author

କଟକ ଦୁର୍ଗାପୂଜା ପାଇଁ ନୂତନ ନିୟମାବଳୀ ,ଭସାଣିରେ ବାଜିବନି ଡିଜେ ଓ ଫୁଟିବନି ବାଣ

ପାଖେଇ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। କଟକ ସହରରେ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୁଲିସର କଟକଣା କରାଯାଇଛି। ଆସନ୍ତା ଅକ୍ଟୋବର ୯ ତାରିଖରୁ ଦୁର୍ଗାପୂଜା ଆରମ୍ଭ ହେଉଛି। ଏଥିପାଇଁ କଟକରେ ବିଭିନ୍ନ ପୂଜା କମିଟିମାନଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏଥର ଜିଲା ପ୍ରଶସନ ପକ୍ଷରୁ ପୂଜାରେ ଫାୟାର ଗନ କିମ୍ବା ଲେଜର ପ୍ରଦର୍ଶନ ଉପରେ ବାରଣ କରାଯାଇଛି। ଯେଉଁ ଦୁର୍ଗାପୂଜା କମିଟି ଲେଜର […]

ଭରତପୁର ଥାନା ଘଟଣାରେ ରାଜଭବନ ଘେରିଲା ବିଜେଡି

ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ଅସଦାଚରଣ ଘଟଣା । ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ ସହ ପ୍ରତିବାଦ । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦିଆଯିବ ସ୍ମାରକପତ୍ର । ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନାକୁ କଡା ନିନ୍ଦା କରିବା ସହ ନ୍ୟାୟିକ ତଦନ୍ତ ଦାବି କରିଛି ବିଜୁ ଜନତା ଦଳ। ଘଟଣାରେ ପୁଲିସର ସଂପୃକ୍ତି ଥିବାରୁ ପୁଲିସ ତଦନ୍ତ ଉପରେ ଦଳର ଭରସା ନାହିଁ। ଏଥିପାଇଁ ବଚାର ବିଭାଗୀୟ ତଦନ୍ତ କରି […]

ତିରୁପତି ଲଡ଼ୁ ବିବାଦ: ଘିଅକୁ ନେଇ ସଫେଇ ଦେଲା ଅମୁଲ୍‌

ତିରୁପତି ବାଲାଜୀ ମନ୍ଦିର ପ୍ରସାଦକୁ ନେଇ ଦିନକୁ ଦିନ ବିବାଦ ବଢ଼ିବାରେ ଲାଗିଛି। ମନ୍ଦିରରେ ପ୍ରସାଦ ରୂପେ ଦିଆଯାଉଥିବା ଲଡ଼ୁରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ନେଇ ବିବାଦ ଉପୁଜିଛି। ଏହି ମାମଲା ଆଦଲତାରେ ମଧ୍ୟ ପହଞ୍ଚିଛି। ଏହାରି ଭିତରେ ସଫେଇ ଦେଇଛି ଡେୟରୀ ପ୍ରଡକ୍ଟ କମ୍ପାନୀ ଅମୁଲ।ଅମୁଲ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି) କୁ କେବେ ବି ଘିଅ ଦିଆଯାଇ ନାହିଁ । ବିଭିନ୍ନ ସୋସିଆଲ ମିଡିଆ […]

ଆଜି ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ।

ଦିଲ୍ଲୀ କେନ୍ଦ୍ର ଶାସିତ ପ୍ରଦେଶରେ ଆଜିଠୁ ଆତିଶୀ ସରକାର । ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ ମାର୍ଲେନା । ଅପରାହ୍ଣ ସାଢ଼େ ୪ଟାରେ ଶପଥ ଗ୍ରହଣ ଉତ୍ସବ ହେବ । ଉପରାଜ୍ୟପାଳ ବିନୟ କୁମାର ସକସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଆତିଶୀଙ୍କ ସହ ୫ ଜଣ କ୍ୟାବିନେଟ ମନ୍ତ୍ରୀ ଶପଥ ଗ୍ରହଣ କରିବେ । ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୈଳାସ ଗୋହଲତ, ଇମ୍ରାନ ହୁସେନ […]

ବିଦ୍ୟାଳୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ୧୩ ଟି କ୍ଲଷ୍ଟରରେ ଥିବା ସମସ୍ତ ବିଦ୍ୟାଳୟ ରେ ବିଦ୍ୟାଳୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସୂଚନା ଅନୁଯାୟୀ କୋରଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ , କବିତା ଦାସ,ସି ଆର୍ ସି ସି ଶ୍ରୀନିବାସ ରଥ […]

ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ମ୍ୟାଜିକ୍ ନମ୍ବର ଛୁଇଁଲା ହୀରାକୁଦର ଜଳସ୍ତର। ଚଳିତ ବର୍ଷ ପ୍ରଥମ କରି ହୀରାକୁଦ ଜଳସ୍ତର ସର୍ବୋଚ୍ଚ ସୀମା ଛୁଇଁଛି। ଶନିବାର ସକାଳ ୯ଟା ପରେ ଜଳସ୍ତର ମ୍ୟାଜିକ ନମ୍ବର ୬୩୦ ଫୁଟ ଛୁଇଁଛି। ଏବେ ଡ୍ୟାମ୍ ମଧ୍ୟକୁ ସେକେଣ୍ଡକୁ ୫୬ ହଜାର ୩୯୨ ଘନଫୁଟ୍ ଜଳ ପ୍ରବେଶ କରୁଛି ଓ ୩୭ ହଜାର ୩୩୪ ଘନଫୁଟ ଜଳ କେନାଲ, ଶିଳ୍ପ ଏବଂ ପାୱାର୍ ଦେଇ ନିଷ୍କାସିତ ହେଉଛି।ଉପର ମୁଣ୍ଡରେ ଜଳ ପ୍ରବେଶ ପରିମାଣ କମୁଥିବାରୁ ଓ ବର୍ଷାର […]

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଆମେରିକାର ଅନ୍ୟତମ ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟ ସିଟି ୟୁନିଭରସିଟି ଅଫ୍‍ ନିଉୟର୍କ (କ୍ୟୁନି)ରେ ସମାଜସେବୀ ତଥା କିଟ୍‍ ଓ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ନାମରେ ଏକ ଗବେଷଣା କେନ୍ଦ୍ର ସ୍ଥାପିତ ହେବାକୁ ଯାଉଛି।ଆସନ୍ତା ମାସରେ ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ ଅଫ୍‌ ଦି କ୍ୟୁନି କ୍ରେଷ୍ଟ ଇନ୍‌ଷ୍ଟିଚ୍ୟୁଟ୍‌ (ଏଏସ୍‌ଆଇଆଇସିସିଆଇ) ନାମରେ ଏହି ଗବେଷଣା କେନ୍ଦ୍ର ସ୍ଥାପନ କରାଯିବ। ଏନେଇ ଶୁକ୍ରବାର ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କ୍ୟୁନି ବିଶ୍ୱବିଦ୍ୟାଳୟ ସଭାପତି ଡ. ମିଲ୍‌ଟନ ସାଣ୍ଟିଆଗୋ ଘୋଷଣା […]

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ

ଶନିବାର ପୁଣି ରତ୍ନଭଣ୍ଡାରରେ ଗୁପ୍ତ ଧନ ଓ ଗୁପ୍ତ ସୁଡ଼ଙ୍ଗ ଖୋଜାଯିବ । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଶନିବାର ଠାରୁ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ । ପ୍ରତ୍ୟେକ ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ସର୍ଭେ ହେବ । ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଶେଷ କରିବାକୁ ଏ.ଏସ୍‌.ଆଇ ମହାନିଦେ୍ର୍ଦଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ି ପତ୍ର ଲେଖି ଅନୁରୋଧ […]

ପାଟଣାଗଡ ପ୍ରସିଦ୍ଧ ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାଟଣାଗଡ, : ଚଳିତ ବର୍ଷ ଦଶହରା ପୂଜା ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ହରିଶଙ୍କର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଜିଲ୍ଲାପାଳ ଅମିତ କୁମାର ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାର୍ବଜନୀନ ଦୁର୍ଗାପୂଜାନୋତ୍ସବ ପ୍ରସିଦ୍ଧ ବଏଲ ଯାତ୍ରା ପ୍ରସ୍ତୁତି ବୈଠକରେ ଏନ୍ ଏ ସି ଅଧ୍ୟକ୍ଷା ମାନସୀ ବିଶ୍ଵାଳ, ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେର, ତହସିଲଦାର ରୁଦ୍ରମଣି ନାଏକ,ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା ପ୍ରମୁଖ ଯୋଗ […]

ଆଜିର ରାଶିଫଳ(୨୧ ସେପ୍ଟେମ୍ବର,୨୦୨୪)

ମେଷ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* ବୃଷ ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]

କେସି କ୍ଲବର ସାଧାରଣ ପରିଷଦ ବୈଠକ,ଆୟୋଜିତ ହେବ ମାଗଣା ସ୍ୱାସ୍ଥ୍ୟ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବ ପୂରାତନ ତଥା ଅଗ୍ରଣୀ ଅନୁଷ୍ଠାନ କେସି କ୍ଲବର ସାଧାରଣ ପରିଷଦ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ ସଭାପତି ଭାଗିରଥି ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ କ୍ଲବର ବାର୍ଷିକ ଆୟ ବ୍ୟୟ ଉପସ୍ଥାପନ କରାଯିବା ସହିତ ଏହା ଉପରେ ସଦସ୍ୟ ମାନେ ଆଲୋଚନା କରିଥିଲେ।  କ୍ଲବର ପଶ୍ଚିମ ପାର୍ଶ୍ଵରେ ସିଡ଼ିଘର ନିର୍ମାଣ ସହିତ ଉପରେ ଏକ ଡର୍ମୀଟୋରି ନିର୍ମାଣ ପାଇଁ ଏକ ପ୍ରସ୍ତାବ ଗ୍ରହଣ କରା […]

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଅସଦାଚରଣ ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। ଏମ୍ସରେ ଚିକିତ୍ସାଧୀନ ପୀଡ଼ିତାଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଭୁବନେଶ୍ବର ଡିସିପିଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ମାତ୍ର ଗଣମାଧ୍ୟମକୁ ଏ ନେଇ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ଡିସିପି।ଜିରୋ ଟଲେରାନ୍ସରେ କେହି ବାଧକ ହୋଇପାରିବେ ନାହିଁ। ଯିଏ ଦୋଷୀ ସେ ଦଣ୍ଡିତ ହେବ। ଝିଅର ଅବସ୍ଥା ବହୁତ ଭଲ ଅଛି। ମାନସିକ ସ୍ତରରେ ସେ ଦୁଃଖିତ ଅଛନ୍ତି। […]