମ୍ବେଦକର ଜୟନ୍ତୀ

ଆଜି ବି ଆର୍ ଆମ୍ବେଦକର ଙ୍କ ୧୩୪ତମ ଜୟନ୍ତୀ । ୧୯୩୦ ମହିସାରେ ଯେତେବେଳେ ଦେଶ ସ୍ବାଧିନତା ପାଇଁ ଲଢେଇ କରୁଥିଲା, ସେତେବେଳେ ଜଣେ ବ୍ୟକ୍ତି ଦଳିତ ଓ ପଛୁଆ ବର୍ଗର ସ୍ବାର୍ଥ ପାଇଁ ସଂଘର୍ଷରତ ଥିଲେ । ସେ ହେଉଛନ୍ତି ଭାରତରତ୍ନ ବାବା ସାହେବ ଭୀମରାଓ ଆମ୍ବେଦକର ।ମଧ୍ୟପ୍ରଦେଶର ମହୁଠାରେ ଶ୍ରୀ ଭୀମରାଓ ରାମଜୀ ଆମ୍ବେଦକର ଏକ ଦରିଦ୍ର ଦଳିତ ପରିବାରରେ ୧୪ ଏପ୍ରିଲ ୧୮୯୧ ମସିହାରେ ଜନ୍ମ ହୋଇଥିଲେ। ବାପା ମାଲୋଜୀ ମକପାଲ ସୈନ୍ୟବାହିନୀ […]

ଜେଲ୍‌ ଫେରନ୍ତା ବାପାକୁ ହତ୍ୟା କଲା ପୁଅ ।

ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବ୍ରାହଣୀ ତରଙ୍ଗ ଥାନା ଭାଲୁପୁତ୍ର ଗାଁରେ ଘଟିଛି ଏହି ବିଭତ୍ସ ହତ୍ୟାକାଣ୍ଡ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ୨୦୨୪ ଡିସେମ୍ବର ମାସରେ ଜେଲରୁ ବାହାରିଥିଲା । ନିଜ ପୁଅ ଗାଁ ଲୋକଙ୍କ ଭଲ ସଂପର୍କରେ ନଥିଲା କାନ୍ତି କୁମାର । ଆଜି ସକାଳୁ ସେ ଗାଁ ରାସ୍ତାରେ ଯାଉଥିବା ବେଳେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲା ପୁଅ । ବାପାକୁ ହତ୍ୟା କରିବା ପରେ ସାନପତରାପାଲି […]

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୭ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବ । […]

ବାଣ ତିଆରି ବେଳେ ଭୟଙ୍କର ବାଣ ବିସ୍ଫୋରଣ

ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ କୃଷ୍ଣପଲୀ ଗାଁରେ ବାଣ ତିଆରି କରୁଥିବା ବେଳେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଫଳରେ ତିନି ଜଣ ଗୁରୁତର ହୋଇଛନ୍ତି ।ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ଭିତରୁ ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି | ଗତକାଲି ଅପରାହ୍ନରେ ବାଣ ଭିଡିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା

ଆଜି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି

ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ତାସହ ଓଡ଼ିଆ ନବବର୍ଷ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ ହେଉଥିବାରୁ ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା ପ୍ରଚଳନ ହେବ । ଜୟ ହନୁମାନ ଜ୍ଞାନ ଗୁନ ସାଗର ଶ୍କୋକରେ ଗୁଞ୍ଜରିତ ହେଉଛି ମନ୍ଦିର । ହନୁମାନ ଜୟନ୍ତୀ ପାଇଁ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । କେତେକ ସ୍ଥାନରେ ଭକ୍ତଙ୍କୁ ପଣା ଓ […]

ଆଜିର ରାଶିଫଳ(ଓଡ଼ିଶା ଦର୍ପଣ)

ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]

ନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ସେଚ୍ଛାସେବୀ ଅମିତା ପ୍ରଧାନ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଇଟାମାଟି ଗ୍ରାମ ପଞ୍ଚାୟତର ପଞ୍ଚାୟତ ସାହିର ସ୍ଵଚ୍ଛାସେବୀ ଅମିତା ପ୍ରଧାନ ସମ୍ବାଦ ଏବଂ ସମ୍ବାଦ ଡିଜିଟାଲ ତରଫରୁ ମହିଳାଙ୍କୁ ନେଇ ‘ସି ହିରୋଜ୍’ ସର୍ବେକ୍ଷଣରେ ଶ୍ରେଷ୍ଠ ସ୍ଵେଚ୍ଛାସେବୀ ହିସାବରେ ସମ୍ବାଦ ଗ୍ରୁପ୍‌ର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଠାରୁ ସମ୍ମାନିତ ହୋଇଛନ୍ତି । ଓଡ଼ିଶାର ୩୦ଗୋଟି ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁନେଇ ଏକ ସର୍ଭେକ୍ଷଣ ହୋଇଥିଲା । ସେଥ‌ିରେ ଆମ ଗୟାଗଡ଼ ଜିଲ୍ଲାରୁ ଅମିତା ପ୍ରଧାନ ମନୋନୀତହୋଇଥିଲେ […]

ଆଜିର ରାଶିଫଳ(୧୩ ଏପ୍ରିଲ, ୨୦୨୫)

ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ରାୟଗଡା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ଙ୍କ ଚୈତ୍ର ପର୍ବ ଉଜାପିତ

ରାୟଗଡ଼ା ୧୨.୦୪.୨୦୨୫ : ରାୟଗଡା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ଙ୍କ ଚୈତ୍ର ପର୍ବ ଉଜାପିତ ହେଇଯାଇଛି, ଗତ ୮ ତାରିଖ ଦିନ ଆରମ୍ଭ ହୋଇଥଲା, ପ୍ରଥମ ଦିନରୁ ସ୍ବତନ୍ତ୍ର ଭାବେ କଳସ ସ୍ଥାପନ ଅଖଣ୍ଡ ଦ୍ବୀପ ହୁମ ଯଜ୍ଞ ଅନୁଷ୍ଠିତ ହୋଇଛି, ମାଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି ଏହି ବେଶରେ ମା ଜଟୁକୁଛନ୍ତୀ ଏହି ଅପୂର୍ବ ବେଶକୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଲାଗିଛି। ରୀତିନୀତି ଅନୁସାରେ ପୂଜାପାଠ ହେଉଛି ୫ ଦୀନ ଧରି ସୁନାବେଶ […]