ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ।ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ କ୍ୟାନସର୍ ରୋଗୀଙ୍କ ସଂଖ୍ୟା ବଢୁଛି । ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି । ଜମିର ଗୁଣବତ୍ତା ନଷ୍ଟ ହେଉଛି ଏବଂ କ୍ୟାସନର ଭଳି ରୋଗ ବ୍ୟାପୁଛି । ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ […]
ଏଣିକି ମାଗଣା ଚାଉଳ ସାଙ୍ଗକୁ ମାଗଣା ଗହବ ପାଇବେ ରାସନ ହିତାଧିକାରୀ । ନୂଆ ସରକାର ଆସିବା ଦିନଠୁ ଏହା ଶୁଣିବାକୁ ମିଳୁଛି । ହେଲେ କେବେ ମିଳିବ, ତାହା ଏବେ ପ୍ରଶ୍ନବାଚୀ । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଚାଉଳ ସହ ଗହମ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲୁ, ତାକୁ ମଞ୍ଜୁରୀ ମିଳିଛି । ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ […]
ମୋହନ ମାଝିଙ୍କ ଘିବ୍ଲି ଅବତାର ଦେଖିବାକୁ ମିଳିଛି । ଘିବ୍ଲି ଟ୍ରେଣ୍ଡରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ । ଏ ନେଇ ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି । ପୋଷ୍ଟ କରି ମୂଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର କେବଳ ମଧୁବାବୁଙ୍କ ଜନ୍ମମାଟି ନୁହେଁ, ଏହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ ସ୍ଥଳ। ଆଧୁନିକ ଭାରତରେ ଓଡ଼ିଆ ଭାଷାର ଉତ୍ଥାନ ତଥା ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପୁରୋଧାଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପିଲାଙ୍କୁ ଗୁଣାତ୍ମକ ଓ ସର୍ବୋତ୍ତମ ଶିକ୍ଷାଦାନ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହାକୁ ବାସ୍ତବ ରୂପ ଦେବା ପାଇଁ ନୂଆ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ସହ ନୂଆ କରି ପାଠ ଆରମ୍ଭ କରୁଥିବା ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ପ୍ରବେଶ ଓ ଖଡ଼ିଛୁଆଁ ଉତ୍ସବ ସମଗ୍ର ରାଜ୍ୟରେ ଆଜି ଅନୁଷ୍ଠିତ ହୋଇଛି। ଏହା ସହିତ ନୂତନ ଶିକ୍ଷାନୀତି ଅନୁଯାଇ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟରେ ଆଜିଠାରୁ ଶିଶୁ ବାଟିକା ଶ୍ରେଣୀର […]
କୋଶଳୀ ଭାଷାକୁ ମିଳୁ ରାଜ୍ୟ ଭାଷାର ସ୍ଵୀକୃତି ଏନେଇ ଗୃହରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । କୋଶଲିକୁ ରାଜ୍ୟ ଭାଷା ଭାବରେ ମାନ୍ୟତା ଦେବା ଏବଂ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଏହାକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି।ଓଡ଼ିଶା କହିଲେ ସମଗ୍ର ଅଞ୍ଚଳ । ଭାଷା ଓ ଭୂଷଣକୁ ଛାଡି ଜାତି ବଞ୍ଚି ପାରିବନି । ଓଡ଼ିଶାର ୧୧ ଜିଲ୍ଲାର ଦେଢ଼ କୋଟି ଲୋକ ସମ୍ବଲପୁରୀ, କୋଶଳୀ […]
ପ୍ରତି ପଞ୍ଚାୟତରେ ଖୋଲିବ ପୋଷଣ କେନ୍ଦ୍ର । ଗୃହରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ସେ କହିଛନ୍ତି ଯେ, ୩ ମାସ ମଧ୍ୟରେ ଆରମ୍ଭ ହେବ କାର୍ଯ୍ୟ । ସବସିଡିରେ ଗହମ, ଡାଲି, ଚିନି, ଚାଉଳ ଆଦି ମିଳିବ । ଗୁଜୁରାଟ ଏବଂ ଦିଲ୍ଲୀ ମଡେଲରେ ଓଡିଶାରେ ହେବ ପୋଷଣ କେନ୍ଦ୍ର । ଏନେଇ କୌଣସି ବିଧିବଦ୍ଧ ଘୋଷଣା ହୋଇନଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଚାଲିଥିବା କଥା ପୂର୍ବରୁ କହିଥିଲେ ଯୋଗାଣ ମନ୍ତ୍ରୀ […]
ବଲାଙ୍ଗୀର ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ବିଭତ୍ସ ହତ୍ୟା ଘଟଣା । ସାମାନ୍ୟ ବିବାଦରୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଜୀବନ ନେଇଗଲେ ସ୍ୱାମୀ । ଦେଓଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ସୂଚନା ମୁତାବକ, ବିଳମ୍ୱିତ ରାତିରେ ଖାଇସାରି ସ୍ତ୍ରୀ ଶୋଇବାକୁ ଯାଇଥିଲେ। ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ସ୍ଵାମୀ ସ୍ତ୍ରୀକୁ ଖାଇବାକୁ ମାଗିଥିଲା। ମାତ୍ର ସ୍ତ୍ରୀ ଖାଇବାକୁ ନ ଦେବାରୁ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀକୁ ଏକ ଟାଙ୍ଗିଆରେ […]
ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର ଭାବେ ସୁନା କିଣୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସୁନା ଦର ଅଧିକ ରହିଛି। ସୋମବାର ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୬୫୦ ଟଙ୍କା ଏବଂ ୨୪ କ୍ୟାରେଟ୍ ପିଛା ୭୦୦ରୁ ଅଧିକ ଟଙ୍କା ବଢ଼ିଛି । ଆଗକୁ ବିବାହ ଋତୁ ଥିବାରୁ ଗ୍ରାହକଙ୍କ ମୁଣ୍ଡରେ ଚଡ଼କ […]
ପୁରୀ ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ଚୟନ ପ୍ରକ୍ରିୟା ଆରମ୍ଭ। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ । ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଗୃହ ବିଭାଗ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିରେ ଜଣେ ଆଇଜି, ଡିଆଇଜି ଓ ପୁରୀ ଏସପି ସଦସ୍ୟ ରହିଛନ୍ତି । ଆଜି ଠାରୁ ୯ ତାରିଖ […]
ଭାରତର ପ୍ରଥମ ଭର୍ଟିକାଲ୍ ଲିଫ୍ଟ ବ୍ରିଜ୍ର ନିର୍ମାଣ ଶେଷ । ସମୁଦ୍ର ଭିତରେ ଏହି ବ୍ରିଜ୍ ତିଆରି ହୋଇଛି । ଆସନ୍ତା ଏପ୍ରିଲ ୬ ତାରିଖ ଅର୍ଥାତ୍ ରାମନବମୀରେ ପମ୍ବନ ବ୍ରିଜ୍କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ପରୀକ୍ଷଣ ସଫଳ ସମ୍ପର୍କରେ ଘୋଷଣା କରାଯାଇଛି। ପମ୍ବନ ପୋଲରେ ରେଲୱେ, ତଟରଖୀ, ରାଜ୍ୟ ପ୍ରଶାସନିକ ଅଧିକାରୀ ଏବଂ ପୋଲିସର ଉପସ୍ଥିତିରେ ୨୯ ମାର୍ଚ୍ଚରେ ପୋଲ ଖୋଲିବା ପୂର୍ବାଭ୍ୟାସ ପରୀକ୍ଷଣ ସମ୍ପନ୍ନ ହୋଇଥିଲା। ପୁରୁଣା ପମ୍ବନ […]
ମଙ୍ଗଳବାର ରାଉରକେଲା ଜଗଦା ଅଞ୍ଚଳରେ ଏକ ସେକ୍ସ ରାକେଟ ଠାବ ହୋଇଛି । ଗ୍ରାହକ ସାଜି ସେକ୍ସ ରାକେଟ ଉପରେ ଚଢ଼ାଉ କରିଥିଲା ପୋଲିସ । ରାଉରକେଲାରେ ଖୋଲାଖୋଲି ଭାବେ ନିଜ ଘରେ ଚାଲେଇଥିଲେ ସେକ୍ସ ରାକେଟ ।ରାଣୀ ମହୁମାଛି ସହ ଜଣେ ଘର ମାଲିକ ଏବଂ ଜଣେ ଦଲାଲ ସହ ୫ ଜଣଙ୍କୁ ଅଟକ ରଖିଛି ପୋଲିସ। ରାଉରକେଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ଏକ ଘରେ ଚାଲିଥିଲା ଏହି ସେକ୍ସ ରାକେଟ । […]
ବୁଧବାରଠୁ ଅଧା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ଜୋର୍ରେ ପବନ ବହିବ। ୩ ଓ ୪ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହି ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ଦେଓଗଡ ,ବରଗଡ଼ ସମ୍ବଲପୁର,ସୋନପୁର, ବଲାଙ୍ଗୀର , ଅନୁଗୁଳ ସୁବର୍ଣ୍ଣପୁର,ନବରଙ୍ଗପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି ଓ କୋରାପୁଟ ଏହି ୧୫ ଜିଲ୍ଲାକୁ ୟେଲୋ […]
