ମେଷ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍ ଖୋଜ ଖବର ପାଇପାରନ୍ତି। ବୃଷ ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି […]
ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର ବିଭିନ୍ନ ନିର୍ମାଣ ଶ୍ରମିକ ସଂଘ ,ଗ୍ୟାରେଜ,ବିଦ୍ୟୁତ୍ କାର୍ଯ୍ୟାଳୟ ଆଦି ସ୍ଥାନରେ ବିଶ୍ଵକର୍ମା ଙ୍କ ପୂଜା ମହା ସମାରୋହ ରେ ପାଳିତ ହୋଇଯାଇଛି। ପ୍ରତ୍ୟେକ ଅନୁଷ୍ଠାନ ରେ ବିଶ୍ୱକର୍ମା ମୂର୍ତ୍ତି ସ୍ଥାପନ କରି ରୀତି ନୀତି ଅନୁଯାୟୀ ହୋମ ଯଜ୍ଞ, ନାମ, ସଂକୀର୍ତ୍ତନ କରାଯାଇ ପୂଜର୍ଚ୍ଚନା କରଯାଇଥିଲା। ମାଳିସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂପଡା ଗ୍ରାମ କାରିଗର ସଂଘ, ମାଇଛେଳି ପଞ୍ଚାୟତ ସଂପଡା ଗ୍ରାମ ଭାରତ ନିର୍ମାଣ ସଂଘ ,ନୂଆଗାଁ […]
ସୁଭଦ୍ରା ଯୋଜନାକୁ ନେଇ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ସମାଲୋଚନା କରିଛନ୍ତି ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ର । ସେ କହିଛନ୍ତି ଯେ, ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ, କର୍ମକର୍ତ୍ତା ଏବଂ କେନ୍ଦ୍ରୀୟ ନେତାମାନେ ଓଡ଼ିଶାର ପ୍ରତ୍ୟେକ ମହିଳାଙ୍କୁ ବିଜେପି ସରକାର ଆସିଲେ ବର୍ଷକୁ ୫୦ ହଜାର ଟଙ୍କା ଦିଆଯିବ ବୋଲି ବିଭିନ୍ନ ସଭା, ସମିତିରେ ପ୍ରତିଶ୍ରୁତି ଦେଇଥିଲେ। ବିଜେପି ତା’ର ନିର୍ବାଚନୀ ଇସ୍ତାହାରରେ ୨ ବର୍ଷରେ ଓଡ଼ିଶାର […]
ରାଜଧାନୀ ଭୁବନେଶ୍ୱର ରାଜରାସ୍ତାରେ ବେପରୁଆ ଗାଡି ଚଳାଇବା ଘଟଣାରେ ସୋମବାର ପୁଲିସ ୫ ଜଣଙ୍କୁ ଗିରଫ କରିଛି । ଏହାସହ ୨ଟି ଗାଡିକୁ ମଧ୍ୟ ପୁଲିସ ଜବତ କରିଛି । ଏମାନେ ରୂପାଲି ଛକ ନିକଟରେ ଟ୍ରାଫିକ୍ ନିୟମ ଭାଙ୍ଗିଥିଲେ । ଦୁଇଟି କାରରେ ୨ ଜଣ ସନ୍ ରୁଫ୍ ଦେଇ ବାହାରକୁ ବାହରିଥିଲେ ଓ ଜୋରରେ ଚିତ୍କାର କରୁଥିଲେ। ସେହିପରି ଅନ୍ୟ ଏକ କାରର ଝରକା ଦେଇ ଜଣେ ବାହାରକୁ ବସିଥିଲେ। ଏପରିକି ସେଥିମଧ୍ୟରୁ ଗୋଟିଏ […]
ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସବୁ କିଛି ସମ୍ଭବ ହୋଇଥାଏ । ଏଭଳି ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ଯୁଷିତ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ୩ ଆଦିବାସୀ ଛାତ୍ରଛାତ୍ରୀ ଚଳିତ ବର୍ଷ ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଡାକ୍ତରୀ ପଢ଼ାରେ ନାମ ଲେଖାଇଛନ୍ତି l ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ୩ଜଣ ସବେରାଙ୍ଗା ଗ୍ରାମର କଳାକାର ପ୍ରଧାନ ଭୁବନେଶ୍ଵର ବିଜେବି କଲେଜରୁ ଯୁକ୍ତଦୁଇ ବିଜ୍ଞାନରେ ପ୍ରଥମ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୫୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୨ ଟାରେ ପୁରସ୍କାର […]
କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଜନବସତି ମୁହାଁ ହେଉଛନ୍ତି ହାତୀପଲ। କିନ୍ତୁ ତେଲକୋଇ ଫରେଷ୍ଟ ବିଟ୍ ବେଣା ଗାଁରେ ୫ଟିକିଆ ହାତୀପଲଙ୍କ ଉପଦ୍ରବ କରିଛନ୍ତି । ଦୁଇଟି ଘର ଭାଙ୍ଗି ଧାନ ଚାଉଳ ଖାଇବା ସହ ୧୦ ହଜାର ଟଙ୍କା ମଧ୍ୟ ଖାଇଦେଲେ ହାତୀପଲ । ଘଟଣାରୁ ଜଣା ପଡ଼ିଛି ଯେ ଗତ ରାତି ପ୍ରାୟ ୧୧ ଟାରେ ଏକ […]
ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ ଜଣେ କାର ମାଲିକ ଗତ ରବିବାର ନିଜ ଗାଡିର ସର୍ଭିସିଂ ପାଇଁ ସୋ ରୁମକୁ ଆଣିଥିଲେ । ତେବେ କାରକୁ ରଖିବା ପରେ ଡାସ୍ ବୋର୍ଡରେ ଏକ ସାପ ଥିବା ଦେଖିବାକୁ ପାଇଥିଲେ । ଏହା ଦେଖି କାର୍ଯ୍ୟ କରୁଥିବା ମେକାନିକ ଏବଂ କାର ଚାଳକ ଭୟଭୀତ ହୋଇଯାଇଥିଲେ। ଏହାପରେ ସେମାନେ ତୁରନ୍ତ ସ୍ନେକ ହେଲପ ଲାଇନ ସଦସ୍ୟ ଗାଡି ମାଲିକଙ୍କୁ ଜଣାଇଥିଲେ ।ସୂଚନା ପାଇ […]
ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି।ଏକ ଟଙ୍କା ଆକାଉଣ୍ଟ ଚେକ୍ ପାଇଁ ଯାଇଛି ତେଣୁ ଯେଉଁମାନେ ୧ ଟଙ୍କା ପାଇ ନାହାନ୍ତି, ସେମାନେ ବି ବ୍ୟସ୍ତ ହୁଅନ୍ତୁ ନାହିଁ, ଆଜି ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ସେ କହିଛନ୍ତି ଯେ ସବୁ ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ନହେବା ଯାଏଁ ଚାଲିବ ପଞ୍ଜୀକରଣ | ସୁଭଦ୍ରା ହିତାଧିକାରୀ ପ୍ରଥମ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ଏକ ବୈଠକ ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ସାମ୍ବାଦିକତା କ୍ଷେତ୍ରରେ ସ୍ୱାଭିମାନକୁ ବଜାୟ ରଖିବା,ସଂଘୀୟ ବିଚାରାଧାରାକୁ ମଜବୁତ କରିବା,ସାଙ୍ଗଠନିକ ଶକ୍ତି ବୃଦ୍ଧି ପାଇଁ ବିଭିନ୍ନ ପଦକ୍ଷେପ ନେବା ସମ୍ପର୍କିତ ଅନେକ ଆଲୋଚନା ହୋଇଥିଲା। ସମାଜକୁ ନୂତନ ଦିଗଦର୍ଶନ ଦେବା ସହିତ ସମାଜର ଉନ୍ନତି ପାଇଁ ସାମ୍ବାଦିକମାନେ ସଦା ସର୍ବଦା ଚେଷ୍ଟିତ ହେବା ଆବଶ୍ୟକ ବୋଲି ବୈଠକରେ […]
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ । ବାମନ ରୂପୀ ବାଳକ ରୂପରେ ଶ୍ରୀଜଗନ୍ନାଥ ରତ୍ନ ସିଂହାସନରେ ବିଜେ କରିବେ।ଶ୍ରୀବଳଭଦ୍ରଙ୍କୁ ରାଜବେଶ ଓ ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ସଜ୍ଜିତ କରାଯିବ । ତେବେ ଶ୍ରୀମନ୍ଦିରରେ ଦ୍ବିପ୍ରହର ଧୂପ ସରିବା ପରେ ଏହି ନୀତିକାନ୍ତି ଅନୁଷ୍ଠିତ ହେବ। ତେବେ ଗତକାଲି ପ୍ରଭୁଙ୍କ ବାମନ ଜନ୍ମ ନୀତି ପାଇଁ ତିନି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା।ବାମନ ଜନ୍ମ ନୀତି ପାଇଁ ମଧ୍ୟାହ୍ନଧୂପ ଛେକ ଉଠିବା ପରେ (ସଂଧ୍ୟା) […]
କେନ୍ଦ୍ରାପଡା ଆଳିରେ ମଇଁଷି ସହ ଯୋର୍ ପାର୍ ହେବା ବେଳେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଦିନିଆରି ଗାଁ ନିକଟ ଯୋରରେ ସୋମବାର ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଛି ବୋଲି ଖବର ମିଳିଛି ।ବୃଦ୍ଧଙ୍କ ଘର ଇଚ୍ଛାପୁରରେ ହୋଇଥିବାବେଳେ ଗ୍ରାମବାସୀ ଏବେ ଯୋରରେ ତାଙ୍କୁ ଖୋଜାଖୋଜି କରୁଛନ୍ତି ।ଅଗ୍ନିଶମ କର୍ମଚାରୀ ମଇଁଷି ଚରାଳୀ ଆଜାମ୍ବରଙ୍କୁ ନଦୀରେ ଖୋଜାଖୋଜି କରାଯାଉଥିଲେ ବି ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳି ପାରିନାହିଁ। ତେବେ ଆଳି ଥାନା ଅଞ୍ଚଳରେ ବାରମ୍ବାର ଏପରି […]
