କମ୍ପିବ ପରିବେଶ। ରଙ୍ଗୀନ ହେବ ସନ୍ଧ୍ୟା। ବିଭିନ୍ନ କୋଣରୁ ଶୁଭିବ ସଙ୍ଗୀତର ଝଙ୍କାର। ନୃତ୍ୟରେ ନାଚିବ ସହର । ବିଶ୍ୱ ଦେଖିବ ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟ। ସେଥିଲାଗି ପୂରା ପ୍ରସ୍ତୁତ ରାଜଧାନୀ ଭୁବନେଶ୍ୱର।ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା ପ୍ରବାସୀ ଭାରତୀୟମାନେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ, କୋଣାର୍କ, ଚିଲିକାରେ ବୁଲିବା ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ କିଛି […]
ବଲାଙ୍ଗିରର ପ୍ରସିଦ୍ଧ ଶୁଳିଆ ଯାତ୍ରା। ପୁଣି ରକ୍ତ ରଞ୍ଜିତ ହେଲା ଶୁଳିଆ ପୀଠ । ବଲାଙ୍ଗିର ଦେଓଗାଁ ବ୍ଲକ ଖଇରଗୁଡା ଗାଁ ର ବଡ଼ଖଳା ଓ ସାନ ଖଳାରେ ହଜାର ହଜାର ପଶୁପକ୍ଷୀ ବଳି ପଡିଛି।ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ପାଳନ ହୁଏ ଶୁଳିଆ ଯାତ୍ରା। ଏହା କନ୍ଧ ଆଦିବାସୀ ମାନଙ୍କ ଆଦି ପରମ୍ପରା ଓ ପୂଜା। ଏଥିରେ ପ୍ରକୃତିକୁ ପୂଜା କରାଯାଇଥାଏ । ଗତ କିଛି ବର୍ଷ ହେବ ବଳି ପ୍ରଥାକୁ ନେଇ […]
ନର୍ଲାରୁ ଦିଲ୍ଲୀ ଓ ପରେ ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଥିଲା ମହାଠକେଇର ମାୟାଜାଲ । ଅତି ଚତୁରତାର ସହ କୋଟି କୋଟି ଟଙ୍କାର ଚୁନା ଲଗାଉଥିଲେ । ନିଜକୁ ପତି-ପତ୍ନୀର ପରିଚୟ ଦେବା ସହ ଚଳାଇଥିଲେ ସାଂଘାତିକ ରାକେଟ୍ ଓ ଠୁଳ କରିଥିଲେ କୋଟି କୋଟି ଟଙ୍କା। ତେବେ ଆଜି ବଣ୍ଟି ବିବଲି ଅନିଲ ମହାନ୍ତି ଓ ହଂସିକା ଅଭିଲିପ୍ସାଙ୍କ ଘରେ ଆୟକର ବିଭାଗ । ୧୨ଟି ସ୍ଥାନରେ ଏକକାଳୀନ ରେଡ ମାରୁଛି ଆଇଟି । ଘର, […]
ଓଡ଼ିଶା ଲୋକସେବା ଆୟୋଗ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର। କୋରାପୁଟ ଜିଲ୍ଲାର ଜୟପୁରଠାରେ ଏଣିକି ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇପାରିବେ। ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଗତକାଲି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଜାନୁଆରି ୧ ତାରିଖ ଦିନ ରାଜ୍ୟର ନିଯୁକ୍ତି କମିଶନ ମାନଙ୍କ ସହିତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ ପରୀକ୍ଷା କେନ୍ଦ୍ର ସ୍ଥାପନ କରିବା ପାଇଁ ଓଡ଼ିଶା ଲୋକ ସେବା ଆୟୋଗକୁ ପରାମର୍ଶ ଦେଇଥିଲେ।ଏହାଫଳରେ ଏଣିକି […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ଚାଇନା ଭାଇରସ ଏଚଏମପିଭିକୁ ନେଇ ଭାରତରେ ଚିନ୍ତା ବଢ଼ିଛି। ଏପର୍ଯ୍ୟନ୍ତ ଭାରତରେ ୬ ଜଣ ଏଚଏମପିଭି ଆକ୍ରାନ୍ତ ଚିହ୍ନଟ ହେବା ପରେ ସାରା ଦେଶରେ ଆତଙ୍କ ଖେଳି ଯାଇଛି। ଏଚଏମପିଭି ଭାଇରସ୍କୁ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା କହିଛନ୍ତି, ଏହା କୌଣସି ନୂଆ ଭାଇରସ୍ ନୁହେଁ। ଏହାକୁ ନେଇ ଚିନ୍ତିତ ହେବାର କୌଣସି ଆବଶ୍ୟକତା ନାହିଁ। ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ସେ କହିଛନ୍ତି ସ୍ଵାସ୍ଥ୍ୟ ବିଶେଷଜ୍ଞ ସ୍ପଷ୍ଟ କରିଛନ୍ତି ଯେ, ଏଚଏମପିଭି […]
ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୋଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି । ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି ।ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର ମାସ ୩୦ ତାରିଖ ସୁ ଦ୍ଧା ୧୫ ହଜାର ଏକରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରାଯାଇଛି । ୨୦୨୪ରେ ୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ […]
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଉପକଣ୍ଠରେ ଥିବା ସିରିଡି-ସାଇ ମନ୍ଦିରରୁ ହୋଇଥିବା ଚୋରି ଘଟଣାର ଏକ ସିସିଟିଭି ଫୁଟେଜ ଆଗକୁ ଆସିଛି । କଥାରେ ଅଛି….”ଅତି ଭକ୍ତି ଚୋରର ଲକ୍ଷଣ” । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି, ଭଂଜନଗର ସିରିଡ଼ି ସାଇ ମନ୍ଦିରରୁ ହୋଇଥିବା ଚୋରି ଘଟଣା ।ମନ୍ଦିର ଭିତରେ ପଶିଥିବା ଚୋରଟିଏ, ସାଇବାବାଙ୍କ ଆସ୍ଥାନ ଉପରେ ଚଢ଼ିବା ପୂର୍ବରୁ, ସେହି ସ୍ଥାନକୁ କିଭଳି ଭାବେ ମୁଣ୍ଡରେ ଲଗାଇ, ଉପରକୁ ଚଢୁଛି । ତାହା ସିସିଟିଭି ଫୁଟେଜ୍ […]
ଯୁବ ବିକାଶ ପରିଷଦ ରାୟଗଡ ର ଦୀର୍ଘ ବର୍ଷର ଲଢେଇ ପରେ ରାୟଗଡ କୁ ରେଳ ମଣ୍ଡଳ ଘୋଷଣା କରାଯାଇଥିଲା . ଆଜି ସୋମବାର ରେ ଭିସି ମାଧ୍ୟମ ରେ ତାହାର ଭିତି ପ୍ରସ୍ତର ଦେଇଛନ୍ତି ମାନ୍ୟବର ପ୍ରଧାନ ମନ୍ତ୍ରୀ ଶ୍ରୀଯକ୍ତ ନରେନ୍ଦ୍ର ମୋଦି .ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସୋମବାର ଦିନ ବହୁ ପ୍ରତିକ୍ଷିତ ରାୟଗଡ ରେଳ ମଣ୍ଡଳର ଶିଳାନ୍ୟାସ ଆଭାସି ମାଧ୍ୟମରେ କରିଛନ୍ତି । ରାୟଗଡା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶାର ମାନ୍ୟବର […]
ଅବିବାହିତ ଦମ୍ପତିଙ୍କ ପାଇଁ ଆସିଲା ନୂଆ ନିୟମ । ଏବେ ଆଉ ସହଜରେ ମିଳିବନି ହୋଟେଲରେ ଚେକ୍ ଇନ୍ । ପ୍ରେମୀ ଯୁଗଳଙ୍କ ମଧ୍ୟରେ ଖାସ ପସନ୍ଦ ଥିବା ହୋଟେଲ ଓୟୋ ନୂଆ ବର୍ଷରେ ଆଣିଛି ନୂଆ ନିୟମ । ଯେଉଁମାନେ ବିବାହ କରି ନଥିବେ ତାଙ୍କୁ ଓୟୋ ହୋଟେଲରେ ମିଳିବନି ପ୍ରବେଶ ପାଇଁ ଅନୁମତି । ପ୍ରେମୀ ଯୁଗଳଙ୍କ ପାଇଁ ଏହି ନିୟମ ଏବେ ଚିନ୍ତାର କାରଣ ହୋଇଛି ।ଚେକ୍ ଇନ୍ ସମୟରେ ସମସ୍ତ ଦମ୍ପତିଙ୍କଠାରୁ […]
କୃଷ୍ଣପ୍ରସାଦରେ ବାର୍ଡ ଫ୍ଲୁ ସନ୍ଦେହ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଅନେକ କୁକୁଡା ଫାର୍ମରେ କୁକୁଡା ମଡକ ଦେଖାଯାଇଛି । ଏହାସହିତ କେତେକ ସ୍ଥାନରେ କାଉ ମଧ୍ୟ ମରି ପଡିଥିବା ଦେଖାଯାଇଛି ।ଗତ ୫ ଦିନ ଧରି କୁକୁଡ଼ା ମଡ଼କ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳାଇଛି । ଏପରିକି ଚାଷୀ ମଧ୍ୟ ଚିନ୍ତାରେ ପଡ଼ିଯାଇଛନ୍ତି । ମୃତ କୁକୁଡାର ରକ୍ତ, ନାଳ, ମୂତ୍ର ପରୀକ୍ଷା ପାଇଁ ପଠାଯାଇଛି । ଏତେ ସଂଖ୍ୟାରେ କୁକୁଡା କାହିଁକି […]
ଜୁନ ମାସ ରେ ବିଜେପି ସରକାର ଗଠନ ହେଲା.ସାତ ମାସ ହୋଇଗଲା .ହଁ କେବଳ ଲମ୍ବା ଲମ୍ବା ଭାଷଣ ଆମେ ଏବେ ଶୁଣୁଛୁ .କିନ୍ତୁ କାମ ଘର ଶୂନ.. ଦରଦାମ ବଢ଼ି ବଢ଼ି ଚାଲିଛି କିନ୍ତୁ action କିଛି ନାହିଁ . ଏ ସରକାର ଲୋକଙ୍କ ସରକାର ବୋଲି ଦାବୀ କରୁଛି.କିନ୍ତୁ ଲୋକଙ୍କ ସୁଖ ଦୁଃଖ ସହ ଏ ସରକାର ର ସମ୍ପର୍କ ଥିବା ପରି ଜଣା ପଡ଼ୁ ନାହିଁ ଡାଲି କୁହନ୍ତୁ. ତେଲ କୁହନ୍ତୁ. […]
