author

ଗାଁଠୁ ସହର ସବୁଠି E-KYC ପାଇଁ ଲମ୍ବା ଲାଇନ୍‌ ।

ଗାଁଠୁ ସହର ସବୁଠି E-KYC ପାଇଁ ଲମ୍ବା ଲାଇନ୍‌ । E-KYC ନକଲେ ରାସନ ସାମଗ୍ରୀ ହିତାଧିକାରୀଙ୍କୁ ମିଳିବନି । ଏନେଇ କଣ୍ଟ୍ରୋଲ ଡିଲରଙ୍କ ପାଖରେି ହିତାଧିକାରୀ ଲାଇନ ଲଗାଉଛନ୍ତ। କିନ୍ତୁ ଡିଲରମାନେ ଟୁ-ଜି ସପୋର୍ଟ ମେସିନ ବ୍ୟବହାର କରୁଥିବାରୁ ଲିଙ୍କ୍‌ ଫେଲ ସମସ୍ୟା ଦେଖାଦେଉଛି । ଯେଉଁଥିପାଇଁ କଣ୍ଟ୍ରୋଲ ଡିଲରଙ୍କ ପାଖରେ ଲମ୍ବା ଧାଡ଼ି ଦେଖିବାକୁ ମଳିଛି । ପୂର୍ବରୁ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ବିଧାନସଭା ଅଧିବବେଶନ ଚାଲିଥିବା […]

ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନରେ ବିଶ୍ୱ ଆତ୍ମହତ୍ୟା ରକିବା ଦିବସ ପାଳିତ।

ରାୟଗଡ଼ା, ୧୦/୦୯/୨୦୨୪ : ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟ ପରିସରରେ ବିଶ୍ୱ ଆତ୍ମହତ୍ୟା ରକିବା ଦିବସ ପାଳନ କରାଯାଇଛି। ରାୟଗଡ଼ା ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆତ୍ମହତ୍ୟା କରିବାକୁ ଯାଉଥିବା ବ୍ୟକ୍ତିଙ୍କ ଚିନ୍ତାଧାରାକୁ କିପରି ବଦଳା ଯାଇପାରିବ ସେ ସମ୍ପର୍କରେ ଆଲଚନା କରଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସେଞ୍ଚୁରିଅନ ବିଶ୍ବ ବିଦ୍ୟାଳୟର ନିର୍ନେଶକ ଡ଼ଃ.ରାଜେଶ କୁମାର ପାଢ଼ୀ, ଅଧ୍ୟକ୍ଷ ଚନ୍ଦ୍ରଶେଖର ପାତ୍ର, ଟିବି ବିଭାଗର ଅତିରିକ୍ତ ଜିଲ୍ଲା ଜନ […]

ବିରୋଧୀ ଦଳ ନେତାଙ୍କୁ ଭେଟିଲେ BJD ପୋଲାଭରମ୍ ଟିମ୍

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛି ବିଜେଡି ପୋଲାଭରମ ଟିମ୍‌ । ପୋଲାଭରମ ପ୍ରକଳ୍ପକୁ ସବୁସ୍ତରରେ ବିରୋଧ କରାଯିବ । ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ମୋଟୁ ପଞ୍ଚାୟତ ସମେତ କାଲିମେଳା ଓ ପଡ଼ିଆ ବ୍ଲକର ୨୩୬ଟି ଗାଁର ଲୋକମାନେ କ୍ଷତିଗ୍ରସ୍ତ ହେବେ । ସେମାନଙ୍କର ଭିଟାମାଟି ଓ ଜୀବୀକା ଉଜୁଡିଯିବ । ମାଲକାନଗିରି ଜିଲ୍ଲାରେ ସାଧାରଣତଃ ଅଧିକ ବର୍ଷା ହୋଇଥାଏ । ତେଣୁ ଏ ପ୍ରକଳ୍ପ, ପରିସ୍ଥିତିକୁ ଆହୁରି ଜଟିଳ କରିବ ବୋଲି ପ୍ରତିନିଧି ଦଳ […]

ଲୁଣି ପାଣିକୁ ପାନୀୟ ଯୋଗ୍ୟ କରିବାକୁ ଯୋଜନା ଚାଲିଛି

ଦୟା ନଦୀରେ ହେବ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ। ଏନେଇ ବିଧାନସଭାରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ପ୍ରଶ୍ନରେ ଉତ୍ତର ଦେଇ ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବ ସରକାର କେନ୍ଦ୍ରର ଜଳ ସମ୍ପଦ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଚାହୁଁ ନଥିଲେ । ଯେଉଁଥିଲାଗି ଅନେକ ପ୍ରକଳ୍ପ ବିଳମ୍ବ ହୋଇଛି । ଠିକ୍ ସମୟରେ ସର୍ଭେ, ଡିପିଆର ପ୍ରସ୍ତୁତ ହୋଇନାହିଁ । ଆମେ ଯେତେ […]

ଓଡ଼ିଶାରେ ତିଆରି ହେବ ଭାରତୀୟ ବାୟୁସେନା ବିମାନର ଇଞ୍ଜିନ୍

୨୬ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟରେ ବାୟୁସେନା ଲାଗି ୨୪୦ଟି ଜେଟ୍ ଇଞ୍ଜିନ ତିଆରି କରିବ HAL। ଏହି ପ୍ରସ୍ତାବକୁ କ୍ୟାବିନେଟ କମିଟି ଅନୁମୋଦନ କରିଛି। ଏନେଇ ସୂଚନା ଦେଇଛି ପ୍ରତିରକ୍ଷା ମନ୍ତ୍ରଣାଳୟ।ଏହି ଏରୋଇଞ୍ଜିନ୍ ଗୁଡ଼ିକ ହାଲ୍ ର କୋରାପୁଟ ଡିଭିଜନ ଦ୍ୱାରା ନିର୍ମିତ ହେବ ଏବଂ ଦେଶର ପ୍ରତିରକ୍ଷା ପ୍ରସ୍ତୁତି ପାଇଁ ଏସ୍‌ୟୁ-୩୦ ଫ୍ଲିଟ୍ ର ପରିଚାଳନା କ୍ଷମତା ବଜାୟ ରଖିବା ପାଇଁ ଭାରତୀୟ ବାୟୁସେନାର ଆବଶ୍ୟକତା ପୂରଣ କରିବ ବୋଲି ଆଶା କରାଯାଉଛି। […]

ଏସସିବିରେ ଦ୍ଵିତୀୟ ସଫଳ ଯକୃତ ପ୍ରତିରୋପଣ

ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଯକୃତ ପ୍ରତିରୋପଣ କ୍ଷେତ୍ରରେ ଆଉ ଏକ ଅଧ୍ୟାୟ ଯୋଡ଼ି ହୋଇଛି। ପୂର୍ବ ଭାରତର ପ୍ରଥମ ସରକାରୀ ଡାକ୍ତରଖାନା ଭାବେ ଏସସିବି​ରେ ସୋମବାର ଦ୍ବିତୀୟ ଯକୃତ ପ୍ରତିରୋପଣ କରାଯାଇଛି। ନୟାଗଡ଼ ଅଞ୍ଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି। ମାନସଙ୍କୁ ତାଙ୍କ ପତ୍ନୀ ଛବି ମଲ୍ଲିକ ଯକୃତ ଦାନ କରିଛନ୍ତି। ଏସସିବି ମେଡିକାଲର ଯକୃତ ପ୍ରତିରୋପଣ ବିଭାଗ ଅସ୍ତ୍ରୋପଚାର କକ୍ଷରେ ଏହି […]

ଶସ୍ତା ହେବ କ୍ୟାନସର ଔଷଧ

ଶସ୍ତା ହେବ କ୍ୟାନସର ଔଷଧ। କ୍ୟାନସର ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଔଷଧ ଉପରେ ଜିଏସଟି ୧୨ ପ୍ରତିଶତରୁ ୫ ପ୍ରତିଶତକୁ କରିଦିଆଯାଇଛି। କର୍କଟ ଔଷଧ ଉପରେ ପୂର୍ବରୁ ଥିବା ୧୨% ଜିଏସ୍‌ଟିକୁ ୫%କୁ ହ୍ରାସ କରାଯାଇଛି। ସେହିପରି ଲୁଣିଆ ଖାଦ୍ୟ ପଦାର୍ଥ (ନମ୍‌କିନ୍‌) ଉପରୁ ମଧ୍ୟ ୧୮% ଜିଏସ୍‌ଟିକୁ ୧୨%କୁ କମାଯାଇଛି। ଏଥିସହ ସ୍ବାସ୍ଥ୍ୟ ଓ ଜୀବନ ବୀମା ଉପରୁ ଜିଏସ୍‌ଟି ପ୍ରତ୍ୟାହାର ନେଇ ବହୁ ଦାବି ହେଉଥିବାବେଳେ ଏନେଇ ସୁପାରିଶ କରିବାକୁ କେତେକ ମନ୍ତ୍ରୀଙ୍କୁ […]

ଚିନ୍ତା ବଢାଇଲାଣି ମଙ୍କିପକ୍ସ

ଭାରତରେ ପ୍ରଥମ ମଙ୍କିପକ୍ସ ମାମଲା ସାମ୍‌ନାକୁ ଆସିବା ପରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ ଓ ପ୍ରସ୍ତୁତ ରହିବା ପାଇଁ କେନ୍ଦ୍ର ସରକାର ସୋମବାର ଆଡଭାଇଜରି ଜାରି କରିଛନ୍ତି। ଆଫ୍ରିକା ପରେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ମଙ୍କିପକ୍ସ ଭାରତର ଚିନ୍ତା ବଢାଇ ଦେଇଛି । ଦିଲ୍ଲୀରେ ବିଦେଶ ଫେରନ୍ତା ଜଣେ ସନ୍ଦିଗ୍ଧ ଚିହ୍ନଟ ହେବା ପରେ ତାଙ୍କୁ ସଙ୍ଗରୋଧରେ ରଖାଯାଇଛି । ନମୂନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି । ଏଥିସହ କଣ୍ଟାକ୍ଟ […]

ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ଅରେଞ୍ଜ ସତର୍କତା

ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ମଙ୍ଗଳବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ବଲାଙ୍ଗୀର, ନୂଆପଡା, ବରଗଡ , ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ସତର୍କତା ଜାରି କରାଯାଇଛି। ଅବପାତ ଏହି ସବୁ ଜିଲ୍ଲା ଦେଇ ଗତି କରୁଥିବାରୁ ପାଣିପାଗ ବିଭାଗରୁ ଆସନ୍ତା ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି। […]

ଲଗାଣ ବର୍ଷା ପାଇଁ ୩ ଜିଲ୍ଲାରେ ସ୍କୁଲ ଛୁଟି

ଲଗାଣ ବର୍ଷା ଯୋଗୁ ଆଜି କୋରାପୁଟ ଜିଲାର ସମସ୍ତ ସ୍କୁଲ ଛୁଟି। ଆଇଏମ୍‌ଡି ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି ପରେ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଗଞ୍ଜାମ ଓ ମାଲକାନଗିରିରେ ବି ଆଜି ସ୍କୁଲ ଛୁଟି ଘୋଷଣା କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଥିବାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଙ୍ଗନବାଡ଼ି କେନ୍ଦ୍ରରେ ରନ୍ଧା ଖାଦ୍ୟ ବଦଳରେ ଶୁଖିଲା ଖାଦ୍ୟ ଦିଆଯିବାର ବ୍ୟବସ୍ଥା କରାଯାଇଛି । ସମସ୍ତ ଅଙ୍ଗନବାଡ଼ି କର୍ମୀଙ୍କୁ କର୍ମକ୍ଷେତ୍ରରେ ସଜାଗ […]

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍।

ମଙ୍ଗଳବାର ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍। ସବୁ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବା ପରେ ବ୍ଯୟ ମଞ୍ଜୁରୀ ବିଲ୍‌କୁ ଗୃହରେ ପାରିତ କରାଯିବ । ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ ଓ ଶ୍ରମ , କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି। ଶୂନ୍ୟକାଳରେ ଚିକିଟି ମଦ ମୃତ୍ୟୁ […]

ଆଜିର ରାଶିଫଳ(୧୦ ସେପ୍ଟେମ୍ବର,୨୦୨୪)

ମେଷ *ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।* ବୃଷ *ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍‌ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, […]