ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।* ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ରତ୍ନ ଭଣ୍ଡାର ତଦାରଖ କରି ଫେରିଲେ ବିଶେଷଜ୍ଞ ଟିମ୍ । ତଦାରଖ କରି ଫେରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ବୁଧବାର ପ୍ରାରମ୍ଭିକ ଯାଞ୍ଚରୁ ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ଥିବା ଜାଣିବା ସମ୍ଭବ ନୁହେଁ ବୋଲି ଏଏସଆଇର ବିଶେଷଜ୍ଞ ଟିମ୍ କହିଛି। କେବଳ ଲେଜର ସ୍କାନିଂ ଦ୍ବାରା ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ ହେବା ସମ୍ଭବ ନୁହେଁ। ଏଣୁ ଆଗାମୀ ଦିନରେ ଖୁବଶୀଘ୍ର ଜିପିଆର ସର୍ଭେ କରାଯିବ। ଜିପିଆର ସର୍ଭେ […]
ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢିଲା । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଲେ ରାଜ୍ୟ ସରକାର ।ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳକୁ ସରକାର ସର୍ବନିମ୍ନ ୨ ବର୍ଷ ବଢ଼ାଇଛନ୍ତି।ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, […]
ରାୟଗଡ଼ ତା ୧୮/୦୯ ରାୟଗଡ଼ ଜିଲ୍ଲା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜି ୭୯ ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ଵତୀ ମାଝୀ ଅଧ୍ୟକ୍ଷତା କରିଥିବା ବେଳେ କୋରାପୁଟ ସାଂସଦ ସପ୍ତଗିରି ଉଲ୍ଳକା, ରାୟଗଡ଼ ଦୁର୍ଗ ବିଧାୟକ କାଡ୍ରାକା ଆପଲସ୍ୱାମୀ, ବିଷମକଟକ ବିଧାୟକ ନୀଳମାଧବ ହିକକା, ଗୁଣୁପୁର ବିଧାୟକ ପ୍ରତିନିଧି ଶିବ ଗୌଡ଼, ଜିଲ୍ଲାପାଳ ପାରୁଲ୍ ପଟୱାରୀ, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ […]
ଉନ୍ନୟନ କମିସନର ଅନୁ ଗର୍ଗ ଆଜି ସେଚ ସଦନ ସ୍ଥିତ ବନ୍ୟା ନିୟନ୍ତ୍ରଣ କକ୍ଷରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଓ ସଂପୃକ୍ତ ମୁଖ୍ୟଯନ୍ତ୍ରୀଙ୍କ ଉପସ୍ଥିତିରେ ବାଲେଶ୍ବର ଜିଲ୍ଲା ତଥା ସୁବର୍ଣ୍ଣରେଖା ନଦୀ ଅବବାହିକାରେ ସଦ୍ୟତମ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରି ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉପରମୁଣ୍ଡରେ ବର୍ଷା ଓ ବନ୍ୟାର ସ୍ଥିତି ସଂପର୍କରେ ଅନୁଧ୍ୟାନ କରିବା ସହିତ ଝାଡ଼ଖଣ୍ଡ ରାଜ୍ୟର ଜଳସଂପଦ ବିଭଗ ସଚିବ ପ୍ରଶାନ୍ତ କୁମାରଙ୍କ ସହିତ କଥା […]
ମଦ ପିଇ ସ୍କୁଲ ଆସୁଥିବା ଶିକ୍ଷକଙ୍କୁ ସତର୍କ କରାଇଲେ ମନ୍ତ୍ରୀ। ଶିକ୍ଷକଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ। ସେମାନଙ୍କ ବିରୋଧରେ ବିଭାଗ ନେବ କଠୋରରୁ କଠୋର ପଦକ୍ଷେପ । ଏମିତି କିଛି ସତର୍କ ବାଣୀ ଶୁଣାଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେହିପରି ପିଲାଙ୍କୁ ସ୍କୁଲକୁ ନେଇ ଯାଉଥିବା ବସ୍ର ଡ୍ରାଇଭର ମଦ ପିଇ ଗାଡି ଚଳାଇଲେ ହେବ କାର୍ଯ୍ୟାନୁଷ୍ଠାନ । ଶିକ୍ଷକମାନେ ନିଶାମୁକ୍ତ ରହିବା ନିହାତି ଦରକାର । ପାଠ ପଢାଇବା ବେଳେ ଶିକ୍ଷକ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ବୈଷୟିକ ଶିକ୍ଷା ବିଭାଗ ଛାତ୍ରଛାତ୍ରୀ ମାନଙ୍କର ଶିଳ୍ପାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ବୁଧବାର ଦିନ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାର ବିଭିନ୍ନ ଶିଳ୍ପ କଳ କାରଖାନାକୁ ବ୍ୟବହାରିକ ଜ୍ଞାନ ଆହରଣ କରିବା ନିମନ୍ତେ ଛାତ୍ରଛାତ୍ରୀ ମାନେ ପରିଦର୍ଶନରେ ଯାଇଥାନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବିଦ୍ୟାଳୟର କମ୍ପ୍ୟୁଟର ଏବଂ ଇଲେକ୍ଟ୍ରୋନିକ୍ସ ବିଭାଗର ଛାତ୍ରମାନେ ନିକଟସ୍ଥ ବିଦ୍ୟୁତ ଶକ୍ତି ସରବରାହ କେନ୍ଦ୍ରକୁ ପରିଦର୍ଶନରେ ଯାଇଥିଲେ। ଏଠାରେ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରୁ […]
ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ହାଇକୋର୍ଟରୁ ମିଳିଛି ଆଶ୍ୱସ୍ତି। ଚମ୍ପୁଆ ବିଧାନସଭା ନିର୍ବାଚନୀ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। ଧାର୍ଯ୍ୟ ସମୟ ସୀମା ପରେ ମାମଲା ଦାଖଲ ହେବାରୁ ଖାରଜ ହୋଇଛି। ଚମ୍ପୁଆରୁ ପ୍ରାର୍ଥୀ ଥିବା ଗୁରୁବକ୍ସ ସିଂ ଆଲୁୱାଲିଆ ମାମଲା କରିଥିଲେ।ନିୟମ ଅନୁସାରେ ନିର୍ବାଚନ ଫଳାଫଳ ଘୋଷଣା ହେବାର ୪୫ ଦିନ ଭିତରେ ନିର୍ବାଚନୀ ଅନିୟମିତତା ମାମଲା ଦାୟର ହୋଇପାରିବ। ହେଲେ ଚମ୍ପୁଆର ସ୍ୱାଧୀନ ପ୍ରାର୍ଥୀ ଗୁରୁବକ୍ସ ସିଂ ଆଲୁୱାଲିଆ ଧାର୍ଯ୍ୟ ସମୟଠାରୁ ୧୧ ଦିନ […]
ଉତ୍କଳ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସର ନିଲମ୍ବିତ ହୋଇଛନ୍ତି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି।ହେଡକ୍ୱାର୍ଟର ନ ଛାଡିବାକୁ ଆସୋସିଏଟ୍ ପ୍ରଫେସରଙ୍କୁ ନିର୍ଦ୍ଦେଶ । ଅଭିଯୋଗ ଅନୁସାରେ ଅଗଷ୍ଟ ୧୬ ତାରିଖରେ ଅପରାହ୍ନ ୨ଟା ବେଳେ ଅର୍ଥନୀତି ବିଭାଗର ପ୍ରଫେସର ନିଜ ଚ୍ୟାମ୍ୱରରେ ଥିଲେ। ଠିକ୍ସେହି ସମୟରେ ନିଜ ବିଭାଗର ଜଣେ ଛାତ୍ରୀ ବହି ଆଣିବାକୁ ପ୍ରଫେସରଙ୍କ ଚ୍ୟାମ୍ୱରକୁ ଯାଇଥିଲେ। ସେତେବେଳେ ପ୍ରଫେସର ତାଙ୍କୁ ବସିବା ପାଇଁ କହିଥିଲେ। ଛାତ୍ରୀ ଜଣକ ବସିବା ପରେ […]
ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ ଆହୁରି କହିଛନ୍ତି, ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଟଙ୍କା ଫେରସ୍ତ ନେଇ ଆଇନଗତ ତର୍ଜମା କରୁଛି କମିଟି। ଖୁବ ଶୀଘ୍ର କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ ହେବ ବୋଲି ମନମୋହନ […]
କୋଣାର୍କ ସୂର୍ଯ୍ୟ ମନ୍ଦିରରେ ASI ଏଡିଜି ଜାହ୍ନବୀ ଶର୍ମାଙ୍କ ନେତୃତ୍ୱରେ ASI ଟିମ୍ ଅନୁଧ୍ୟାନ କରିଛନ୍ତି । ମନ୍ଦିର ସଂରକ୍ଷଣ ଓ ଗର୍ଭ ଗୃହର ବାଲିକଢ଼l ସ୍ଥିତି ନେଇ ଅନୁଧ୍ୟାନ ।ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କାଢିବା ପାଇଁ ତିନି ବର୍ଷ ସମୟ ଧାର୍ଯ୍ୟ ହୋଇଥିଲା। ଦୁଇ ବର୍ଷ ହେବ କାମ ଆରମ୍ଭ ହୋଇଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଉତ୍ତର-ପଶ୍ଚିମ କୋଣ ଓ ଦକ୍ଷିଣ ପଶ୍ଚିମ କୋଣରେ ମେକାନିକାଲ ୱାର୍କିଂ ପ୍ଲାଟଫର୍ମ ପ୍ରଥମ ଆଇରନ […]
ଖାଇବା ତେଲ ଉପରେ ଆମଦାନି ଶୁଳ୍କ ବୃଦ୍ଧି ଘୋଷଣା ହେବା ସଙ୍ଗେ ସଙ୍ଗେ ବଜାରରେ ସେଗୁଡ଼ିକର ଦାମ୍ରେ ଲିଟର ପିଛା ୨୦ ଟଙ୍କାର ବୃଦ୍ଧି ହୋଇଥିଲା।ପୂର୍ବରୁ ଆମଦାନି ହୋଇଥିବା ତେଲକୁ ଅଧିକ ଦାମ୍ରେ ବିକ୍ରି ନ କରିବାକୁ ସରକାର ତେଲ ସଂଘଗୁଡ଼ିକଙ୍କୁ କହିଛନ୍ତି । ତୁରନ୍ତ ଏ ବିଷୟରେ ସଦସ୍ୟମାନଙ୍କୁ ଅବଗତ କରିବାକୁ ସଂଘଗୁଡ଼ିକୁ କୁହାଯାଇଛି। ସ୍ଥାନୀୟ ତୈଳଜୀବ ଚାଷୀମାନଙ୍କୁ ଉଚିତ୍ ମୂଲ୍ୟ ପ୍ରଦାନ କରିବା ଲାଗି କେନ୍ଦ୍ର ସରକାର ଖାଇବା ତେଲର ମୂଳ ଆମଦାନି ଶୁଳ୍କ […]
