ବିଧାନସଭା ଚାଲିଥିବା ବେଳେ ଗୃହରେ ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ ବୋଲି ରଣେନ୍ଦ୍ର ସ୍ବାଇଁ ପ୍ରଶ୍ନ କରିଥିଲେ।ତାଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ୫ ମାସରେ ୧୧୬ ସୁନା ବ୍ୟବସାୟୀଙ୍କ ନାଁରେ ମାମଲା ହୋଇଛି। ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କରାଯାଇଥିବା ୩,୧୨୫ଟି ଚଢାଉରୁ ୧୧୬ଜଣ ସୁନା ବ୍ୟବସାୟୀ ଗ୍ରାହକଙ୍କୁ ଠକୁଥିବା ଜଣାପଡ଼ିଛି। ସେମାନଙ୍କ ବିରୋଧରେ ମାମଲା ରୁଜୁ ହେବା ସହ ୩ଲକ୍ଷ ୧୩ହଜାର ୮ଶହ ଟଙ୍କାର […]
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ। ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଦିଆଯିବ। ଅନ୍ୟପଟେ ରାଜ୍ୟରେ ଦୁଇ ଶହ ଗୋଶାଳା କରିବେ ସରକାର। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା […]
ଗୃହରେ କୃଷି ଓ ବିଦ୍ୟୁତ୍ ବିଭାଗର ଆଲୋଚନା ହୋଇଛି । ୨୦୨୫ ସୁଦ୍ଧା ସମସ୍ତ ରାଜସ୍ବ ଗ୍ରାମକୁ ବିଜୁଳି ପହଞ୍ଚାଇବାକୁ ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ସମସ୍ତ ଗାଁକୁ କେବେ ବିଜୁଳି ସଂଯୋଗ ହେବ ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଅନ୍ୟପଟେ ୫ଟି ସ୍କୁଲ ବିଜୁଳି ବିଲ ପେମେଣ୍ଟ ଉପରେ କେଭି ସିଂହଦେଓ କହିଛନ୍ତି, ୫ଟ ସ୍କୁଲ ବିଜୁଳି […]
ସୁଭଦ୍ରା ଫର୍ମ ଫେରସ୍ତ ମାଗିବା ଘଟଣାକୁ କେନ୍ଦ୍ରକରି ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଅଙ୍ଗନୱାଡି କର୍ମୀ ପ୍ରୀତିରେଖା ବଳଙ୍କୁ ମାଡ଼ ଘଟଣାରେ ମଙ୍ଗଳବାର ଶତାଧିକ ଅଙ୍ଗନୱାଡି କର୍ମୀ ପ୍ରତିବାଦ ଜଣାଇଛନ୍ତି। ଏନେଇ ସଂପୃକ୍ତ ଅଙ୍ଗନବାଡ଼ି କର୍ମୀ ଦିପ୍ତିରେଖା ବଳ ବାଂଶଡ଼ା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ୩ ଜଣଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।ପୋଲିସ ମାମଲା ରୁଜୁ କରିଥିବା ବେଳେ ଏପର୍ଯ୍ୟନ୍ତ କାହାକୁ ଗିରଫ କରିନାହିଁ। ଅଭିଯୁକ୍ତମାନେ ମାନେ ଖୁଲମଖୋଲା […]
ଗତ ସାଧାରଣ ନିର୍ବାଚନ ରେ ନିର୍ବାଚନ ପ୍ରଚାର ଗସ୍ତରେ ମଇ ମାସ ୧୧ ତାରିଖରେ କନ୍ଧମାଳ ଜିଲା ସଦର ମହକୁମା ଫୁଲବାଣୀକୁ ପ୍ରଚାରରେ ଆସିଥିବା ବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ସ୍ୱତନ୍ତ୍ର ଓ ଭିନ୍ନ ଧରଣର ଚିତ୍ର ତିଆରି କରି ଉପହାର ଦେଇଥିଲେ ଫୁଲବାଣୀର ୧୭ ବର୍ଷିୟ ଚିତ୍ରକର ପ୍ରସାଦ ସୋନୁ। ଚିତ୍ରଟିକୁ ସଭା ମଞ୍ଝରୁ ଦେଖିବା ପରେ ନିଜ ସୁରକ୍ଷା କର୍ମୀ ମାନଙ୍କ ଜରିଆରେ ଚିତ୍ରଟିକୁ ଗ୍ରହଣ କରିଥିଲେ ପ୍ରଧାନମନ୍ତ୍ରୀ। ଚିତ୍ରରେ ଅଯୋଧ୍ୟା […]
ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ମଙ୍ଗଳବାର ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି। କିନ୍ତୁ ‘ସୁଭଦ୍ରା’ ଯୋଜନାର ଫର୍ମ ଓ ଅନଲାଇନରେ ଫର୍ମ ଅପଲୋଡ୍ ପାଇଁ ବିଭିନ୍ନ ସ୍ଥାନରେ ଆବେଦନକାରୀଙ୍କଠୁ ଟଙ୍କା ଦାବି କରାଯିବା ଖବର ମିଳିବା ପରେ ରାଜ୍ୟ […]
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଭଞ୍ଜନଗର ଜଳ ସଂପଦ ବିଭାଜନ ସହକାରୀ ଯନ୍ତ୍ରୀ ଇଂ. ପ୍ରସନ୍ନ କୁମାର ସ୍ୱାଇଁଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଭଞ୍ଜନଗରରେ ପ୍ରସନ୍ନଙ୍କ ରହିଛି ବଡ଼ ବଡ଼ ଘର। ଆୟଠାରୁ ଅଧିକ ସମ୍ପତି ଠୁଳ ମାମଲାରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଟିମ ରେଡ୍ କରୁଥିବା ସୂଚନା ମିଳିଛି। ଦୀର୍ଘ ଦିନ ଧରି ପ୍ରସନ୍ନ ସ୍ୱାଇଁ ଭଞ୍ଜନଗର ଜଳସମ୍ପଦ ବିଭାଗରେ ସହକାରୀ ଯନ୍ତ୍ରୀ ଭାବେ […]
ଆସନ୍ତା ୧୨ ତାରିଖରେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ ତାରିଖରେ ଏହା ଲଘୁଚାପ ରୂପ ନେବ । ପରେ ୨୪ରୁ ୪୮ ଘଣ୍ଟା ଭିତରେ ଏହା ଅବପାତରେ ପରିଣତ ହୋଇପାରେ । ବୁଧବାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ ଓ କେନ୍ଦୁଝରକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ […]
*ମେଷ : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। *ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* *ମିଥୁନ: *ଆଜି ନିଜର ନୂଆ ବିଚାର ଆର୍ଥିକ […]
**ରାୟଗଡ:-ତା. ୧୦/୦୯- ସୁଭଦ୍ରା ଯୋଜନାର ଜିଲ୍ଲାସାରl ଆବେଦନ ପ୍ରକ୍ରିୟା ଚାଲୁରହିଛି l ଜିଲ୍ଲାର ୨୧ବର୍ଷରୁ ଉର୍ଦ୍ଧ ୬୦ବର୍ଷରୁ କମ ବୟସ୍କ ମହିଳା ଯାହାଙ୍କ ବାର୍ଷିକ ପାରିବାରିକ ଆୟ ୨ଲକ୍ଷ ୫୦ହଜାରରୁ କମ ହୋଇଥିବ, ସେମାନେ ଆବେଦନ କରିବା ପାଇଁ ଉତ୍ସାହିତ କରାଯାଉଛି l ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱବଧାନରେ ଜିଲ୍ଲା ପ୍ରଶାସନ ତରଫରୁ ପ୍ରତ୍ୟେକ ଦିନ ବିଭିନ୍ନ କାର୍ଯ୍ୟପନ୍ଥା ହାତକୁ ନିଆଯାଉଛି l ଏନେଇ ଅନଲାଇନରେ ଆବେଦନ ପ୍ରକ୍ରିୟାକୁ ତଦାରଖ କରିବା ନିମନ୍ତେ ଜିଲ୍ଲାପାଳ […]
ମଙ୍ଗଳବାର ଓଡ଼ିଶା ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଦେଇଥିବା ତଥ୍ୟରୁ ବାଘ ବିଲୁପ୍ତ ଆଶଙ୍କା ସୃଷ୍ଟି ହୋଇଛି।ଗତ ୧୦ ବର୍ଷରେ ରାଜ୍ୟରେ ମରିଛନ୍ତି ୫୫ଟି ବାଘ। ତା’ ଭିତରେ ଅଛନ୍ତି ୪୮ଟି କଲରାପତରିଆ ଓ ୭ଟି ମହାବଳ ବାଘ। ତେବେ ସବୁଠୁ ସାଙ୍ଘାତିକ ଘଟଣା ହେଉଛି ୨୩ ଟି ବାଘଙ୍କୁ କେବଳ ଶିକାରୀ ହତ୍ୟା କରିଛନ୍ତି। ୪ ଟି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜୀବନ ହରାଇଥିବା […]
ଆଜି ବିଶ୍ଵ ଆତ୍ମହତ୍ୟା ନିବାରଣ ଦିବସ। ଚଳିତ ବର୍ଷର ଥିମ୍ ରହିଛି ଚେଞ୍ଜିଂ ଦି ନ୍ୟାରେଟିଭ୍ ଅନ୍ ସୁଇସାଇଡ୍। ବର୍ତ୍ତମାନ ଲୋକଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବଢିବାରେ ଲାଗିଛି । ଖାସ୍ କରି ଯୁବପିଢିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବେଶୀ ଦେଖିବାକୁ ମିଳୁଛି । ଯାହା ଏବେ ଚିନ୍ତାର କାରଣ ହୋଇଥିବା ବେଳେ ଏହାକୁ କିପରି ରୋକିବେ ସେନେଇ ସରକାରୀ ଓ ବେସରକାରୀ ବିଭିନ୍ନ ଉଦ୍ୟମ କରାଯାଉଛି ।ଆତ୍ମହତ୍ୟା ବିରୋଧରେ ସଚେତନତା ସୃଷ୍ଟି ପାଇଁ ୨୦୦୩ ମସିହା […]
