author

୧୦୦ ଦିନରେ ରାଜ୍ୟର ଆଇନଶୃଙ୍ଖଳା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ – ବିଜେଡି

ଅସ୍ମିତା ଓ ବିକାଶର ନାରା ଦେଇ ରାଜ୍ୟରେ ଶାସନକୁ ଆସିଥିବା ବିଜେପି ସରକାର ଏକ ବିଫଳ ଓ ପ୍ରତାରଣାର ସରକାର ବୋଲି ଆଜି ଶଙ୍ଖଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ଡ. ଲେନିନ ମହାନ୍ତି । ବିଜେପିର ଏହି ୧୦୦ ଦିନ ସରକାରରେ ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିବା ସହ ସାଧାରଣ ଲୋକଙ୍କ ଜୀବନଯାପନ ଦୁର୍ବିସହ ହୋଇଯାଇଛି । ଅସ୍ମିତା ନାଁରେ ସେମାନେ ରାଜ୍ୟ ଶାସନର ଦୁଇ ମୁଖ୍ୟ ପଦ ଯଥା ଡିଜିପି ଓ […]

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କୁକୁଡ଼ା ପଦା ସ୍ଥିତ ଅଫିସରେ ରେଡ୍ କରୁଛି ଭିଜିଲାନ୍ସ । ବ୍ରହ୍ମପୁର ଓ ଭୁବନେଶ୍ବରରେ ମଧ୍ୟ ଚଢାଉ ସୂଚନା ।ଏହି ଚଢ଼ାଉରେ ୧୧ ଜଣ ଡିଏସ୍‌ପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଏବଂ ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ସାମିଲ ହୋଇଛନ୍ତି। […]

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରିରୁ ବରଖାସ୍ତ କରାଯାଇଛି। ବିଜେଡି ସରକାର ଅମଳରେ ବିଗତ ୫ବର୍ଷ ମଧ୍ୟରେ ମୋଟ ୪୭ଜଣ ଦୁର୍ନୀତିଗ୍ରସ୍ତ ଅଫିସର ଓ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଛେଣ୍ଡିପଦା […]

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ, ୨୩ରେ ଲଘୁଚାପ ସମ୍ଭାବନା

ଉତ୍ତର- ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨, ୨୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ । ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସମ୍ଭବତଃ ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ମଧ୍ୟରେ ପାରାଦ୍ବୀପ ପାଖାପାଖି ଓଡ଼ିଶା ଉପକୂଳରେ ପହଞ୍ଚିବ। ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା […]

ଆଜିର ରାଶିଫଳ(୨୦ ସେପ୍ଟେମ୍ବର,୨୦୨୪)

ମେଷ  ଆଜି କୌଣସି କାରଣ ରୁ ଆପଣ ଖୁସି ରେ  ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।* ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]

ଗିରଫକୁ ବିରୋଧ କରି ଥାନା ଭଙ୍ଗାରୁଜା ଓ ଜଳାପୋଡା

ରାୟଗଡ ତା ୧୯/୦୯ ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଭିତରେ ସିଯି ମାଳି ଖଣି ଖନନ ବିରୋଧୀ ଗୋଷ୍ଠି ଧସେଇ ପଶି ଯାଇଥିବା ବେଳେ ଥାନାର ଆସବାବ ପତ୍ର ଭାଙ୍ଗିରୁଜା କରି ନିଆଁ ଲଗେଇ ଦେଇଥିବା ଭଳି ସମ୍ବେଦନଶିଳ ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ ସୁଙ୍ଗେର ପଞ୍ଚାୟତର ବନ୍ତେଜି ଗ୍ରାମର ଖଣି ଖାଦାନକୁ ବିରୋଧ କରୁଥିବା କାର୍ତ୍ତିକ ନାଏକଙ୍କୁ ଗିରଫ କରିବା ପରେ ଏକ ବୃହତ୍ ସମୁଦାୟ ଖଣି ଖନନ ବିରୋଧୀ ଗୋଷ୍ଠୀ କାଶୀପୁର ଥାନା […]

ଲାଞ୍ଚୁଆ ଆଇଆଇସିକୁ ଭରତପୁର ଥାନା, କିଏ ଦେଇଥିଲା ନିଯୁକ୍ତି?

ଭରତପୁର ଘଟଣାରେ ଅଙ୍କିତାଙ୍କୁ ଯୌନ ନିର୍ଯାତନା ଦେଇଥିବା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ କଳା କାରନାମା କିଛି ନୂଆ ନୁହେଁ। ବଡବଡିଆଙ୍କ ଛାତ୍ରଛାୟାରେ ରହି କାହାକୁ ମାନୁ ନ ଥିଲେ ଆଇଆଇସି ଦୀନକୃଷ୍ଣ ମିଶ୍ର। କୋହ ଭରା କଣ୍ଠରେ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ରଖିଲେ ପୀଡ଼ିତ ଅଙ୍କିତା ପ୍ରଧାନ । ଅଙ୍କିତା ଆଣିଲେ ପୂର୍ବତନ ଆଇ ଆଇସିଙ୍କ ବିରୋଧରେ ଦୁଷ୍କର୍ମ ଉଦ୍ୟମର ଅଭିଯୋଗ । ପୋଲିସର ଅମାନୁଷିକ ବର୍ବରତାର କାହାଣୀ କହିଲେ ଅଙ୍କିତା । ଶନିବାର ରାତିର ଘଟଣା […]

ଅସ୍ମିତା ଓ ବିକାଶର ନାରା ଦେଇ ରାଜ୍ୟରେ ଶାସନକୁ ଆସିଥିବା ବିଜେପି ସରକାର

ଅସ୍ମିତା ଓ ବିକାଶର ନାରା ଦେଇ ରାଜ୍ୟରେ ଶାସନକୁ ଆସିଥିବା ବିଜେପି ସରକାର ଏକ ବିଫଳ ଓ ପ୍ରତାରଣାର ସରକାର ବୋଲି ଆଜି ଶଙ୍ଖଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ଡ. ଲେନିନ ମହାନ୍ତି । ବିଜେପିର ଏହି ୧୦୦ ଦିନ ସରକାରରେ ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିବା ସହ ସାଧାରଣ ଲୋକଙ୍କ ଜୀବନଯାପନ ଦୁର୍ବିସହ ହୋଇଯାଇଛି । ଅସ୍ମିତା ନାଁରେ ସେମାନେ ରାଜ୍ୟ ଶାସନର ଦୁଇ ମୁଖ୍ୟ ପଦ ଯଥା ଡିଜିପି ଓ […]

୧୦୦ ଦିନରେ ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା 

ଅସ୍ମିତା ଓ ବିକାଶର ନାରା ଦେଇ ରାଜ୍ୟରେ ଶାସନକୁ ଆସିଥିବା ବିଜେପି ସରକାର ଏକ ବିଫଳ ଓ ପ୍ରତାରଣାର ସରକାର ବୋଲି ଆଜି ଶଙ୍ଖଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ଡ. ଲେନିନ ମହାନ୍ତି । ବିଜେପିର ଏହି ୧୦୦ ଦିନ ସରକାରରେ ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିବା ସହ ସାଧାରଣ ଲୋକଙ୍କ ଜୀବନଯାପନ ଦୁର୍ବିସହ ହୋଇଯାଇଛି । ଅସ୍ମିତା ନାଁରେ ସେମାନେ ରାଜ୍ୟ ଶାସନର ଦୁଇ ମୁଖ୍ୟ ପଦ ଯଥା ଡିଜିପି ଓ […]

୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି। ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଏସ୍‌ଆଇ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।ସୂଚନା ଅନୁସାରେ ଗତକାଲି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ […]

ମୁଖ୍ୟମନ୍ତ୍ରୀ କହିଲେ- ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ

ଆଜି ପୁରୀ ଠାରେ ନୂଆ ସରକାର ଗଠନର ପ୍ରଥମ ୧୦୦ ଦିନ ପୂରଣ ଅବସରରେ ରାଜ୍ୟ ସ୍ତରୀୟ ଉତ୍ସବ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ନୂଆ ସରକାର ୧୦୦ ଦିନ ମଧ୍ୟରେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ କରିଛନ୍ତି।ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ । ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା । ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ […]

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ ଆରମ୍ଭ

ଆସନ୍ତା ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଗୁରୁବାରଠାରୁ ଜନ ଶୁଣାଣି ପୋର୍ଟାଲ ଏବଂ ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ ହୋଇଛି। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ଅଭିଯୋଗ ଶୁଣାଣି ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି ।ପଞ୍ଜିକୃତ ସର୍ବାଧିକ ୧ହଜାର ଦରଖାସ୍ତକାରୀ ସେହିଦିନ […]